ପ୍ରବଳ ବର୍ଷାରେ ଜଳମଗ୍ନ ହେଲା ଦୁବଇ ଏୟାର ପୋର୍ଟ, ଶପିଂ ମଲରେ ଆଣ୍ଠୁଏ ପାଣି
ଦୁବି,୧୭।୪: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ର ଦୁବାଇ, ଶୁଷ୍କ ଏବଂ ଗରମ ତାପମାତ୍ରା ପାଇଁ ଜଣାଶୁଣା, ମଙ୍ଗଳବାର ଏଠାରେ ପ୍ରବଳ ବର୍ଷା ହେତୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । ପ୍ରବଳ ବର୍ଷା ଏହି ବ୍ୟସ୍ତବହୁଳ ସହରରେ ସାଧାରଣ ଜୀବନଯାତ୍ରାକୁ…
ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ
ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ ମା’ର କ୍ଷୀର ପିଇବାକୁ ଦେଇନଥିଲେ, ସେ କେବଳ ସୂର୍ଯ୍ୟ କିରଣ ମାଧ୍ୟମରେ ତାଙ୍କୁ ଜୀବନ୍ତ…
ଏକ୍ସ ଆକାଉଣ୍ଟ ପାଇଁ ଦେବାକୁ ପଡିବ ଅର୍ଥ!
ଓ୍ବାଶିଂଟନ,୧୬।୪: ଏଲନ ମସ୍କ ଟୁଇଟର ଟେକ ଓଭର କରିବାପରେ ଏହି ପ୍ଲାଟଫର୍ମରେ ଅନେକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ମସ୍କ ଏହାର ନାମ ବଦଳାଥିଲେ। ବର୍ତ୍ତମାନ ମସ୍କ ପୁନର୍ବାର ଏକ୍ସ ବିଷୟରେ ଏକ ବଡ଼ ଘୋଷଣା କରିଛି। ଏହା ଜାଣିବାକୁ ମିଳିଛି…
ଅକ୍ଷୟ ପାତ୍ର ଫାଉଣ୍ଡେଶନର ଦାବି, ୨୦୪୭ ପୂର୍ବରୁ ଭାରତ ହେବ କ୍ଷୁଧା ମୁକ୍ତ
ଓ୍ବାଶିଂଟନ,୧୬।୪: ଅକ୍ଷୟ ପାତ୍ର ଫାଉଣ୍ଡେସନର ସହ-ପ୍ରତିଷ୍ଠାତା ଚଞ୍ଚଲପତି ଦାସ ଦାବି କରିଛନ୍ତି ଯେ ୨୦୪୭ ପୂର୍ବରୁ ଭାରତ ବିଶ୍ୱର ସବୁଠାରୁ ଜନବହୁଳ ଦେଶ ହୋଇଥିଲେ ମଧ୍ୟ କ୍ଷୁଧାରୁ ମୁକ୍ତ ହେବ। ଫାଉଣ୍ଡେସନ ଏପର୍ଯ୍ୟନ୍ତ ଲୋକଙ୍କୁ ଚାରି ବିଲିୟନ ଥର ମାଗଣା ଭୋଜନ…
ଏବେ ହେବ ମହାସଂଗ୍ରାମ! ଇରାନକୁ ମିଳିବ କଡା ଜବାବ…ଆକ୍ସନ ମୋଡରେ ନେତାନ୍ୟାହୁ
ଜେରୁଜେଲମ,୧୬।୪: ଇରାନ ଆକ୍ରମଣ ପରେ ଇସ୍ରାଏଲ ଏହାର ପ୍ରତିଶୋଧ ନେବାକୁ ଚିନ୍ତା କରିଛି। ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କଠାରୁ ଆରମ୍ଭ କରି ଇସ୍ରାଏଲ ସେନା ପର୍ଯ୍ୟନ୍ତ ଇରାନର ଆକ୍ରମଣର ଜବାବ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଗୋଟିଏ ପଟେ ବେଞ୍ଜାମିନ ନେତାନ୍ୟାହୁ ଜରୁରୀ ବୈଠକ…
ଆଫଗାନିସ୍ତାନରେ ବନ୍ୟା, ୩୩ ମୃତ
କାବୁଲ, ୧୬।୪: ଆଫଗାନିସ୍ତାନରେ ଗତ ୩ ଦିନ ଧରି ଲଗାଣ ବର୍ଷା ଯୋଗୁ ବନ୍ୟା ବିଭୀଷିକା ଘଟି ୩୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ବନ୍ୟାରେ ୨୭ ଜଣ ଆହତ ହୋଇଥିବାବେଳେ ୬୦୦ ଘର କ୍ଷତିଗ୍ରସ୍ତ ହୋଇଥିବା ତାଲିବାନର ମୁଖପାତ୍ର ଅବଦୁଲ୍ଲାହ ଜନାନ୍…
ଇରାନ୍ର ୮୦ ୟୁଏଭିକୁ ଧ୍ୱଂସ କରିଛି ଆମେରିକା
ଓ୍ବାଶିଂଟନ,୧୬ା୪ (ପି.ଟି.): ଇସ୍ର୍ରାଏଲ ଉପରେ ଆକ୍ରମଣ ବେଳେ ଇରାନ ଛାଡ଼ିଥିବା ୮୦ରୁ ଊର୍ଦ୍ଧ୍ୱ ୟୁଏଭି ଏବଂ ଅନୂ୍ୟନ ୬ଟି ବାଲିଷ୍ଟିକ୍ ମିଶାଇଲ୍କୁ ଆମେରିକା ଧ୍ୱଂସ କରିଦେଇଥିବା ପେଣ୍ଟାଗନ କହିଛି। ଇସ୍ରାଏଲ୍କୁ ମାଡ଼ କରିବା ପୂର୍ବରୁ ହୁଟି ନିୟନ୍ତ୍ରିତ ୟେମେନ୍ ଅଞ୍ଚଳରେ ଥିବା ଇରାନର…
ପଦ ଛାଡିବେ ସିଙ୍ଗାପୁର ପ୍ରଧାନମନ୍ତ୍ରୀ
ସିଙ୍ଗାପୁର,୧୫।୪: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିନ ଲୁଙ୍ଗ ସୋମବାର କହିଛନ୍ତି ଯେ ସେ ଆସନ୍ତା ୧୫ମେ’ ରେ ନିଜ ପଦରୁ ଇସ୍ତଫା ଦେବେ। ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଭାବରେ ଲରେନ୍ସ ୱଙ୍ଗ ନିଯୁକ୍ତ ହେବେ। ସେ ବର୍ତ୍ତମାନ ଦେଶର ଉପପ୍ରଧାନମନ୍ତ୍ରୀ ଅଟନ୍ତି। ପ୍ରଧାନମନ୍ତ୍ରୀଙ୍କ…
ଓମାନରେ ପ୍ରଳୟଙ୍କରୀ ବନ୍ୟା, ଏବେ ପର୍ଯ୍ୟନ୍ତ ୧୩ ମୃତ
ମସ୍କଟ,୧୫।୪: ପ୍ରକୃତି ବର୍ତ୍ତମାନ ମଧ୍ୟ ପୂର୍ବର ଓମାନ ସହରରେ ତାଣ୍ଡବ ସୃଷ୍ଟି କରୁଛି। ସୋମବାର ପ୍ରବଳ ବର୍ଷା ଯୋଗୁଁ ସେଠାରେ ୧୩ ଜଣଙ୍କର ମୃତ୍ୟୁ ହେଲାଣି। ୟୁଏଇ ସ୍ଥିତ ଖାଲିଜ ଟାଇମ୍ସ ଅନୁଯାୟୀ ଓମାନର ସିଭିଲ ଡିଫେନ୍ସ ଏବଂ ଆମ୍ବୁଲାନ୍ସ କର୍ତ୍ତୃପକ୍ଷ…
ଏହି ୫ ସୁରକ୍ଷା କବଚ ସହାୟତାରେ ଇରାନକୁ ପାଣି ପିଆଇଲା ଇସ୍ରାଏଲ
ଜେରୁଜେଲମ୍,୧୫ା୪:୬ ମାସ ଧରି ଲାଗି ରହିଥିବା ହମାସ୍ ବିରୋଧୀ ଯୁଦ୍ଧ ବେଳେ ଇସ୍ରାଏଲ୍ର ଏୟାର ଡିଫେନ୍ସ ସିଷ୍ଟମ୍ ରକେଟ, ଡ୍ରୋନ୍ ଓ ମିଶାଇଲ୍ ଆକ୍ରମଣକୁ ପ୍ରତିହତ କରିବା ପାଇଁ କାର୍ଯ୍ୟରତ ଥିବାବେଳେ ୩୦୦ରୁ ଊର୍ଦ୍ଧ୍ୱ ଇରାନୀୟ ଡ୍ରୋନ୍ ଓ ଦୂରଗାମୀ କ୍ଷେପଣାସ୍ତ୍ର…
ଇସ୍ରାଏଲ-ଇରାନ ବିବାଦ ମଧ୍ୟରେ ଆନନ୍ଦ ମହିନ୍ଦ୍ରାଙ୍କୁ ପସନ୍ଦ ଆସିଗଲା ଏହି ଗୋଟିଏ ଜିନିଷ: କହିଲେ, ଭାରତକୁ ବି ଏହା ଆବଶ୍ୟକ
ନୂଆଦିଲ୍ଲୀ,୧୫।୪: ଅନେକ ଦିନ ପରେ ନୀରବ ରହିବା ପରେ ଶେଷରେ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ଏହି ବିବାଦ ଉପରେ ସମଗ୍ର ବିଶ୍ୱର ନଜର ରହିଛି। ଏହି ସମୟ ମଧ୍ୟରେ ମହିନ୍ଦ୍ରା ଗ୍ରୁପର ଚେୟାରମ୍ୟାନ ଆନନ୍ଦ ମହିନ୍ଦ୍ରା…
ଇରାନ ଆକ୍ରମଣ ପରେ ଆକ୍ସନ ମୋଡରେ ଆମେରିକା
ଓ୍ବାଶିଂଟନ,୧୫।୪: ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ଆମେରିକା ପରିସ୍ଥିତି ଉପରେ କଡା ନଜର ରଖିଛି। ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ତୁର୍କୀ ବୈଦେଶିକ ମନ୍ତ୍ରୀ ହକନ ଫିଦାନଙ୍କ ସହ କଥା ହୋଇଛନ୍ତି।…
Archives


