ଅନ୍ତର୍ଜାତୀୟ

ଅନ୍ୟମାନଙ୍କ ପାଇଁ ପ୍ରେରଣା ସାଜିଲେ ‘ମିସ୍‌ ଟେକ୍ସାସ ୟୁଏସଏ’

ଓ୍ବାଶିଂଟନ,୨୫।୬: କୁହାଯାଏ ଯେ କିଛି ଅଲଗା କରିବା ଏବଂ ନିଜର ସ୍ବପ୍ନକୁ ପୂରଣ କରିବା ପାଇଁ କୌଣସି ବୟସ ନ ଥାଏ। ଯେତେବେଳେ ଜଣେ ବ୍ୟକ୍ତି ସ୍ଥିର କରେ ଯେ ସେ ତାଙ୍କ ଜୀବନରେ କିଛି କରିବାକୁ ଚାହୁଁଛନ୍ତି, ତେବେ କୌଣସି…

୫ ବର୍ଷ ପରେ ଜେଲରୁ ମୁକୁଳିଲେ ଓ୍ବିକିଲିକ୍ସର ଫାଉଣ୍ଡର

ଓ୍ବାଶିଂଟନ,୨୫।୬: ୱିକି ଲିକ୍ସ ୱେବସାଇଟ ପ୍ରତିଷ୍ଠାତା ଜୁଲିୟାନ ଆସେଞ୍ଜଙ୍କୁ ଶେଷରେ ବ୍ରିଟିଶ ଜେଲରୁ ମୁକ୍ତ କରାଯାଇଛି। ୱିକି ଲିକ୍ସର ପ୍ରତିଷ୍ଠାତା ଜୁଲିୟାନ ଆସେଞ୍ଜ ଆମେରିକାର ନ୍ୟାୟ ବିଭାଗ ସହିତ ହୋଇଥିବା ଚୁକ୍ତିନାମାରେ ସରକାରୀ ତଥ୍ୟ ଚୋରି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ଦଲିଲରେ…

ଫ୍ରାନ୍ସରେ ବଢୁଛି ହିଂସା, ପୋଲିସ ଷ୍ଟେଶନ ସମେତ ଅନେକ କୋଠାରେ ଲାଗିଲା ନିଆଁ

ପ୍ୟାରିସ,୨୪।୬: ଫ୍ରାନ୍ସର ନ୍ୟୁ କାଲେଡୋନିଆରେ ବର୍ତ୍ତମାନ ଅଶାନ୍ତିର ବାତାବରଣ ଦେଖାଦେଇଛି। ରବିବାର ରାତିରେ ନ୍ୟୁ କାଲେଡୋନିଆ ଦ୍ୱୀପରେ ପୋଲିସ ଷ୍ଟେଶନ ଏବଂ ଟାଉନ ହଲ ସମେତ ଅନେକ ଅଟ୍ଟାଳିକାରେ ନିଆଁ ଲାଗିଯାଇଥିଲା। ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। କୁହାଯାଉଛି ଯେ ବର୍ତ୍ତମାନ…

ଲିଥିୟମ ବ୍ୟାଟେରୀ ପ୍ଲାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ୧୬ ମୃତ, ୫ ନିଖୋଜ

ସିଓଲ,୨୪।୬: ଦକ୍ଷିଣ କୋରିଆର ଲିଥିୟମ ବ୍ୟାଟେରୀ ପ୍ଲାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବାର ସୂଚନା ମିଳିଛି। ଏହି ଦୁର୍ଘଟଣାରେ ଅତି କମରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ପାଞ୍ଚ ଜଣ ନିଖୋଜ ଅଛନ୍ତି। ସ୍ଥାନୀୟ ଅଗ୍ନିଶମ ଅଧିକାରୀ ଏହି ସୂଚନା…

ପ୍ରବଳ ଗରମ, ୧୩ ଶହ ଯାତ୍ରୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୪।୬: ଚଳିତ ବର୍ଷ ଭାରତରେ ପ୍ରବଳ ଗରମ ଅନୁଭୂତ ହୋଇଥିବା ବେଳେ ସାଉଦୀ ଆରବରେ ଏବେ ସ୍ଥିତି ଅସମ୍ଭାଳ ହୋଇଛି । ଏଠି ପାଖାପାଖି ୧୩ ଶହରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସରକାର ସୂଚନା ଦେଇଛନ୍ତି । ବିଭିନ୍ନ…

ପରମାଣୁ ବୋମା ପକାଇବ ରୁଷିଆ, ପୁଟିନ ଦେଲେ ଏମିତି ନିର୍ଦ୍ଦେଶ

ମସ୍କୋ,୨୪।୮: ପରମାଣୁ ଅସ୍ତ୍ର ବ୍ୟବହାରକୁ ନେଇ ରୁଷିଆ ନୀତି ବଦଳାଇବାକୁ ଯାଉଛି। ଏହା କରିବା ପରେ ରୁଷିଆ ଅଳ୍ପ ସମୟ ମଧ୍ୟରେ ଆଣବିକ ଆକ୍ରମଣ ଉପରେ ନିଷ୍ପତ୍ତି ନେବାକୁ ସକ୍ଷମ ହେବ। ରୁଷିଆ ସଂସଦର ପ୍ରତିରକ୍ଷା କମିଟିର ସଭାପତି କହିଛନ୍ତି, ଯଦି…

ଆତଙ୍କବାଦୀ ଆକ୍ରମଣରେ ୧୫ ପୋଲିସକର୍ମୀଙ୍କ ସହ ଅନେକ ନାଗରିକ ମୃତ

ମସ୍କୋ,୨୪।୬: ରୁଷିଆର ଦକ୍ଷିଣ ପ୍ରଦେଶ ଡେଜିସ୍ତାନରେ ଖ୍ରୀଷ୍ଟିଆନ ଏବଂ ଯିହୂଦୀମାନଙ୍କ ଧର୍ମସ୍ଥଳ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଡେଜିସ୍ତାନର ଡର୍ବେଣ୍ଟ ସହରରେ ଏହି ଗୁଳି ବିନିମୟ ହୋଇଥିଲା। ଡେଜିସ୍ତାନର ଗଭର୍ନର କହିଛନ୍ତି, ବନ୍ଧୁକଧାରୀଙ୍କ ଆକ୍ରମଣରେ ୧୫ରୁ ଅଧିକ ପୋଲିସ ଏବଂ ଅନେକ…

ପିଓକେରେ ଅର୍ଦ୍ଧସାମରିକ ସୈନ୍ୟଙ୍କୁ ମୁତୟନ କରିବ ପାକିସ୍ତାନ

ଇସ୍‌ଲାମାବାଦ,୨୩ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରେ ଅର୍ଦ୍ଧସାମରିକ ବଳ ଫ୍ରଣ୍ଟିୟର କନ୍‌ଷ୍ଟାବୁଲାରିକୁ ନିୟୋଜିତ କିରବା ପାଇଁ ପାକିସ୍ତାନ ସରକାର ରବିବାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ଗତ ମାସରେ ପିଓକେରେ ଜୋର୍‌ଦାର ଆନ୍ଦୋଳନ ଜାରି ରହିବା ସହ ଅନେକ ଲୋକ ପ୍ରାଣ ହରାଇଥିଲେ।…

ସୁଧୁରୁ ନାହିଁ ଚାଇନା! ଏହି ଦେଶର ନୌସେନାକୁ ଛୁରି, କୁରାଢି, ହାତୁଡିରେ କଲା ଆକ୍ରମଣ

ବେଜିଂ,୨୩।୬: ଫିଲିପାଇନ୍ସର ରାଷ୍ଟ୍ରପତି ରବିବାର କହିଛନ୍ତି ଯେ ତାଙ୍କ ଦେଶ କୌଣସି ବିଦେଶୀ ଶକ୍ତି ଆଗରେ ନଇଁବ ନାହିଁ କିମ୍ବା ଯୁଦ୍ଧ ଆରମ୍ଭ କରିବ ନାହିଁ। ଦକ୍ଷିଣ ଚାଇନା ସାଗରରେ ଚାଇନା ସେନା ଏବଂ ଫିଲିପାଇନ୍ସର ନୌସେନା ମଧ୍ୟରେ ସଂଘର୍ଷ ପରେ…

ଏକ୍ସ ୟୁଜର୍ସଙ୍କୁ ବଡ଼ ଝଟ୍‌କା: ଏଣିକି ସାଧାରଣ ୟୁଜର୍ସ ବ୍ୟବହାର କରିପାରିବେନି ଏହି ଫିଚର୍‌

କାଲିଫର୍ନିଆ,୨୩।୬: ଏଲନ ମସ୍କ ଏକ୍ସର ଦାୟିତ୍ୱ ନେବା ପରେ ଏହି ମାଇକ୍ରୋବ୍ଲଗିଂ ପ୍ଲାଟଫର୍ମ ସଂପୂର୍ଣ୍ଣ ବଦଳି ଯାଇଛି। ନାମ, ଲୋଗୋ, ଡୋମେନ ଠାରୁ ଫିଚର୍‌ ପର୍ଯ୍ୟନ୍ତ ଅନେକ ଜିନିଷ ଏଥିରେ ନୂଆ। ଏବେ ଏକ୍ସ ବିଷୟରେ ଏକ ବଡ ଘୋଷଣା କରାଯାଇଛି।…

୧୨ ସନ୍ତାନର ବାପା ହେଲେ ଏଲନ ମସ୍କ: ଖୁସି ଖବରକୁ ଲୁଚାଇ ରଖିଥିଲେ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି

କାଲିଫର୍ନିଆ,୨୩।୬: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ପୁଣି ଥରେ ପିତା ହୋଇଛନ୍ତି। କିନ୍ତୁ ଏଥର ସେ ଏହି ଖୁସି ଖବରକୁ ଲୁଚାଇ ରଖିଥିଲେ। ସୂଚନା ଅନୁଯାୟୀ, ଏଲନ ମସ୍କଙ୍କ ଦ୍ୱାଦଶ ସନ୍ତାନର ମା’ ହେଉଛନ୍ତି ନ୍ୟୁରାଲିଙ୍କର ଟପ ମ୍ୟାନେଜର…

ଏହିଦିନ ପୃଥିବୀରେ ଆସି ମାଡ଼ ହୋଇପାରେ ଧୂମକେତୁ; ବଡ଼ ଦାବି କଲା ନାସା

ନୂଆଦିଲ୍ଲୀ,୨୩।୬: ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ନାସା ଏକ କାଳ୍ପନିକ ଆକଳନ କରି ଜାଣିପାରିଛି ଯେ ଭବିଷ୍ୟତରେ ଗୋଟିଏ ଧୂମକେତୁ ଆସି ପୃଥିବୀରେ ମାଡ଼ ହେବାର ୭୨% ପ୍ରତିଶତ ସମ୍ଭାବନା ରହିଛି। କେବଳ ଏତିକି ନୁହେଁ ଏହି ଧୂମକେତୁ ମାଡ଼ ହେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri