ଅନ୍ତର୍ଜାତୀୟ

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର ଜଣକ ନିଜ ଖେଳିବା ଘରେ ଏକ ଆଣବିକ ରିଆକ୍ଟର ପ୍ରସ୍ତୁତ କରିଛନ୍ତି, ଯାହାକି…

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧% ହୋଇଥିଲେ ମଧ୍ୟ ସେସବୁ ତରଳିବା ଯୋଗୁ ଏକ-ପଞ୍ଚମାଂଶ (୧୬-୨୦%) ହିମବାହ ଅଞ୍ଚଳ ଜଳମଗ୍ନ…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ ଆମେରିକା ବିଦେଶ ମନ୍ତ୍ରୀ ମାର୍କୋ ରୁବିଓଙ୍କ ଦାବିକୁ ଖଣ୍ଡନ କରି ଭାରତୀୟ ବିଦେଶ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ ଆଶା କରାଯାଉଛି । ଜଣେ ଅଧିକାରୀ କହିଛନ୍ତି ଯେ ଭାରତ ଏବଂ ୟୁକେ…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ ଅନୁଷ୍ଠିତ ନିର୍ବାଚନରେ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ବିପୁଳ ବିଜୟ ପରେ ୟୁନୁସଙ୍କୁ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା ହେବା ସହିତ ସମାଧାନର ବାଟ ବାହାରିବ ଏବଂ ଉଭୟ ରାଷ୍ଟ୍ର ଯୁଦ୍ଧରୁ ବିରତ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫ ବିଲିୟନ ଲୋକ ଅର୍ଥାତ୍‌ ପ୍ରତି ଚାରି ଜଣଙ୍କ ମଧ୍ୟରୁ ଜଣେ କିଛି ନା…

ମୋଦିଙ୍କ ଫର୍ମୁଲାରେ ବିଜୟୀ ହେଲେ ତାରିକ ରହମାନ

ଢାକା,୧୪।୨: ବାଂଲାଦେଶ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ମୋଡ଼ରେ ଅଛି। ତାରିକ ରହମାନଙ୍କ ନେତୃତ୍ୱରେ ଏହା ସ୍ଥିର ହେବ ଯେ ଢାକା କେଉଁ ପଥ ନେବ। ତାରିକ ରହମାନଙ୍କ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ସାଧାରଣ ନିର୍ବାଚନରେ ଏକ ବଡ଼ ବିଜୟ…

ବାଂଲାଦେଶ ନିର୍ବାଚନରେ ବିଜୟୀ ହୋଇ ୩ ହିନ୍ଦୁ ହେଲେ ସାଂସଦ

ଢାକା,୧୪।୨: ବାଂଲାଦେଶରେ ସାଧାରଣ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ୨୯୭ ଆସନରୁ ୨୧୨ଟି ଜିତି ସମ୍ପୂର୍ଣ୍ଣ ବହୁମତ ସହିତ ସରକାର ଗଠନ କରିବାକୁ ପ୍ରସ୍ତୁତ। ଏହି ସମୟରେ, ଏହାର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ, ଜମାତ-ଏ-ଇସଲାମିକୁ ୭୫ଟି ଆସନରେ…

Bangladesh Election 2026: ତାରିକ ରହମାନଙ୍କ ବିଜୟ ପରେ ବିଦାୟ ନେବେ କେୟାର ଟେକର ‘ୟୁନୁସ’, ଏବେ କ’ଣ ରହିଛି ଯୋଜନ? ଜାଣନ୍ତୁ…

ଢାକା,୧୪।୨: ବାଂଲାଦେଶ ବର୍ତ୍ତମାନ ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତରେ ଅଛି। ଆୱାମୀ ଲିଗର ପତନ ପରେ, ନୋବେଲ ଶାନ୍ତି ପୁରସ୍କାର ବିଜେତା ଡକ୍ଟର ମହମ୍ମଦ ୟୁନୁସ କ୍ଷମତାର ଦାୟିତ୍ୱ ଗ୍ରହଣ କଲେ। ମୁଖ୍ୟ ପରାମର୍ଶଦାତା ହେବା ପରେ, ସେ ଭଙ୍ଗା ବ୍ୟବସ୍ଥାକୁ…

ହାସିନାଙ୍କ ପ୍ରତ୍ୟର୍ପଣ ଦାବିକଲା ବିଏନ୍‌ପି: ଆଜି ଶପଥ ନେବେ ତାରିକ୍‌ ରହମାନ

ଢାକା,୧୪ା୨(ପି.ଟି./ଏଜେନ୍ସି):୨୦୨୪ ଅଗଷ୍ଟରେ ବାଂଲାଦେଶର ତତ୍କାଳୀନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ବିରୋଧରେ ମୁଣ୍ଡ ଟେକିଥିବା ଛାତ୍ର ଆନ୍ଦୋଳନ ଶେଷରେ ତାଙ୍କୁ କ୍ଷମତାଚ୍ୟୁତ କରିଥିଲା। ଅଗଷ୍ଟ ୫ରେ ହାସିନା ଦେଶ ଛାଡ଼ି ଭାରତକୁ ପଳାୟନ କରି ନୂଆଦିଲ୍ଲୀର ଶରଣ ନେଇଥିଲେ। ୨୦୨୫ ନଭେମ୍ବରରେ ଢାକାସ୍ଥିତ…

ବାଂଲାଦେଶର ଭାବି ପ୍ରଧାନମନ୍ତ୍ରୀଙ୍କର ରହିଛି ବଡ଼ ରୋଚକ ପ୍ରେମ କାହାଣୀ! କଠିନ ସମୟରେ ବି ହାତ ଛାଡି ନ ଥିଲେ ପତ୍ନୀ

ଢାକା,୧୩।୨: ବାଂଲାଦେଶର ରାଜନୀତି ଏକ ଗୁରୁତ୍ୱପୂର୍ଣ୍ଣ ମୋଡ଼ରେ ଅଛି। କ୍ଷମତା ପରିବର୍ତ୍ତନ ଏବଂ ନିର୍ବାଚନୀ ବିଜୟ ପରେ, ଏବେ ଦେଶରେ ଏକ ନୂତନ ନେତୃତ୍ୱ ବିଷୟରେ ଆଲୋଚନା ବଢୁଛି, ଏବଂ ତାରିକ ରହମାନ ଏହି ପରିବର୍ତ୍ତନର କେନ୍ଦ୍ରରେ ଅଛନ୍ତି। ପ୍ରାୟ ୧୭…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri