ଅନ୍ତର୍ଜାତୀୟ

ବ୍ରାଜିଲ ବିମାନ ଦୁର୍ଘଟଣା, ସମସ୍ତ ଯାତ୍ରୀ ମୃତ

ସାଓ ପାଉଲୋ,୧୦।୮: ଶୁକ୍ରବାର ବ୍ରାଜିଲର ସାଓ ପାଉଲୋରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନରେ ଥିବା ସମସ୍ତ ୬୧ଯାତ୍ରୀଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ତେବେ ଏହି ଦୁର୍ଘଟଣା କିପରି ଘଟିଲା ସେ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସୂଚନା ପ୍ରକାଶ ପାଇନାହିଁ। ବ୍ରାଜିଲର…

ଶେଖ ହାସିନାଙ୍କ ପାଇଁ ଏମିତି କ’ଣ କରିଦେଲେ ମୋଦି, ଯାହାକୁ ନେଇ ହାସିନାଙ୍କ ପୁଅ କରୁଛନ୍ତି ପ୍ରଶଂସା

ଢାକା,୧୦।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପୁଅ ସଜିବ ୱାଜେଡ ଆନନ୍ଦ ଆମେରିକାରୁ ଏକ ଭିଡିଓ ଭାଇରାଲ କରିଛନ୍ତି ଯେଉଁଥିରେ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରୁଥିବା ଦେଖିବାକୁ ମିଳିଛି। ଭିଡିଓ ବାର୍ତ୍ତାରେ ଶେଖ ହାସିନାଙ୍କ ପୁଅ ସାଜିବ ୱାଜେଡ…

ଆଇଏସ୍‌ ଟାର୍ଗେଟରେ ସ୍ବିଫ୍ଟଙ୍କ ଫ୍ୟାନ୍ସ

ଭିଏନା,୧୦ା୮: ଅଷ୍ଟ୍ରିଆ ରାଜଧାନୀ ଭିଏନାରେ ଆମେରିକୀୟ ସିଙ୍ଗର ଟେଲର ସ୍ବିଫ୍ଟ ଗୁରୁବାରଠାରୁ ଶନିବାର ମଧ୍ୟରେ ୩ଟି କନ୍‌ସର୍ଟ କରିବାର କାର୍ଯ୍ୟକ୍ରମ ରହିଥିଲା। ତେବେ ଇସ୍‌ଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ପକ୍ଷରୁ ଉକ୍ତ କାର୍ଯ୍ୟକ୍ରମରେ ଆମତ୍ଘାତୀ ଆକ୍ରମଣ କରାଯିବା ନେଇ ଯୋଜନା ଚାଲିଥିବା ଅଷ୍ଟ୍ରିଆ…

ଆଇଏସ୍‌ଏସ୍‌ରେ ଆଉ ୬ ମାସ ରହିବେ ସୁନୀତା

ଓ୍ବାଶିଂଟନ,୧୦ା୮: ବୋଇଂର ଷ୍ଟାର୍‌ଲାଇନ ମହାକାଶ ଯାନରେ ଗୋଟିଏ ସପ୍ତାହ ପାଇଁ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)କୁ ଯାଇଥିବା ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଏବଂ ବୁଚ୍‌ ଓ୍ବିଲ୍‌ମୋର ଫେବୃଆରୀ ପୂର୍ବରୁ ଫେରୁନାହାନ୍ତି। ତାଙ୍କୁ ଆଉ ୬ ମାସ ସେଠାରେ ଅଟକି…

ଶେଖ ହସିନାଙ୍କ ସହ କାହିଁକି ପଳାଇ ଆସିଥିଲେ ତାଙ୍କ ମନ୍ତ୍ରୀ, ଏବେ କାହିଁକି ଫେରି ଯାଉଛନ୍ତି

ଢାକା,୯।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ବୋଧହୁଏ କିଛି ସମୟ ଭାରତରେ ରହିବେ। କାରଣ ବ୍ରିଟେନ ଯିବା ପାଇଁ ତାଙ୍କର ଯୋଜନା ଏପର୍ଯ୍ୟନ୍ତ ସଫଳ ହୋଇନାହିଁ। ତାଙ୍କର ବ୍ରିଟେନ ଗସ୍ତକୁ ନେଇ କିଛି ବୈଷୟିକ ବାଧା ଉପୁଜିଛି। ତାଙ୍କ ସରକାର…

ଡରିଲାଣି ପାକିସ୍ତାନ, ବାଂଲାଦେଶ ଭଳି ହେବନି ତ ସ୍ଥିତି ?

ନୂଆଦିଲ୍ଲୀ, ୦୯।୦୮: ବାଂଲାଦେଶରେ ଜାରି ରହିଛି ରାଜନୈତିକ ସଙ୍କଟ । ଛାତ୍ର ଆନ୍ଦୋଳନ ଏପରି ଉଗ୍ରରୂପ ଧାରଣ କରିଛି ଯେ, ସତ୍ତାରେ ଥିବା ସରକାର ଭଙ୍ଗିଛି ଏବଂ ଅନ୍ତରୀଣ ସରକାର ଶପଥ ନେଇଛି। ୫ଥରର ପ୍ରଧାନମନ୍ତ୍ରୀ ଭୟରେ ଦେଶ ଛାଡ଼ିଛନ୍ତି ।…

ଡକାୟତି, ଲୁଟ୍‌ ଭୟ: ରାତିରେ ଶୋଉନାହାନ୍ତି ଦେଶବାସୀ

ଢାକା,୮ା୮:ବାଂଲାଦେଶରେ ଶେଖ୍‌ ହାସିନା ସରକାରର ପତନ ପରେ ଅରାଜକତା ଲାଗିରହିଛି। ଲୁଟ୍‌ପାଟ ଓ ଡକାୟତି ଭୟରେ ଲୋକମାନେ ରାତିରେ ନ ଶୋଇ ଦଳବଦ୍ଧ ହୋଇ ରାସ୍ତାଘାଟ ଓ ଗଳିଗୁଡ଼ିକରେ ପହରା ଦେଉଛନ୍ତି। ସୋମବାର ଶେଖ୍‌ ହାସିନା ଦେଶ ଛାଡ଼ି ପଳାଇବା ପରେ…

ମାନିଲେ ପ୍ରଧାନମନ୍ତ୍ରୀ, ହିନ୍ଦୁଙ୍କୁ ଖୋଜି ଖୋଜି କରାଯାଉଛି ଅତ୍ୟାଚାର

ଢାକା, ୦୯।୦୮: ବାଂଲାଦେଶରେ ଜାରି ରହିଥିବା ରାଜନୈତିକ ହିଂସା ମଧ୍ୟରେ କାମଚଳା ସରକାର ଶପଥ ନେଇଛି । ଏହି ସରକାରରେ ନୋବେଲ୍‌ ପୁରସ୍କାର ବିଜେତା ମହମ୍ମଦ ୟୁନୁସ ପ୍ରଧାନମନ୍ତ୍ରୀ ଭାବେ ଦ଼୍ବାୟିତ଼୍ବ ଗ୍ରହଣ କରିଛନ୍ତି । ସେ ତାଙ୍କ ପ୍ରଥମ ବୟାନ୍‌ରେ…

ଲୁଟ୍‌ ଭୟରେ ଶୋଉ ନାହାନ୍ତି ବାଂଲାଦେଶୀ

ଢାକା,୮ା୮ : ବାଂଲାଦେଶରେ ଶେଖ୍‌ ହାସିନା ସରକାରର ପତନ ପରେ ଅରାଜକତା ଲାଗିରହିଛି। ଲୁଟ୍‌ପାଟ ଓ ଡକାୟତି ଭୟରେ ଲୋକମାନେ ରାତିରେ ନ ଶୋଇ ଦଳବଦ୍ଧ ହୋଇ ରାସ୍ତାଘାଟ ଓ ଗଳିଗୁଡ଼ିକରେ ପହରା ଦେଉଛନ୍ତି। ସୋମବାର ଶେଖ୍‌ ହାସିନା ଦେଶ ଛାଡ଼ି…

ବାଂଲାଦେଶ ଅନ୍ତରୀଣ ସରକାରର ମୁଖ୍ୟ ଭାବେ ଶପଥ ନେଲେ ୟୁନୁସ

ଢାକା,୮।୮: ବାଂଲାଦେଶରେ ହୋଇଥିବା ହିଂସା ପରେ ମହମ୍ମଦ ୟୁନୁସ ଦେଶର ଦାୟିତ୍ୱ ସମ୍ଭାଳିଛନ୍ତି। ସେ ଗୁରୁବାର ଅନ୍ତରୀଣ ସରକାରର ମୁଖ୍ୟ ଭାବରେ ଶପଥ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ବାଂଲାଦେଶର ନୂତନ ମୁଖ୍ୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହା ସହିତ…

ଶେଖ ହାସିନା ଭାରତରେ ରହିବେ ନା ଆଉ କେଉଁଠି କି ଯିବେ…, ବୈଦେଶିକ ମନ୍ତ୍ରଣାଳୟ ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୮।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଭାରତରେ ରହିବେ ନା ସେ ଅନ୍ୟତ୍ର ଯିବାକୁ ଯୋଜନା କରୁଛନ୍ତି? ଏ ବାବଦରେ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବଡ଼ ଅପଡେଟ୍‌ ଦେଇଛି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର କହିଛନ୍ତି , ବର୍ତ୍ତମାନ…

୨ ମିନିଟ୍‌ରେ ଦୁଇ ଶକ୍ତିଶାଳୀ ଭୂକମ୍ପ, ସୁନାମୀ ଆଲର୍ଟ ଜାରି

ଟୋକିଓ,୮ା୮: ଜାପାନରେ ଦୁଇ ମିନିଟ୍‌ ମଧ୍ୟରେ ୨ଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ଯଥାକ୍ରମେ ୬.୯ ଓ ୭.୧ ରହିଥିଲା। ଦକ୍ଷିଣପଶ୍ଚିମରେ ଥିବା କ୍ୟୁଶ୍ୟୁ ଦ୍ୱୀପ ଓ ଶିକୋକୁରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?