ଅନ୍ତର୍ଜାତୀୟ

ସ୍କୁଲ୍‌ରେ ସ୍ମାର୍ଟଫୋନ୍‌ ବ୍ୟବହାର:ପ୍ରତିବନ୍ଧକ ଲଗାଇଲେଣି ୨୫% ଦେଶ

ପ୍ୟାରିସ୍‌, ୫।୮:ସ୍ମାର୍ଟ ଫୋନ ବ୍ୟବହାରର ଅନେକ ନକାରାତ୍ମକ ପ୍ରଭାବ ରହିଛି। ଏହାକୁ ନେଇ ଅନେକ ଗବେଷଣା ମଧ୍ୟ ସାମ୍‌ନାକୁ ଆସିଛି। ତେବେ ସ୍ମାର୍ଟ ଫୋନ୍‌ ଡିଭାଇସ୍‌ ଛାତ୍ରୀଛାତ୍ରଙ୍କ ଶିଖିବାର କ୍ଷମତା ଓ ଧ୍ୟାନ କେନ୍ଦ୍ରିତ କରିବାର ଶକ୍ତି ଉପରେ ନକାରାତ୍ମକ ପ୍ରଭାବ…

ବ୍ରିଟେନ୍‌ରେ ହିିଂସା: କଠୋର କାର୍ଯ୍ୟାନୁଷ୍ଠାନ ଲାଗି ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ

ଲଣ୍ଡନ,୪ା୮: ବ୍ରିଟେନରେ ପ୍ରବାସୀ ବିରୋଧୀ କଠୋର ଜାତୀୟତାବାଦୀ ସଂଗଠନଗୁଡ଼ିକ ପକ୍ଷରୁ ହିଂସାତ୍ମକ ସଂଘର୍ଷ ଓ ଅଶାନ୍ତି ଲାଗିରହିଥିବା ବେଳେ ପୋଲିସ୍‌ ଶତାଧିକ ଲୋକଙ୍କୁ ଗିରଫ କରିଛି। ହିଂସାକାଣ୍ଡ ଘଟାଉଥିବା ଉଗ୍ରବାଦୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ କିର୍‌…

ନୋବେଲ ବିଜେତାଙ୍କ ଚେତାବନୀ, ଭାରତ ପର୍ଯ୍ୟନ୍ତ ବ୍ୟାପିବ ବାଂଲାଦେଶ ହିଂସା

ଢାକା/ନୂଆଦିଲ୍ଲୀ,୪।୮: ନୋବେଲ ବିଜେତା ତଥା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠାତା ପ୍ରଫେସର ମହମ୍ମଦ ୟୁନୁସ କହିଛନ୍ତି ଯେ ବାଂଲାଦେଶରେ ବ୍ୟାପିଥିବା ହିଂସା ପଡୋଶୀ ଦେଶ (ଭାରତ) କୁ ମଧ୍ୟ ବ୍ୟାପିବ। ସେ କହିଛନ୍ତି ଯେ ଏହାକୁ ବାଂଲାଦେଶର ଆଭ୍ୟନ୍ତରୀଣ ପ୍ରସଙ୍ଗ ବୋଲି କହିବା…

ହାନିୟେଙ୍କ ମୃତ୍ୟୁ ପରେ ଜବରଦସ୍ତ ପ୍ରତିଶୋଧ ନେଲା ଇରାନ, ଇସ୍ରାଇଲ ଉପରେ ମାଡ କଲା ମାଳ ମାଳ ମିଶାଇଲ

ଓ୍ବାଶିଂଟନ,୪।୮: ମଧ୍ୟ ପୂର୍ବ ବର୍ତ୍ତମାନ ଏକ ବିପଜ୍ଜନକ ସମୟ ଦେଇ ଗତି କରୁଛି। ହମାସ ମୁଖ୍ୟ ଇସମାଇଲ ହାନିୟେଙ୍କ ମୃତ୍ୟୁ ପରେ ଇରାନରେ ଯୁଦ୍ଧର ନିଆଁ ଜଳୁଛି। ଇରାନ ଇସ୍ରାଏଲ ଉପରେ ଏକ ଶକ୍ତିଶାଳୀ ପ୍ରତିବାଦ ଆରମ୍ଭ କରିଛି। ଇରାନ ପାଇଁ…

ତୁରନ୍ତ ଇସ୍ତଫା ଦିଅନ୍ତୁ ପ୍ରଧାନମନ୍ତ୍ରୀ: ତେଜିଲା ବିବାଦ, କଫ୍ୟୁ ଜାରି

ଢାକା,୪।୮: ବାଂଲାଦେଶରେ ପୁଣିଥରେ ସରକାର ବିରୋଧୀ ବିରୋଧ ଆରମ୍ଭ ହୋଇଛି। ପୁଣି ଥରେ ହଜାର ହଜାର ଲୋକ ରାଜଧାନୀ ଢାକାକୁ ଯାଇ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଇସ୍ତଫା ଦାବି କରିଛନ୍ତି। ରବିବାର ଶାସକ ଆୱାମୀ ଲିଗ ସମର୍ଥକ ଏବଂ ଆନ୍ଦୋଳନକାରୀଙ୍କ ମଧ୍ୟରେ…

ଉକୁଣୀ ପାଇଁ ଜରୁରୀ ଅବତରଣ କଲା ବିମାନ, ପୂରା ଘଟଣା ଜାଣିଲେ…

ଓ୍ବାଶିଂଟନ,୪ା୮: ତ୍ରୁଟି କିମ୍ବା ବୈଷୟିକ ଅସୁବିଧା ଯୋଗୁ ବିମାନକୁ ବେଳେବେଳେ ଜରୁରିକାଳୀନ ଅବତରଣ କରିବାକୁ ପଡ଼ିଥାଏ ମାତ୍ର କିନ୍ତୁ ଏକ ଆମେରିକୀୟ ଏୟାରଲାଇନ୍ସର ବିମାନରେ ଯାହା ଘଟିଛି ତାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଟିକ୍‌ଟକ୍‌ କ୍ରିଏଟର ଏଥାନ ଜୁଡେଲସନ୍‌ ଫିନିକ୍ସକୁ ଯିବା…

ସୋମବାର ଇସ୍ରାଏଲ ଉପରେ ଆକ୍ରମଣ କରିବ ଇରାନ! ଏହାସହ କ’ଣ ରହିଛି ମନ୍‌ ଡେ’ କନେକଶନ

ତେହେରାନ,୪।୮: ହମାସ ପଲିଟ ବ୍ୟୁରୋ ମୁଖ୍ୟ ଇସମାଇଲ ହାନିୟେଙ୍କ ମୃତ୍ୟୁର ପ୍ରତିଶୋଧ ନେବାକୁ ଇରାନ ଶପଥ ନେଇଛି। ପ୍ରକାଶ ଯେ, ଇରାନର ସର୍ବୋଚ୍ଚ ନେତା ଅୟାତୁଲ୍ଲା ଅଲି ଖାମେନେଇ ଏହି ଆକ୍ରମଣକୁ ଅନୁମୋଦନ କରିଛନ୍ତି ଏବଂ ଇରାନ ସେନା ଶୀଘ୍ର ଇସ୍ରାଏଲ…

ପୁଣି ସାମ୍ନାକୁ ଆସିଲା ପାଶ୍ଚାତ୍ୟ ଦେଶର ଡବଲ ଚେହେରା, ଭାରତକୁ କଲେ କଠୋର ସମାଲୋଚନା

ନୂଆଦିଲ୍ଲୀ/ଓ୍ବାଶିଂଟନ,୪ା୮: ଇରାନର ରାଜଧାନୀ ତେହରାନରେ ଜୁଲାଇ ୩୧ରେ ହମାସ ନେତା ଇସ୍‌ମାଇଲ ହନିୟେଙ୍କ ହତ୍ୟା ପରେ ହମାସ ଏବଂ ଇରାନ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଏହି ହତ୍ୟାକାଣ୍ଡ ଉପରେ ବିଶ୍ୱ ସ୍ତରରେ ଗ୍ରହଣ କରାଯାଇଥିବା ଡବଲ ଚେହେରା ଉପରେ…

ଇସ୍ରାଏଲକୁ ଭାରତ ଅସ୍ତ୍ରଶସ୍ତ୍ର ନ ଯୋଗାଇବା ପାଇଁ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ନିବେଦନ, ଚିଠିରେ ଲେଖା ଅଛି…

ଜେରୁଜେଲମ୍‌/ନୂଆଦିଲ୍ଲୀ,୪ା୮: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ଅଧିକ ଆକ୍ରମଣାତ୍ମକ ହେବାରେ ଲାଗିଛି। ଉଭୟ ପରସ୍ପର ଉପରେ ଆତ୍ମଘାତୀ ଆକ୍ରମଣ କରୁଛନ୍ତି। ଏହି ସମୟରେ ଇସ୍ରାଏଲ ସ୍ପଷ୍ଟ କରିଛି ଯେ, ହମାସକୁ ଧ୍ୱଂସ କରିବା ପରେ ହିଁ ତାକୁ ଶାନ୍ତି…

ଇରାନ ଘଟଣା ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କୁ ଗାଳି ଦେଲେ ବାଇଡେନ

ନୂଆଦିଲ୍ଲୀ,୪ା୮: ଇରାନ ରାଜଧାନୀ ତେହେରାନରେ ହାମାସ ମୁଖ୍ୟ ଇସମାଇଲ ହାନିଆଙ୍କ ହତ୍ୟା ପରେ ପଶ୍ଚିମ ଏସିଆରେ ଯୁଦ୍ଧର କଳା ବାଦଲ ଛାଇ ରହିଛି। ହାନିଆଙ୍କ ମୃତ୍ୟୁ ପାଇଁ ଉଭୟ ହାମାସ ଏବଂ ଇରାନ ଇସ୍ରାଏଲକୁ ଦାୟୀ କରିଛନ୍ତି। ତେବେ ଏହି ଆକ୍ରମଣ…

ଏୟାରଷ୍ଟ୍ରାଇକ୍‌ରେ କମାଣ୍ଡରଙ୍କ ସମେତ ୯ ମୃତ

ରାମାଲ୍ଲା/କାଇରୋ,୪ା୮: ଓ୍ବେଷ୍ଟ ବ୍ୟାଙ୍କରେ ଶନିବାର ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌ରେ ହମାସ୍‌ କମାଣ୍ଡରଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଇସ୍‌ଲାମିକ ଜିହାଦ ଯୋଦ୍ଧା ରହିଛନ୍ତି। ସେହିପରି ଅନ୍ୟ ଏକ ଆକ୍ରମଣରେ ୪ ଜଣ ବନ୍ଧୁକଧାରୀ ନିହତ ହୋଇଥିବା ଇସ୍ରାଏଲ୍‌ ସେନା…

ମୋଦି ପୁଣି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ, ୪।୮: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀ କିର ଷ୍ଟାରମରଙ୍କୁ ପଛରେ ପକାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା ଭାବରେ ଉଭା ହୋଇଛନ୍ତି। ମର୍ନିଂ କନ୍ସଲ୍ଟ ନାମକ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?