ବ୍ରିଟେନ ନିର୍ବାଚନ: ଲେବର ପାର୍ଟି ବିଜୟୀ
ଲଣ୍ଡନ,୨୧ା୧୦: ବ୍ରିଟେନ୍ର ଦୁଇଟି ସ୍ବତନ୍ତ୍ର ନିର୍ବାଚନରେ ମୁଖ୍ୟ ବିରୋଧୀ ଦଳ ଲେବର ପାର୍ଟି ବିଜୟ ହାସଲ କରିବା ସହ ଶାସକ କଞ୍ଜରଭେଟିଭ୍ ପାର୍ଟିର ସୁରକ୍ଷିତ ପାର୍ଲାମେଣ୍ଟ ଆସନ ଛଡ଼ାଇ ନେଇଛି। ଫଳରେ ପ୍ରଧାନମନ୍ତ୍ରୀ ଋଷି ସୁନକ୍ଙ୍କୁ ବଡ଼ ଝଟ୍କା ଲାଗିଛି।...
ଇ-ସ୍କୁଟର ଦୁର୍ଘଟଣା:ଯୁବ ଆହତଙ୍କ ସଂଖ୍ୟା ୭୧% ବଢ଼ିଛି
ଓ୍ବାଶିଂଟନ,୨୧ା୧୦: ବିଦ୍ୟୁତ୍ଚାଳିତ ସ୍କୁଟର (ଇ-ସ୍କୁଟର) ପରିବହନର ଏକ ଲୋକପ୍ରିୟ ମାଧ୍ୟମରେ ପରିଣତ ହୋଇଥିବାବେଳେ କ୍ୱଚିତ୍ ହେଲ୍ମେଟ୍ ବ୍ୟବହାରରୁ ନାବାଳକ ଓ ଯୁବବର୍ଗଙ୍କ ମଧ୍ୟରେ ଦୁର୍ଘଟଣାଜନିତ ଆହତ ସଂଖ୍ୟା ବର୍ଷକ ମଧ୍ୟରେ ୭୧ ପ୍ରତିଶତ ବୃଦ୍ଧି ପାଇଛି। ଜଣେ ଭାରତୀୟ ବଂଶୋଦ୍ଭବ ବୈଜ୍ଞାନିକଙ୍କ...
ପାର୍ଟନରଙ୍କୁ ଛାଡ଼ିଦେଲେ ଇଟାଲୀ ପ୍ରଧାନମନ୍ତ୍ରୀ
ରୋମ୍,୨୧ା୧୦: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ତାଙ୍କ ଟିଭି ଜର୍ନାଲିଷ୍ଟ ପାର୍ଟନର ଆଣ୍ଡ୍ରେଆ ଜିଆମବ୍ରୁନୋଙ୍କୁ ଛାଡ଼ିଦେଇଥିବା ଶୁକ୍ରବାର ସ୍ପଷ୍ଟ କରିଛନ୍ତି। ନିକଟରେ ଆଣ୍ଡ୍ରେଆ ଲିଙ୍ଗଗତ ମନ୍ତବ୍ୟ ପାଇଁ ସମାଲୋଚିତ ହୋଇଥିଲେ। ଗତମାସରେ ମେଲୋନି ଖବରଦାତାମାନଙ୍କୁ କହିଥିଲେ, ତାଙ୍କୁ ଆଣ୍ଡ୍ରେଆଙ୍କ ମନ୍ତବ୍ୟକୁ ନେଇ...
ରଣକ୍ଷେତ୍ରରେ ନେତାନ୍ୟାହୁ
ଗାଜା,୨୦।୧୦: ଇସ୍ରାଏଲ-ହମାସ ଯୁଦ୍ଧ ଦିନକୁ ଦିନି ଭୟଙ୍କର ହେଉଛି। ଏହାରି ଭିତରେ ଖାନ ୟୁନିସରେ ଆଇଡିଏଫ ଏୟାରଷ୍ଟ୍ରାଇକ କରିଛି। ଏଥିରେ ୨୧ଜଣଙ୍କର ମତ୍ୟୁ ହୋଇଛି। ସେହିପରି ଗାଜା ଚର୍ଚ୍ଚରେ ଆକ୍ରମଣକୁ ନେଇ ପୁଣି ଥରେ ଇସ୍ରାଏଲକୁ ଦାୟୀ କରିଛି ହମାସ।...
ଆକାଶରୁ ବର୍ଷୁଛି ବୋମା…ଗାଜାର ଡାକ୍ତରଖାନାରେ ନାହିଁ ବିଜୁଳି, ମୋବାଇଲ ଟର୍ଚ୍ଚରେ କରାଯାଉଛି ଅପରେଶନ
ଜେରୁଜେଲମ,୨୦।୧୦: ଇସ୍ରାଏଲ-ହମାସ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଗାଜାର ସ୍ଥିତି ଦିନକୁ ଦିନ ଦୁର୍ବିସହ ହେବାରେ ଲାଗିଛି। ବିଶେଷକରି ଡାକ୍ତରଖାନା ଗୁଡ଼ିକରେ ରୋଗୀଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମେଡିକାଲ ସୁବିଧା ଉପଲବ୍ଧ ହୋଇପାରୁନାହିଁ। ଅନେକ ବିଭାଗ ବିଜୁଳି ବିନା...
ଇସ୍ରାଏଲୀଙ୍କୁ ଭିସା ମାଫ୍: ବିନା ଭିସାରେ ଯାତ୍ରା କରିପାରିବେ ଆମେରିକା
ଓ୍ବାଶିଂଟନ୍,୨୦।୧୦: ଇସ୍ରାଏଲ-ହମାସ ଯୁଦ୍ଧ ଦିନକୁ ଦିନ ଭୟଙ୍କର ରୂପ ଧାରଣ କରୁଛି। ଆମେରିକା ଖୋଲାଖୋଲି ଭାବେ ଇହୁଦୀ ରାଷ୍ଟ୍ର ଇସ୍ରାଏଲକୁ ସମର୍ଥନ କରିବା ସହ ଅସ୍ତ୍ରଶସ୍ତ୍ର ଯୋଗାଇ ଦେଉଛି। ତେବେ ଏହାରି ଭିତରେ ଆମେରିକା ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।...
ଡ୍ରଗ୍ସ ନିଶାରେ ଚୁର ହୋଇ ଇସ୍ରାଏଲ ଉପରେ ଆକ୍ରମଣ କରିଥିଲେ ହମାସ ଆତଙ୍କବାଦୀ, ରିପୋର୍ଟରୁ ହେଲା ଖୁଲାସା
ନୂଆଦିଲ୍ଲୀ,୨୦/୧୦: ୭ ଅକ୍ଟୋବରକୁ ଇସ୍ରାଏଲ ଉପରେ ଆକ୍ରମଣ କରିବା ପରେ ଆରମ୍ଭ ହୋଇଥିବା ଯୁଦ୍ଧ ଏବେ ଜାରି ରହିଛି। ଏହି ଯୁଦ୍ଧରେ ୧୪୦୦ରୁ ଅଧିକ ଇସ୍ରାଏଲିଙ୍କର ମୃତ୍ୟୁ ହୋଇଥିବା ବେଳେ ହଜାର ପାଲେଷ୍ଟାଇନ ନାଗରିକ ମୃତ୍ୟୁ ମୁଖରେ ପଡିଛନ୍ତି। ତେବେ...
ଭାରତକୁ ସର୍ବୋଚ୍ଚ ତୈଳ ରପ୍ତାନୀ କରୁଥିବା ଦେଶ ଋଷିଆ
ନୂଆଦିଲ୍ଲୀ,୨୦।୧୦: ଅଶୋଧିତ ତୈଳ ରପ୍ତାନୀକାରୀ ମଧ୍ୟରେ ଆରବ ଷ୍ଟେଟ ଅଫ ପର୍ସିଆନ ଗଲ୍ଫ ଦେଶଗୁଡିକର ଦବ୍ଦବ୍ା ରହି ଆସିଛି। ୟୁକ୍ରେନ-ଋଷିଆ ଯୁଦ୍ଧ ମଧ୍ୟରେ ଋଷିଆକୁ ତୈଳ ରପ୍ତାନୀ ପାଇଁ ବିଶ୍ୱର ଅନେକ ଦେଶ କଟକଣା ଲଗାଇଥିବାବେଳେ ଆରବ ଦେଶଗୁଡିକ ଏହି...
ଫେରୁଛନ୍ତି ନଓ୍ବାଜ: ଲାହୋରରେ ଆଲର୍ଟ ଜାରି
ଇସଲାମବାଦ,୨୦।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ଶନିବାର ପାକିସ୍ତାନ ଫେରୁଛନ୍ତି। ବ୍ରିଟେନରେ ୪ବର୍ଷ ରହିବା ପରେ ସେ ସ୍ବଦେଶକୁ ଫେରିବେ। ପାକିସ୍ତାନରେ ୩ ୩ଥର ପ୍ରଧାନମନ୍ତ୍ରୀ ହୋଇଥିବା ନଓ୍ବାଜ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଏଥିପାଇଁ...
ବେଙ୍ଗାଲୁରୁ, ଚଣ୍ଡିଗଡ଼, ମୁମ୍ବାଇରେ ଭିଜା ସେବା ବନ୍ଦ କଲା କାନାଡା
ଓଟାଓ୍ବା,୨୦ା୧୦: କାନାଡା ଏବଂ ଭାରତ ମଧ୍ୟରେ ସମ୍ପର୍କକୁ ନେଇ ତିକ୍ତତା ମାସେରୁ ଊର୍ଦ୍ଧ୍ୱ ହେବ ଦେଖାଦେଇଛି। ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ଏକ ବଡ଼ ଖବର ଆସିଛି। ଭାରତରୁ କାନାଡା ଯିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଏହା ଅତ୍ୟନ୍ତ ଖରାପ ଖବର।...
ଗ୍ଲୋବାଲ ଓ୍ବାର୍ମିଂ: ଆଲାସ୍କାର ସମୁଦ୍ରରୁ ହଜିଗଲେଣି ସ୍ନୋ କ୍ରାବ
ଓ୍ବାଶିଂଟନ୍, ୨୦।୧୦: ଜଳବାୟୁ ପରିବର୍ତ୍ତନ ବିଶ୍ୱ ପାଇଁ ଏକ ବଡ ସମସ୍ୟା ଭାବରେ ଉଭା ହୋଇଛି। ଜନସମାଜ ପାଇଁ ଗ୍ଲୋବାଲ ଓ୍ବାର୍ମିଂ ବିପଦ ସାଜିଥିବାବେଳେ ଚଳିତ ବର୍ଷ ଗ୍ଲୋବାଲ ବଏଲିଂ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଉଦାହରଣ ସ୍ବରପ ଚଳିତ ବର୍ଷର...
ଆଲବର୍ଟ ଆଇନଷ୍ଟାଇନ ମଧ୍ୟ ଜଣେ ଇହୁଦି ଥିଲେ, ହିଟଲରଙ୍କ ଠାରୁ ବର୍ତ୍ତିବାକୁ କରିଥିଲେ ଏହି କାମ
ନୂଆଦିଲ୍ଲୀ,୨୦ା୧୦: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ କେବେ ଶେଷ ହେବ ତାହାର ଉତ୍ତର କାହା ପାଖରେ ନାହିଁ। ଇସ୍ରାଏଲ ଆତଙ୍କୀ ସଂଗଠନ ହମାସକୁ ସମୂଳେ ନାସ କରିବାକୁ ଶପଥ ନେଇଛି, ଯେଉଁଠି ପାଇଁ ହଜାର ହଜାର...
Archives


