ସମଲିଙ୍ଗି ସମ୍ପର୍କ ରଖିବା ହେବ ଅପରାଧ, ହୋଇପାରେ ୧୫ ବର୍ଷ ଜେଲ, ପ୍ରତିକ୍ରିୟା ରଖିଲା ଆମେରିକା
ଓ୍ବାଶିଂଟନ,୨୮।୪: ସମଲିଙ୍ଗୀ ସମ୍ପର୍କ ସମ୍ପର୍କରେ ଏକ ଆଇନ ଶନିବାର ଇରାକ ସଂସଦରେ ପାରିତ ହୋଇଛି। ଇରାକର ସଂସଦ ସମଲିଙ୍ଗୀ ସମ୍ପର୍କକୁ ଅପରାଧ ବୋଲି କହିଛି। ଏଥି ସହିତ, ଆଇନ ଅନୁଯାୟୀ, ଯେଉଁମାନେ ସମଲିଙ୍ଗୀ ସମ୍ପର୍କ ରଖନ୍ତି ସେମାନଙ୍କ ପାଇଁ ୧୫ବର୍ଷ ଦଣ୍ଡ…
ଭାରତ ଯାତ୍ରା ସ୍ଥଗିତ ରଖି କାହିଁକି ଚାଇନା ପହଞ୍ଚିଲେ ମସ୍କ
ସାଂଘାଇ,୨୮।୪: ଟେସଲା ସିଇଓ ଏଲୋନ ମସ୍କ ରବିବାର ଦିନ ହଠାତ୍ ଚାଇନା ଗସ୍ତ କରିଛନ୍ତି। ବୈଦ୍ୟୁତିକ ଯାନ ମାମଲାରେ ଚାଇନା ଦ୍ୱିତୀୟ ବୃହତ୍ତମ ବଜାର । ନ୍ୟୁଜ ଏଜେନ୍ସି ରଏଟର୍ସ, ଏହି ବିଷୟରେ ଜ୍ଞାନ ଥିବା ଦୁଇ ଜଣଙ୍କ ଉଦ୍ଧେଶ୍ୟରେ ଟେସଲା…
ଭାରତ ଆସୁଥିବା ଜାହାଜରେ କ୍ଷେପଣାସ୍ତ୍ର ମାଡ଼
ନୂଆଦିଲ୍ଲୀ,୨୭ା୪: ଲୋହିତ ସାଗର ଦେଇ ରୁଷିଆରୁ ତେଲ ଆଣି ଭାରତ ଆସୁଥିବା ଏକ ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ ହୋଇଛି। ୟେମେନ୍ର ହୁଟି ଆତଙ୍କବାଦୀ ଏହି ଆକ୍ରମଣ କରିଥିବା କହିଛନ୍ତି। ଆଣ୍ଡ୍ରୋମେଡା ଷ୍ଟାର ନାମକ ଏହି ତୈଳବାହୀ ଜାହାଜ ପୂର୍ବରୁ ବ୍ରିଟିଶ…
୨୦ ଫୁଟ ଉପରକୁ ଉଠି ଗଛରେ ପିଟିହେଲା କାର୍, ଆମେରିକାରେ ୩ ଭାରତୀୟ ମହିଳାଙ୍କ ଜୀବନ ଗଲା
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭ା୪: ଆମେରିକାର ଦକ୍ଷିଣ କାରୋଲିନା ରାଜ୍ୟରେ ଏକ ସଡ଼କ ଦୁର୍ଘଟଣାରେ ୩ ଭାରତୀୟ ମହିଳାଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ତିନି ମହିଳା ଗୁଜରାଟର ଆନନ୍ଦ ଜିଲାର ବାସିନ୍ଦା ଥିଲେ। ଦକ୍ଷିଣ କାରୋଲିନା ହାଇଓ୍ବେ ପାଟ୍ରୋଲିଂ ଅଧିକାରୀଙ୍କ ଅନୁଯାୟୀ,…
ଜାପାନରେ ଶକ୍ତିଶାଳୀ ଭୂକମ୍ପ, ବ୍ୟାପକ କ୍ଷୟକ୍ଷତି ଆଶଙ୍କା
ଟୋକିଓ,୨୭ା୪: ଜାପାନର ବୋନିନ ଦ୍ୱୀପପୁଞ୍ଜରେ ଶନିବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍ରେ ୬.୩ ମାପ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ର ୫୦୬ କିଲୋମିଟର ଗଭୀରରେ ଅବସ୍ଥିତ। ଏହି ଭୂକମ୍ପ ଅତ୍ୟନ୍ତ ଶକ୍ତିଶାଳୀ ଏବଂ ଏଥିରେ ବ୍ୟାପକ…
ଜୀବନର ବହୁତ ବଡ କଥା କହିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ
ଓ୍ବାଶିଂଟନ,୨୭।୪: ଆମେରିକାରେ କିଛି ମାସ ମଧ୍ୟରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଇତିମଧ୍ୟରେ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ କଡ଼ା ପ୍ରତିଯୋଗିତା ଚାଲିଛି। ପରସ୍ପର ବିରୁଦ୍ଧରେ ଅଭିଯୋଗ ଏବଂ କାଉଣ୍ଟର ଅଭିଯୋଗ ଜାରି ରହିଛି।…
ରୁଷିଆ ସେନାକୁ ଚାଇନା ସହାୟତା: ପ୍ରତିବାଦ ଜଣାଇଲେ ବ୍ଲିଙ୍କେନ୍
ବେଜିଂ,୨୭ା୪: ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍ ଶୁକ୍ରବାର ଚାଇନା କର୍ତ୍ତୃପକ୍ଷଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁକ୍ରେନ୍ ସହ ଯୁଦ୍ଧରେ ରୁଷିଆ ସେନାକୁ ଚାଇନା ସାମରିକ ସହାୟତା ଯୋଗାଉଥିବାରୁ ଏହାକୁ ନେଇ ବ୍ଲିଙ୍କେନ୍ ଉଦ୍ବେଗ ପ୍ରକାଶ କରିଥିଲେ। ଦେଶର…
ପ୍ଲାଷ୍ଟିକ୍ ପ୍ରଦୂଷଣ ପାଇଁ ୫୬ କମ୍ପାନୀ ଦାୟୀ
ଲଣ୍ଡନ୍,୨୭ା୪: ବିଶ୍ୱର ଅର୍ଦ୍ଧାଧିକ ପ୍ଲାଷ୍ଟିକ୍ ପ୍ରଦୂଷଣ ପାଇଁ ୫୬ ବହୁରାଷ୍ଟ୍ରୀୟ କମ୍ପାନୀ ଦାୟୀ। ସେହିପରି ଏକ-ଚତୁର୍ଥାଂଶ ପ୍ରଦୂଷଣ ପାଇଁ ୬ଟି କମ୍ପାନୀ ଦାୟୀ ବୋଲି ଏକ ଗବେଷଣାମୂଳକ ସର୍ଭେରୁ ଜଣାପଡ଼ିଛି। ପ୍ଲାଷ୍ଟିକ୍ ଉତ୍ପାଦନ ମାତ୍ରାର ପ୍ରତ୍ୟେକ ପ୍ରତିଶତରେ ସମ ହାରର ପରିବେଶର…
Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍, ଭାବବିହ୍ବଳ କରୁଛି…
ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ ଫଲୋଅର୍ସ ବଢ଼ାଇବା ସହଜ ନୁହେଁ। ଏଥିଲାଗି ଭଲ କଣ୍ଟେଣ୍ଟର ଆବଶ୍ୟକତା ରହିଛି। ଏସବୁ ମଧ୍ୟରେ…
କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ
ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି। ଭାରତୀୟ ମୂଳର ଏହି ଛାତ୍ରୀ ଆମେରିକାର ପ୍ରତିଷ୍ଠିତ ପ୍ରିନ୍ସଟନ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରନ୍ତି। ଏହି…
ଭାରତ ଉପରେ ରାଗିଗଲା ଆମେରିକା
ଓ୍ବାଶିଂଟନ୍,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ ବିରୋଧରେ ଅଭିଯୋଗ ହେଉଛି ଯେ ସମସ୍ତେ ଇରାନ ସେନା ପାଇଁ କାମ କରୁଥିଲେ। ଏହି…
ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ
ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି। ଅନେକ ଲୋକଙ୍କୁ ଗିରଫ କରାଯାଇଛି। ଦକ୍ଷିଣ କାଲିଫର୍ନିଆ ବିଶ୍ୱବିଦ୍ୟାଳୟରେ…
Archives


