ଗାଈର କଞ୍ଚା କ୍ଷୀରରୁ ମିଳିଲା H5N1 ବାର୍ଡ ଫ୍ଲୁ ଷ୍ଟ୍ରେନ୍; ସତର୍କ କଲା WHO
ନୂଆଦିଲ୍ଲୀ,୨୦।୪: ଆମେରିକାରେ ଗାଈର କଞ୍ଚା କ୍ଷୀରରେ ବାର୍ଡ ଫ୍ଲୁ ଭାଇରସ୍ ଷ୍ଟ୍ରେନ୍ ଏଚ୍୫ଏନ୍୧(H୫N୧) ଚିହ୍ନଟ ହୋଇଛି। ଏହାକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ଚିନ୍ତା ପ୍ରକଟ କରିଛି। ତେବେ ସ୍ବାସ୍ଥ୍ୟ ଅଧିକାରୀମାନେ ଦୋକାନବଜାରରେ ସହଜରେ ଉପଲବ୍ଧ ହେଉଥିବା ପାଶ୍ଚ୍ୟରାଇଜ୍ କ୍ଷୀର, ବ୍ୟବହାର…
ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ
ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ରିପୋର୍ଟ ଅନୁଯାୟୀ, ମସ୍କଙ୍କ ଗସ୍ତ ସ୍ଥଗିତ ରଖାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…
ଅତି ଜରୁରୀ ନ ଥିଲେ ଯାତ୍ରା କରନ୍ତୁ ନାହିଁ
ଆବୁଧାବି,୨୦।୪: ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ)ରେ ଭୟଙ୍କର ବନ୍ୟା ମଧ୍ୟରେ ଫସିରହିଥିବା ଭାରତୀୟଙ୍କ ପାଇଁ ନୂଆ ଆଡ୍ଭାଇଜରି ଜାରି ହୋଇଛି। ଦୁବାଇରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ ଶୁକ୍ରବାର ଏହି ଆଡ୍ଭାଇଜରି ଜାରି କରାଯାଇଛି। ଚଳିତ ସପ୍ତାହରେ ୟୁଏଇରେ ହୋଇଥିବା ଲଗାଣ ବର୍ଷା…
ଇରାନରେ ଇସ୍ରାଏଲ୍ର ଏୟାରଷ୍ଟ୍ରାଇକ୍
ଦୁବାଇ,୨୦ା୪: ଇରାନ୍ ଉପରେ ଇସ୍ରାଏଲୀ ସେନା ଶୁକ୍ରବାର ମିଶାଇଲ୍ ଆକ୍ରମଣ କରିଥିବା ଆମେରିକାର ଜଣେ ବରିଷ୍ଠ ସେନା ଅଧିକାରୀ ସୂଚନା ଦେଇଛନ୍ତି। ଇରାକ୍ ଓ ସିରିଆରେ ମଧ୍ୟ ବିସ୍ଫୋରଣ ଘଟିଛି। ଗତ ରବିବାର ତେହେରାନ୍ ଇସ୍ରାଏଲ୍ ଉପରେ ଏୟାରଷ୍ଟ୍ରାଇକ୍ କରିଥିବାବେଳେ ଏହାର…
ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…
ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ଆକ୍ରମଣ ଖବର ତୃତୀୟ ବିଶ୍ୱଯୁଦ୍ଧର ଭୟ ସୃଷ୍ଟି କରିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଶୁକ୍ରବାର ସକାଳେ…
ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…
ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ ଏବଂ ବର୍ତ୍ତମାନର ନୌସେନା ମୁଖ୍ୟ ଆର୍ ହରି କୁମାର ସେହିଦିନ ଅବସର ନେବେ। ତାଙ୍କର…
ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ
ଜେରୁଜେଲମ୍,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ଇରାନ ଗିରଫ କରିନାହିଁ ଏବଂ ସେମାନେ ଆରାମରେ ଦେଶ ଛାଡ଼ି ପାରିବେ। ଏକ ରିପୋର୍ଟ…
ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ
ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର ଅଞ୍ଚଳ ଯୁଦ୍ଧର ପଥରେ ଠିଆ ହୋଇଛି। କିଛି ଦିନ ପୂର୍ବରୁ ଇରାନ ୩୦୦ରୁ ଅଧିକ…
ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼
ଜେରୁଜେଲମ୍,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା ଦେଇଛି। ଇରାନର ଇସଫହାନ ସହରରେ ଏକ ବଡ଼ ଧରଣର ବିସ୍ଫୋରଣ ହୋଇଛି। ଇସଫହାନରେ ନ୍ୟୁକ୍ଲିୟର୍…
ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ
ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର ଆକ୍ରମଣକୁ ପ୍ରତିହତ କରି ପ୍ରତିଶୋଧ ନେଇ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ନ୍ୟୁଜ ଏଜେନ୍ସି ଏପି…
ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ
ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ ମଧ୍ୟ ପ୍ରାଣ ହରାଇଛନ୍ତି। କେନିଆର ରାଷ୍ଟ୍ରପତି ୱିଲିୟମ ରୁଟୋ ଏହି ଘଟଣା ସମ୍ପର୍କରେ ସୂଚନା…
ଇରାନ୍ ଉପରେ ବଦ୍ଲା ନେଲା ଇସ୍ରାଏଲ୍
ଜେରୁଜେଲମ୍,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍ ପ୍ଲାଣ୍ଟ ଉପରେ ମଧ୍ୟ ମିଶାଇଲ ମାଡ ହୋଇଛି। ଇରାନର ସରକାରୀ ନ୍ୟୁଜ୍ ଏଜେନ୍ସି ମୁତାବକ,ଇରାନର ଇସାଫହାନ ସହରର…
Archives


