ବ୍ୟଭିଚାରିଣୀଙ୍କୁ ପଥର ଫିଙ୍ଗି ମାରିଦିଆଯିବ: ତାଲିବାନ୍
କାବୁଲ,୩୦।୩: ଆଫଗାନିସ୍ତାନୀ ଯୁବତୀମାନଙ୍କୁ ଶିକ୍ଷାରୁ ବଞ୍ଚତ୍ତ କରିବା ପରେ ତାଲିବାନ ଏବେ ବ୍ୟଭିଚାରରେ ସମ୍ପୃକ୍ତ ମହିଳାଙ୍କ ପାଇଁ କଠୋର ଦଣ୍ଡ ଘୋଷଣା କରିଛି। ବ୍ୟଭିଚାରିଣୀଙ୍କୁ ସର୍ବସମ୍ମୁଖରେ ଚାବୁକ ମାଡ଼ କରାଯିବା ସହ ପଥର ଫିଙ୍ଗି ମାରିଦିଆଯିବ ବୋଲି ତାଲିବାନ ସୁପ୍ରିମୋ ମୁଲ୍ଲା…
କେଜ୍ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ପ୍ରତିକ୍ରିୟା ରଖିଲା ଜାତିସଂଘ: ଆଶା କରୁଛୁ…
ଜାତିସଂଘ,୨୯।୩: ଭାରତରେ ଲୋକ ସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଗିରଫ କରାଯିବା ଏବଂ ମୁଖ୍ୟ ବିରୋଧୀ ଦଳ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯିବା ଘଟଣାକୁ ନେଇ ଭାରତରେ ରାଜନୈତିକ ଅଶାନ୍ତି ଦେଖାଦେଇଛି। ଏହା ଉପରେ ପ୍ରତିକ୍ରିୟା…
ଥରିଲା ଗ୍ରୀସ୍
ଏଥେନ୍ସ,୨୯ା୩: ଗ୍ରୀସ୍ର ଦକ୍ଷିଣ ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୬ ଥିଲା। ୟୁରୋପୀୟ ଭୂମଧ୍ୟସାଗରୀୟ ଭୂକମ୍ପ କେନ୍ଦ୍ର (ଇଏମ୍ଏସ୍ସି) ସ୍ଥାନୀୟ ସମୟ ଶୁକ୍ରବାର ସକାଳ ୯.୧୨ରେ ପ୍ରାଇଗୋସର ୫୬ କିଲୋମିଟର ଦକ୍ଷିଣ-ପଶ୍ଚିମ ଦିଗରେ ଏହି ଭୂକମ୍ପ…
ଗୋଟିଏ ମଞ୍ଚରେ ଏକାଠି ହେଲେ ବର୍ତ୍ତମାନ-ପୂର୍ବତନ ରାଷ୍ଟ୍ରପତି, ବାଇଡେନଙ୍କୁ ସମର୍ଥନ କଲେ ଓବାମା-କ୍ଲିଣ୍ଟନ
ଓ୍ବାଶଇଂଟନ,୨୯।୩: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ବିଲ କ୍ଲିଣ୍ଟନଙ୍କୁ ଏକାଠି ଗୋଟିଏ ମଞ୍ଚରେ ଏକ ଧନ ସଂଗ୍ରହ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଦେଖାଯାଇଛି। ଏହି କାର୍ଯ୍ୟକ୍ରମ ମାନହଟାନର ରେଡିଓ ସିଟି ମ୍ୟୁଜିକ ହଲରେ ଅନୁଷ୍ଠିତ…
ଆମ ପିଲା ବହୁତ ଆଡ୍ଭାନ୍ସ: ଜନ୍ମ ହେବା ମାତ୍ରେ କୁହନ୍ତି AI
ନୂଆଦିଲ୍ଲୀ,୨୯ା୩: ଲୋକ ସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ଅନେକ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏହା ବ୍ୟତୀତ ଏହି ଆଲୋଚନା ମଧ୍ୟରେ ଏଆଇ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ସମ୍ବନ୍ଧରେ ଏକ ପ୍ରମୁଖ ଆଲୋଚନା…
ମୋଦି-ବିଲ୍ ଗେଟ୍ସ ଆଲୋଚନା: ସବୁ ଗାଁରେ ପହଞ୍ଚିବ ଡିଜିଟାଲ୍ ସେବା
ନୂଆଦିଲ୍ଲୀ,୨୯ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସଙ୍କ ମଧ୍ୟରେ ଏକ ବଡ଼ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀ ବିଲ୍ ଗେଟ୍ସଙ୍କୁ କହିଛନ୍ତି, ସବୁ ଗାଁ ଗାଁକୁ ଡିଜିଟାଲ ସେବା ପହଞ୍ଚିବ। ଏଆଇଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ ଏବଂ…
ବ୍ରିଜ୍ ଉପରୁ ତଳକୁ ଖସିଲା ବସ୍: ଚାଲିଗଲା ୪୫ ଜୀବନ
କେପଟାଉନ୍,୨୯।୩: ଦକ୍ଷିଣ ଆଫ୍ରିକାର ଏକ ବସ ବ୍ରିଜ୍ ଉପରୁ ତଳକୁ ଖସିପଡିଛି। ଅତି କମରେ ୪୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଆଠ ବର୍ଷର ବାଳିକାକୁ ଗୁରୁତର ଅବସ୍ଥାରେ ଡାକ୍ତରଖାନା ନିଆଯାଇଛି। ଦକ୍ଷିଣ ଆଫ୍ରିକାର ପରିବହନ ବିଭାଗ ପକ୍ଷରୁ ଏହି…
ଏହି କଥା ନେଇ ଭାବପ୍ରବଣ ହୋଇଗଲେ ବ୍ରିଟେନ ପ୍ରଧାନମନ୍ତ୍ରୀ: କହିଲେ, ମୋ ୨ ଝିଅ…
ଲଣ୍ଡନ,୨୯।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ଭାବପ୍ରବଣ ହୋଇପଡିଛନ୍ତି। ସୁନକ କହିଛନ୍ତି ଯେ, ମୋର ଦୁଇ ଝିଅ ଅଛନ୍ତି, କୃଷ୍ଣା (୧୨) ଏବଂ ଅନୁଷ୍କା (୧୧) ଏବଂ ମୁଁ ସେମାନଙ୍କୁ ଯେତିକି ସମୟ ଦେବାକୁ ଚାହୁଁଛି ତାହା ଦେଇପାରୁନାହିଁ। କଞ୍ଜରଭେଟିଭ୍ ପାର୍ଟିର…
ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ଲାଗି ଭାରତ-ଚାଇନା ମଧ୍ୟରେ ଜୋର୍ଦାର ଆଲୋଚନା
ନୂଆଦିଲ୍ଲୀ,୨୮।୩: ପୂର୍ବ ଲଦାଖରେ ଦୀର୍ଘଦିନର ସୀମା ବିବାଦ ପରେ ଭାରତ ଏବଂ ଚାଇନାର ଶୀର୍ଷ କୂଟନୀତିଜ୍ଞମାନଙ୍କ ମଧ୍ୟରେ ସାନି ଆଲୋଚନା ଆରମ୍ଭ ହୋଇଛି। ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍ଏସି)ର ବିବାଦୀୟ ଅଞ୍ଚଳରୁ ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ଏବଂ ସୀମା ସମ୍ପର୍କିତ ଅନ୍ୟାନ୍ୟ…
କେଜ୍ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଆମେରିକା ଦେଇଥିବା ମନ୍ତବ୍ୟ ଉପରେ କଡ଼ା ଜବାବ ଦେଲା ଭାରତ
ନୂଆଦିଲ୍ଲୀ,୨୮।୩ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଗିରଫଦାରୀ ଏବଂ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯିବା ଘଟଣା ଉପରେ ଆମେରିକାର ମନ୍ତବ୍ୟ ଅବାଞ୍ଛିତ ବୋଲି ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ଗୁରୁବାର କହିଛି। ଆମେରିକା ପରରାଷ୍ଟ୍ର ବିଭାଗର ମନ୍ତବ୍ୟ ଉପରେ ଭାରତ…
ଭାରତର ଆପତ୍ତି ସତ୍ତ୍ୱେ ସୁଧୁରୁନି ଆମେରିକା, ପୁଣି କେଜ୍ରିଓ୍ବାଲଙ୍କ ଗିରଫକୁ ନେଇ ଏମିତି କହିଲା
ଓ୍ବାଶିଂଟନ୍,୨୮।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଗିରଫଦାରୀ ଉପରେ ଆମେରିକା ପୁଣି ଥରେ ମନ୍ତବ୍ୟ ଦେଇଛି। ଭାରତ ବିରୋଧ ପ୍ରଦର୍ଶନ ସତ୍ତ୍ୱେ ଆମେରିକା ଏଥିରୁ ନିବୃତ୍ତ ହୋଇନାହିଁ। ଆମେରିକାର ବୈଦେଶିକ ବିଭାଗ ମୁଖପାତ୍ର ମାଥ୍ୟୁ ମିଲର କହିଛନ୍ତି, ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ…
ରାଜକୁମାରୀଙ୍କୁ କ୍ୟାନସର, ତଥାପି ତୁଟୁନି ରାଜ ପରିବାର କଳି
ଲଣ୍ଡନ,୨୮।୩: ବ୍ରିଟିଶ ରାଜ ପରିବାରର ଦୁଇ ଭାଇଙ୍କ ମଧ୍ୟରେ ମତଭେଦ ବଢିବାରେ ଲାଗିଛି। ରାଜକୁମାରୀ କେଟ ମିଡଲେଟନ କ୍ୟାନସର ରୋଗ ସହ ସଂଗ୍ରାମ କରୁଛନ୍ତି। ଏହି ସମୟ ମଧ୍ୟରେ ତାଙ୍କ ସ୍ବାମୀ ପ୍ରିନ୍ସ ୱିଲିୟମ ତାଙ୍କ ସାନଭାଇ ପ୍ରିନ୍ସ ହ୍ୟାରିଙ୍କୁ ଭେଟିବାକୁ…
Archives


