ଅନ୍ତର୍ଜାତୀୟ

ମୋଦି ପୁଣିଥରେ ପ୍ରଧାନମନ୍ତ୍ରୀ ହେବାପରେ ଏମିତି କହିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲାମାବାଦ୍‌,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେବା ନେଇ ସମସ୍ତ ଦେଶ ଅଭିନନ୍ଦନ ବାର୍ତ୍ତା ପଠାଉଛନ୍ତି। ଏହି ସମୟରେ ପଡୋଶୀ ଦେଶ ପାକିସ୍ତାନ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଛି। ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶାହାବାଜ…

ସାମ୍ନାକୁ ଆସିଲେ ପୁଟିନ୍‌ଙ୍କ ଉତ୍ତରାଧିକାରୀ, ଜାଣନ୍ତୁ କିଏ ?

ନୂଆଦିଲ୍ଲୀ, ୧୦ା୬: ସାରା ବିଶ଼୍ବରେ ଋଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଚର୍ଚ୍ଚାର ବିଷୟ ପାଲଟିଥାନ୍ତି। ପୁଟିନ୍‌ଙ୍କ ପରେ କିଏ ତାଙ୍କର ଉତ୍ତରାଧିକାରୀ ହେବ ସେ ନେଇ ଆଲୋଚନା ମଧ୍ୟ ହୁଏ। କିନ୍ତୁ ପୁତିନ୍‌ଙ୍କର ଝିଅ ଥିବା କେହି ହୁଏତ ଜାଣନ୍ତି ନାହିଁ…

ବେଲୁନରେ ଲିଫଲେଟ ଭର୍ତ୍ତି କରି ପଠାଉଛି ଉତ୍ତର କୋରିଆ, ଚେତାବନୀ ଜାରି କଲା ଦକ୍ଷିଣ କୋରିଆ

ସିଓଲ,୧୦।୬: ଉତ୍ତର କୋରିଆ ଏବଂ ଦକ୍ଷିଣ କୋରିଆ ମଧ୍ୟରେ ବିବାଦ ବହୁତ ପୁରୁଣା । ପୂର୍ବରୁ ଉଭୟ ଦେଶ ପରସ୍ପରକୁ କ୍ଷେପଣାସ୍ତ୍ର ଦ୍ୱାରା ଆକ୍ରମଣ କରୁଥିଲେ କିନ୍ତୁ ବର୍ତ୍ତମାନ ଉଭୟ ଦେଶ ଅଳିଆ ବା ଲିଫଲେଟ ଭର୍ତ୍ତି ବେଲୁନ ଦେଇ ପରସ୍ପରକୁ…

ମୋଦିଙ୍କୁ ଡରାଇଦେଲେ ବିଦେଶୀ ମିଡିଆ: ସରକାର ତିଷ୍ଠିବା ନେଇ ଆଶଙ୍କା ପ୍ରକଟ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ଶପଥ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ୭୨ ମନ୍ତ୍ରୀ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତେବେ ମନ୍ତ୍ରୀଙ୍କ କାର୍ଯ୍ୟଭାର ଏପର୍ଯ୍ୟନ୍ତ ବିଭାଜିତ ହୋଇନାହିଁ। ୨୦୨୪ ସାଧାରଣ ନିର୍ବାଚନରେ…

ମହିଳାଙ୍କୁ ଗୋଟା ଗିଳିଦେଲା ଅଜଗର, ୩ଦିନ ପରେ ବାହାରିଲା ମୃତଦେହ

ନୂଆଦିଲ୍ଲୀ, ୯ା୬: ନିଖୋଜ ଥିବା ଜଣେ ଇଣ୍ଡୋନେସିଆର ମହିଳାଙ୍କ ମୃତଦେହ ୩ ଦିନ ପରେ ଉଦ୍ଧାର ହୋଇଛି । ଏହି ମହିଳାଙ୍କୁ ଏକ ୧୬ ଫୁଟ୍‌ର ଅଜଗର ଗିଳିଦେଇଥିବା ଜଣାପଡ଼ିବା ପରେ ତା ପେଟରୁ ମହିଳାଙ୍କ ମୃତଦେହ ମିଳିଛି । ଏନେଇ…

କଶ୍ମୀରକୁ ନେଇ ପାକିସ୍ତାନ-ଚଇନା ଭାଇ ଭାଇ, ଭାରତ ବିରୋଧରେ…

ନୂଆଦିଲ୍ଲୀ, ୯ା୬: ପାକିସ୍ତାନ ସହିତ ଏବେ ଚଇନା ହାତ ମିଶାଇ ଭାରତ ବିରୋଧୀ କାର୍ଯ୍ୟପାଇଁ ପ୍ରସ୍ତୁତ ହେଉଛି। ଦକ୍ଷିଣ ଏସିଆରେ ଶନିବାର ଦୁଇ ଦେଶ କଶ୍ମୀରକୁ ନେଇ ଥିବା ସମସ୍ୟାର ଏକତରଫା ସମାଧାନକୁ ବିରୋଧ କରିବା ନେଇ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।…

ହମାସ କବଳରୁ ୪ ବନ୍ଧକଙ୍କୁ ଉଦ୍ଧାର କଲା ଇସ୍ରାଏଲୀ ସେନା

ଜେରୁଜେଲମ୍‌, ୯।୬: ଗାଜାରେ ଇସ୍ରାଏଲୀ ସେନା ହମାସ କବଜାରେ ଥିବା ୪ ଜଣ ବନ୍ଧକଙ୍କୁ ଉଦ୍ଧାର କରିଛି। ଇସ୍ରାଏଲ ପ୍ରତିରକ୍ଷା ବାହିନୀ(ଆଇଡିଏଫ୍‌), ଇସ୍ରାଏଲ ସିକ୍ୟୁରିଟି ଅଥୋରିଟି(ଆଇଏସ୍‌ଏ) ଏବଂ ପୋଲିସ ପକ୍ଷରୁ ମିଳିତ ଅପରେଶନ କରାଯାଇ ମଧ୍ୟଗାଜାସ୍ଥିତ ନୁସିରାତ ଅଞ୍ଚଳର ୨ଟି ପୃଥକ୍‌…

ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ଏଲନ ମସ୍କ, ଜବାବରେ ମୋଦି କହିଲେ…

ଓ୍ବାଶିଂଟନ,୮ା୬: ଆମେରିକାର ଶିଳ୍ପପତି ଏଲନ ମସ୍କ ଭାରତ ନିର୍ବାଚନରେ ନରେନ୍ଦ୍ର ମୋଦିଙ୍କ ଐତିହାସିକ ବିଜୟରେ ଅଭିନନ୍ଦନ ଜଣାଇବା ସହ ଭାରତରେ ତାଙ୍କ କମ୍ପାନୀଗୁଡିକ ଦ୍ୱାରା ‘ରୋମାଞ୍ଚକର କାର୍ଯ୍ୟ’ କରିବାକୁ ସେ ଅପେକ୍ଷା କରିଥିବା କହିଛନ୍ତି। ଏହାର ଜବାବ ଦେଇ ମୋଦି କହିଛନ୍ତି,…

ସାମ୍ନାକୁ ଆସିଲା ପାକିସ୍ତାନର ସତ, ମୋଦିଙ୍କୁ ଜଣାଇଲାନି ଶୁଭେଚ୍ଛା

ନୂଆଦିଲ୍ଲୀ, ୮/୬: ଲୋକସଭା ନିର୍ବାଚନରେ ଏନ୍‌ଡିଏ ବିଜୟୀ ହେବା ପରେ ସାରା ବିଶ଼୍ବର ନେତା ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ହେଲେ ପଡ଼ୋଶୀ ଦେଶ ପାକିସ୍ତାନ ଏ ନେଇ କୌଣସି ପ୍ରତିକ୍ରିୟା ଦେଇନାହିଁ। ବର୍ତ୍ତମାନ ଏହାକୁ ନେଇ ପାକିସ୍ତାନର ଏକ ବୟାନ…

ମୋଦି ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ବଦଳିଗଲା ପାକିସ୍ତାନର ସ୍ବର

ନୂଆଦିଲ୍ଲୀ/ଇସଲାମାବାଦ,୮।୬: ପାକିସ୍ତାନ ଶୁକ୍ରବାର କହିଛି ଯେ ଭାରତ ସମେତ ଏହାର ସମସ୍ତ ପଡ଼ୋଶୀ ଦେଶ ସହ ‘ସହଯୋଗୀ ସମ୍ପର୍କ ଏବଂ କଥାବାର୍ତ୍ତା ମାଧ୍ୟମରେ ବିବାଦର ସମାଧାନ’ ଚାହୁଁଛି। ରେକର୍ଡ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବରେ ନରେନ୍ଦ୍ର ମୋଦି ନିର୍ବାଚିତ ହେବା…

ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଉପରେ ଆକ୍ରମଣ, ଆକ୍ରମଣକାରୀ ଗିରଫ

କୋପେନହାଗନ,୮।୬: ସେଣ୍ଟ୍ରାଲ କୋପେନହାଗନରେ ଜଣେ ବ୍ୟକ୍ତି ଡେନମାର୍କ ପ୍ରଧାନମନ୍ତ୍ରୀ ଫ୍ରେଡେରିକସେନଙ୍କ ଉପରେ ଆକ୍ରମଣ କରିଥିଲେ। ପୋକେନହାଗନର ଜଣେ ବାସିନ୍ଦା ଏହି ସୂଚନା ଦେଇଛନ୍ତି। ଜଣେ ସ୍ଥାନୀୟ ବାସିନ୍ଦା କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡେରିକସେନଙ୍କ ଉପରେ ଜଣେ ବ୍ୟକ୍ତି ଆକ୍ରମଣ କରିଥିଲେ…

ବିମାନ ଦୁର୍ଘଟଣାରେ ପୂର୍ବତନ ମହାକାଶଚାରୀ ଓ୍ବିଲିୟମ ଆଣ୍ଡର୍ସଙ୍କ ପରଲୋକ

ସିଏଟଲ,୮।୬: ଆପୋଲୋ ୮ର ପୂର୍ବତନ ମହାକାଶଚାରୀ ଅବସରପ୍ରାପ୍ତ ମେଜର ଜେନେରାଲ ୱିଲିୟମ ଆଣ୍ଡର୍ସ ଏକ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଛନ୍ତି। ପ୍ରକୃତରେ ସେ ଯେଉଁ ବିମାନକୁ ଚଳାଉଥିଲେ ତାହା ଉଡିବା ପରେ ପାଣିରେ ପଡ଼ିଯାଇଥିଲା। ଏହି ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?