ବାଂଲାଦେଶ ହିଂସା: ଉସମାନ ହାଦିଙ୍କ ହତ୍ୟା ପରେ, ଗଣମାଧ୍ୟମ କାର୍ଯ୍ୟାଳୟରେ ନିଆଁ, ୨୭ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ପ୍ରକାଶିତ ହୋଇନଥିଲା ଖବରକାଗଜ
ଢାକା,୨୦।୧୨: ଯୁବ ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶର ରାଜଧାନୀ ଢାକାରେ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଗଲା ଯେତେବେଳେ ଜନତା ଦେଶର ଦୁଇଟି ପ୍ରମୁଖ ଖବରକାଗଜ, ପ୍ରଥମ ଆଲୋ ଏବଂ ଦି ଡେଲି ଷ୍ଟାରର କାର୍ଯ୍ୟାଳୟରେ ନିଆଁ...
ପାକିସ୍ତାନକୁ ଧନ୍ୟବାଦ ଦେଲା ଆମରିକା, ଖୁସିରେ ଗଦଗଦ ହେଲେ ଶେହବାଜ
ଇସଲାମାବାଦ,୨୦।୧୨: ଗାଜାରେ ଯୁଦ୍ଧ ପରବର୍ତ୍ତୀ ସୁରକ୍ଷା ପ୍ରତିଷ୍ଠା ପାଇଁ ଆମେରିକାର ପ୍ରୟାସ ମଧ୍ୟରେ, ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ପ୍ରକାଶ ପାଇଛି। ପ୍ରସ୍ତାବିତ ଗାଜା ପାଇଁ ଅନ୍ତର୍ଜାତୀୟ ସ୍ଥିରୀକରଣ ବଳରେ ଯୋଗଦେବା ପାଇଁ ଆମେରିକା ପାକିସ୍ତାନକୁ ପ୍ରଶଂସା କରିଛି।...
ନୂଆ ବର୍ଷ ଆରମ୍ଭ ପୂର୍ବରୁ ବଡ଼ ଘୋଷଣା କରିଦେଲେ ଟ୍ରମ୍ପ, ସାଧାରଣ ଲୋକଙ୍କୁ ହେବ ଫାଇଦା
ଓ୍ବାଶିଂଟନ୍,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଟାରିଫ୍ ଏବଂ ଟିକସ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଉତ୍ତର କାରୋଲିନାରେ ତାଙ୍କ ଭାଷଣ ସମୟରେ, ଟ୍ରମ୍ପ ମଜାକ୍ କରି କହିଛନ୍ତି ଯେ “ଟାରିଫ୍” ପୂର୍ବରୁ ତାଙ୍କର ପ୍ରିୟ...
ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…
ଓ୍ବାଶିଂଟନ୍,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ ପାଲେଷ୍ଟାଇନବାସୀଙ୍କ ଉପରେ ସମ୍ପୂର୍ଣ୍ଣ ଯାତ୍ରା ପ୍ରତିବନ୍ଧକ ଲଗାଇଛି। ଏହା ସହିତ ଆହୁରି ୧୫ଟି...
Operation Hawkeye: ଆମେରିକୀୟ ନାଗରିକଙ୍କ ମୃତ୍ୟୁ ପରେ କାର୍ଯ୍ୟାନୁଷ୍ଠାନ, ଏୟାରଷ୍ଟ୍ରାଇକରେ ISIS ଆଡ୍ଡା ଧ୍ବସଂ
ନୂଆଦିଲ୍ଲୀ,୨୦ା୧୨: ଆମେରିକା ପୁଣି ଥରେ ସିରିଆରେ ଇସଲାମିକ୍ ଷ୍ଟେଟ୍ ବିରୁଦ୍ଧରେ ଏକ ବଡ଼ ସାମରିକ ଅଭିଯାନ ଆରମ୍ଭ କରିଛି। ପାଲମିରା ଅଞ୍ଚଳରେ ଏକ ଆକ୍ରମଣରେ ଆମେରିକୀୟ ସୈନିକଙ୍କ ମୃତ୍ୟୁ ପରେ, ପେଣ୍ଟାଗନ୍ କଡ଼ା ଜବାବ ଦେବାକୁ ନିଷ୍ପତ୍ତି ନେଇଛି ।...
ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ
ଓ୍ବାଶିଂଟନ୍,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ଚାଇନା ସମେତ ଅନ୍ୟ ଦେଶ ସହିତ ବାଣିଜ୍ୟ ସମ୍ପର୍କ ପୁନଃସ୍ଥାପିତ...
ଓମାନରେ ମୋଦିଙ୍କୁ ଭବ୍ୟ ସ୍ବାଗତରେ ଥରି ଉଠିଲା ମୁସଲମାନ ଦେଶ, ପାକିସ୍ତାନୀ ବିଶେଷଜ୍ଞ କହିଲେ…
ମସ୍କାଟ୍/ନୂଆଦିଲ୍ଲୀ,୧୯ା୧୨: ଜୋର୍ଡାନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଓମାନରେ ମିଳିଥିବା ଭବ୍ୟ ସ୍ବାଗତରେ ପାକିସ୍ତାନ ରାଗରେ ଖପ୍ପା ହୋଇଉଠିଛି। ମୁସଲମାନ ଦେଶଗୁଡ଼ିକରେ ତାଙ୍କୁ ମିଳିଥିବା ସ୍ବାଗତ ପାକିସ୍ତାନୀମାନଙ୍କୁ ସତେ ଯେମିତି ବିରକ୍ତ କରୁଛି। ପାକିସ୍ତାନୀ ବିଶେଷଜ୍ଞ କମର ଚିମା କହିଛନ୍ତି,...
ବାଂଲାଦେଶ ହିଂସାରେ ଖବରଦାତାଙ୍କ ମୃତ୍ୟୁ, ୪ ପୋଲିସ କର୍ମଚାରୀ ଆହତ: ଆଡଭାଇଜରୀ ଜାରି କଲା ଭାରତ
ଢାକା,୧୯।୧୨: ଡିସେମ୍ବର ୧୯ ତାରିଖରେ ଛାତ୍ର ବିଦ୍ରୋହ ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ, ବାଂଲାଦେଶରେ ବ୍ୟାପକ ବିରୋଧ ପ୍ରଦର୍ଶନ ହୋଇଛି। ଢାକାରେ ଜନସାଧାରଣଙ୍କ ଆକ୍ରୋଶ ମଧ୍ୟରେ, ଅନେକ ପ୍ରତିବାଦକାରୀ ବାଂଲାଦେଶର ପ୍ରମୁଖ ଖବରକାଗଜର କାର୍ଯ୍ୟାଳୟରେ ଭଙ୍ଗାରୁଜା କରିଛନ୍ତି।...
ଆମେରିକାରେ ଲାଗିବ ନିଆଁ! ଟ୍ରମ୍ପଙ୍କ ମୁହଁ ଉପରେ ଏଭଳି ଚେତାବନୀ ଦେଲା ଚାଇନା, ବିଶ୍ୱରେ ଚହଳ
ବେଜିଂ,୧୯।୧୨: ଟ୍ରମ୍ପ ନିକଟରେ ଏକ ପଦକ୍ଷେପ ନେଇଛନ୍ତି ଯାହାକୁ ଶୁଣି ଚାଇନାର ନିଦ ହଜିଯାଇଛି। ହେଲେ ଏହାକୁ ନେଇ ଚୁପ୍ ବସିନି ଚାଇନା। ଏହାରି ଭିତରେ ଚାଇନା ଆମେରିକାକୁ ସ୍ପଷ୍ଟ ଚେତାବନୀ ଦେଇଛି। ଟ୍ରମ୍ପ ପୂର୍ବରୁ ଟାରିଫ୍ ଆକ୍ରମଣ ଦ୍ୱାରା...
ଭାଙ୍ଗିପଡ଼ିଲେ ୟୁନୁସ: ଶୋକ ପ୍ରକାଶ କରି କହିଲେ…
ଢାକା,୧୯।୧୨: ଗତବର୍ଷ ବାଂଲାଦେଶରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ହିଂସାତ୍ମକ ଆନ୍ଦୋଳନ ଆରମ୍ଭ କରିଥିବା ବିରୋଧୀ ନେତା ଉସମାନ ହାଦିଙ୍କ ସିଙ୍ଗାପୁରରେ ମୃତ୍ୟୁ ହୋଇଥିଲା। କିଛି ଦିନ ପୂର୍ବରୁ ଉସମାନ ହାଦିଙ୍କୁ ଗୁଳି କରି ଆହତ କରାଯାଇଥିଲା। ବାଂଲାଦେଶର...
ଆଜି ଖୋଲିବ ଏପଷ୍ଟିନ୍ ପେଡ଼ି: ଫାଇଲ୍ରେ ଟ୍ରମ୍ପ୍, ଚିନ୍ତାରେ ହ୍ବାଇଟ୍ ହାଉସ୍
ଓ୍ବାଶିଂଟନ୍/ନୂଆଦିଲ୍ଲୀ,୧୯ା୧୨(ସିଏନ୍ଏନ୍/ଏଜେନ୍ସି): ଜେଫ୍ରି ଏପଷ୍ଟିନ୍ଙ୍କ ସହ ଜଡ଼ିତ ଅତି ସମ୍ବେଦନଶୀଳ ଦସ୍ତାବିଜ ‘ଏପଷ୍ଟିନ୍ ଫାଇଲ୍ସ’ ଖୋଲିବାକୁ ସମୟ ଯେତିକି ପାଖେଇ ଆସୁଛି, ବଡ଼ବଡ଼ିଆଙ୍କ ହୃତ୍ସ୍ପନ୍ଦନ ସେତିକି ବଢ଼ିବାରେ ଲାଗିଛି। ନଭେମ୍ବର ୧୯ରେ ଆମେରିକା କଂଗ୍ରେସ ଏପଷ୍ଟିନ୍ ଫାଇଲ୍ସ ଟ୍ରାନ୍ସପରେନ୍ସି ଆକ୍ଟକୁ ଗୃହୀତ...
ଚାଇନାକୁ ଜୋରଦାର ଝଟ୍କା ଦେଲା ଭାରତ: ବିଶ୍ୱରେ ଖେଳିଗଲା…
ନୂଆଦିଲ୍ଲୀ,୧୯।୧୨: ଭାରତ ଚାଇନା ବିରୋଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଚାଇନାରୁ ଆମଦାନୀ ହେଉଥିବା କିଛି ଇସ୍ପାତ ଉତ୍ପାଦ ଉପରେ ପାଞ୍ଚ ବର୍ଷର ଆଣ୍ଟି-ଡମ୍ପିଂ ଶୁଳ୍କ ଲାଗୁ କରିଛି। ଏହା ଦେଶ ବିରୋଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବାଣିଜ୍ୟ...
Archives


