ଅନ୍ତର୍ଜାତୀୟ

ମୃତଦେହ ରଖିବାକୁ ସ୍ଥାନାଭାବ

କାଠମାଣ୍ଡୁ,୨୯ା୮: ନେପାଳ ବନ୍ୟାରେ ୫୪୭ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ସହ ଅନେକ ନିଖୋଜ ଥିବାବେଳେ ଭୋଟେକୋଶୀ ଏବଂ ତ୍ରିଶୂଳୀ ନଦୀ ପ୍ରଣାଳୀରୁ ବାହାର କରାଯାଇଥିବା ମୃତଦେହଗୁଡ଼ିକୁ ରଖିବା ଓ ଚିହ୍ନଟ କରିବାରେ କର୍ତ୍ତୃପକ୍ଷ ଆହ୍ବାନର ସମ୍ମୁଖୀନ ହୋଇଛନ୍ତି। ଏଥିସହିତ ନଦୀ ତଳମୁଣ୍ଡରେ…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ ମଧ୍ୟ ଅଧିକ ଆଖି ମିଟିକାଉଛନ୍ତି। ‘ରୟାଲ ସୋସାଇଟି ଓପନ୍‌ ସାଇନ୍ସ’ ଜର୍ନାଲରେ ପ୍ରକାଶିତ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୫୭୯, ଏବେବି ୩୨୦ ଭାରତୀୟ ନିଖୋଜ

କାଠମାଣ୍ଡୁ,୨୯ା୮: କେନ୍ଦ୍ରୀୟ ନେପାଳରେ ବୁଧବାର ଗ୍ଲେସିୟର ଧସି ହଠାତ୍‌ ଭୀଷଣ ବନ୍ୟା ମାଡ଼ିଆସିବାରୁ ରାସୁଓ୍ବା ଓ ଅନ୍ୟ ଅଞ୍ଚଳଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ୫୭୯ ଜଣଙ୍କ ମୃତଦେହ ମିଳିଥିବାବେଳେ ଆହୁରି ଅନେକ ହଜାର ଲୋକ ନିଖୋଜ ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା…

ମହାକାଶରେ ଫେଣା ତିଆରିକଲେ ୩,୩୦୧ ମହୁମାଛି

ୱାଶିଂଟନ, ୨୯ା୮: ବିଜ୍ଞାନ ଜଗତରେ ଅନେକ ଅଦ୍ଭୁତ ପରୀକ୍ଷଣ କରାଯାଇଛି, କିନ୍ତୁ ମହାକାଶକୁ ମହୁମାଛି ପଠାଇବା ସବୁଠାରୁ ନିଆରା ଥିଲା। ଆମେରିକାର ଜାତୀୟ ମହାକାଶ ସଂସ୍ଥା ‘ନାସା’ ପକ୍ଷରୁ କରାଯାଇଥିବା ଏକ ଐତିହାସିକ ପରୀକ୍ଷଣର ଆଶ୍ଚର୍ଯ୍ୟଜନକ ତଥ୍ୟ ଏବେ ସାମ୍ନାକୁ ଆସିଛି।…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ ସ୍ଥିତି ସୃଷ୍ଟି ହୋଇଛି । ନିର୍ବାଚନରେ ସବୁଠାରୁ ଅଧିକ ଆସନ ଜିତି ସରକାର…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗାଙ୍କ ନାମ। ସୋସିଆଲ ମିଡିଆ ଓ ବିଭିନ୍ନ ମିଡିଆ ରିପୋର୍ଟରେ ଦାବି କରାଯାଉଛି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ ଘରଗୁଡ଼ିକ ତାସ ଘର ପରି ଭୁଶୁଡ଼ି ପଡୁଛି। ଏହି ଭୟଙ୍କର ବନ୍ୟା ମଧ୍ୟରେ,…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର ଓ ଆବର୍ଜନା ତଳ ଅଞ୍ଚଳରେ ତାଣ୍ଡବ ରଚୁଥିବା ବେଳେ ପ୍ରାୟ ୩୫୦ ଜଣ…

ମରିଗଲା ମାନବିକତା! ନେପାଳ ବନ୍ୟାରେ ଭାସିଆସିଥିବା ମୃତଦେହରୁ ଅଳଙ୍କାର ଲୁଟିଲେ ଯୁବକ, ଭିଡିଓ ଭାଇରାଲ ପରେ…

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ଯୋଗୁ ହଜାର ହଜାର ପରିବାର ପ୍ରଭାବିତ ହୋଇଛନ୍ତି। ଲୋକେ ନିଜ ଜୀବନ ବଞ୍ଚାଇବା ସହ ପରସ୍ପରକୁ ସାହାଯ୍ୟ କରୁଥିବା ବେଳେ ଏହାରି ମଧ୍ୟରେ ସାମ୍ନାକୁ ଆସିଛି ଏକ ଅମାନବୀୟ ଘଟଣା। ଘଟଣାଟି ସମଗ୍ର ମାନବ ସମାଜକୁ…

ଥରିଲା ଚାଇନା: ଭୟରେ ଲୋକେ ଦୌଡ଼ିଲେ

ବେଜିଂ,୨୮।୭: ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଚାଇନା ଭୂକମ୍ପ ନେଟୱାର୍କସ ସେଣ୍ଟର (CENC) ଅନୁଯାୟୀ, ଲଙ୍ଗଚାଙ୍ଗ ସହରରେ ୫.୧ ତୀବ୍ରତାର ଭୂକମ୍ପ ହୋଇଛି। ଏହି ଭୂକମ୍ପ ଯୋଗୁ ଭୟରେ ଲୋକେ ଘରୁ ବାହାରକୁ ଦୌଡ଼ି ଆସୁଥିବାର…

ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍‌ସିଆଇଆର୍‌ଏଫ୍‌ର ଦାବି

ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା କମିଶନ (ୟୁଏସ୍‌ସିଆଇଆର୍‌ଏଫ୍‌) ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଶାସନ ନିକଟରେ ଦାବି କରିଛି । ଆମେରିକା…

‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ

ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ ପାକିସ୍ତାନ ସରକାର ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି । ସେମାନଙ୍କ ଦାବି ହେଉଛି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri