ଅନ୍ତର୍ଜାତୀୟ

ଆମେରିକା ସହିତ ‘ସିକ୍ରେଟ୍‌ ଟାରିଫ୍‌ ଡିଲ୍‌’ କରିବାକୁ ଯାଉଛି ବାଂଲାଦେଶ, ଭାରତ ପାଇଁ ବଢିଲା ଟେନସନ୍‌

ନୂଆଦିଲ୍ଲୀ,୬।୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଆମେରିକା ସହିତ ଏକ ଗୁପ୍ତ ଟାରିଫ୍‌ ଚୁକ୍ତି କରିବାକୁ ଯୋଜନା କରୁଛି। ଦେଶର ସଂସଦୀୟ ନିର୍ବାଚନର ମାତ୍ର ତିନି ଦିନ ପୂର୍ବରୁ, ଫେବୃଆରୀ ୯ ତାରିଖରେ ଏହି ଚୁକ୍ତିନାମା ସ୍ଥିର ହୋଇଛି। ଭାରତ ମଧ୍ୟ ଆମେରିକା…

ଏମିତି ମିଛ କହିଲେ ଟ୍ରମ୍ପ: ପୋଲ୍‌ ଖୋଲି ଦେଲା ଚାଇନା

ଓ୍ବାଶିଂଟନ୍‌,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଫୋନ କଲ୍‌ ପରେ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଅନେକ ସାହସିକ ଦାବି କରିଛନ୍ତି। ଟ୍ରମ୍ପ ଏହାକୁ ‘ଲମ୍ବା ଏବଂ ଅତ୍ୟନ୍ତ ସକାରାତ୍ମକ’ ଆଲୋଚନା ବୋଲି ବର୍ଣ୍ଣନା…

‘ଟଙ୍କା ଖୁସି କିଣି ପାରିବ ନାହିଁ…’ କୋଟି କୋଟି ଆୟ ପରେ ଏଲୋନ ମସ୍କ ଏକ ଆଶ୍ଚର୍ଯ୍ୟଜନକ ପୋଷ୍ଟ

ନୂଆଦିଲ୍ଲୀ,୬।୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ବର୍ତ୍ତମାନ ଏକ ନୂଆ ଇତିହାସ ରଚିଛନ୍ତି। ସେ ଦୁନିଆର ପ୍ରଥମ ବ୍ୟକ୍ତି ଭାବେ ୮୦୦ ବିଲିୟନ ଡଲାର (ପ୍ରାୟ ୬୭ ଲକ୍ଷ କୋଟି ଟଙ୍କାରୁ ଅଧିକ) ସମ୍ପତ୍ତିର ମାଲିକ ହୋଇଛନ୍ତି। କିନ୍ତୁ…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର ବ୍ରେକଫାଷ୍ଟ’ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ସେ କହିଛନ୍ତି ଯେ, ବର୍ତ୍ତମାନ ଆମେରିକା ଏବଂ…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା ଭାରତ ସମେତ ୫୪ଟି ଦେଶକୁ ନେଇ ଏକ ନୂତନ ଆନ୍ତର୍ଜାତୀୟ ଖଣିଜ ଗୋଷ୍ଠୀ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଟଙ୍କୁ ମିଳିବ ପାସପୋର୍ଟ

ରିଆଦ୍‌,୬ା୨:ଓଟଙ୍କୁ ନେଇ ସାଉଦି ଆରବ ସରକାର ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ସାରା ଙ୍କ ପକ୍ଷରୁ ପାସ୍‌ପୋର୍ଟ ଦିଆଯିବ। ପାରମ୍ପରିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ସାଉଦି ସାମ୍ରାଜ୍ୟରେ ଓଟଙ୍କୁ ନେଇ ରହିଆସିଥିବା ପ୍ରାଧାନ୍ୟକୁ ଗୁରୁତ୍ୱ ଦେବା ସହିତ ସେମାନଙ୍କ ପରିଚାଳନା…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି। ପ୍ରକୃତରେ, ଇରାନ ଆଇନ ଅନୁଯାୟୀ, ମହିଳାମାନଙ୍କୁ ମୋଟରସାଇକେଲ କିମ୍ବା ସ୍କୁଟର ଚଲାଇବା ପାଇଁ…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌ ଡିଲ୍‌ ନେଇ ଘୋଷଣା କରିଛନ୍ତି। କିନ୍ତୁ ଏହି ବାଣିଜି୍ୟକ ଚୁକ୍ତି ଭାରତୀୟ ବଜାର…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ ଏମପି କହିଛନ୍ତି ଯେ ଏହା ସାମ୍ପ୍ରତିକ ମାସ ମଧ୍ୟରେ ନାଇଜେରିଆର ଗାଁ ଉପରେ…

‘ଭାରତ କାହାକୁ ଡରେନାହିଁ’: ଟ୍ରମ୍ପଙ୍କ ଟାରିଫ୍ ପରେ ଆମେରିକାକୁ ଏପରି କହିଥିଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୪ା୨: ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ନୂତନ ବାଣିଜ୍ୟ ଚୁକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ବ୍ଲୁମବର୍ଗର ଏକ ରିପୋର୍ଟ ଅନୁଯାୟୀ, ଭାରତ ସରକାର ଆମେରିକାକୁ ସ୍ପଷ୍ଟ କରିଦେଇଥିଲେ ଯେ ଚୁକ୍ତି ପାଇଁ ଭାରତ କୌଣସି ପ୍ରକାର…

ଇତିହାସ ରଚିଲେ ଏଲନ ମସ୍କ: ହେଲେ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି

ଓ୍ବାଶିଂଟନ୍‌,୪।୨: ଟେସଲା ମାଲିକ ଏଲନ ମସ୍କ ଇତିହାସ ରଚିଛନ୍ତି। ମହାକାଶ କମ୍ପାନୀ ସ୍ପେସଏକ୍ସ (SpaceX) ତାଙ୍କର AI ଏବଂ ସୋସିଆଲ ମିଡିଆ ଫାର୍ମ xAI ଅଧିଗ୍ରହଣ କରିବା ପରେ ମସ୍କଙ୍କ ସମ୍ପତ୍ତି ଆକାଶଛୁଆଁ ହୋଇଛି। ତାଙ୍କର ମୋଟ ସମ୍ପତ୍ତି ବର୍ତ୍ତମାନ ୮୫୨ବିଲିୟନ…

ଭାରତ ତେଲ ନ କିଣିଲେ ବଡ଼ କ୍ଷତି ସହିବ ରୁଷିଆ! ହେବ ଏତେ କୋଟିର ଘାଟା…

ନୂଆଦିଲ୍ଲୀ,୪।୨: ଭାରତ କ’ଣ ପ୍ରକୃତରେ ରୁଷିଆରୁ ତେଲ କିଣିବା ବନ୍ଦ କରିଦେବ? ଆମେରିକା ସହିତ ବାଣିଜ୍ୟ ଚୁକ୍ତି ପରେ ଭାରତର ଶକ୍ତି ରଣନୀତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ କି? ରୁଷ ନିଜେ କହିଛି ଯେ ଭାରତଠାରୁ ଏପରି କୌଣସି ବାର୍ତ୍ତା ପାଇନାହିଁ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri