ଅନ୍ତର୍ଜାତୀୟ

ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁ ପାଇଁ ଏହି ଦେଶର ହାତ ରହିଛି: ପାକିସ୍ତାନୀ ଖବରଦାତାଙ୍କ ବଡ଼ ଦାବି

ଇସଲାମାବାଦ୍‌,୨୨।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ପରେ ମଙ୍ଗଳବାର ଇରାନରେ ଅନ୍ତିମ ସଂସ୍କାର କରାଯାଇଛି। ଯେଉଁଥିରେ ହଜାର ହଜାର ଲୋକ ଅଂଶଗ୍ରହଣ କରିଥିଲେ। ଅନ୍ୟପଟେ, ସମଗ୍ର ବିଶ୍ୱ ସେହି ତଥ୍ୟ ଉପରେ ନଜର ରଖିଛି ଯାହା ଦ୍ୱାରା ଜଣାପଡିପାରିବ ଯେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଇସ୍ରାଏଲ ରାଷ୍ଟ୍ରପତି

ଜେରୁଜେଲମ,୨୨।୫: ଅକ୍ଟୋବର ୭ରେ ହମାସ ଆକ୍ରମଣକୁ ନିନ୍ଦା କରିଥିବାରୁ ଇସ୍ରାଏଲ ରାଷ୍ଟ୍ରପତି ଆଇଜାକ ହେର୍ଜୋଗ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ଭାରତ ହେଉଛି ବିଶ୍ୱର ବୃହତ୍ତମ ଦେଶ ଏବଂ ଇସ୍ରାଏଲ ସବୁଠାରୁ ଛୋଟ ଦେଶ ମଧ୍ୟରୁ ଅନ୍ୟତମ।…

ନୂଆ ଭାରତ ଘରେ ପଶି ମାରୁଛି: କାହିଁକି ଏମିତି କହିଲେ ପାକିସ୍ତାନ ରାଷ୍ଟ୍ରଦୂତ

ନ୍ୟୁୟର୍କ,୨୨।୫:ନୂଆ ଭାରତ ଘରେ ପ୍ରବେଶ କରି ହତ୍ୟା କରେ। ପାକିସ୍ତାନୀ ରାଷ୍ଟ୍ରଦୂତ ମିଳିତ ଜାତିସଂଘର ସାଧାରଣ ସଭାରେ ନିଜର ଦୁଃଖ ପ୍ରକାଶ କରି ଏହା କହିଛନ୍ତି। ନିକଟରେ ସାଧାରଣ ସଭାକୁ ସମ୍ବୋଧିତ କରିବାବେଳେ ପାକିସ୍ତାନର ସ୍ଥାୟୀ ରାଷ୍ଟ୍ରଦୂତ ମୁନିର ଆକ୍ରମ କହିଛନ୍ତି,…

ହଠାତ୍‌ ଆଖିବୁଜା ଗୁଳିମାଡ଼: ୪୦ ମୃତ

ଆବୁଜା,୨୨।୫:ଆଫ୍ରିକୀୟ ଦେଶ ନାଇଜେରିଆର ଏକ ଗାଁ ଉପରେ ବନ୍ଧୁକଧାରୀମାନେ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ୪୦ ଜଣଙ୍କର ମୃତ୍ୟୁ ଘଟିଛି। ଅଭିଯୁକ୍ତମାନେ ଗାଁରେ ଆଖିବୁଜା ଭାବେ ଗୁଳି ଚଳାଇଥିଲେ। କେବଳ ଏତିକି ନୁହେଁ, ଅନେକ ଘରେ ନିଆଁ ଲଗାଇ ଦେଇଥିଲେ। ଅନେକ…

ଆକାଶରେ ଆତଙ୍କ

ବ୍ୟାଙ୍କକ୍‌,୨୨ା୫: ଲଣ୍ଡନରୁ ସିଙ୍ଗାପୁରକୁ ଉଡ଼ାଣ କରୁଥିବା ସିଙ୍ଗାପୁର ଏୟାରଲାଇନ୍ସର ଏକ ବିମାନ ଯାତ୍ରାବେଳେ ଭୟଙ୍କର ଟର୍ବୁଲାନ୍ସର ସମ୍ମୁଖୀନ ହୋଇଛି। ଏଥିରେ ବ୍ରିଟେନ୍‌ର ଜଣେ ୭୩ ବର୍ଷୀୟ ନାଗରିକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ…

ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁ ଭାରତ ପାଇଁ କାହିଁକି ଝଟ୍‌କା? ଜାଣନ୍ତୁ କାହାକୁ ହେବ ଲାଭ…

ଦୁବାଇ,୨୧।୫: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଆଜରବୈଜାନ ସୀମାନ୍ତ ପ୍ରାର୍ବତ୍ୟାଞ୍ଚଳରେ ରଇସିଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହାପଛରେ ଘନ କୁହୁଡ଼ି ଏବଂ ପ୍ରତିକୂଳ ପାଗ ଥିବା କୁହାଯାଉଛି। ତେବେ ରାଷ୍ଟ୍ରପତିଙ୍କ କର୍ଡନରେ ଅନ୍ୟ ଦୁଇ ହେଲିକପ୍ଟର…

ଇରାନ ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ଆଜି ଭାରତରେ ଶୋକ: ଅର୍ଦ୍ଧନମିତ ରହିବ ଜାତୀୟ ପତାକା

ନୂଆଦିଲ୍ଲୀ,୨୧।୫: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୋମବାର ଦୁର୍ଘଟଣାସ୍ଥଳରୁ ରଇସିଙ୍କ ମୃତଦେହ ମିଳିଥିବା ସରକାରୀ ଗଣମାଧ୍ୟମରେ ସ୍ପଷ୍ଟ କରାଯାଇଛି। ରବିବାର ଆଜରବୈଜାନ ସୀମାନ୍ତ ପାର୍ବତ୍ୟାଞ୍ଚଳରେ ରଇସିଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସେଥିରେ ଥିବା ଇରାନ ବହିର୍ବ୍ୟାପାର…

ଚାଇନାକୁ ନାଲିଆଖି ଦେଖାଇଲେ ତାଇଓ୍ବାନ୍‌ର ନୂଆ ରାଷ୍ଟ୍ରପତି

ତାଇପେଇ ,୨୧ା୫: ତାଇଓ୍ବାନ୍‌ର ନୂଆ ରାଷ୍ଟ୍ରପତି ଭାବେ ଲାଇ ଚିଙ୍ଗ୍‌-ଟେ ଶପଥ ଗ୍ରହଣ କରିଛନ୍ତି। ସ୍ବୟଂଶାସିତ ତାଇଓ୍ବାନକୁ ଚାଇନା ସେନା ଧମକ ଦେବା ବନ୍ଦ କରିବାକୁ ଲାଇ ତାଙ୍କର ପ୍ରଥମ ଭାଷଣରେ କହିଛନ୍ତି। ମଧ୍ୟମପନ୍ଥୀ ନେତା ଲାଇ ତାଇଓ୍ବାନର ବାସ୍ତବ ସ୍ବାଧୀନତା…

ଆସ୍ଥାଭୋଟ ଜିତିଲେ ପ୍ରଚଣ୍ଡ

କାଠମାଣ୍ଡୁ ,୨୧ା୫:ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ ସୋମବାର ପାର୍ଲାମେଣ୍ଟରେ ଆସ୍ଥାଭୋଟ ଜିତିଛନ୍ତି। ଦେଶରେ କ୍ଷମତା କନ୍ଦଳ ଲାଗିରହିଥିବାବେଳେ ପ୍ରଚଣ୍ଡଙ୍କ ପାଇଁ ରାଜନୈତିକ ସ୍ଥିରତା ବଜାୟ ରଖିବା ଗୁରୁତ୍ୱପୂର୍ଣ୍ଣ। ୨୭୫ ସଦସ୍ୟ ବିଶିଷ୍ଟ ପାର୍ଲାମେଣ୍ଟରେ ମୁଖ୍ୟ ବିରୋଧୀ ଦଳ ନେପାଳୀ…

ପ୍ରତ୍ୟର୍ପଣକୁ ଚ୍ୟାଲେଞ୍ଜ କରିପାରିବେ ଅସାଞ୍ଜ

ଲଣ୍ଡନ,୨୧ା୫: ଆମେରିକାକୁ ପ୍ରତ୍ୟର୍ପଣ ବିରୋଧରେ ଓ୍ବିକିଲିକ୍ସ ଓ୍ବେବ୍‌ସାଇଟ୍‌ର ପ୍ରତିଷ୍ଠାତା ଜୁଲିଅନ୍‌ ଅସାଞ୍ଜ ଅପିଲ୍‌ କରିପାରିବେ ବୋଲି ଲଣ୍ଡନର ଏକ ଅଦାଲତ ସୋମବାର ଅନୁମତି ପ୍ରଦାନ କରିଛନ୍ତି। ଫଳରେ ୫୨ ବର୍ଷୀୟ ଅସାଞ୍ଜଙ୍କ ଆଇନଗତ ଲଢ଼େଇ ଆହୁରି ଦୀର୍ଘ ହେବାକୁ ଯାଉଛି। ବ୍ରିଟେନ୍‌…

ନେତାନ୍ୟାହୁ, ହମାସ୍‌ ନେତାଙ୍କ ନାଁରେ ଗିରଫ ପରଓ୍ବାନା ଜାରି କରିବ ଆଇସିସି

ହେଗ୍‌,୨୧ା୫: ଯୁଦ୍ଧ ଅପରାଧରେ ସମ୍ପୃକ୍ତ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ, ପ୍ରତିରକ୍ଷା ମନ୍ତ୍ରୀ ୟୋଆଭ୍‌ ଗାଲାଣ୍ଟ, ହମାସ୍‌ ନେତା ୟାହୟା ସିନ୍‌ଓ୍ବାର, ମହମ୍ମଦ ଡିଆବ ଇବ୍ରାହିମ ଅଲ୍‌-ମସ୍ରି ଏବଂ ଇସ୍‌ମାଇଲ୍‌ ହାନିୟେହଙ୍କ ବିରୋଧରେ ଅନ୍ତର୍ଜାତୀୟ ଆପରାଧିକ ଅଦାଲତ (ଆଇସିସି) ଗିରଫ ପରଓ୍ବାନା…

ମହମ୍ମଦ ମୋଖବେର ଇରାନର କାର୍ଯ୍ୟକାରୀ ରାଷ୍ଟ୍ରପତି

ଦୁବାଇ,୨୦ା୫: ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ମୃତ୍ୟୁ ଘଟିବା ପରେ ଦେଶର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମନେଇ ସୋମବାର ପ୍ରଥମ ଉପରାଷ୍ଟ୍ରପତି ମହମ୍ମଦ ମୋଖବେରଙ୍କୁ କାର୍ଯ୍ୟକାରୀ ରାଷ୍ଟ୍ରପତି ନିଯୁକ୍ତ କରିଛନ୍ତି। ରଇସିଙ୍କ ପରଲୋକରେ ଖାମନେଇ ଦେଶରେ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?