ଅନ୍ତର୍ଜାତୀୟ

ଇରାନ ରାଷ୍ଟ୍ରପତିଙ୍କୁ ନେଇ ଯାଉଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଅବତରଣ କରାଯାଇଥିଲା। ଇରାନର ରାଜ୍ୟ ଟେଲିଭିଜନ ଏହି ସୂଚନା ଦେଇଛି। ଦେଶର ଅର୍ଥମନ୍ତ୍ରୀ ମଧ୍ୟ ରାଇସିଙ୍କ ସହ…

ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ପ୍ରାୟ ଶେଷ ପର୍ଯ୍ୟାୟରେ। ଫଳାଫଳ ପାଇଁ ଆଉ ୧୫ ଦିନ ବାକି ଅଛି। ସମସ୍ତ ଦଳ ସେମାନଙ୍କର ବିଜୟ ଦାବି କରୁଛନ୍ତି। ସିଟ୍‌ ଗଣିବାରେ ବ୍ୟସ୍ତ। କିନ୍ତୁ ଗୋଟିଏ ଗଣିତ ଅଛି, ଯେଉଁଥିରେ ଭାରତ ପଡ଼ୋଶୀ…

ଆଜି ମହାକାଶ ଯିବେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଗୋପୀଚାନ୍ଦ

ଓ୍ବାଶିଂଟନ,୧୯ା୫: ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ ମିଶନରେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଭାବେ ଗୋପୀଚାନ୍ଦ ଥୋକାତୁରା ରବିବାର ମହାକାଶକୁ ଯାତ୍ରା କରିବେ। ପାଇଲଟ ଗୋପୀଚାନ୍ଦ ସ୍ପେସ୍‌ ଟୁରିଜିମ୍‌ ମିଶନର ଅଂଶ ସ୍ବରୂପ ବ୍ଲ୍ୟୁ ଅରିଜିନ ଏନ୍‌ଏସ୍‌-୨୫କୁ ନେଇ କାର୍ମାନ ଲାଇନ…

କିର୍‌ଗିଜସ୍ତାନରେ ଭାରତୀୟ ଛାତ୍ରଙ୍କୁ ଆକ୍ରମଣ, ଘରେ ରହିବାକୁ ଦୂତାବାସର ପରାମର୍ଶ

ନୂଆଦିଲ୍ଲୀ,୧୮ା୫: କିର୍‌ଗିଜସ୍ତାନ ରାଜଧାନୀ ବିଶ୍‌କେକ୍‌ରେ କେତେଜଣ ଭାରତୀୟଙ୍କ ସମେତ ବିଦେଶୀ ଛାତ୍ର ଉତ୍ତ୍ୟକ୍ତ ଲୋକଙ୍କ ଆକ୍ରମଣର ଶିକାର ହୋଇଛନ୍ତି। ସେଠାରେ ଉତ୍ତେଜନା ଲାଗିରହିଥିବାରୁ ଭାରତୀୟମାନେ ଘରେ ରହିବାକୁ ଦୂତାବାସ ପକ୍ଷରୁ ପରାମର୍ଶ ଦିଆଯାଇଛି। ହଷ୍ଟେଲରେ ଉତ୍ତ୍ୟକ୍ତ ଲୋକେ ପ୍ରବେଶ କରି ଆକ୍ରମଣ…

ସିଙ୍ଗାପୁରରେ କରୋନାର ନୂଆ ଓ୍ବେଭ୍‌, ୬ ଦିନରେ ୨୫,୯୦୦ ମାମଲା

ସିଙ୍ଗାପୁର, ୧୮।୫: ଦକ୍ଷିଣ-ପୂର୍ବ ଏସୀୟ ଦେଶ ସିଙ୍ଗାପୁରରେ କରୋନା ଭାଇରସ ପୁଣି ଥରେ ବ୍ୟାପିବାରେ ଲାଗିଛି। ଦେଶରେ ଗତ ୬ ଦିନ ମଧ୍ୟରେ ୨୫,୯୦୦ ନୂଆ କରୋନା ମାମଲା ରେକର୍ଡ ହୋଇଛି। ଏହି ଅବସରରେ ଶନିବାର ସିଙ୍ଗାପୁରର ସ୍ବାସ୍ଥ୍ୟ ମନ୍ତ୍ରୀ ଓଙ୍ଗ୍‌…

ଡରିଗଲା ପାକିସ୍ତାନ, ଭାରତକୁ କଲା ଏମିତି ଅନୁରୋଧ

ଇସଲାମାବାଦ୍‌,୧୮।୩: ପାକିସ୍ତାନ ସରକାର ଭାରତ ସହ ସମ୍ପର୍କକୁ ନେଇ ନ୍ୟାଶନାଲ୍‌ ଆସେମ୍ଭଲିରେ ଏକ ଲିଖିତ ଉତ୍ତର ଦେଇଛନ୍ତି। ଭାରତ ସହ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ପାଇଁ ପାକିସ୍ତାନର ପ୍ରତିବଦ୍ଧତାକୁ ଦୋହରାଇ ବୈଦେଶିକ ମନ୍ତ୍ରୀ ତଥା ଉପପ୍ରଧାନମନ୍ତ୍ରୀ ଇଶାକ ଦାର କହିଛନ୍ତି, ଭାରତ-ପାକିସ୍ତାନ ସମ୍ପର୍କକୁ…

୩ ପାକିସ୍ତାନୀ ଛାତ୍ରଙ୍କୁ ହତ୍ୟା, ଭାରତୀୟଙ୍କୁ ଘରୁ ନ ବାହାରିବାକୁ ଦିଆଗଲା ପରାମର୍ଶ

ବିଶେକ,୧୮।୫: ମଧ୍ୟ ଏସୀୟ ଦେଶ କିର୍ଗିସ୍ଥାନରେ ମେଡିକାଲ ପଢିବାକୁ ଯାଇଥିବା ଭାରତୀୟ ଏବଂ ପାକିସ୍ତାନୀ ଛାତ୍ରଙ୍କ ଜୀବନ ବିପଦରେ। କିର୍ଗଜସ୍ଥାନରୁ ଖବର ଆସିଛି ଯେ ସେଠାରେ ସ୍ଥାନୀୟ ଲୋକମାନେ ତିନିଜଣ ପାକିସ୍ତାନୀ ଛାତ୍ରଙ୍କୁ ପିଟି ପିଟି ମାରି ଦେଇଛନ୍ତି। ସ୍ଥାନୀୟ ଲୋକମାନେ…

ବ୍ରିଟେନରେ କମୁଛି ଅରବପତିଙ୍କ ସଂଖ୍ୟା, ଏହାପରେ ବି ବଢୁଛି ସୁନକଙ୍କ ସମ୍ପତ୍ତି

ଲଣ୍ଡନ,୧୮।୫: ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ଏବଂ ତାଙ୍କ ପତ୍ନୀ ଅକ୍ଷତା ମୁର୍ତ୍ତୀଙ୍କ ସମ୍ପତ୍ତି ବୃଦ୍ଧି ପାଉଛି। ଦୁଇ ବର୍ଷ ପୂର୍ବେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ପତ୍ନୀ ପ୍ରଥମ ଥର ପାଇଁ ବାର୍ଷିକ ‘ରବିବାର ଟାଇମ୍ସ ରିଚ ଲିଷ୍ଟ’ରେ ସ୍ଥାନ…

ସୋମବାର ଚତୁର୍ଥ ଥର ଆସ୍ଥା ଲୋଡ଼ିବେ ନେପାଳ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୧୮ା୫(ପି.ଟି.): ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପକମଲ ଦହଲ ‘ପ୍ରଚଣ୍ଡ’ ତାଙ୍କ ୧୮ ମାସର କାର୍ଯ୍ୟକାଳ ମଧ୍ୟରେ ସୋମବାର ଚତୁର୍ଥ ଥର ପାଇଁ ଆସ୍ଥାଭୋଟ ଲୋଡ଼ିବାକୁ ଯାଉଛନ୍ତି। ସହଯୋଗୀ ଜନତା ସମାଜବାଦୀ ପାର୍ଟି ନେପାଳ ଦଳରେ ବିଭାଜନ ପରେ ଗତ ୧୩ ତାରିଖରେ ଉପେନ୍ଦ୍ର…

ଶେଷରେ ବଦଳିଲା ଟୁଇଟରର ଡୋମେନ ନେମ, ଏବେ x.comରେ ଖୋଲିବ ସୋସିଆଲ ମିଡିଆ ପ୍ଲାଟଫର୍ମ

ଓ୍ବାଶିଂଟନ,୧୭।୫: ଶୁକ୍ରବାର ସକାଳ ପର୍ଯ୍ୟନ୍ତ ଟୁଇଟର ଡଟ କମ ଖୋଲୁଥିଲା, କିନ୍ତୁ ଅପରାହ୍ନରେ ଏହା ସ୍ବୟଂଚାଳିତ ଭାବରେ x.com ହୋଇଗଲା। ଏହିପରି,୨୦୨୨ରେ ଏଲୋନ ମସ୍କଙ୍କ ଦ୍ୱାରା କିଣାଯାଇଥିବା ସୋସିଆଲ ମିଡିଆ ପ୍ଲାଟଫର୍ମ ସମ୍ପୂର୍ଣ୍ଣ ରୂପେ ବଦଳି ଯାଇଛି। ଅନେକ ବୈଶିଷ୍ଟ୍ୟ ପୂର୍ବରୁ…

ନେପାଳ ସଂସଦରେ ହାତାହାତି ହେଲେ ଶାସକ-ବିରୋଧୀ

କାଠମାଣ୍ଡୁ,୧୭।୫: ସହଯୋଗୀ ଜାଲିଆତି ମାମଲାରେ ନେପାଳର ଗୃହମନ୍ତ୍ରୀ ରବି ଲାମିଚାନେଙ୍କ ବିରୋଧରେ ତଦନ୍ତ କମିଟି ଗଠନ ନେଇ ନେପାଳ ସଂସଦର ନିମ୍ନ ଗୃହରେ ବିରୋଧୀ ଏବଂ ଶାସକ ମିଳିତ ସାଂସଦଙ୍କ ମଧ୍ୟରେ ଝଗଡା ହୋଇଥିଲା। ଗୁରୁବାର ସାରେ ଗୃହର ବାଚସ୍ପତି ଦେବରାଜ…

ଭାରତୀୟ ମସଲା ଉପରେ ପ୍ରତିବନ୍ଧକ ଲଗାଇଲା ନେପାଳ, ଯାଞ୍ଚ ଆରମ୍ଭ

କାଠମାଣ୍ଡୁ,୧୭।୫: ନେପାଳ ଦୁଇଟି ଭାରତୀୟ ବ୍ରାଣ୍ଡର ମସଲା – ଏମଡିଏଚ ଏବଂ ଏଭରେଷ୍ଟର ଆମଦାନୀ, ବ୍ୟବହାର ଏବଂ ବିକ୍ରୟ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି ମସଲାରେ କୀଟନାଶକ ଏବଂ ଇଥିଲିନ ଅକ୍ସାଇଡ ହେବାର ସମ୍ଭାବନା ସମ୍ପର୍କରେ ରିପୋର୍ଟ ମଧ୍ୟରେ ନେପାଳର ଖାଦ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?