ଅନ୍ତର୍ଜାତୀୟ

ବିଶ୍ୱର ମୁଦ୍ରାସ୍ପିତି ସମ୍ଭଳିଛି ଭାରତ, ଧନ୍ୟବାଦକୁ ଅପେକ୍ଷା: ଏସ୍. ଜୟଶଙ୍କର

ନୂଆଦିଲ୍ଲୀ, ୧୬।୧୧: ଭାରତ ଏହାର ତୈଳ ଏବଂ ଗ୍ୟାସ ବଜାର ନୀତିକୁ କୋହଳ କରିଛି। ଯାହା ଫଳରେ ବିଶ୍ୱର ସମସ୍ୟା ସମୟରେ ମୁଦ୍ରାସ୍ପିତିକୁ ନିୟନ୍ତ୍ରଣ କରିଛି। ଗୁରୁବାର ଇଂଲଣ୍ଡର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଏହା କହିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର।…

ଭାରତୀୟ ସୀମା ଅଞ୍ଚଳକୁ ଦଖଲ କରିବା ନେଇ ଜୁଣ୍ଟାର ଧମକ

ନାପିଦ୍ୱ,୧୬।୧୧: ଦୀର୍ଘ ଦୁଇବର୍ଷରୁ ଅଧିକ ଦିନ ଧରି ମ୍ୟାନମାର୍‌ ସେନା ଓ ବିଦ୍ରୋହୀ ଗୋଷ୍ଠୀ ଆଣ୍ଟି-ଜୁଣ୍ଟା ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଗତ ୨୪ଘଣ୍ଟା ମଧ୍ୟରେ ମ୍ୟାନମାରର ଚିନ ରାଜ୍ୟରେ ଦୁଇ ଗୋଷ୍ଠୀ ମଧ୍ୟରେ ଘମାଘୋଟ ଯୁଦ୍ଧ ଜାରି ରହିଛି। ଏୟାର…

କୋଇଲା ପ୍ଲାଣ୍ଟରେ ନିଆଁ: ଜିଅନ୍ତା ଜଳିଗଲେ ୨୫, ଅନେକ ଆହତ

ବେଜିଂ,୧୬ା୧୧:ଗୁରୁବାର ସକାଳେ ଚାଇନାରେ ଏକ ଦୁଃଖଦ ଘଟଣା ଘଟିଛି। ଉତ୍ତର ଶାନସି ପ୍ରଦେଶର ଲୁଲିଆଙ୍ଗରେ ଥିବା ଏକ କୋଇଲା କମ୍ପାନୀ ବିଲ୍ଡିଂରେ ନିଆଁ ଲାଗିବାରୁ ୨୫ ଜଣ ଜିଅନ୍ତା ଜଳିଯାଇଛନ୍ତି । ୪ମହଲା ବିଶିଷ୍ଟ ବିଲ୍ଡିଂରେ ନିଆଁ ଏତେ ତୀବ୍ର ଥିଲା…

ଚାଇନା ରାଷ୍ଟ୍ରପତିଙ୍କୁ ଭେଟିବାର କିଛି ଘଣ୍ଟା ପରେ ତାଙ୍କୁ ଏକଛତ୍ରବାଦୀ ଶାସକ କହିଲେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ୍‌,୧୬।୧୧: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏସିଆ-ପାସିଫିକ ଅର୍ଥନୈତିକ ସହଯୋଗ ସମ୍ମିଳନୀରେ ଯୋଗଦେବାକୁ ଆମେରିକା ଯାଇଛନ୍ତି। ଏହି ସମୟରେ ସେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟିଥିଲେ। ଏହି ବୈଠକରେ ଉଭୟ ନେତା ଚାଇନା ଏବଂ ଆମେରିକା ମଧ୍ୟରେ ମତଭେଦ ଦୂର…

ଯୁଦ୍ଧ ଭିତରେ ୟୁକ୍ରେନ ଛାଡିଥିଲେ ଭାରତୀୟ ଏମବିବିଏସ ଛାତ୍ରୀଛାତ୍ର, ଏବେ ଏହି ଦେଶର ୟୁନିଭରସିଟିରେ ନେଲେ ଆଡମିଶନ

ନୂଆଦିଲ୍ଲୀ/ତାସକେଣ୍ଟ,୧୬।୧୧: ରୁଷିଆ-ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବାର ୨ବର୍ଷ ବିତି ଯାଇଥିଲେ ମଧ୍ୟ ଧ୍ୱଂସ ବିଭୀଷିକା ବନ୍ଦ ହୋଇନାହିଁ। ରୁଷିଆ ସୈନ୍ୟ ପଛକୁ ହଟିବାକୁ ପ୍ରସ୍ତୁତ ନ ଥିବାବେଳେ ୟୁକ୍ରେନ ସୈନ୍ୟ ମଧ୍ୟ ମୁହଁତୋଡ ଜବାବ ଦେଉଛନ୍ତି। ଯୁଦ୍ଧରେ ଅନେକ ଘର, ସ୍କୁଲ…

ଅଲ-ଶିଫା ହସ୍ପିଟାଲ ଉପରେ ବୁଲଡୋଜର ଚଳାଇଲା ଇସ୍ରାଏଲ

ଗାଜା,୧୬।୧୧: ଇସ୍ରାଏଲ ସେନା ଗାଜାର ସର୍ବବୃହତ ଅଲ-ଶିଫା ହସ୍ପିଟାଲ ଉପରେ ନିୟନ୍ତ୍ରଣ ହାସଲ କରିଛି। ଇସ୍ରାଏଲ ପ୍ରତିରକ୍ଷା ବାହିନୀ (ଆଇଡିଏଫ) କହିଛି ହସ୍ପିଟାଲର ତଳ ମହଲାରୁ ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଛି। ଇସ୍ରାଏଲ ସେନା ଅନୁଯାୟୀ ହସ୍ପିଟାଲର ଅନେକ ସ୍ଥାନରେ…

ପୁଣି କୋର୍ଟରେ ପହଞ୍ଚିଲେ ଗୁଗ୍‌ଲ ସିଇଓ

କାଲିଫର୍ନିଆ,୧୬ା୧୧: ଆଣ୍ଟିଟ୍ରଷ୍ଟ ମୋକଦ୍ଦମାରେ ସାକ୍ଷ୍ୟ ଦେବା ପାଇଁ ଗୁଗ୍‌ଲ ସିଇଓ ସୁନ୍ଦର ପିଚାଇଙ୍କୁ ଦୁଇ ସପ୍ତାହ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଫେଡେରାଲ କୋର୍ଟକୁ ଡକାଯାଇଥିଲା। ସ୍ୟାନ୍‌ ଫ୍ରାନ୍ସିସ୍କୋ କୋର୍ଟରେ ପିଚାଇ ଗୁଗ୍‌ଲ ପ୍ଲେ ଷ୍ଟୋର ଦ୍ୱାରା ଗ୍ରହଣ କରାଯାଇଥିବା ବ୍ୟବସାୟିକ…

ଭାରତ ସୈନ୍ୟଙ୍କୁ ଦେଶରୁ ହଟାଇବା ବିବାଦ: ନରମିଲେ ମାଳଦ୍ୱୀପର ରାଷ୍ଟ୍ରପତି ମହମ୍ମଦ, କହିଲେ ବିବାଦ ପାଇଁ ଆମେ ଛୋଟ ଦେଶ

ମାଲେ,୧୬।୧୧: ମାଳଦ୍ୱୀପର ନବ ନିର୍ବାଚିତ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ରାଷ୍ଟ୍ରପତି ପଦ ସମ୍ଭାଳିବା ପରେ ଭାରତୀୟ ସୈନିକଙ୍କୁ ଦେଶ ଛାଡିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ତାଙ୍କ ବୟାନ ଭାରତ ଓ ମାଳଦ୍ୱୀପର ବିବାଦ ବଢିବାର ଆଶଙ୍କା ଥିଲା। କିନ୍ତୁ ନିକଟରେ ତାଙ୍କ…

ଗର୍ଭନାଳ କାଟିବାରେ ବିଳମ୍ବ ନବଜାତକ ମୃତ୍ୟୁ ହାରକୁ ହ୍ରାସ କରିପାରେ…

ମେଲବୋର୍ନ,୧୬।୧୧ : ଜନ୍ମ ପରେ ସଙ୍ଗେ ସଙ୍ଗେ ଗର୍ଭନାଳ କାଟିବା ସାଧାରଣ କଥା, କିନ୍ତୁ ତୁରନ୍ତ ଗର୍ଭନାଳ ନ କାଟିବା ଦ୍ୱାରା ନବଜାତକର ମୃତ୍ୟୁ ହେବାର ଆଶଙ୍କା ଅଧାକୁ ହ୍ରାସ କରିପାରେ। ଦ ଲାନସେଟରେ ପ୍ରକାଶିତ ଏକ ଅଧ୍ୟୟନ ରିପୋର୍ଟରେ ଏହା…

ପ୍ରତିବର୍ଷ ଭୂତଳ ଜଳ ହ୍ରାସ ପାଉଛି ୧୭ ଘନ କିଲୋମିଟର: ଭାରତ-ବାଂଲାଦେଶ-ଭିଏତନାମରେ…

କଲୋରାଡୋ ,୧୬।୧୧ : ଜଳବାୟୁ ପରିବର୍ତ୍ତନ ଏବଂ ଜନସଂଖ୍ୟା ବୃଦ୍ଧି ଯୋଗୁଁ ସମଗ୍ର ବିଶ୍ୱରେ ଜଳ ଉତ୍ସଗୁଡ଼ିକର ବ୍ୟବହାର ବୃଦ୍ଧି ପାଇଛି। ଚାଷ ଏବଂ ସହରଗୁଡ଼ିକ ସେମାନଙ୍କର ଆବଶ୍ୟକତା ପୂରଣ କରିବା ପାଇଁ ଭୂତଳ ଜଳ ଆଡକୁ ମୁହାଁଇଛନ୍ତି। ଭୂତଳ ଜଳକୁ…

ଜଳବାୟୁ ପରିବର୍ତ୍ତନରୁ ଓଡ଼ଶ ବଂଶବୃଦ୍ଧି

ସିଓଲ,୧୬ା୧୧: ଜଳବାୟୁ ପରିବର୍ତ୍ତନ ଯୋଗୁ ଉତ୍ତର କୋରିଆ ସମେତ ସାରା ବିଶ୍ୱରେ ଓଡ଼ଶଙ୍କ ବଂଶବୃଦ୍ଧି ଚିନ୍ତାର କାରଣ ପାଲଟିଛି। ୭୦-୮୦ ଡିଗ୍ରୀ ଫାରେନ୍‌ହିଟ୍‌ (୨୧-୨୭ ଡିଗ୍ରୀ ସେଲସିଅସ୍‌) ତାପମାତ୍ରା ଏହି ରକ୍ତ ଶୋଷଣକାରୀ ପୋକକୁ ସୁହାଉଥିବାରୁ ଅସ୍ବାଭାବିକ ଉଷ୍ମତା ବୃଦ୍ଧିକୁ ଏଥିପାଇଁ…

କିଙ୍ଗ୍‌ ଚାଲର୍‌ସ ୩ୟଙ୍କୁ ୭୫

ଲଣ୍ଡନ୍‌,୧୬ା୧୧: ବ୍ରିଟେନ୍‌ର କିଙ୍ଗ୍‌ ଚାଲର୍‌ସ ୩ୟ ମଙ୍ଗଳବାର ରାତିରେ ଲଣ୍ଡନର ବକିଂହାମ୍‌ ପ୍ୟାଲେସ୍‌ରେ ଭାରତୀୟ ନର୍ସ, ଧାଈ ଓ ଅନ୍ତର୍ଜାତୀୟ ସେବିକାମାନଙ୍କ ଗହଣରେ ନିଜ ୭୫ତମ ଜନ୍ମଦିନ ପାଳନ କରିଛନ୍ତି। ବ୍ରିଟେନ୍‌ ସରକାରଙ୍କ ଅଧୀନ ଜାତୀୟ ସ୍ବାସ୍ଥ୍ୟ ସେବା (ଏନ୍‌ଏଚ୍‌ଏସ୍‌)ରେ ନିୟୋଜିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri