ଅନ୍ତର୍ଜାତୀୟ

କାଳ ସାଜିଲା ‘ଚିକେନ ଟିକ୍କା ମସଲା ପ୍ୟାଜ ପିଜ୍ଜା’, ମିଶିଥିଲା ଏପରି ଇନଗ୍ରୀଡିଏନ୍ସ ଚାଲିଗଲା ଜୀବନ

ଇଂଲଣ୍ଡ,୧୧।୧: ସମସ୍ତେ ପ୍ରୋସେସିଙ୍ଗ ବା ଫାଷ୍ଟ ଫୁଡ୍‌ ଖାଇବାକୁ ପସନ୍ଦ କରନ୍ତି। ତା’ଭିତରୁ ବହୁଜଣ ପିଜ୍ଜା ଖାଇବାକୁ ବହୁତ ପସନ୍ଦ କରନ୍ତି। ବିଭିନ୍ନ ଫ୍ଲେଭରର ମିଳୁଥିବା ପିଜ୍ଜା ଏବେ ମାର୍କେଟରେ ଇନଷ୍ଟାଣ୍ଟ ପ୍ରସ୍ତୁତ ହୋଇ ବିକ୍ରି ହେଉଛି। ନିକଟରେ ଜଣେ ବ୍ୟକ୍ତି…

ପାପୁଆ ନ୍ୟୁ ଗିନି ହିଂସାରେ ୧୫ ମୃତ

ପୋର୍ଟ ମୋରେସ୍‌ବି,୧୧ା୧: ପାପୁଆ ନ୍ୟୁ ଗିନି ହିଂସାରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି। ଅଷ୍ଟ୍ରେଲୀୟ ରାଜ୍ୟ ପ୍ରସାରଣକାରୀ ଏବିସି ଗୁରୁବାର ଏହି ଘଟଣା ସମ୍ପର୍କରେ ସୂଚନା ଦେଇଛି। ଦକ୍ଷିଣ ପ୍ରଶାନ୍ତ ଦେଶର ପ୍ରଧାନମନ୍ତ୍ରୀ ଗୋଟିଏ ଦିନ ବିରୋଧ ପରେ ଶାନ୍ତି ପାଇଁ…

ଦୁନିଆର ସବୁଠାରୁ ଶକ୍ତିଶାଳୀ ପାସପୋର୍ଟ: ପ୍ରଥମ ସ୍ଥାନରେ ଅଛନ୍ତି ୬ ଦେଶ, କେଉଁ ସ୍ଥାନରେ ଅଛି ଭାରତ ଜାଣନ୍ତୁ

ନୂଆଦିଲ୍ଲୀ,୧।୧୧: ଦୁନିଆର ସବୁଠାରୁ ଶକ୍ତିଶାଳୀ ପାସପୋର୍ଟର ତାଲିକା ପ୍ରକାଶ ପାଇଛି। ହେନଲି ପାସପୋର୍ଟ ଇଣ୍ଡେକ୍ସ ୨୦୨୪ ଅନୁଯାୟୀ, ଏଥର ଗୋଟିଏ କିମ୍ବା ଦୁଇଟି ନୁହେଁ ବରଂ ୬ଟି ଦେଶ ପ୍ରଥମ ସ୍ଥାନରେ ଅଛନ୍ତି। ଏହାର ଅର୍ଥ ଏହି ୬ଟି ଦେଶର ପାସପୋର୍ଟ…

ନେପାଳରୁ ଅଯୋଧ୍ୟା ଆସିବେ ୨୧୦୦୦ ପୂଜାରୀ, ଜାଣନ୍ତୁ କାରଣ…

କାଠମାଣ୍ଡୁ/ଅଯୋଧ୍ୟା,୧୧ା୧: ନେପାଳରୁ ୨୧୦୦୦ ପୁରୋହିତ ଭଗବାନ ଶ୍ରୀ ରାମ ସହର ଅଯୋଧ୍ୟାକୁ ଆସିବାକୁ ଯାଉଛନ୍ତି। ରାମ ମନ୍ଦିରର ସମର୍ପଣ ସମାରୋହ ପୂର୍ବରୁ ଜାନୁଆରୀ ୧୪ରୁ ୨୫ ପର୍ଯ୍ୟନ୍ତ ଅଯୋଧ୍ୟାରେ ସରଜୁ ନଦୀକୂଳରେ ୧୦୦୮ ନର୍ମଦେଶ୍ୱର ଶିବଲିଙ୍ଗ ସ୍ଥାପନ ପାଇଁ ଏକ ବିଶାଳ…

ସୁରକ୍ଷା ପରିଷଦରେ ପାରିତ ହୋଇଥିବା ପ୍ରସ୍ତାବ ଏକ ରାଜନୈତିକ ଷଡ଼ଯନ୍ତ୍ର: ପ୍ରତ୍ୟାଖ୍ୟାନ କଲେ ବିଦ୍ରୋହୀ…

ଜେନେଭା,୧୧।୧ : ମିଳିତ ଜାତିସଂଘ ସୁରକ୍ଷା ପରିଷଦ ଏକ ପ୍ରସ୍ତାବ ପାରିତ କରି ଲୋହିତ ସାଗରରେ ବାଣିଜି୍ୟକ ଜାହାଜ ଉପରେ ହୋଉଥି ବିଦ୍ରୋହୀଙ୍କ ଆକ୍ରମଣକୁ ନିନ୍ଦା କରିଛି। ଏହି ପ୍ରସ୍ତାବରେ ୧୯ ନଭେମ୍ବର ୨୦୨୩ ପରଠାରୁ ଲୋହିତ ସାଗରରେ ଜାହାଜ ଉପରେ…

ପ୍ରତିରକ୍ଷା ମନ୍ତ୍ରୀଙ୍କୁ କ୍ୟାନସର, ଲୁଚାଇଥିଲେ ରିପୋର୍ଟ

ଓ୍ବାଶିଂଟନ୍‌,୧୧।୧: ଆମେରିକା ପ୍ରତିରକ୍ଷା ମନ୍ତ୍ରୀ ଲଏଡ୍‌ ଅଷ୍ଟିନ୍‌ଙ୍କୁ କ୍ୟାନସର। କିନ୍ତୁ ଆଜିଯାଏଁ ସେ ଏକଥା ଲୁଚାଇ ରଖିଥିଲେ। ଯାହା ଏବେ ସାମ୍ନାକୁ ଆସିବା ପରେ ସାରା ଦେଶ ଆଶ୍ଚର୍ଯ୍ୟ ହୋଇଯାଇଛି। ଗତ ଡିସେମ୍ବର ୨୨ରେ ଅଷ୍ଟିନ ପ୍ରୋଟେଷ୍ଟ କ୍ୟାନସରର ସର୍ଜରୀ ପାଇଁ…

ଭାରତ ସହ ବିବାଦ ମଧ୍ୟରେ ଚାଇନା ପ୍ରତି ବଢିଲା ମାଳଦ୍ୱୀପ ପ୍ରେମ: ଜିନ୍‌ପିଙ୍ଗ କହିଲେ, ପୁରୁଣା ସମ୍ପର୍କ

ବେଜିଂ,୧୧।୧: ଭାରତ ସହ ବିବାଦ ମଧ୍ୟରେ ଚାଇନା ପ୍ରତି ମାଳଦ୍ୱୀପ ପ୍ରେମ ପ୍ରଦର୍ଶନ କରିଛି। ମାଳଦ୍ୱୀପ ରାଷ୍ଟ୍ରପତି ମୋହମ୍ମଦ ମୋଇଜୁ ଚାଇନାର ରାଜଧାନୀ ବେଜିଂରେ ପହଞ୍ଚିଥିଲେ। ସେଠାରେ ସେ କେବଳ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟି ନାହାଁନ୍ତି, ବରଂ ଉଭୟ…

ଘର ଛାଡି ହୋଟେଲ ସିଫ୍ଟ ହୋଇଗଲା ପୁରା ପରିବାର, ଦିନକୁ ଦେଉଛନ୍ତି ୧୧ହଜାର ଟଙ୍କା

ବେଜିଂ,୧୧।୧: ଘର ଛାଡି ଯଦି ଆପଣଙ୍କୁ ସବୁଦିନ ପାଇଁ ହୋଟେଲରେ ରହିବାକୁ କୁହାଯାଏ, କଣ ଆପଣ ସେଭଳି କରିବେ? ପ୍ରଶ୍ନରେ ଆପଣ ଉତ୍ତର ଦେଇପାରନ୍ତି, ଦିନେ ଦୁଇ ଦିନ ତ ଠିକ୍‌ ଅଛି ହେଲେ ସବୁଦିନ ପାଇଁ ହୋଟେଲରେ ରହିବାକୁ ହେଲେ…

ଭାରତକୁ କେହି ଆଖି ଦେଖାଇ ପାରିବେ ନାହିଁ: ରାଜନାଥ

ନୂଆଦିଲ୍ଲୀ,୧୧।୧: ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ତିନି ଦିନିଆ ବ୍ରିଟେନ୍‌ ଗସ୍ତରେ ଅଛନ୍ତି। ଲଣ୍ଡନରେ ଇଣ୍ଡିଆ ହାଉସରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ରାଜନାଥ ସିଂ ଚାଇନାର ମୁଖପତ୍ର ଗ୍ଲୋବାଲ ଟାଇମ୍ସରେ ପ୍ରକାଶିତ ଏକ ଆର୍ଟିକିଲର ଉଦାହରଣ ଦେଇଛନ୍ତି। ସେ…

ସୁନକଙ୍କୁ ଭେଟିଲେ ପ୍ରତିରକ୍ଷା ମନ୍ତ୍ରୀ: ଉଭୟ ଦେଶ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ଲଣ୍ଡନ,୧୧।୧:ବ୍ରିଟେନ ଗସ୍ତରେ ଥିବା ଭାରତୀୟ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଲଣ୍ଡନରେ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ଭେଟିଛନ୍ତି। ବ୍ରିଟିଶ ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନ ଲଣ୍ଡନର ୧୦ ଡାଉନିଙ୍ଗ ଷ୍ଟ୍ରିଟରେ ଏହି ଦୁଇ ନେତାଙ୍କୁ ଭେଟିଥିଲେ। ଏହି ସମୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ…

ମାଳଦ୍ୱୀପ-ଚାଇନା ୨୦ ଚୁକ୍ତି

ବେଜିଂ/ମାଲେ/ନୂଆଦିଲ୍ଲୀ,୧୧ା୧: ଲାକ୍ଷାଦ୍ୱୀପକୁ ନେଇ ଭାରତ ସହ ମାଳଦ୍ୱୀପର କୂଟନୈତିକ ସମ୍ପର୍କରେ ତିକ୍ତତା ବଢ଼ିବାରେ ଲାଗିଛି। ଏଭଳି ସମୟରେ ୫ ଦିନିଆ ବେଜିଂ ଗସ୍ତରେ ଥିବା ମାଳଦ୍ୱୀପ ରାଷ୍ଟ୍ରପତି ଡ. ମୋହମ୍ମଦ ମୁଇଜୁ ବୁଧବାର ଚାଇନା ପ୍ରତିପକ୍ଷ ଶି ଜିନ୍‌ପିଙ୍ଗ୍‌ଙ୍କୁ ଭେଟିଛନ୍ତି। ଏହି…

ବ୍ଲିଙ୍କେନଙ୍କ ଗସ୍ତ ମଧ୍ୟରେ ଗାଜା ଉପରେ ଇସ୍ରାଏଲର ବଡ଼ ଧରଣର ଆକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ମୃତ୍ୟୁ ସଂଖ୍ୟା ୧୪୭…

ଗାଜା,୧୧।୧ : ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନଙ୍କ ଇସ୍ରାଏଲର ଓ୍ବେଷ୍ଟବ୍ୟାଙ୍କ ଗସ୍ତ ମଧ୍ୟରେ ଇସ୍ରାଏଲ ସେନା ଦ୍ୱାରା ଗାଜା ଉପରେ ବଡ଼ ଧରଣର ଆକ୍ରମଣ ଜାରି ରହିଛି। ଆମେରିକା ବାରମ୍ବାର ଇସ୍ରାଏଲକୁ ଆକ୍ରମଣର ତୀବ୍ରତା ହ୍ରାସ କରିବାକୁ କହୁଛି। ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?