୨୧ ଅକ୍ଟୋବରରେ ପାକିସ୍ତାନରେ ପହଞ୍ଚିବେ ନୱାଜ ଶରିଫ
ଇସଲାମାବାଦ,୧୧।୧୦: ଚାରି ବର୍ଷର ଆତ୍ମ ନିର୍ବାସନ ପରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫ ଅକ୍ଟୋବର ୨୧ରେ ପାକିସ୍ତାନରେ ପହଞ୍ଚିବେ। ନୱାଜ ଶରିଫ ଅକ୍ଟୋବର ୨୧ରେ ଏକ ଚାର୍ଟାର୍ଡ ବିମାନରେ ଦୁବାଇରୁ ପାକିସ୍ତାନ ଅଭିମୁଖେ ଯାତ୍ରା କରିବେ। ଯେଉଁ ବିମାନରେ ନୱାଜ…
ଯୁଦ୍ଧ ମଧ୍ୟରେ ଇସ୍ରାଏଲ ଗସ୍ତ କରୁଛନ୍ତି ଆମେରିକାର ବୈଦେଶିକ ମନ୍ତ୍ରୀ
ଓ୍ବାଶିଂଟନ୍,୧୧।୧୦: ଇସ୍ରାଏଲ ଏବଂ ହମାସ୍ ଆତଙ୍କବାଦୀଙ୍କ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଇସ୍ରାଏଲ ସୈନ୍ୟବାହିନୀ ହମାସ୍ ଆତଙ୍କବାଦୀଙ୍କୁ ଖୋଜି ଖୋଜି ସେମାନଙ୍କ ଆଡ୍ଡାରୁ ହତ୍ୟା କରୁଛି। ତେବେ ଏହାରି ଭିତରେ ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ ବୁଧବାର ଇସ୍ରାଏଲ ଗସ୍ତ…
କର୍ମଚାରୀଙ୍କ ମାନସିକ ଚାପ ଅର୍ଥନୀତିରେ ବ୍ୟାପକ କ୍ଷତି ଘଟାଉଛି, ପ୍ରତିବର୍ଷ କୋଟି କୋଟି ଟଙ୍କା କ୍ଷତି…
ଓ୍ବାଶିଂଟନ,୧୧।୧୦ : କର୍ମଚାରୀଙ୍କ ଚାପ କେବଳ ସେମାନଙ୍କର କାର୍ଯ୍ୟ ଦକ୍ଷତା ଉପରେ ପ୍ରଭାବ ପକାଇବ ନାହିଁ, ବରଂ ଏହା ସମଗ୍ର କମ୍ପାନୀର ବାଲାନ୍ସ ସିଟ ମଧ୍ୟ ନଷ୍ଟ କରୁଛି। ଚାପ ଯୋଗୁଁ ସମଗ୍ର ଦେଶର ଅର୍ଥନୀତି ମଧ୍ୟ ହ୍ରାସ ପାଇଛି। ଆମେରିକୀୟ…
ଇସ୍ରାଏଲ-ପାଲେଷ୍ଟାଇନ ସଂଘର୍ଷ: ଯୁଦ୍ଧ ପାଇଁ ଆମେରିକାକୁ ଦାୟୀ କଲା ଋଷିଆ
ମସ୍କୋ,୧୧।୧୦: ଇସ୍ରାଏଲ ଓ ହମାସ୍ର ରକ୍ତାକ୍ତ ସଂଘର୍ଷ ଆଜିକୁ ୫ଦିନ ଧରି ଲାଗି ରହିଛି। ଯୁଦ୍ଧରେ ସରକାରୀ ସମ୍ପତ୍ତି, ଘର, ଯାନବାହାନ କ୍ଷତି ହେବା ସହିତ ଅଧିକରୁ ଅଧିକ ସାଧାରଣ ନାଗରିକ ଶିକାର ହେଉଛନ୍ତି। ଯୁଦ୍ଧକୁ ନେଇ ସବୁ ଦେଶ ଦୁଇ…
ଘୂର୍ଣ୍ଣିଝଡ଼ ଲିଡିଆ ମେକ୍ସିକୋ ମୁହାଁ: ଘଣ୍ଟାପ୍ରତି ୨୨୦ କିଲୋମିଟର ବେଗରେ ପବନ, ପ୍ରବଳ ବର୍ଷା ହେବାର ଚେତାବନୀ…
ମେକ୍ସିକୋ ସିଟି, ୧୧।୧୦: ମେକ୍ସିକୋର ପ୍ରଶାନ୍ତ ଉପକୂଳ ରିସର୍ଟ ପୁଏର୍ତୋ ଭାଲାର୍ଟା ନିକଟରେ ଘୂର୍ଣ୍ଣିବଳୟ ଲିଡିଆ ଘଣ୍ଟାପ୍ରତି ୨୨୦ କିଲୋମିଟର ବେଗରେ ପବନ ସହିତ ପ୍ରବଳ ବର୍ଷା ହେବାର ଚେତାବନୀ ଜାରି ହୋଇଛି। ଏହାକୁ ଅତ୍ୟନ୍ତ ବିପଜ୍ଜନକ ବର୍ଗର ସ୍ତରରେ ରଖାଯାଇଛି।…
୧୧ ବର୍ଷ ଧରି ଭାରତୀୟ ଜେଲରେ ବନ୍ଦୀ ଥିଲେ ଶହିଦ ଲତିଫ
ଇସଲାମାବାଦ,୧୧।୧୦: ପଠାନକୋଟ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଭାରତର ମୋଷ୍ଟ ଓା୍ବଣ୍ଟେଡ୍ ଆତଙ୍କବାଦୀ ଶହିଦ ଲତିଫଙ୍କୁ ପାକିସ୍ତାନରେ ହତ୍ୟା କରାଯାଇଛି। ସ୍ଥାନୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଅଜଣା ଆକ୍ରମଣକାରୀମାନେ ତାଙ୍କୁ ସିଆଲକୋଟରେ ଗୁଳି କରି ହତ୍ୟା କରିଛନ୍ତି। ସୂଚନାଯୋଗ୍ୟ, ୨୦୧୬ରେ ପଞ୍ଜାବର ପଠାନକୋଟରେ…
ପଠାନକୋଟ ଆକ୍ରମଣର ମାଷ୍ଟରମାଇଣ୍ଡ ଶାହିଦ ଲତିଫଙ୍କୁ ହତ୍ୟା
ନୂଆଦିଲ୍ଲୀ,୧୧।୧୦: ପାକିସ୍ତାନର ସିଆଲକୋଟରେ ଭାରତର ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦୀ ଶାହିଦ ଲତିଫଙ୍କୁ ହତ୍ୟା କରାଯାଇଛି। ଲତିଫ ପଠାନକୋଟ ଆକ୍ରମଣର ମାଷ୍ଟରମାଇଣ୍ଡ ଥିଲେ। ଭାରତୀୟ ଯାଞ୍ଚ ଏଜେନ୍ସି ଏନଆଇଏର ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ଲତିଫଙ୍କ ନାମ ଅନ୍ତର୍ଭୁକ୍ତ କରାଯାଇଥିଲା। ଜମ୍ମୁ କଶ୍ମୀରରେ ହେଉଥିବା…
ଇସ୍ରାଏଲରେ ବିଗୁଡିଛି ଅବସ୍ଥା, ସେନାରେ ସାମିଲ ହେବାର ଗୋଟିଏ ଦିନ ପୂର୍ବରୁ ନେଲେ ଏଭଳି ନିଷ୍ପତ୍ତି…
ଜେରୁଜେଲମ,୧୧।୧୦: ଇସ୍ରାଏଲ ଏବଂ ପାଲେଷ୍ଟାଇନ ମଧ୍ୟରେ ହୋଇଥିବା ରକ୍ତ ଯୁଦ୍ଧ ବର୍ତ୍ତମାନ ଏକ ଭୟଙ୍କର ରୂପ ନେଇଛି। ଦିନକୁ ଦିନ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ଆହତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଉଭୟଙ୍କ ମଧ୍ୟରୁ କେହି ପଛକୁ ହଟିବାର କୌଣସି…
କେବଳ ଇସ୍ରାଏଲବାସୀ ନୁହନ୍ତି ଅନ୍ୟଦେଶର ଲୋକଙ୍କୁ ହତ୍ୟା କରୁଛି ହମାସ୍
ତେଲ ଅଭିଭ,୧୧।୧୦: ପାଲେଷ୍ଟାଇନର ଆତଙ୍କବାଦୀ ହମାସଙ୍କ ବର୍ବରତା ବନ୍ଦ ହେବାର କୌଣସି ସମ୍ଭାବନା ଦେଖାଯାଉ ନାହିଁ। ଯୁଦ୍ଧର ପଞ୍ଚମ ଦିନରେ ଆକ୍ରମଣରେ ସୈନିକଙ୍କ ସମେତ ଅନେକ ସାଧାରଣ ଜନତାଙ୍କୁ ହତ୍ୟା କରାଯାଉଛି। ଏଥିସହ ବହୁଜଣଙ୍କୁ ବନ୍ଧକ ରଖାଯାଇଛି। ହମାସ୍ ଆତଙ୍କବାଦୀମାନେ ଇସ୍ରାଏଲରେ…
ଇସ୍ରାଏଲକୁ ଆମେରିକାର ସମର୍ଥନ: ଭୂମଧ୍ୟସାଗରରେ ପହଞ୍ଚିଲା ଆମେରିକାର ନୌସେନା ଜାହାଜ
ଓ୍ବାଶିଂଟନ,୧୧।୧୦: ହମାସ ସହିତ ଇସ୍ରାଏଲର ବିବାଦ ମଧ୍ୟରେ ଆମେରିକାର ନୌସେନା ଜାହାଜ ୟୁଏସ୍ଏସ୍ ଗୋରାଲ୍ଡ ଆର ଫୋର୍ଡ କ୍ୟାରିଅର ଷ୍ଟ୍ରାଇକ ଗ୍ରୁପ ପୂର୍ବ ଭୂମଧ୍ୟସାଗରରେ ପହଞ୍ଚିଛି। ଆମେରିକାର ସେଣ୍ଟ୍ରାଲ କମାଣ୍ଡ ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦେଇଛି। ବିଜ୍ଞପ୍ତିରେ…
ଅଷ୍ଟ୍ରେଲିଆରେ ବିରୋଧ ପ୍ରଦର୍ଶନ କରୁଛନ୍ତି ପାଲେଷ୍ଟାଇନ ସମର୍ଥକ
ସିଡନୀ,୧୧।୧୦: ଇସ୍ରାଏଲ ଓ ହମାସ୍ ମଧ୍ୟରେ ଚାଲିଥିବା ରକ୍ତାକ୍ତ ସଂଘର୍ଷ ମଧ୍ୟରେ ଅଧିକାଂଶ ନିରୀହ ଜନତା ଶିକାର ହେଉଛନ୍ତି। ଏହି ଯୁଦ୍ଧକୁ ନେଇ ବିଶ୍ୱ ଦୁଇ ଭାଗରେ ବିଭକ୍ତ ହେବାର ଦେଖାଯାଉଛି। କିଛି ଦେଶ ଇସ୍ରାଏଲକୁ ସମର୍ଥନ କରୁଥିବାବେଳେ କିଛି ଦେଶ…
ହମାସ୍ ମୁଖ୍ୟଙ୍କୁ ଟାର୍ଗେଟ କଲେ ଇସ୍ରାଏଲ ସେନା
ଜେରୁଜେଲମ,୧୧।୧୦: ଇସ୍ରାଏଲ-ହମାସ୍ ମଧ୍ୟରେ ଚାଲିଥିବା ରକ୍ତାକ୍ତ ସଂଘର୍ଷ ନିକଟ ଭବିଷ୍ୟତରେ ଥମିବାର ସମ୍ଭାବନା ଦେଖାଯାଉ ନାହିଁ। ହମାସ ଦ୍ୱାରା ହୋଇଥିବା ଆକ୍ରମଣ ପରେ ଇସ୍ରାଏଲ ଲଗାତାର ଗାଜା ଉପରେ ବୋମାମାଡ଼ କରୁଛି। ଏହି ସମୟରେ, ଇସ୍ରାଏଲ ପ୍ରତିରକ୍ଷା ବାହିନୀ ବୁଧବାର ଅଲ…
Archives


