ପୁଣି କରଜ କରିବ ପାକିସ୍ତାନ
ଇସଲାମବାଦ,୧୭।୧୧: ପାକିସ୍ତାନର ଅର୍ଥନୀତି ଅଚଳାବସ୍ଥାଦେଇ ଗତି କରୁଥିବାବେଳେ ସେଥିରେ ଦାଉ ସାଧିଛି ଇସ୍ରାଏଲ-ହମାସ ଯୁଦ୍ଧ। ଯୁଦ୍ଧର ଗଭୀର ପ୍ରଭାବ ପାକିସ୍ତାନ ଉପରେ ପଡିଛି। ତେବେ ଦେଶର ଅର୍ଥନୀତିରେ ସୁଧାର ଆଣିବା ପାଇଁ ଅର୍ନ୍ତରାଷ୍ଟ୍ରୀୟ ମୁଦ୍ରା କୋଷ(ଆଇଏମଏଫ)ରୁ ପାକିସ୍ତାନ କରଜ ଆଣିବା ପାଇଁ…
କ୍ୟାନ୍ସର ଯୋଗୁ ଆଉ ହେବନି ମୃତ୍ୟୁ! ବୈଜ୍ଞାନିକଙ୍କୁ ମିଳିଲା ବଡ଼ ସଫଳତା
କାଲିଫର୍ନିଆ, ୧୭।୧୧: କ୍ୟାନ୍ସର ରୋଗର ଚିକିତ୍ସାରେ କାଲିଫର୍ନିଆର ବୈଜ୍ଞାନିକମାନେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ସେମାନେ ଏକ ‘କିଲ ସୁଇଚ’ ପାଇଛନ୍ତି। ଏହା କ୍ୟାନ୍ସର କୋଷକୁ ମାରିବାରେ ସଫଳ ହେବ। ସାକ୍ରାମେଣ୍ଟୋରେ ଥିବା ୟୁସି ଡେଭିସ କମ୍ପେରେସିଭ କ୍ୟାନ୍ସର ସେଣ୍ଟରର…
ସମ୍ପର୍କୀୟଙ୍କୁ ଫେରାଇ ଆଣିବା ପାଇଁ ନିବେଦନ କଲେ ପରିବାର ଲୋକେ
ଜେରୁଜେଲମ୍,୧୭ା୧୧: ଇସ୍ରାଏଲ-ହମାସ୍ ମଧ୍ୟରେ ଚାଲିଥିବା ଯୁଦ୍ଧ ୪୦ ଦିନରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ସରିବାର ନାଁ ନେଉନି। ବରଂ ପରିସ୍ଥିତି ଆହୁରି ଖରାପ ହେବାରେ ଲାଗିଛି। ଏହି ଯୁଦ୍ଧରେ ବର୍ତ୍ତମାନ ସୁଦ୍ଧା ୧୨୦୦ରୁ ଅଧିକ ଇସ୍ରାଏଲ ଏବଂ ୧୧ ହଜାରରୁ…
ଗାଜାର ଶରଣାର୍ଥୀ ଶିବିର ଉପରେ ଏୟାର ଷ୍ଟ୍ରାଇକ, ୧୮ ମୃତ
ଜେରୁଜେଲମ,୧୭।୧୧: ଗାଜାର ଜବାଳିଆ ଶରଣାର୍ଥୀ ଶିବିର ଉପରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ କରିଛି। ଏଥିରେ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ପାଲେଷ୍ଟାଇନ ୱାଫା ନ୍ୟୁଜ ଏଜେନ୍ସିର ରିପୋର୍ଟ ଅନୁଯାୟୀ ଆବାସିକ କୋଠାକୁ ଲକ୍ଷ୍ୟ କରି କରାଯାଇଥିବା ଆକ୍ରମଣରେ ଅତି କମରେ ୧୮…
ଫିଲିପାଇନ୍ସରରେ ଭୂକମ୍ପ ଝଟକା
ମାନିଲା,୧୭।୧୧: ଫିଲିପାଇନ୍ସର ମିଣ୍ଡାନାଓରେ ଭୂକମ୍ପ ଝଟକା। ଜର୍ମାନ ଅନୁସନ୍ଧାନ କେନ୍ଦ୍ର ଫର ଜିଓ ସାଇନ୍ସ (ଜିଏଫ୍ଜି) ଅନୁଯାୟୀ, ମିଣ୍ଡାନାଓରେ ହୋଇଥିବା ଭୂକମ୍ପର ତୀବ୍ରତା ୬.୯ ରେକର୍ଡ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ପୃଥିବୀ ପୃଷ୍ଠରୁ ୧୦ କିଲୋମିଟର (୬.୨ମାଇଲ) ଗଭୀରରେ ଥିଲା।…
ୟେମେନରେ ଭାରତୀୟ ନର୍ସଙ୍କୁ ମୃତ୍ୟୁ ଦଣ୍ଡାଦେଶ
ସନା,୧୭।୧୧: ୟେମେନ ନାଗରିକଙ୍କ ହତ୍ୟା ମାମଲାରେ ଭାରତୀୟ ମୂଳବାସିନ୍ଦା ମଲୟାଲୀ ନର୍ସ ନିମିଷା ପ୍ରିୟା ଫସିବାରେ ଲାଗିଛନ୍ତି। ଏହି ମାମଲାରେ ୟେମେନର ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। ଏକ ବର୍ଷ ଜେଲରେ ରହିବା ପରେ ନିମ୍ନ ଅଦାଲତ ନିମିଷାଙ୍କୁ ୨୦୧୮ରେ…
ବାଇଡେନଙ୍କ ଜିନପିଙ୍ଗଙ୍କୁ ଏକଛତ୍ରବାଦୀ ଶାସକ କହିବା ତାଙ୍କ ମନ୍ତ୍ରୀଙ୍କୁ ଆସିଲାନି ପସନ୍ଦ
ଓ୍ବାଶିଂଟନ୍,୧୭।୧୧: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ମଧ୍ୟରେ ବୁଧବାର ପ୍ରାୟ ଚାରି ଘଣ୍ଟା ଧରି ଏକ ବୈଠକ ହୋଇଥିଲା, କିନ୍ତୁ ଏହି ବୈଠକରୁ କେହି ଲାଭ ପାଇ ନଥିଲେ। ଏହା ପରେ ବାଇଡେନ କହିଛନ୍ତି…
ଗାଜାରେ ଲୋକଙ୍କୁ ବଞ୍ଚାଇବାରେ ସଫଳ ନ ହେବାରୁ ଦୁଃଖ ପ୍ରକାଶ କଲେ ନେତାନ୍ୟାହୁ
ଜେରୁଜେଲମ,୧୭।୧୧: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଗାଜାରେ ହମାସ ବିରୋଧରେ ଲଢେଇ ସମୟରେ ସାଧାରଣ ନାଗରିକଙ୍କୁ କ୍ଷତିରୁ ରକ୍ଷା କରିବା ପାଇଁ ତାଙ୍କ ଦେଶ ଯଥାସମ୍ଭବ ଉଦ୍ୟମ କରୁଛି। ଏପରିକି ପଳାୟନ ପାଇଁ ଚେତାବନୀ ଲିଫଲେଟ ବଣ୍ଟନ କରାଯାଇଥିଲା,…
ହମାସ୍ ନେତାଙ୍କ ଘର ଉଡ଼ାଇଦେଲା ଇସ୍ରାଏଲ
ଇସ୍ରାଏଲୀ ସୈନ୍ୟମାନେ ହମାସ୍ ନେତା ଇସ୍ମାଇଲ ହାନିୟେଙ୍କ ଗାଜାସ୍ଥିତ ଘରକୁ ବିସ୍ଫୋରଣରେ ଉଡ଼ାଇ ଦେଇଛନ୍ତି। ବିସ୍ଫୋରଣରେ ତାଙ୍କ ବାସଭବନ ଧ୍ୱସ୍ତବିଧ୍ୱସ୍ତ ହେବାବେଳର ଭିଡିଓକୁ ସେମାନେ ଶେୟାର କରିଛନ୍ତି। ହାନିୟେ ହେଉଛନ୍ତି ହମାସ୍ର ପଲିଟିକାଲ ବ୍ୟୁରୋ ମୁଖ୍ୟ, ଯାହାଙ୍କୁ ସଙ୍ଗଠନର ସବୁଠୁ ଉଚ୍ଚ…
ଆମେରିକୀୟଙ୍କୁ ଲାଡେନ୍ଙ୍କ ଚିଠି ଭାଇରାଲ
ଆତଙ୍କବାଦୀ ସଙ୍ଗଠନ ଅଲ୍-କାଏଦାର ପୂର୍ବତନ ମୁଖ୍ୟ ଓସାମା ବିନ୍ ଲାଡେନ୍ ଟିକ୍ଟକ୍ ଭିଡିଓରେ ଭାଇରାଲ ହେବାରେ ଲାଗିଛି। ଇସ୍ରାଏଲ-ହମାସ୍ ଯୁଦ୍ଧବେଳେ ‘ଅକୁପେଶନ୍ ଅଫ୍ ଆଓ୍ବାର ପାଲେଷ୍ଟାଇନ୍’ ଲେଖାଥିବା ଏହି ପତ୍ର ସାମ୍ନାକୁ ଆସିଛି। ଉକ୍ତ ଚିଠି ବିଶ୍ୱର ସବୁଠୁ କୁଖ୍ୟାତ୍ ମୃତ…
ପୁଣି ଭାରତକୁ ନାଲିଆଖି ଦେଖାଇଲା କାନାଡ଼ା
ଓଟାଓ୍ବା,୧୭।୧୧: ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜାରଙ୍କ ହତ୍ୟାକୁ ନେଇ କାନାଡା-ଭାରତ ସମ୍ପର୍କର ତିକ୍ତତା କମିବାର ନାଁ ଧରୁନି। ସମ୍ପ୍ରତି ବ୍ୟବସାୟ ପରିପ୍ରେକ୍ଷୀରେ ଦୁଇ ଦେଶ ମଧ୍ୟରେ ସ୍ଥିତିରେ ସୁଧାର ଆସୁଥିବାର ଦେଖାଯାଉଥିଲା। କିନ୍ତୁ କାନାଡାର ଜଣେ ବରିଷ୍ଠ ମନ୍ତ୍ରୀ ସୂଚାଇ…
ୟୁଏଇରେ ୪୫ କୋଟି ଟଙ୍କାର ଲଟେରୀ ଜିତିଲେ ଭାରତୀୟ ବ୍ୟକ୍ତି
ନୂଆଦିଲ୍ଲୀ,୧୭।୧୧: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ର ବିଭିନ୍ନ ସହରରେ ବାସ କରୁଥିବା ଅତି କମରେ ପାଞ୍ଚ ଜଣ ଭାରତୀୟ ସାପ୍ତାହିକ ଡ୍ର କିମ୍ବା ଲଟେରୀ ଜିତିଛନ୍ତି। ଏହି ଲୋକମାନଙ୍କ ମଧ୍ୟରୁ ସଦ୍ୟତମ ଜଣେ ହେଉଛନ୍ତି କଣ୍ଟ୍ରୋଲ ରୁମ ଅପରେଟର ଯିଏ…
Archives


