ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ
ଓ୍ବାଶିଂଟନ୍,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ନେପାଳକୁ ଯେକୌଣସି ପ୍ରକାରର ସାହାଯ୍ୟ ଆବଶ୍ୟକ ହେଲେ…
ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍ରୋଚ୍’
ସିଡ୍ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ ଅଷ୍ଟ୍ରେଲିଆର ବୈଜ୍ଞାନିକମାନେ ଏକ ଯୁଗାନ୍ତକାରୀ କୌଶଳ ଉଦ୍ଭାବନ କରିଛନ୍ତି। ଅଷ୍ଟ୍ରେଲିଆର ‘ୟୁନିଭରସିଟି ଅଫ୍…
ଚାଇନାର ‘ମେଡୋଗ ଡ୍ୟାମ୍’ ଭାରତ ପାଇଁ ‘ଓ୍ବାଟର ବମ୍
ନୂଆଦିଲ୍ଲୀ,୨୮ା୮: ତିବ୍ବତରେ ପ୍ରବଳ ଭୂସ୍ଖଳନ ଓ ଗ୍ଲେସିଅର୍ ଫାଟିବା ଯୋଗୁ ନେପାଳରେ ୨୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ସହ ହଜାରେରୁ ଅଧିକ ନିଖୋଜ ହେବା ଘଟଣା ସାରା ବିଶ୍ୱକୁ ଚକିତ କରିଛି। ଏହି ବିପର୍ଯ୍ୟୟ ପରେ ଭାରତର ଅରୁଣାଚଳ ପ୍ରଦେଶ…
ନେପାଳ ବନ୍ୟାର ରହସ୍ୟ ଉପରୁ ହଟିଲା ପରଦା, ଭୂକମ୍ପ ନୁହେଁ ଏହି କାରଣ….
କାଠମାଣ୍ଡୁ,୨୮।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଥମେ ଏହାର କାରଣ ଭୂକମ୍ପ ବୋଲି ଆଶଙ୍କା କରାଯାଇଥିଲା। କିନ୍ତୁ ଉପଲବ୍ଧ ବୈଜ୍ଞାନିକ ତଥ୍ୟ ଅନୁସାରେ, ବନ୍ୟାର ତତ୍କାଳୀନ କାରଣ ଭୂକମ୍ପ ନୁହେଁ । ବରଂ ଏକ ଗ୍ଲେସିୟରର ଅଂଶ ତରଳିବା ପରେ ମାଟି,…
ନେପାଳ ବନ୍ୟା; ମୃତ୍ୟୁସଂଖ୍ୟା ୩୯୨କୁ ବୃଦ୍ଧି, ୨୯୦ ଭାରତୀୟ ନିଖୋଜ
ନୂଆଦିଲ୍ଲୀ/କାଠମାଣ୍ଡୁ,୨୮।୮(ପି.ଟି.): ନେପାଳ-ତିବ୍ବତ ସୀମାନ୍ତରେ ସୃଷ୍ଟ ଆକସ୍ମିକ ବନ୍ୟାରେ ସ୍ଥିତି ଅତ୍ୟନ୍ତ ସଙ୍କଟଜନକ ହୋଇପଡ଼ିଛି। ନୂତନ ତଥ୍ୟ ଅନୁଯାୟୀ ମୋଟ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୩୯୨ରେ ପହଞ୍ଚିଛି, ଯେଉଁଥିରୁ ନେପାଳରେ ୩୮୯ ଜଣ ଏବଂ ତିବ୍ବତରେ ୩ ଜଣଙ୍କର ମୃତ୍ୟୁ ଘଟିଛି। କେବଳ…
ସତ ହୋଇଗଲା ଭବିଷ୍ୟବାଣୀ! ବହୁ ବର୍ଷ ପୂର୍ବରୁ ନେପାଳକୁ ନେଇ ଏମିତି କହିଥିଲେ…
ନୂଆଦିଲ୍ଲୀ,୨୭।୮: ନେପାଳରେ ସୃଷ୍ଟି ହୋଇଥିବା ଭୟଙ୍କର ପରିସ୍ଥିତି ମଧ୍ୟରେ ଏବେ ଚର୍ଚ୍ଚାକୁ ଆସିଛି ପ୍ରସିଦ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗାଙ୍କ ପୁରୁଣା ଭବିଷ୍ୟବାଣୀ। ସୋସିଆଲ ମିଡିଆରେ ଦାବି କରାଯାଉଛି ଯେ, ଭେଙ୍ଗା ବହୁ ବର୍ଷ ପୂର୍ବରୁ ନେପାଳକୁ ନେଇ ଏକ ବଡ଼ ଘଟଣାର…
କ୍ୟାନସର୍ ମେଡିସିନକୁ ମିଳିଲା ମଞ୍ଜୁରୀ: ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି
ଓ୍ବାଶିଂଟନ୍,୨୭।୮: ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ମେଟାଷ୍ଟାଟିକ ପାନକ୍ରିଏଟିକ କ୍ୟାନସର୍ ରୋଗର ଚିକିତ୍ସା ପାଇଁ ରେଭଲ୍ୟୁସନ ମେଡିସିନ୍ସର ନୂତନ ଔଷଧ ‘ରାସୋକ’କୁ ଅନୁମୋଦନ କରିଛି। ଏକ ପ୍ରମୁଖ ପରୀକ୍ଷଣରେ ଏହି ଔଷଧ ରୋଗର ଉନ୍ନତ ପର୍ଯ୍ୟାୟରେ ରୋଗୀଙ୍କ ବଞ୍ଚିବା…
୩୦୦ରୁ ଅଧିକ ଭାରତୀୟଙ୍କ ପତ୍ତା ମିଳୁନି, ଚିନ୍ତାରେ ପରିବାର: କେଉଁ ରାଜ୍ୟରୁ କେତେ ନିଖୋଜ ଜାଣନ୍ତୁ…
କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବନ୍ୟା ଓ ଭୂସ୍ଖଳନ ଭୟଙ୍କର ଧ୍ୱଂସଲୀଳା ରଚିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଏପର୍ଯ୍ୟନ୍ତ ୧୬୨ ଜଣଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଅଧିକାରୀମାନେ ଆଶଙ୍କା କରିଛନ୍ତି। ସେହିପରି ୮୦୦ରୁ ଅଧିକ ଲୋକ…
ବିହାରରେ ପହଞ୍ଚିଲା ନେପାଳର ବନ୍ୟା ଜଳ…ଏକ ବଡ଼ ବିପଦ ଟଳି ଯାଇଛି କି? ଜାଣନ୍ତୁ ବର୍ତ୍ତମାନର ସ୍ଥିତି
ପାଟନା/କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବର୍ଷାର ପ୍ରଭାବ ଏବେ ବିହାରର ସୀମାବର୍ତ୍ତୀ ଅଞ୍ଚଳରେ ଦୃଶ୍ୟମାନ ହେଉଛି। ବୁଧବାର ରାତିରେ, ନେପାଳରୁ ପ୍ରବାହିତ ହେଉଥିବା ଜଳର ପ୍ରବଳ ଲହରୀ ଯୋଗୁ ବାଲ୍ମିକୀନଗରର ଗଣ୍ଡକ ବ୍ୟାରେଜର ଜଳସ୍ତର ହଠାତ ବୃଦ୍ଧି ପାଇଥିଲା। ମଧ୍ୟରାତ୍ରିରେ, ବ୍ୟାରେଜରେ 1.5…
ମେଟାର ବଡ଼ ନିଷ୍ପତ୍ତି : ରାତି ୧୨ଟାରୁ ସକାଳ ୬ଟା ଯାଏ ଆଉ ଚାଲିବନି ଇନଷ୍ଟା-ଫେସବୁକ୍
ନୂଆଦିଲ୍ଲୀ,୨୭।୮: ଶିଶୁ ଓ କିଶୋରମାନଙ୍କୁ ସୋସିଆଲ ମିଡିଆ ନିଶାରେ ପକାଉଥିବା ଅଭିଯୋଗରେ ଛନ୍ଦି ହୋଇଥିବା ଫେସବୁକ-ଇନଷ୍ଟାଗ୍ରାମର ମାଲିକାନା ସଂସ୍ଥା ‘Meta’ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଆମେରିକାରେ ଚାଲିଥିବା ଏକ ବଡ଼ ଆଇନଗତ ମାମଲାକୁ ଶେଷ କରିବା ପାଇଁ କମ୍ପାନୀ ପ୍ରାୟ…
ପୁଣି ଆସିବ ପ୍ରଳୟ! ଶେଷ ହୋଇନି ନେପାଳବାସୀଙ୍କ ଦୁର୍ଦ୍ଦଶା, ବଡ଼ ଆକଳନ କଲେଣି ବିଶେଷଜ୍ଞ
କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରିଛି; ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ଜୀବନ ଯାଇଛି ଏବଂ ଶହ ଶହ ଲୋକ ନିଖୋଜ ଅଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ନେପାଳ ପୁଣିଥରେ ସମାନ କ୍ଷୟକ୍ଷତିର ସମ୍ମୁଖୀନ ହେବା ଆଶଙ୍କା କରାଯାଉଛି।…
ନେପାଳରେ ଜଳପ୍ରଳୟ: ଦେବଦୂତ ସାଜିଲା ଭାରତ, ବାଲେନ ଶାହା କହିଲେ-PM ମୋଦି ଆମେ ଆପଣଙ୍କ…
କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ଯୋଗୁ ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ମୃତ୍ୟୁ ହୋଇସାରିଛି ଏବଂ ୭୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ଏହି କଠିନ ସମୟରେ ଭାରତ ନେପାଳ ଆଡ଼କୁ ସହାୟତାର ହାତ ବଢ଼ାଇଛି ଏବଂ ରିଲିଫ ସାମଗ୍ରୀ ପଠାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
Archives


