ନେପାଳରେ ବିବାହ କଲେ ସମଲିଙ୍ଗୀ: ଦକ୍ଷିଣ ଏସିଆରେ ପ୍ରଥମ…
କାଠମାଣ୍ଡୁ,୩୦।୧୧ : ସମଲିଙ୍ଗୀ ବିବାହ ପଞ୍ଜିକରଣ କରିଥିବା ନେପାଳ ଦକ୍ଷିଣ ଏସିଆର ପ୍ରଥମ ଦେଶ ହୋଇଛି। ବ୍ଲୁ ଡାଇମଣ୍ଡ ସୋସାଇଟି ନାମକ ଏକ ସଂସ୍ଥାର ସଭାପତି ସଞ୍ଜୀବ ଗୁରୁଙ୍ଗ (ପିଙ୍କି) ଙ୍କ ଅନୁଯାୟୀ ୩୫ ବର୍ଷିୟ ଟ୍ରାନ୍ସଜେଣ୍ଡର ମାୟା ଗୁରୁଙ୍ଗ ଏବଂ…
ପୂର୍ବତନ ଆମେରିକା ବିଦେଶମନ୍ତ୍ରୀଙ୍କ ପରଲୋକ: ୧୯୭୧ ଭାରତ-ପାକିସ୍ତାନ ଯୁଦ୍ଧରେ ଥିଲା ବିବାଦୀୟ ଭୂମିକା…
ଓ୍ବାଶିଂଟନ,୩୦।୧୧ : ଆମେରିକାର ପ୍ରସିଦ୍ଧ ରାଜନେତା ତଥା କୂଟନୀତିଜ୍ଞ ହେନେରୀ କିସିଙ୍ଗରଙ୍କ ୧୦୦ ବର୍ଷ ବୟସରେ ଦେହାନ୍ତ ହୋଇଛି। କୁହାଯାଉଛି ବୁଧବାର କନେକ୍ଟିକଟରେ ଥିବା ତାଙ୍କ ଘରେ ତାଙ୍କର ମୃତ୍ୟୁ ଘଟିଛି। ରାଷ୍ଟ୍ରପତି ରିଚାର୍ଡ ନିକ୍ସନ ଏବଂ ଜେରାଲ୍ଡ ଫୋର୍ଡଙ୍କ କାର୍ଯ୍ୟକାଳ…
ହମାସର ନୁଆ ପ୍ରସ୍ତାବ: ଇସ୍ରାଏଲ ସୈନ୍ୟଙ୍କୁ ଛାଡ଼ିବାକୁ ସର୍ତ୍ତ…
ଜେରୁଜେଲମ,୩୦।୧୧: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ବିବାଦରେ ବର୍ତ୍ତମାନ ଏକ ବିରାମ ଆସିଛି। ଅକ୍ଟୋବର ୭ ରେ ଆତଙ୍କବାଦୀମାନେ ଇସ୍ରାଏଲ ଉପରେ ଆକ୍ରମଣ କରିଥିଲେ ଏବଂ ସୈନିକଙ୍କ ସମେତ ଶହ ଶହ ଲୋକଙ୍କୁ…
ଜଣେ ଭାରତୀୟ ଶିଖ ବିଚ୍ଛିନ୍ନତାବାଦୀଙ୍କୁ ହତ୍ୟା ପାଇଁ କରିଥିଲେ ଷଡଯନ୍ତ୍ର, ଅଭିଯୋଗ ଲଗାଇଲା ଆମେରିକା
ନୂଆଦିଲ୍ଲୀ, ୨୯ା୧୧: ଜଣେ ଭାରତୀୟ ନାଗରିକ ଶିଖ୍ ବିଚ୍ଛିନ୍ନତାବାଦୀ ନେତାଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ରରେ ସମ୍ପୃକ୍ତ ଥିବା ଅଭିଯୋଗ କରିଛି ଆମେରିକା। ନ୍ୟୁୟର୍କର ଦକ୍ଷିଣ ଜିଲ୍ଲା ପାଇଁ ଆମେରିକାର ଓକିଲ ମାଥ୍ୟୁ ଜି. ଓଲସେନ୍ କହିଛନ୍ତି ଯେ ନିଖିଲ ଗୁପ୍ତା (୫୨)…
ପୁଣି ବଢୁଛି ଆଦାନୀଙ୍କ ସମ୍ପତ୍ତି
ଓ୍ବାଶିଂଟନ୍,୨୯ା୧୧:ଭାରତର ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ ସମ୍ପତ୍ତି ପୁଣି ବଢୁଛି। ଶୁକ୍ରବାର ହିଣ୍ଡେନବର୍ଗ ରିପୋର୍ଟ ସମ୍ପର୍କିତ ରାୟକୁ ସୁପ୍ରିମକୋର୍ଟ ସଂରକ୍ଷିତ ରଖିବା ପରେ ମଙ୍ଗଳବାର ଓ ବୁଧବାର ୨ଟି ଟ୍ରେଡିଂ ସେସନ୍ସର ମାର୍କେଟ ରାଲି ଯୋଗୁ ଆଦାନୀ ଗ୍ରୁପ୍ର କମ୍ପାନୀଗୁଡ଼ିକର ମୋଟ…
ନଓ୍ବାଜ୍ ଶରିଫ୍ଙ୍କୁ ମିଳିଲା ଆଶ୍ୱସ୍ତି
ଇସଲାମାବାଦ୍,୨୯।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ୍ ଶରିଫ୍ଙ୍କୁ ଆଶ୍ୱସ୍ତି ମିଳିଛି। ପାକିସ୍ତାନ ହାଇକୋର୍ଟ ନଓ୍ବାଜଙ୍କୁ ଦୁର୍ନୀତିର ୨ଟି ମାମଲାରେ ଦୋଷମୁକ୍ତ କରିଛି। ୨୦୧୮ରେ ଦୁର୍ନୀତି ମାମଲାରେ ନଓ୍ବାଜ୍ଙ୍କୁ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଏହି ମାମଲାରେ ସେ ଇସଲାମାବାଦ୍ ହାଇକୋର୍ଟରେ ଚ୍ୟାଲେଞ୍ଜ୍ ଦେଇଥିଲେ।…
Word Of The Year 2023: ଅକ୍ସଫୋର୍ଡ ଆଠଟି ଶବ୍ଦର ତାଲିକା ପ୍ରକାଶ କଲା, ସେସବୁର ଅର୍ଥ କ’ଣ ଜାଣନ୍ତୁ…
ଲଣ୍ଡନ,୨୯।୧୧ : ଅକ୍ସଫୋର୍ଡ ୟୁନିଭରସିଟି ପ୍ରେସ ସମ୍ମାନଜନକ ୱାର୍ଡ ଅଫ ଦି ଇୟର ପାଇଁ ଆଠଟି ଶବ୍ଦର ଏକ ସଂକ୍ଷିପ୍ତ ତାଲିକା ପ୍ରକାଶ କରିଛି। ଭାଷା ତଥ୍ୟର ୨୨ ବିଲିୟନ ଶବ୍ଦର ବିସ୍ତୃତ ବିଶ୍ଳେଷଣ ଉପରେ ଆଧାର କରି ଏହି ଆଠଟି…
ଇସ୍ରାଏଲରେ ପହଞ୍ଚିଥିବା ଏଲନ ମସ୍କଙ୍କୁ ଆମନ୍ତ୍ରଣ କଲା ହମାସ
ଜେରୁଜେଲମ,୨୯।୧୧: ୟହୂଦି ବିରୋଧକୁ ନେଇ ସମାଲୋଚନାର ସମ୍ମୁଖୀନ ହେଉଥିବା ଏଲନ ମସ୍କ ସୋମବାର ଇସ୍ରାଏଲରେ ପହଞ୍ଚି ସେଠାରେ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଏକ ସ୍ବତନ୍ତ୍ର ସାକ୍ଷାତ କରିଛନ୍ତି। ଏହି ସମୟରେ ମସ୍କ କଫର ଅଜା କିବୁତଜ ପରିଦର୍ଶନ କରିଥିଲେ, ଯେଉଁଠାରେ…
ଗାଜାରେ ୩୭ ଦିନ ପରେ ଭଗ୍ନାବଶେଷ ତଳୁ ଜୀବନ୍ତ ଉଦ୍ଧାର ହେଲା ଶିଶୁ, ଭାଇରାଲ ହେଉଛି ଭିଡିଓ
ଜେରୁଜେଲମ,୨୯।୧୧: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଅସ୍ତ୍ରବିରତି ମଧ୍ୟରେ ଗାଜାରୁ ଏକ ଆଶ୍ଚର୍ଯ୍ୟଜନକ ଖବର ପ୍ରକାଶ ପାଇଛି। ଭୟଙ୍କର ବୋମା ବିସ୍ଫୋରଣର ୩୭ ଦିନ ପରେ ଏଠାରେ ଏକ ଶିଶୁକୁ ଜୀବନ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି ଶିଶୁର ଭିଡିଓ…
ସମୁଦ୍ର ଉପରେ ମଝି ଆକାଶରେ ଦୁୁର୍ଘଟଣା ଗ୍ରସ୍ତ ହେଲା ସାମରିକ ବିମାନ, ୮ ଯାତ୍ରୀ ଜୀବିତ କି ମୃତ ନେଇ ସନ୍ଧାନ ଜାରି…
ଟୋକିଓ/ଓ୍ବାଶିଂଟନ,୨୯।୧୧ : ଆମେରିକାର ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ଖବର ସାମ୍ନାକୁ ଆସିଛି। ଖବର ଅନୁଯାୟୀ ଆମେରିକାର ସାମରିକ ବିମାନ ଓସପ୍ରେ ଜାପାନ ନିକଟ ସମୁଦ୍ରରେ ଖସିପଡଛି। ବିମାନଟି ୟାକୁସିମା ଦୀପ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସମୁଦାୟ ୮ ଜଣ ଯାତ୍ରୀ…
ଇଣ୍ଟର୍ନଶିପରେ କମ୍ପାନୀ କରାଇଲା ଅଧିକ କାମ, ଚାଲିଗଲା ଯୁବକଙ୍କ ଜୀବନ
ବେଜିଂ,୨୯।୧୧: ଇଣ୍ଟର୍ନଶିପ ସମୟରେ ବ୍ୟକ୍ତି କୌଣସି କମ୍ପାନୀରେ କାମ ଶିଖିଥାଏ। ଶୀଘ୍ର କାମ ଶିଖିବା ପରେ ଉକ୍ତ ବ୍ୟକ୍ତିଙ୍କୁ କମ୍ପାନୀ ନିଯୁକ୍ତି ଦେଇ ପାରିବ ବୋଲି ସ୍ଥିର କରିଥାଏ। କମ୍ପାନୀ ଅନୁଯାୟୀ ଇଣ୍ଟର୍ନଶିପରେ ମାସେ କି ଦୁଇ ମାସ ବିନା ଦରମାରେ…
ଆୟର୍ଲାଣ୍ଡରେ ସବୁଠୁ ଅଧିକ ଦରମା ପାଉଛନ୍ତି ଭାରତୀୟ ମହିଳା, ଆୟର୍ଲାଣ୍ଡର ମହିଳା ଅଛନ୍ତି ପଛରେ…
ଡବଲିନ,୨୯।୧୧: ଅଧିକ ଦରମା ପାଇବା ପାଇଁ ଭାରୀୟମାନେ ଦେଶ ବାହାରକୁ ଯାଉଛନ୍ତି। କେବଳ ପୁରୁଷ ନୁହେଁ ମହିଳମାନେ ମଧ୍ୟ ଦେଶ ବାହାରକୁ ଯାଇ ବିଭିନ୍ନ ପ୍ରକାର ଚାକିରି କରୁଛନ୍ତି। ତେବେ ନିକଟରେ ଏକ ରିପୋର୍ଟରୁ ଜଣାପଡିଛି କି, ଭାରତୀୟ କାର୍ଯ୍ୟରତ ମହିଳାମାନେ…

