ଚାଇନା ପ୍ରତିରକ୍ଷା ମନ୍ତ୍ରୀ ଗୃହବନ୍ଦୀ ଥିବା ଚର୍ଚ୍ଚା
ଟୋକିଓ,୧୬ା୯: ଚାଇନାର ପ୍ରତିରକ୍ଷା ମନ୍ତ୍ରୀ ଲି ଶାଙ୍ଗଫୁ ଗୃହବନ୍ଦୀ ରହିଥିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ପ୍ରତିରକ୍ଷା ମନ୍ତ୍ରୀ କେଉଁଠି ଅଛନ୍ତି ବୋଲି ଜାପାନରେ ଥିବା ଆମେରିକା ରାଷ୍ଟ୍ରଦୂତ ସୋସିଆଲ ମିଡିଆରେ ପ୍ରଶ୍ନ ଉଠାଇଥିଲେ। ୨ ସପ୍ତାହ ହେଲା ଲି’ଙ୍କୁ ସର୍ବସାଧାରଣରେ ଦେଖିବାକୁ…
ଗ୍ରେଟାଙ୍କ ନାଁରେ ଦ୍ୱିତୀୟ ମାମଲା
ଷ୍ଟକ୍ହୋମ୍,୧୬ା୯: ସୁଇଡେନ୍ର କ୍ଲାଇମେଟ୍ ଆକ୍ଟିଭିଷ୍ଟ ଗ୍ରେଟା ଥନ୍ବର୍ଗଙ୍କ ବିରୋଧରେ ଶୁକ୍ରବାର ଟ୍ରାଫିକ୍ ଅବରୋଧ ଓ ପୋଲିସ ଶୃଙ୍ଖଳା ଅବମାନନା ଅଭିଯୋଗରେ ମାମଲା ରୁଜୁ କରାଯାଇଛି। ଦୁଇମାସ ମଧ୍ୟରେ ଏହା ହେଉଛି ତାଙ୍କ ନାଁରେ ଏହି ଧରଣର ଦ୍ୱିତୀୟ ମାମଲା। ୨୦ ବର୍ଷୀୟା ଗ୍ରେଟାଙ୍କୁ…
ଭାରତରେ ପ୍ରସ୍ତାବିତ ବାଣିଜ୍ୟ ମିଶନକୁ ସ୍ଥଗିତ ରଖିଲା କାନାଡା
ଓଟାଓ୍ବା,୧୬।୯: କାନାଡାର ବାଣିଜ୍ୟ ମନ୍ତ୍ରୀ ମେରି ଏନ୍ଜି ଭାରତରେ ପ୍ରସ୍ତାବିତ ବାଣିଜ୍ୟ ମିଶନକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ମାସରେ କାନାଡିୟ ମିଶନକୁ ଭାରତ ଆସିବାର ଥିଲା। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ନୂଆଦିଲ୍ଲୀରେ ଅନୁଷ୍ଠିତ ଜି -୨୦ ଶିଖର ସମ୍ମିଳନୀ…
ଫ୍ରାନ୍ସର ରାଷ୍ଟ୍ରଦୂତ ସିଲଭେନ ଇଟ୍ଟେଙ୍କୁ ବନ୍ଧକ ରଖିଛନ୍ତି ନାଇଜରର ସୈନିକ, ରାଷ୍ଟ୍ରପତି ମାକ୍ରୋନ ଦେଲେ ସୂଚନା
ପ୍ୟାରିସ,୧୬।୯: ଫ୍ରାନ୍ସ ରାଷ୍ଟ୍ରଦୂତ ଏବଂ କୂଟନୀତିଜ୍ଞଙ୍କୁ ଫ୍ରାନ୍ସ ଦୂତାବାସରେ ନାଇଜର ସୈନିକମାନେ ବନ୍ଧକ ରଖିଛନ୍ତି। ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ନିଜେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଫ୍ରାନ୍ସ ଦୂତାବାସରେ ଫ୍ରାନ୍ସର ରାଷ୍ଟ୍ରଦୂତ ସିଲଭେନ ଇଟ୍ଟେଙ୍କ ସମେତ…
୫୪ ଦେଶର ୫୦୦ ସ୍ଥାନରେ ବିକ୍ଷୋଭ
ବ୍ରସେଲ୍ସ,୧୬ା୯: ପୃଥିବୀକୁ ଉତ୍ତପ୍ତ କରୁଥିବା ଜୀବାଶ୍ମ ଇନ୍ଧନକୁ ପର୍ଯ୍ୟାୟକ୍ରମେ ହ୍ରାସ କରିବା ଦାବିରେ ୫୪ ଦେଶରେ ଜଳବାୟୁ ବିକ୍ଷୋଭକାରୀମାନେ ଶୁକ୍ରବାର ରାସ୍ତାକୁ ଓହ୍ଲାଇଛନ୍ତି। ରବିବାର ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସପ୍ତାହାନ୍ତ ବିକ୍ଷୋଭରେ ସେମାନେ ସାମିଲ ହୋଇଛନ୍ତି। ରବିବାର ନ୍ୟୁୟର୍କରେ ହେବାକୁ…
ଓ୍ବାଗନର୍ ଗ୍ରୁପ୍କୁ ଆତଙ୍କବାଦୀ ସଂଗଠନ ଘୋଷଣା କଲା ବ୍ରିଟେନ
ଇଂଲଣ୍ଡ,୧୫।୯: ବ୍ରିଟେନ ସରକାର ଋଷିଆର ୱାଗନର୍ ଗ୍ରୁପ୍କୁ ଆତଙ୍କବାଦୀ ସଂଗଠନ ଘୋଷଣା କରିଛନ୍ତି। ସରକାରଙ୍କ ଏହି ପଦକ୍ଷେପ ପରେ ଦେଶରେ ଏହାକୁ ସମର୍ଥନ କରିବା ଏବଂ ସଦସ୍ୟ ରହିବା ବେଆଇନ ହୋଇଯିବ। ଏହି ସଂଗଠନ କିଛି ଅପରାଧ କଲେ ତାଙ୍କୁ ୧୪…
ବ୍ରିଟେନରେ ସବୁଠାରୁ ବଡ ନିବେଶ କରିବେ ରତନ ଟାଟା
ନୂଆଦିଲ୍ଲୀ,୧୫।୯: ଭାରତର ବଡ ବ୍ୟବସାୟୀ ଓ କୋଟିପତିଙ୍କ ମଧ୍ୟରେ ଅନ୍ୟତମ ରତନ ଟାଟା ବ୍ରିଟେନରେ ଏକ ବଡ ପୁଞ୍ଜି ନିବେଶ କରିବାକୁ ଯାଉଛି। ଟାଟା ଷ୍ଟିଲ ଓ ବ୍ରିଟିଶ ସରକାର ମଧ୍ୟରେ ଏହି ଆର୍ଥିକ ପ୍ୟାକେଜକୁ ନେଇ ଚୁକ୍ତି ହୋଇଛି। ଶୁକ୍ରବାର…
ବୁଲଡଗ୍ ଉପରେ ପ୍ରତିବନ୍ଧକ ଲଗେଇବ ବ୍ରିଟେନ
ଇଂଲଣ୍ଡ,୧୫।୯: ବ୍ରିଟିଶ ସରକାର ଆମେରିକୀୟ ଏକ୍ସଏଲ ବୁଲି କୁକୁର ଉପରେ ପ୍ରତିବନ୍ଧକ ଲଗାଇବାକୁ ପ୍ରସ୍ତୁତ ହେଉଛନ୍ତି। ଗତ କିଛି ବର୍ଷ ମଧ୍ୟରେ ଏହି ପ୍ରଜାତିର କୁକୁରମାନେ ବ୍ରିଟେନର ଅନେକ ଲୋକଙ୍କୁ ଆକ୍ରମଣ କରିଛନ୍ତି। ଏହି ଲୋକମାନଙ୍କ ମଧ୍ୟରୁ କେତେକଙ୍କର ମୁତ୍ୟୁ ଘଟିଛି।…
ଚନ୍ଦ୍ରପୃଷ୍ଠରେ କେମିତି ସୃଷ୍ଟି ହେଉଛି ଜଳ, ଆମେରିକା ବୈଜ୍ଞାନିକଙ୍କ ବଡ ଖୁଲାସା
ଓ୍ବାଶିଂଟନ୍,୧୫।୯: ଚନ୍ଦ୍ରାୟାନ ୩ର ସଫଳ ଅବତରଣ ପରେ ସାରାବିଶ୍ୱର ନଜର ଭାରତ ଉପରେ ରହିଛି। ତେବେ ଚନ୍ଦ୍ରାୟାନର ପ୍ରଜ୍ଞାନ ନିଜ ଗବେଷଣାରେ ଚନ୍ଦ୍ରରେ ଅମ୍ଲଜାନ ଥିବା ନେଇ ସ୍ପଷ୍ଟ କରିଛି। ତେବେ ଭାରତର ପ୍ରଥମ ମୁନ ମିଶନ ଚନ୍ଦ୍ରାୟାନ ୧କୁ ନେଇ…
ବୁଡିଯିବ ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ, ଇନ୍ଧନ ଅଭାବରୁ ବିମାନ ଉଡାଣ ବନ୍ଦ
ଇସଲାମବାଦ,୧୫।୯: ପାକିସ୍ତାନ ବର୍ତ୍ତମାନ ଅର୍ଥନୈତିକ ସଙ୍କଟ ସହ ରାଜନୈତିକ ଅଚଳାବସ୍ଥା ଦେଇ ଗତି କରୁଛି। ଦେଶରେ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ସହ ପନିପରିବା ଓ ପେଟ୍ରୋଲର ଦର ହୁ ହୁ ହୋଇ ବଢି ଚାଲିଛି। ସେହିପରି ଦେଶରେ କାମଚଳା ସରକାର ମଧ୍ୟ…
ବାହାରିବ ଉତ୍ତର କୋରିଆରେ ୭୦ ବର୍ଷରୁ ଦବି ହୋଇଥିବା ଗୋଳା ବାରୁଦ
ମସ୍କୋ,୧୫।୯: ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ସାକ୍ଷାତ ପରେ ବିଶ୍ୱର ବିଭିନ୍ନ ଦେଶ ତଥା ପାଶ୍ଚାତ୍ୟ ଦେଶମାନଙ୍କରେ ମଧ୍ୟ ଆଲୋଡ଼ନ ଆରମ୍ଭ ହୋଇଛି। ପ୍ରତିରକ୍ଷା ବିଶେଷଜ୍ଞଙ୍କ ଠାରୁ ଆରମ୍ଭ କରି…
୧୦ ମିନିଟରେ ହଠାତ୍ ୨୮ ହଜାର ଫୁଟ ତଳକୁ ଖସିଲା ବିମାନ, ରାସ୍ତା ବଦଳାଇ ପହଞ୍ଚିଲା ବିମାନବନ୍ଦରରେ
ନଓ୍ବୋର୍କ,୧୫।୯: ଆମେରିକାର ଏକ ବିମାନ ସହ ନିକଟରେ ଏକ ଭୟାନକ ଘଟଣା ଘଟିଥିଲା। ନ୍ୟୁ ଜର୍ସିର ନଓ୍ବୋର୍କ ବିମାନବନ୍ଦରରୁ ଏକ ୟୁନାଇଟେଡ ଏୟାରଲାଇନ୍ସର ବିମାନ ମାତ୍ର ୧୦ ମିନିଟରେ ୨୮,୦୦୦ ଫୁଟ ତଳକୁ ଖସିଗଲା। କେବଳ ଏତିକି ନୁହେଁ, ଶହ ଶହ…
Archives


