ଅନ୍ତର୍ଜାତୀୟ

ଗାଜା ଉପରୁ ନିୟନ୍ତ୍ରଣ ହରାଇଲା ହମାସ: ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ, ୧୩ା୧୧: ଗାଜା ଉପରୁ ନିୟନ୍ତ୍ରଣ ହରାଇଛି ହମାସ। ଇସ୍ରାଏଲ ଉପରେ ୫୦୦ ରୁ ଅଧିକ ସପ୍ରାଇଜ ରକେଟ୍ ଆକ୍ରମଣ କରିବାର ଏକ ମାସ ପରେ ଇସ୍ରାଏଲର ପ୍ରତିରକ୍ଷା ମନ୍ତ୍ରୀ ସୋମବାର ଏହି ଦାବି କରିଛନ୍ତି। ସେ କହିଛନ୍ତି, “ହମାସ ଗାଜା…

ଗାଜା ହସ୍ପିଟାଲରେ ନାହିଁ କରେଣ୍ଟ, ଶିଶୁ ମାନଙ୍କ ତାପମାତ୍ରା ସ୍ଥିର ରଖିବା ପାଇଁ ପାଖକୁ ପାଖ ଲଗାଇ ଶୁଆଇ ଦେଉଛନ୍ତି ଡାକ୍ତର

ନୂଆଦିଲ୍ଲୀ, ୧୩ା୧୧: ଇସ୍ରାଏଲ-ହମାସ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଗାଜାର ସ୍ଥିତି ବିଗିଡ଼ିବାରେ ଲାଗିଛି। ହସପିଟାଲ ମାନଙ୍କରେ ବିଦ୍ୟୁତ ସଂଯୋଗ ଛିନ୍ନ ହୋଇଥିବାରୁ ନାନା ସମସ୍ୟା ଉପୁଜିଛି। ନବଜାତ ଶିଶୁମାନେ ପାଖକୁ ପାଖ ଲାଗି ଶୋଇଛନ୍ତି, କେତେକ ସବୁଜ କପଡ଼ାରେ…

ଛଟେଇ କରିବ ଟାଟା ଷ୍ଟିଲ୍, ଏତିକି କର୍ମଚାରୀ ହରାଇ ପାରନ୍ତି ନିଯୁକ୍ତି

ନୂଆଦିଲ୍ଲୀ, ୧୩ା୧୧: ଟାଟା ସମୂହର ଷ୍ଟିଲ କମ୍ପାନୀ ଟାଟା ଷ୍ଟିଲ ନେଦରଲ୍ୟାଣ୍ଡ୍ସରେ ଥିବା ଏହାର ପ୍ଲାଣ୍ଟରୁ ୮୦୦ କର୍ମଚାରୀ ଛଟେଇ କରିବାକୁ ଯାଉଛି। ଆମଷ୍ଟରଡାମଠାରୁ ୩୦ କିଲୋମିଟର ଦୂରରେ ଥିବା ଏହି ପ୍ଲାଣ୍ଟରେ ପ୍ରାୟ ୯୨୦୦ କର୍ମଚାରୀ କାର୍ଯ୍ୟ କରୁଛନ୍ତି। ରିଉଟର୍ସ…

ଜୋ ବାଇଡେନ ନାତୁଣୀଙ୍କ ସୁରକ୍ଷାରେ ତ୍ରୁଟି, ସନ୍ଦିଗ୍ଧଙ୍କ ଉପରକୁ ଗୁଳି ଚଳାଇଲେ ସିକ୍ରେଟ ସର୍ଭିସ ଏଜେଣ୍ଟ

ନୂଆଦିଲ୍ଲୀ,୧୩ା୧୧: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ନାତୁଣୀ ନାଓମୀ ବାଇଡେନଙ୍କ ସୁରକ୍ଷାରେ ବଡ଼ ତ୍ରୁଟି ସାମ୍ନାକୁ ଆସିଛି। କୁହାଯାଉଛି କି ତିନି ଜଣ ଅଜ୍ଞାତ ବ୍ୟକ୍ତି ନାଓମୀଙ୍କ କାର ଝରକା କାଚ ଭାଙ୍ଗିବାକୁ ଚେଷ୍ଟା କରୁଥିଲେ। ତେବେ ନାଓମୀଙ୍କ ସୁରକ୍ଷାରେ ଥିବା…

ଚାଇନା ଟିକ୍‌ଟକ୍‌ ଉପରେ ପ୍ରତିବନ୍ଧକ ଲଗାଇଲା ନେପାଳ

କାଠମାଣ୍ଡୁ,୧୩ା୧୧: ନେପାଳର ପୁଷ୍ପ କମଲ ଦହଲ ସରକାର ଚାଇନା ବିରୋଧରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ନେପାଳର ଯୋଗାଯୋଗ ମନ୍ତ୍ରୀ ସୋମବାର କହିଛନ୍ତି, କ୍ୟାବିନେଟ୍‌ ବୈଠକରେ ନେପାଳ ସରକାର ଟିକ୍‌ଟକ୍‌ ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଏପରି…

ଉଚ୍ଚଶିକ୍ଷା ପାଇଁ ଭାରତୀୟ ଛାତ୍ରଙ୍କ ପ୍ରଥମ ପସନ୍ଦ ହେଉଛି ଆମେରିକା

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୩ା୧୧: ଭାରତୀୟ ଛାତ୍ରମାନଙ୍କ ପାଇଁ ବିଦେଶରେ ଉଚ୍ଚଶିକ୍ଷା ନିମନ୍ତେ ଆମେରିକା ଶୀର୍ଷ ସ୍ଥାନ ହୋଇଛି। ଆମେରିକାର ଦୂତାବାସ ବିଜ୍ଞପ୍ତିରୁ ଏହା ପ୍ରକାଶ। ରିପୋର୍ଟ ଅନୁଯାୟୀ, ୨୦୨୨-୨୩ ଶିକ୍ଷାବର୍ଷରେ ଭାରତରୁ ଆମେରିକା ଯାତ୍ରା କରିଥିବା ବିଦେଶୀ ଛାତ୍ରଙ୍କ ସଂଖ୍ୟା ୩୫ ପ୍ରତିଶତ ବୃଦ୍ଧି…

ଗୃହମନ୍ତ୍ରୀ ସୁଏଲା ବ୍ରାଭରମ୍ୟାନ୍‌ଙ୍କୁ ପଦରୁ ହଟାଇଲେ ପ୍ରଧାନମନ୍ତ୍ରୀ ସୁନକ

ଇଂଲଣ୍ଡ,୧୩।୧୧: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ଗୃହମନ୍ତ୍ରୀ ସୁଏଲା ବ୍ରାଭରମ୍ୟାନ୍‌ଙ୍କୁ ବରଖାସ୍ତ କରିଛନ୍ତି। ଯିଏକି ପୋଲିସ ଉପରେ ପାଲେଷ୍ଟାଇନ ସମର୍ଥକ ବିରୋଧକାରୀଙ୍କ ପ୍ରତି ଅତ୍ୟଧିକ ବିନମ୍ର ହେବାର ଅଭିଯୋଗ କରିଥିଲେ। ସରକାର କହିଛନ୍ତି ଯେ, କ୍ୟାବିନେଟ ପୁନଃ ଗଠନ ଅଧୀନରେ ବ୍ରାଭରମ୍ୟାନ୍‌…

ପାକିସ୍ତାନର କରାଚିରେ ଆଉ ଜଣେ ଆତଙ୍କବାଦୀକୁ ହତ୍ୟା

ଇସଲାମାବାଦ,୧୩।୧୧: ପାକିସ୍ତାନରେ ଆତଙ୍କବାଦୀ ଘଟଣା ବନ୍ଦ ହେବାର ନାଁ ନେଉନାହିଁ। ଏହି ସମୟରେ କରାଚିରୁ ଏକ ମାମଲା ଆସିଛି, ଯେଉଁଠାରେ ରବିବାର ଅଜ୍ଞାତ ଆକ୍ରମଣକାରୀମାନେ ଜୈଶ-ଏ-ମହମ୍ମଦର ଆତଙ୍କବାଦୀ ମୌଲାନା ରହିମୁଲ୍ଲା ତାରିକଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ…

ଇସ୍ରାଏଲ ବିରୋଧ ଯୁଦ୍ଧରେ ପ୍ରଥମଥର ବୁର୍କାନ ମିଶାଇଲ ବ୍ୟବହାର କରୁଛି ହିଜବୁଲ୍ଲା

ଜେରୁଜେଲମ,୧୩।୧୧: ହମାସ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ଇରାନ ସମର୍ଥିତ ଗୋଷ୍ଠୀ ହିଜବୁଲ ଏବଂ ଇସ୍ରାଏଲ ସେନା ମଧ୍ୟରେ ବିବାଦ ଲେବାନନ-ଇସ୍ରାଏଲ ସୀମାରେ ତୀବ୍ର ହେବାରେ ଲାଗିଛି। ଏହି ସମୟରେ, ହିଜବୁଲ ମୁଖ୍ୟ ହସନ ନସରାଲ୍ଲା ନିଜର ଶେଷ ବୟାନରେ କହିଛନ୍ତି…

ଅଭ୍ୟାସ ସମୟରେ ଆମେରିକୀୟ ସୈନ୍ୟଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୫ ମୃତ

ଓ୍ବାଶିଂଟନ୍‌,୧୩।୧୧: ତାଲିମ ଅଭ୍ୟାସ ସମୟରେ ଭୂମଧ୍ୟସାଗରରେ ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଆମେରିକାର ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ଦୁର୍ଘଟଣାରେ ୫ ଆମେରିକୀୟ ସୈନ୍ୟଙ୍କ ମୃତ୍ୟୁ ଘଟିଛି। ତେବେ ଦୁର୍ଘଟଣା କେଉଁଠାରେ ଘଟିଛି ତାହା ଅଧିକାରୀମାନେ ନିଶ୍ଚିତ କରିନାହାଁନ୍ତି।…

ସର୍କସରୁ ଖସି ରାସ୍ତାରେ ବୁଲିଲା ସିଂହ, ଘରେ ଲୁଚିଲେ ଲୋକେ, ଭିଡିଓ ଭାଇରାଲ…

ରୋମ,୧୩।୧୧ : ସିଂହ ସର୍କସରୁ ଖସିଯିବା ପରେ ଇଟାଲୀର ଲାଡିସପୋଲି ସହରରେ ଆତଙ୍କ ଖେଳିଯାଇଥିଲା। ସିଂହ ରାସ୍ତାରେ ବୁଲୁଥିବା ଦେଖିବାକୁ ମିଳିଥିଲା। ଲୋକେ ଆତଙ୍କିତ ହୋଇ ଜୀବନ ବିକଳରେ ନିଜ ଘରେ ଲୁଚିବାକୁ ବାଧ୍ୟ ହୋଇଥିଲେ। ବହୁ ପରିଶ୍ରମ ପରେ ସିଂହକୁ…

ସିରିଆରେ ଆମେରିକାର ବୋମାମାଡ, ଇରାନ ଶିବିର ଧ୍ୱଂସ…

ଦାମାସକସ,୧୩।୧୧ : ହମାସ ଏବଂ ଇସ୍ରାଏଲ ମଧ୍ୟରେ ପ୍ରବଳ ଯୁଦ୍ଧ ଜାରି ରହିଛି। ଇସ୍ରାଏଲ କ୍ରମାଗତ ଭାବରେ ହମାସ ଶିବିର ଉପରେ ଆକ୍ରମଣ କରୁଛି। ଏହି ସମୟରେ ଆମେରିକା ସିରିଆରେ ଇରାନ ଶିବିରକୁ ଟାର୍ଗେଟ କରିଛି। ଏହି ବେସଗୁଡିକ ଉପରେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?