ପାକିସ୍ତାନରେ ଫେବୃୟାରୀ ମଧ୍ୟରେ ହେବ ନିର୍ବାଚନ, ରାଜନୈତିକ ଦଳଙ୍କୁ କଥା ଦେଲେ ନିର୍ବାଚନ କମିଶନ
ଇସଲାମାବାଦ,୩୧।୮: ପାକିସ୍ତାନରେ ହେବାକୁ ଥିବା ସାଧାରଣ ନିର୍ବାଚନ ସମ୍ପର୍କରେ ରାଜନୈତିକ ଦଳମାନେ ସରକାର ଏବଂ ପାକିସ୍ତାନର ନିର୍ବାଚନ ଆୟୋଗ ଉପରେ ଲଗାତାର ଚାପ ପକାଉଛନ୍ତି। ଶହବାଜ ସରକାର ସମୟ ପୂର୍ବରୁ ଭାଙ୍ଗିଗଲା, ଏହି କାରଣରୁ ୯୦ଦିନ ମଧ୍ୟରେ ନିର୍ବାଚନ କରିବା ବାଧ୍ୟତାମୂଳକ…
ଗ୍ରାଣ୍ଟ ଶାପ୍ସ ବ୍ରିଟେନର ନୂଆ ପ୍ରତିରକ୍ଷା ସଚିବ, ବେନ ଓ୍ବାଲେସଙ୍କ ସ୍ଥାନରେ ସମ୍ଭାଳିବେ ଦାୟିତ୍ୱ
ଲଣ୍ଡନ,୩୧।୮: ବ୍ରିଟିଶ ସରକାର ପୂର୍ବତନ ଶକ୍ତି ସଚିବ ଗ୍ରାଣ୍ଟ ଶାପ୍ସଙ୍କୁ ଦେଶର ନୂତନ ପ୍ରତିରକ୍ଷା ସଚିବ ଭାବେ ନାମିତ କରିଛନ୍ତି। ବାସ୍ତବରେ, ଶାପ୍ସ ବର୍ତ୍ତମାନ ବେନ ୱାଲେସଙ୍କ ସ୍ଥାନ ନେବେ। ଚାରି ବର୍ଷ ପରେ ସେ ତାଙ୍କ ପଦରୁ ଇସ୍ତଫା ଦେବେ…
ମେଟାର ସମସ୍ତ ପ୍ଲାଟଫର୍ମକୁ ଟକ୍କର ଦେବ ଏକାକି ଏକ୍ସ! ମସ୍କଙ୍କ ଘୋଷଣା କରିପାରିବେ ଅଡିଓ ଭିଡିଓ କଲ
ଓ୍ବାଶିଂଟନ,୩୧।୮: ବିଲିୟନେୟାର ବ୍ୟବସାୟୀ ଏଲୋନ ମସ୍କ ଗତ ବର୍ଷ ଟୁଇଟର ଗ୍ରହଣ କରିବା ଦିନଠାରୁ ସେ ଅନେକ ପରିବର୍ତ୍ତନ କରିଛନ୍ତି। ପ୍ରଥମେ ସୋସିଆଲ ମିଡିଆ ପ୍ଲାଟଫର୍ମର ନାମ ପରିବର୍ତ୍ତନ କରାଯାଇଥିଲା। ସେମାନେ ଏହାର ନାମ ଟୁଇଟରରୁ ଏକ୍ସକୁ ପରିବର୍ତ୍ତନ କରିଛନ୍ତି। ବର୍ତ୍ତମାନ…
ଭୟଙ୍କର ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ୫୨ ଜଣ
ଜୋହାନ୍ସବର୍ଗ,୩୧ା୮: ଗୁରୁବାର ଦକ୍ଷିଣ ଆଫ୍ରିକାର କେନ୍ଦ୍ରୀୟ ଜୋହାନ୍ସବର୍ଗର ଏକ ୫ ମହଲା କୋଠାରେ ଅଗ୍ନିକାଣ୍ଡ ଘଟି ୫୨ ଜଣଙ୍କର ମୃତ୍ୟୁ ହୋଇଛି। ନିଆଁ ଲିଭାଇବା ପାଇଁ ତୁରନ୍ତ ଜରୁରୀକାଳିନ ସେବା ପଠାଯାଇଥିଲା। ଜରୁରୀକାଳିନ ପରିଚାଳନା ସେବା ମୁଖପାତ୍ର ରବର୍ଟ ମୁଲାଉଡି ଜଣେ…
ଭାରତ ଆସିବେ କାନାଡା ପ୍ରଧାନମନ୍ତ୍ରୀ: ବିଶ୍ୱ ସଙ୍କଟ ଉପରେ ହେବ ଚର୍ଚ୍ଚା
ଓଟଓ୍ବା/ନୂଆଦିଲ୍ଲୀ,୩୧।୮: ନୂଆଦିଲ୍ଲୀରେ ହେବାକୁ ଥିବା ଜି-୨୦ ସମ୍ମିଳନୀରେ ଯୋଗଦେବା ପାଇଁ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସେପ୍ଟେମ୍ବର ୯ରୁ ୧୦ ପର୍ଯ୍ୟନ୍ତ ଭାରତ ଗସ୍ତ କରିବେ। ନୂଆଦିଲ୍ଲୀ ଯାତ୍ରା କରିବା ପୂର୍ବରୁ ଟ୍ରୁଡୋ ଇଣ୍ଡୋନେସିଆ ଗସ୍ତରେ ଆସି ଏସିଆନ୍ ସମ୍ମିଳନୀରେ ଏବଂ…
ତାଣ୍ଡବ ରଚିଲା ‘ଇଡାଲିଆ’: ୮୫୦ରୁ ଅଧିକ ବିମାନ ଉଡ଼ାଣ ବାତିଲ
ଓ୍ବାଶିଂଟନ,୩୧ା୮: ଆମେରିକାର ଫ୍ଲୋରିଡାରେ ଭୟଙ୍କର ସାମୁଦ୍ରିକ ଝଡ଼ ‘ଇଡାଲିଆ’ ବ୍ୟାପକ କ୍ଷତି ଘଟାଇଛି। ଗଲ୍ଫ କୋଷ୍ଟରେ ୫ ମିଟର ପର୍ଯ୍ୟନ୍ତ ଉପକୂଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ପୂର୍ବାନୁମାନ କରାଯାଇଥିଲା। ପ୍ରବଳ ପବନ ଯୋଗୁ ଶହଶହ ଘର ନଷ୍ଟ କରି ଦେବା…
ସାରା ବିଶ୍ୱକୁ ଦେଉଥିଲେ ଫିଟ୍ନେସ୍ ମନ୍ତ୍ର,ନିଜେ ୩୩ ବର୍ଷରେ ହୃଦ୍ଘାତରେ ହରାଇଲେ ପ୍ରାଣ
ବ୍ରାସିଲିଆ,୩୧।୮: ବ୍ରାଜିଲର ଇନ୍ଫ୍ଲୁଏନ୍ସର ଲାରିସା ବୋର୍ଗସ ସମଗ୍ର ବିଶ୍ୱକୁ ଫିଟ୍ ରହିବାର ମନ୍ତ୍ର ଦେଉଥିଲେ। କିନ୍ତୁ ସେ ନିଜେ ମାତ୍ର ୩୩ ବର୍ଷ ବୟସରେ ଜୀବନ ହାରିଛନ୍ତି। ହୃଦଘାତ ହେତୁ ସେ ମୃତ୍ୟୁବରଣ କରିଛନ୍ତି। ବୋର୍ଗସ ପ୍ରାୟ ଏକ ସପ୍ତାହ ଧରି…
ଗାବୋନ୍ରେ ସାମରିକ ବିଦ୍ରୋହ, ରାଷ୍ଟ୍ରପତି ଗୃହବନ୍ଦୀ
ଲିବ୍ରେଭିଲେ,୩୧ା୮: ଆଫ୍ରିକୀୟ ରାଷ୍ଟ୍ର ଗାବୋନ ନିର୍ବାଚନରେ ରାଷ୍ଟ୍ରପତି ଅଲୀ ବୋଙ୍ଗୋ ଅଣ୍ଡିମ୍ବାଙ୍କ ବିଜୟ ପରେ ବୁଧବାର ସାମରିକ ବିଦ୍ରୋହ ଦେଖିବାକୁ ମିଳିଛି। ସେନା ରାଷ୍ଟ୍ରପତିଙ୍କୁ ଗୃହବନ୍ଦୀ କରି କ୍ଷମତା ଦଖଲ କରିଛି। ବର୍ତ୍ତମାନର ଶାସନ ଶେଷ ହେଲା ବୋଲି କେତେଜଣ ସୈନ୍ୟ…
ବ୍ରିଟେନର ନୂଆ କ୍ୟାନ୍ସର ଟିକା, କମାଇବ ରୋଗୀଙ୍କ ଚିକିତ୍ସା ଅବଧି
ଲଣ୍ଡନ,୩୧।୮: ବ୍ରିଟେନ ସରକାର ଏଭଳି ଏକ ଟିକା ପ୍ରସ୍ତୁତ କରିଛନ୍ତି, ଯାହା କ୍ୟାନସର ଚିକିତ୍ସାରେ ଅଧିକ ଫଳପ୍ରଦ ହେବ। ଏହି ଟିକା କ୍ୟାନସର ରୋଗୀଙ୍କ ଚିକିତ୍ସା ଅବଧିକୁ ପ୍ରାୟ ୩ ମାସ ହ୍ରାସ କରୁଛି। ଏହା ଇଂଲଣ୍ଡର ଔଷଧ ଓ ସ୍ବାସ୍ଥ୍ୟସେବା…
ବର୍ଷକ ମଧ୍ୟରେ କାନାଡା ଯାଇଛନ୍ତି ୧୫୦୦୦ ଭାରତୀୟ, କାରଣ ଜାଣିଲେ…
ଓଟାଓ୍ବା,୩୦ା୮: ଭାରତରେ ଚାକିରି ସଙ୍କଟ ମଧ୍ୟରେ ଗତ ଏକ ବର୍ଷରେ ୧୫୦୦୦ରୁ ଅଧିକ ବୈଷୟିକ କର୍ମଚାରୀ କାନାଡାରେ ପହଞ୍ଚଛନ୍ତି। ରିପୋର୍ଟ ଅନୁଯାୟୀ, ଏପ୍ରିଲ ୨୦୨୨ରୁ ମାର୍ଚ୍ଚ ୨୦୨୩ ମଧ୍ୟରେ ୧୫୦୦୦ରୁ ଅଧିକ ବୈଷୟିକ କର୍ମଚାରୀ ଚାକିରି ଖୋଜିବା ପାଇଁ କାନାଡା ଯାଇଛନ୍ତି।…
ଆସୁଛି ବଡ଼ ବିପର୍ଯ୍ୟୟ
ଓ୍ବାଶିଂଟନ,୩୦ା୮: ସମ୍ଭାବ୍ୟ ଝଡ଼ ‘ଇଡାଲିଆ’ ଫ୍ଲୋରିଡ଼ାଠାରେ ବ୍ୟାପକ କ୍ଷତି ଘଟାଇବାର ଆଶଙ୍କା ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣିବଳୟ ବିପଦପୂର୍ଣ୍ଣ ବର୍ଗ-୪କୁ ବୃଦ୍ଧି ପାଇଛି। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବେଗରେ ପବନ ବହିବା ସହ ଫ୍ଲୋରିଡାର ପଶ୍ଚିମ କୂଳରେ ବିପର୍ଯ୍ୟୟ…
ଏକ ଲକ୍ଷ ବର୍ଷ ଯାଏଁ ଚନ୍ଦ୍ରପୃଷ୍ଠରେ ରହିପାରିବେ ୮୦୦କୋଟି ଲୋକ, “ରେଗୋଲିଥ”ରୁ ମିଳିପାରେ ୬୩୦କି.ଗ୍ରା ଅମ୍ଲଜାନ
ଓ୍ବାଶିଂଟନ୍,୩୦।୮: ଚନ୍ଦ୍ରାବତରଣ କରିଛି ଭାରତର ମୁନ ମିଶନ ଚନ୍ଦ୍ରାୟାନ ୩। ତେବେ ଲ୍ୟାଣ୍ଡିଂର ୭ଦିନ ପରେ ଖୁସି ଖବର ଦେଇଛନ୍ତି ଲ୍ୟାଣ୍ଡର ବିକ୍ରମ ଓ ରୋଭର ପ୍ରଜ୍ଞା। ଚନ୍ଦ୍ରର ଦକ୍ଷିଣ ମେରୁରେ ଅମ୍ଲଜାନ ଥିବା ନେଇ ସ୍ପଷ୍ଟ କରିଛି ପ୍ରଜ୍ଞା। ଏଥିସହ…
Archives


