ଅନ୍ତର୍ଜାତୀୟ

‘ଗାଁରେ ପଶି ୟୁକ୍ରେନ ମହିଳାଙ୍କୁ କରାଯାଉଛି ବଳାତ୍କାର’,ରୁଷିଆ ସେନା ଉପରେ ଯୁଦ୍ଧ ଅପରାଧର ଅଭିଯୋଗ

କ୍ୱିଭ,୨୧।୧୦: ମିଳିତ ଜାତିସଂଘର ସ୍ବତନ୍ତ୍ର ଆୟୋଗ ଏକ ରିପୋର୍ଟ ଉପସ୍ଥାପନ କରିଛନ୍ତି ଯେଉଁଥିରେ ରୁଷିଆ ବିରୋଧରେ ଅନେକ ଅଭିଯୋଗ କରାଯାଇଥିଲା ଏବଂ ଏହାର ପ୍ରମାଣ ଥିବା ଦାବି କରାଯାଇଥିଲା। ଶୁକ୍ରବାର ଅର୍ଥାତ୍‌ ୨୦ ଅକ୍ଟୋବର ୨୦୨୩ରେ ଆୟୋଗ ଏକ ରିପୋର୍ଟ ଉପସ୍ଥାପନ…

ହମାସ ଶିବିର ଉପରେ ସାରା ରାତି ଆକ୍ରମଣ କଲେ ଇସ୍ରାଏଲ ସେନା

ଜେରୁଜେଲମ,୨୧।୧୦: ଗାଜାରେ ରାତାରାତି ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ଅତି କମରେ ୪୬ ଜଣଙ୍କର ମୃତ୍ୟୁ ଘଟିଛି। ଜବାଲିଆର ଅଲ-ମୋତୱକ ଉପରେ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ୨୪ ଜଣଙ୍କର ମୃତ୍ୟୁ ଘଟିଛି। ଏହା ବ୍ୟତୀତ ଏୟାର ଷ୍ଟ୍ରାଇକରେ ଅନ୍ୟ ୧୦ ଜଣଙ୍କର ମୃତ୍ୟୁ…

ଇସ୍ରାଏଲ ବିରୋଧୀ ପୋଷ୍ଟ କରି ଚାକରି ହରାଇଲେ ମହିଳା ବ୍ୟାଙ୍କ କର୍ମଚାରୀ

ଜେରୁଜେଲମ,୨୧।୧୦: ଅକ୍ଟୋବର ୭ ସକାଳେ ଆତଙ୍କବାଦୀ ସଂଗଠନ ହମାସର ଇସ୍ରାଏଲ ଉପରେ ହଠାତ୍‌ ଆକ୍ରମଣ ପରେ ଉଭୟଙ୍କ ମଧ୍ୟରେ ବିବାଦ ଜାରି ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଆକ୍ରମଣରେ ସାଢେ ୫ହଜାରରୁ ଅଧିକ ଲୋକ ଜୀବନ ଗଲାଣି। ଇସ୍ରାଏଲ ଏବଂ ହମାସ…

ଟ୍ରମ୍ପ ଦେବେ ଜରିମାନା

ଓ୍ବାଶିଂଟନ୍‌,୨୧।୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଅଡୁଆ କ୍ରମାଗତ ଭାବେ ବଢିବାରେ ଲାଗିଛି। ଟ୍ରମ୍ପଙ୍କ ମାମଲାର ଶୁଣାଣି ସମୟରେ ଫେଡେରାଲ କୋର୍ଟର ବିଚାରପତି ଜାଣିବାକୁ ପାଇଥିଲେ ଯେ, ଟ୍ରମ୍ପଙ୍କ ଉପରେ ଲଗାଯାଇଥିବା ପ୍ରତିବନ୍ଧକୁ ସେ ପାଳନ କରୁନାହାନ୍ତି। ସେଥିଲାଗି କୋର୍ଟ…

ଯୁଦ୍ଧ ଲାଗି ବୈଷୟିକ କ୍ଷେତ୍ରରେ ପ୍ରଭାବ: ଓ୍ବେବ ଶିଖର ସମ୍ମିଳନୀରେ ଯୋଗଦେବେନି ଗୁଗଲ-ମେଟା

ଓ୍ବାଶିଂଟନ୍‌,୨୧।୧୦: ଓ୍ବେବ ଶିଖର ସମ୍ମିଳନୀ ଟେକ୍ନୋଲଜି ସେକ୍ଟରରେ ଏକ ବାର୍ଷିକ ଇଭେଣ୍ଟ ଅଟେ। ଯେଉଁଥିରେ ସାରା ବିଶ୍ୱର ବୈଷୟିକ ଉଦ୍ୟୋଗର ନିଗ୍‌ଗଜ କମ୍ପାନୀଗୁଡିକ ଭାଗନେଇଥାନ୍ତି। ସବୁ କମ୍ପାନୀକୁ ଗୋଟିଏ ସ୍ଥାନରେ ଏକାଠି ଆଣିବା ପାଇଁ ଏହି ସମ୍ମିଳନୀ ସାହାର୍ଯ୍ୟ କରିଥାଏ। ତେବେ…

୧୫ ଦିନ ଯୁଦ୍ଧ ମଧ୍ୟରେ ୫,୫୦୦ରୁ ଊର୍ଦ୍ଧ୍ୱ ଲୋକଙ୍କର ହେଲାଣି ମୃତ୍ୟୁ

ଜେରୁଜେଲମ,୨୧।୧୦: ଇସ୍ରାଏଲ ଓ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ୧୫ ଦିନ ହୋଇଗଲାଣି। ଏହାରି ଭିତରେ ଏବେ ପର୍ଯ୍ୟନ୍ତ ୫,୫୩୭ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି। ଇସ୍ରାଏଲରେ ହମାସ ଆକ୍ରମଣରେ ମୃତ୍ୟୁ ସଂଖ୍ୟା ୧୪୦୦ ରୁ ଅଧିକ। ଅନ୍ୟପକ୍ଷରେ ଗାଜା…

ଏଚ୍‌୧ବି ଭଜା କାର୍ଯ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯାଉଛନ୍ତି ବାଇଡେନ ସରକାର, ଜାଣନ୍ତୁ କ’ଣ ହେବ ଏହାର ପ୍ରଭାବ

ଓ୍ବାଶିଂଟନ,୨୧।୧୦: ଆମେରିକାର ବାଇଡେନ ସରକାର ଆମେରିକାରେ କାମ କରିବା ପାଇଁ ବିଦେଶୀ ଶ୍ରମିକମାନଙ୍କୁ ଦିଆଯାଇଥିବା ଏଚ୍‌୧ବି ଭଜା କାର୍ଯ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯାଉଛନ୍ତି। ବିଦେଶୀ ଶ୍ରମିକମାନଙ୍କ ଦକ୍ଷତାକୁ ସୁଦୃଢ ଼ କରିବା, ବିଦେଶୀ ଛାତ୍ରମାନଙ୍କୁ ଅଧିକ ନମନୀୟତା ପ୍ରଦାନ କରିବା ଏବଂ…

କାନାଡୀୟ କୂଟନୀତିଜ୍ଞ ଭାରତ ଛାଡିବା ଉପରେ ଆମେରାକା ଚିନ୍ତିତ

ଓ୍ବାଶିଂଟନ,୨୧।୧୦: କାନାଡା କୂଟନୀତିଜ୍ଞମାନେ ଭାରତ ଛାଡିବା ନେଇ ଆମେରିକା ଚିନ୍ତା ପ୍ରକଟ କରିଛି। ଆମେରିକାର ବୈଦେଶିକ ବିଭାଗ ଶୁକ୍ରବାର ଏକ ବିବୃତ୍ତିରେ କହିଛି ଯେ, ଆମେରିକା ଆଶା କରୁଛି ଭାରତ କୂଟନୈତିକ ସମ୍ପର୍କ ଉପରେ ଭିଏନା କନଭେନଶନ ଅନୁଯାୟୀ ନିଜର ଦାୟିତ୍ୱର…

ପୁଟିନ୍‌ ହମାସ୍‌ ସଦୃଶ

ଓ୍ବାଶିଂଟନ୍‌,୨୧ା୧୦: ଇସ୍ରାଏଲ ଓ ୟୁକ୍ରେନ୍‌କୁ ଯୁଦ୍ଧରେ ସମର୍ଥନ ପାଇଁ ଆମେରିକୀୟମାନେ ଆହୁରି ଅନେକ ବିଲିୟନ୍‌ ଡଲାର ଖର୍ଚ୍ଚ କରିବା ଉଚିତ। ଦେଶବାସୀଙ୍କୁ ଏହା ବୁଝାଇବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏକ ନୂଆ ମିଶନ ଆରମ୍ଭ କରିଛନ୍ତି। ଆମେରିକା ହିଁ…

୨ ଆମେରିକୀୟ ପଣବନ୍ଦୀଙ୍କୁ ମୁକ୍ତକଲା ହମାସ୍‌

ତେଲ୍‌ ଆଭିଭ୍‌/ଗାଜା ସିଟି,୨୧ା୧୦: ଇସ୍ରାଏଲ-ଗାଜା ଯୁଦ୍ଧର ଚତୁର୍ଦ୍ଦଶ ଦିନରେ ଶୁକ୍ରବାର ହମାସ୍‌ ପକ୍ଷରୁ ୨୦୦ ପଣବନ୍ଦୀଙ୍କ ମଧ୍ୟରୁ ୨ ଜଣଙ୍କୁ ମୁକ୍ତ କରାଯାଇଛି। ଏନେଇ ସଙ୍ଗଠନର ମୁଖପାତ୍ର ଗାଜି ହମାଦ୍‌ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାନବିକ ଦୃଷ୍ଟିକୋଣରୁ ଜଣେ ଆମେରିକୀୟ…

ବ୍ରିଟେନ ନିର୍ବାଚନ: ଲେବର ପାର୍ଟି ବିଜୟୀ

ଲଣ୍ଡନ,୨୧ା୧୦: ବ୍ରିଟେନ୍‌ର ଦୁଇଟି ସ୍ବତନ୍ତ୍ର ନିର୍ବାଚନରେ ମୁଖ୍ୟ ବିରୋଧୀ ଦଳ ଲେବର ପାର୍ଟି ବିଜୟ ହାସଲ କରିବା ସହ ଶାସକ କଞ୍ଜରଭେଟିଭ୍‌ ପାର୍ଟିର ସୁରକ୍ଷିତ ପାର୍ଲାମେଣ୍ଟ ଆସନ ଛଡ଼ାଇ ନେଇଛି। ଫଳରେ ପ୍ରଧାନମନ୍ତ୍ରୀ ଋଷି ସୁନକ୍‌ଙ୍କୁ ବଡ଼ ଝଟ୍‌କା ଲାଗିଛି। କେନ୍ଦ୍ରୀୟ…

ଇ-ସ୍କୁଟର ଦୁର୍ଘଟଣା:ଯୁବ ଆହତଙ୍କ ସଂଖ୍ୟା ୭୧% ବଢ଼ିଛି

ଓ୍ବାଶିଂଟନ,୨୧ା୧୦: ବିଦ୍ୟୁତ୍‌ଚାଳିତ ସ୍କୁଟର (ଇ-ସ୍କୁଟର) ପରିବହନର ଏକ ଲୋକପ୍ରିୟ ମାଧ୍ୟମରେ ପରିଣତ ହୋଇଥିବାବେଳେ କ୍ୱଚିତ୍‌ ହେଲ୍‌ମେଟ୍‌ ବ୍ୟବହାରରୁ ନାବାଳକ ଓ ଯୁବବର୍ଗଙ୍କ ମଧ୍ୟରେ ଦୁର୍ଘଟଣାଜନିତ ଆହତ ସଂଖ୍ୟା ବର୍ଷକ ମଧ୍ୟରେ ୭୧ ପ୍ରତିଶତ ବୃଦ୍ଧି ପାଇଛି। ଜଣେ ଭାରତୀୟ ବଂଶୋଦ୍ଭବ ବୈଜ୍ଞାନିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?