ଅନ୍ତର୍ଜାତୀୟ

କନାଡାରେ ଭାରତୀୟ ଛାତ୍ରଙ୍କ ମୃତ୍ୟୁ, ୨୭ ଜୁଲାଇରେ ଭାରତ ପହଞ୍ଚିବ ମର ଶରୀର

ଟରଣ୍ଟୋ,୨୪।୭: କାନାଡାରେ ଫୁଡ ଡେଲିଭରି ପାର୍ଟନର ଭାବେ କାମ କରୁଥିବା ଜଣେ ୨୪ ବର୍ଷୀୟ ଭାରତୀୟ ଛାତ୍ରଙ୍କୁ କାର ଜ୍ୟାକିଙ୍ଗ ସମୟରେ ହୋଇଥିବା ହିଂସା ଯୋଗୁ ହତ୍ୟା କରାଯାଇଛି। ସ୍ଥାନୀୟ ସିଟିଭି ନ୍ୟୁଜ ଚ୍ୟାନେଲର ରିପୋର୍ଟ ଅନୁଯାୟୀ, ଗୁରବିନ୍ଦର ନାଥ ୯…

ଓଭଲ ଅଫିସରେ ବାଇଡେନ-ମୋଦିଙ୍କ ଗୁପ୍ତ ବୈଠକରେ ମୁଖ୍ୟ ପ୍ରସଙ୍ଗ ଥିଲା ଚାଇନା

ଓ୍ବାଶିଂଟନ,୨୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ମଧ୍ୟରେ ଗତ ମାସରେ ହୋଇଥିବା ଗୁପ୍ତ ବୈଠକକୁ ନେଇ ଏକ ବଡ ସୂଚନା ସାମ୍ନାକୁ ଆସିଛି। ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀ କହିଛନ୍ତି କି ଓଭଲ କାର୍ଯ୍ୟାଳୟରେ ଉଭୟ…

ତାଲିବାନ ସରକାରଙ୍କୁ ଅନ୍ତର୍ଜାତୀୟ ସ୍ବୀକୃତିରେ ଆମେରିକା ସାଜିଛି ପ୍ରତିବନ୍ଧକ…

କାବୁଲ,୨୪।୭ : ତାଲିବାନ ଆଫଗାନିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଭାବରେ ମୁଲ୍ଲା ମହମ୍ମଦ ୟାକୁବ ମୁଜାହିଦଙ୍କୁ ନିଯୁକ୍ତ କରିଛି। ଆମେରିକାକୁ ଟାର୍ଗେଟ କରି ସେ କହିଛନ୍ତି ଆଫଗାନିସ୍ତାନର ତାଲିବାନ ସରକାରଙ୍କୁ ଅନ୍ତର୍ଜାତୀୟ ସ୍ବୀକୃତି ପାଇଁ ଆମେରିକା ଏକ ପ୍ରତିବନ୍ଧକ ସାଜିଛି। ଏକ ରିପୋର୍ଟ…

ମଝି ସମୁଦ୍ରରେ ଡଙ୍ଗାବୁଡ଼ି: ୧୫ ମୃତ, ୧୯ ନିଖୋଜ…

ଜାକର୍ତ୍ତା,୨୪।୭ : ରବିବାର-ସୋମବାର ମଧ୍ୟରାତ୍ରିରେ ଇଣ୍ଡୋନେସିଆର ସୁଲାୱେସି ଦ୍ୱୀପ ନିକଟରେ ମଝି ସମୁଦ୍ରରେ ଏକ ଡଙ୍ଗା ବୁଡ଼ିଯାଇଛି। ଏଥିରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଅନ୍ୟ ୧୯ ଜଣ ନିଖୋଜ ଅଛନ୍ତି। ଜାତୀୟ ସନ୍ଧାନ ଏବଂ ଉଦ୍ଧାରକାରୀ ସଂସ୍ଥା ଏହି…

୩ ବର୍ଷ ପରେ ପୁଣି ୧୫ ଦିନିଆ ଭିଜା ମୁକ୍ତ ପ୍ରବେଶ ଆରମ୍ଭ କରିବ ଚାଇନା…

ବେଜିଂ,୨୪।୭ : ଚାଇନା ପୁଣି ୧୫ ଦିନିଆ ଭିଜା ମୁକ୍ତ ପ୍ରବେଶ ଆରମ୍ଭ କରିବାକୁ ଯାଉଛି। ବୁଧବାର ଠାରୁ ସିଙ୍ଗାପୁର ଏବଂ ବ୍ରୁନେଇର ନାଗରିକଙ୍କ ପାଇଁ ଚାଇନା ୧୫ ଦିନିଆ ଭିଜା ମୁକ୍ତ ପ୍ରବେଶ ଆରମ୍ଭ କରିବ। ଉଭୟ ଦେଶର ନାଗରିକମାନେ…

ସ୍ପେନ୍‌ ନିର୍ବାଚନ: ଦକ୍ଷିଣପନ୍ଥୀ ପପୁଲାର ପାର୍ଟି ବିଜୟୀ, ବହୁମତ ନ ଥିବାରୁ ସରକାର ଗଠନ କରିବା କଷ୍ଟକର…

ମାଦ୍ରିଦ,୨୪।୭ : ସ୍ପେନର ସାଧାରଣ ନିର୍ବାଚନ ପାଇଁ ଭୋଟ ଗଣନା ପ୍ରାୟ ସମ୍ପୂର୍ଣ୍ଣ ହୋଇଛି ଏବଂ ଏହା ସହିତ ଡଦକ୍ଷିଣପନ୍ଥୀ ପପୁଲାର ପାର୍ଟି (ପିପି) ନିର୍ବାଚନରେ ଜିତିଛି । ସ୍ପେନ ଭାଷା ଦୈନିକ ଖବରକାଗଜ ଏଲ ପଏସ ଅନୁଯାୟୀ, ଅନିଶ୍ଚିତ ଜାତୀୟ…

ଅପରେଶନ ପରେ ଏବେ ସୁସ୍ଥ ଅନୁଭବ କରୁଛି: ନେତାନ୍ୟାହୁ…

ଜେରୁଜେଲମ,୨୪।୭ : ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କର ସଫଳ ପେସମେକର ହାର୍ଟ ସର୍ଜରୀ କରାଯାଇଛି। ଏହି ଅପରେଶନ ଏପରି ଏକ ସମୟରେ ହୋଇଛି ଯେତେବେଳେ ଦେଶ ଆଗାମୀ ଦିନରେ ସଂସଦରେ ବିବାଦୀୟ ‘ଜୁଡିସିଆଲ ରିଫର୍ମସ’ ବିଲ ଉପରେ ଭୋଟ ଦେବାକୁ ଯାଉଛି।…

ଟୁଇଟରର ନୂଆ ଲୋଗୋ : ନୀଳ ପକ୍ଷୀ ବଦଳରେ ଇଂରାଜୀ ଅକ୍ଷର ‘ଏକ୍ସ’ …

ଓ୍ବାଶିଂଟନ,୨୪।୭ : ନୀଳ ପକ୍ଷୀ ବଦଳରେ ଇଂରାଜୀ ‘ଏକ୍ସ’ ଟୁଇଟରର ନୂଆ ଲୋଗୋ ହେବ ବୋଲି ଏଲୋନ ମସ୍କ ସୂଚନା ଦେଇଛନ୍ତି। ଗତ ବର୍ଷ ଟୁଇଟରର ଦାୟିତ୍ୱ ଗ୍ରହଣ କରିବା ପରେ ଏଲନ ମସ୍କ କମ୍ପାନୀରେ ଅନେକ ପରିବର୍ତ୍ତନ କରିଛନ୍ତି। ବର୍ତ୍ତମାନ…

ଓଡେସା ସହରରେ ରୁଷିଆ ଆକ୍ରମଣକୁ ନିନ୍ଦା କଲା ୟୁନେସ୍କୋ…

କିଭ୍‌,୨୪।୭ : ୟୁକ୍ରେନର ବନ୍ଦର ସହର ଓଡେସା ଉପରେ ରୁଷିଆ ଶକ୍ତିଶାଳୀ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏହି ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୨ ଜଣ ଆହତ ହୋଇଛନ୍ତି। ବନ୍ଦର ସହର ଓଡେସାରେ ବିଶ୍ୱ ଐତିହ୍ୟ କେନ୍ଦ୍ରର ସ୍ଥାନ ଉପରେ ରୁଷିଆର…

ପୂର୍ବ କଙ୍ଗୋରେ ଫୁଟିଲା ଗୁଳି ୯ ଶିଶୁ ସମେତ ୧୩ ମୃତ

ଗୋମା,୨୩।୭: ପୂର୍ବ ଡେମୋକ୍ରେଟିକ ରିପବ୍ଲିକ ଅଫ କଙ୍ଗୋରେ ଗୁଳିକାଣ୍ଡ ହୋଇଥିବା ଜଣାପଡିଛି। ଏହି ଗୁଳିକାଣ୍ଡରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏମାନଙ୍କ ମଧ୍ୟରେ ୯ ଜଣ ଶିଶୁ ଥିବା ଜଣାପଡିଛି। ଶନିବାର ରାତିରେ ପୂର୍ବ ଡେମୋକ୍ରାଟିକ ରିପବ୍ଲିକ ଅଫ କଙ୍ଗୋରେ ଜଣେ…

ସଫଳତାର ସହ ପ୍ରତିରୋପଣ ହେଲା ନେତାନ୍ୟାହୁଙ୍କ ପେସ ମେକର

ଜେରୁଜେଲମ,୨୩।୭: ଇସ୍ରାଏଲରେ ନ୍ୟାୟିକ ସଂସ୍କାର ବିଲ ବିରୋଧରେ ପ୍ରଦର୍ଶନ ଜାରି ରହିଛି। ନ୍ୟାୟିକ ସଂସ୍କାର ବିଲ ଉପରେ ପୂର୍ବରୁ ଏକ ଅଘଟଣ ଘଟିଛି। ଆସନ୍ତା ସପ୍ତାହ ଆରମ୍ଭରେ ଏହି ବିଲ ଉପରେ ଚୂଡ଼ାନ୍ତ ଭୋଟ ଅନୁଷ୍ଠିତ ହେବ। ବିକ୍ଷୋଭକାରୀମାନେ ନେସେଟ ନିକଟରେ…

ପାକିସ୍ତାନର ମଧ୍ୟବର୍ତ୍ତିକାଳୀନ ପ୍ରଧାନମନ୍ତ୍ରୀ ହୋଇପାରନ୍ତି ଇଶାକ ଡାର

ଇସଲାମାବାଦ,୨୩।୭: ପାକିସ୍ତାନର ଶାସକ ଦଳ ମୁସଲିମ ଲିଗ-ନଓ୍ବାଜ ନିଜର ଅର୍ଥମନ୍ତ୍ରୀ ଇଶାକ ଡାରଙ୍କୁ ଦେଶର ମଧ୍ୟବର୍ତ୍ତିକାଳୀନ ପ୍ରଧାନମନ୍ତ୍ରୀ କରିବାକୁ ନେଇ ବିଚାର କରୁଛନ୍ତି। ପାକିସ୍ତାନୀ ଗଣମାଧ୍ୟମ ପକ୍ଷରୁ ଏହି ଖବର ସାମ୍ନାକୁ ଆସୁଛି। ସୂଚନାଯୋଗ୍ୟ, ପାକିସ୍ତାନରେ ଶୀଘ୍ର ସାଧାରଣ ନିର୍ବାଚନ ହେବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri