ଅନ୍ତର୍ଜାତୀୟ

ମୋଦିଙ୍କ ସହ ଚିୟର୍ସ କଲେ ବାଇଡେନ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩ା୬: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ହ୍ବାଇଟ୍‌ ହାଉସରେ ‘ଷ୍ଟେଟ୍‌ ଡିନର’ କରିଥିଲେ। ଏହି ସମୟରେ ପରସ୍ପର ଖୁସିର ମୁହୂର୍ତ୍ତ ବାଣ୍ଟିଥିଲେ। ରାଷ୍ଟ୍ରପତି ବାଇଡେନ ମଦ୍ୟପାନ ନ କରି ଟୋଷ୍ଟ ବା...

୭୯ ଥର ତାଳି ମାରିଲେ, ୧୫ ଥର ଠିଆହେଲେ, ସେଲ୍‌ଫି ନେବାକୁ ଲାଗିଲା ଭିଡ଼

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩ା୬: ଆମେରିକାରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ସେଠାରେ ପ୍ରଧାନମନ୍ତ୍ରୀଙ୍କ ଶକ୍ତି ମଧ୍ୟ ଅକ୍ଷୁଣ୍ଣ ରହିଛି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଅନେକ ବଡ଼ କାର୍ଯ୍ୟକ୍ରମରେ ଭାଗ ନେଇଛନ୍ତି। ପ୍ରଧାନମନ୍ତ୍ରୀ ଆମେରିକା ସଂସଦର ମିଳିତ ଅଧିବେଶନରେ...

‘ଟାଇଟାନ’ ବୁଡ଼ିବା ଘଟଣା: ୫ ମୃତ

ବୋଷ୍ଟନ,୨୩ା୬: ଉତ୍ତର ଆଟ୍‌ଲାଣ୍ଟିକରେ ନିଖୋଜ ହୋଇଯାଇଥିବା ଏକ ବୁଡ଼ା ଜାହାଜରେ ଥିବା ସମସ୍ତ ୫ ଜଣଙ୍କର ଦୁଃଖଦ ମୃତ୍ୟୁ ଘଟିଛି। ସର୍ଚ୍ଚ ଅପରେଶନ ସମୟରେ ଟାଇଟାନିକ ଜାହାଜ ନିକଟରେ ନିଖୋଜ ବୁଡ଼ାଜାହାଜର ଭଗ୍ନାବଶେଷ ଦେଖିବାକୁ ମିଳିଥିଲା। ଆମେରିକାର କୋଷ୍ଟଗାର୍ଡ ଏହି...

ସ୍ତ୍ରୀଙ୍କୁ ନିଶା ଦେଇ ବଳାତ୍କାର ପାଇଁ ‘ଅତିଥି ନିମନ୍ତ୍ରଣ’

ପ୍ୟାରିସ୍‌,୨୩ା୬: ଫ୍ରାନ୍ସର ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କୁ ସବୁଦିନ ରାତିରେ ନିଶା ଦେଉଥିଲେ। ସେ ତାଙ୍କୁ ବଳାତ୍କାର କରିବା ଲାଗି ଅନ୍ୟ ପୁରୁଷମାନଙ୍କୁ ନିମନ୍ତ୍ରଣ କରୁଥିଲେ। ମହିଳା ଜଣକ ଏନେଇ କିଛି ଜାଣିପାରୁ ନ ଥିଲେ। ୨୦୧୧ରୁ ୨୦୨୦ ପର୍ଯ୍ୟନ୍ତ...

ଟାଇଟାନ୍‌: ୯୬ ଘଣ୍ଟାର ଅମ୍ଳଜାନ ଶେଷ

ଦୁବାଇ,୨୩।୬: ସମୟ ଯେତେ ବଢ଼ୁଛି ଟାଇଟାନିକ୍‌ ଜାହାଜ ଦେଖିବା ପାଇଁ ବୁଡ଼ା ଜାହାଜରେ ସମୁଦ୍ର ମଧ୍ୟକୁ ଯାଇଥିବା ୫ ଜଣଙ୍କ ଜୀବିତ ରହିବା ସମ୍ଭାବନା ସେତେ କମୁଛି। ବୁଡ଼ାଜାହାଜ ଟାଇଟାନରେ ୯୬ ଘଣ୍ଟାର ଅମ୍ଳଜାନ ରହିଥିବାବେଳେ ଗୁରୁବାର ଏହା ସମ୍ପୂର୍ଣ୍ଣ...

ବିଶ୍ୱଶାନ୍ତି ପାଇଁ ଭାରତ-ଆମେରିକା ପ୍ରତିଶ୍ରୁତିବଦ୍ଧ

ଓ୍ବାଶିଂଟନ, ୨୩ା୬ ପ୍ରସ୍ତୁତି: ଅରୂପାନନ୍ଦ ଦେଠୀ: ଆମେରିକା ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ହ୍ବାଇଟ୍‌ ହାଉସ୍‌ରେ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସହ ବିଭିନ୍ନ ଦ୍ୱିପାକ୍ଷିକ ଏବଂ ଅନ୍ତର୍ଜାତୀୟ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ବିଶ୍ୱ ଶାନ୍ତି ଲାଗି ଭାରତ...

୨୦୨୪ରେ ଇସ୍ରୋ-ନାସାର ମିଳିତ ସ୍ପେସ୍‌ ମିଶନ

ଆମେରିକାର ମହାକାଶ ସଂସ୍ଥା ନାସା (ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ ସ୍ପେସ୍‌ ଆଡମିନିଷ୍ଟ୍ରେଶନ) ଏବଂ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଚଳିତବର୍ଷ ମହାକାଶକୁ ମାନବ ପ୍ରେରଣ ଲାଗି ଏକ ରଣନୀତିକ କାର୍ଯ୍ୟଯୋଜନା ପ୍ରସ୍ତୁତ କରୁଛନ୍ତି। ଆମେରିକାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ମୋଦିଙ୍କ ପାଇଁ ନୈଶ୍ୟଭୋଜିର ଆୟୋଜନ କଲେ ବାଇଡେନ୍‌

ଓ୍ବାଶିଂଟନ,୨୨ା୬: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏବଂ ଫାଷ୍ଟ ଲେଡି ଜିଲ୍‌ ବାଇଡେନ୍‌ ହ୍ବାଇଟ୍‌ ହାଉସ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ନୈଶ୍ୟଭୋଜିର ଆୟୋଜନ କରିଥିଲେ। ବାଇଡେନ୍‌ ଦମ୍ପତି ମୋଦିଙ୍କୁ ହ୍ବାଇଟ୍‌ ହାଉସ୍‌କୁ ପାଛୋଟି ନେଇଥିଲେ। ମୋଦି ରାଷ୍ଟ୍ରପତି ବାଇଡେନ୍‌ଙ୍କ...

ହ୍ବାଇଟ ହାଉସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭବ୍ୟ ସ୍ବାଗତ କଲେ ବାଇଡେନ

ଓ୍ବାଶିଂଟନ,୨୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟିଛନ୍ତି। ଏହି ସମୟରେ ପିଏମ ମୋଦିଙ୍କୁ ହ୍ବାଇଟ ହାଉସରେ ସ୍ବରଗତ କରାଯାଇଥିଲା। ବାଇଡେନଙ୍କ ବ୍ୟତୀତ ଉପରାଷ୍ଟ୍ରପତି କମଳା ହାରିସ, ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ...

୨୨ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଗିରଫ କଲା ଶ୍ରୀଲଙ୍କା ନୌସେନା

କଲମ୍ବୋ, ୨୨।୬: ଶ୍ରୀଲଙ୍କା ନୌସେନା ପକ୍ଷରୁ ଗୁରୁବାର ୨୨ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଗିରଫ କରିଛି। ଅଭିଯୋଗ ହୋଇଛି ଯେ ଏହି ମତ୍ସ୍ୟଜୀବୀମାନେ ଜାଫନାର ଡେଲଫ୍ଟ ଦ୍ୱୀପର ଉତ୍ତର-ପଶ୍ଚିମ ଅଞ୍ଚଳରେ ମାଛ ମାରୁଥିଲେ। ବେଆଇନ ଭାବେ ମାଛ ଧରୁଥିବା ଅଭିଯୋଗ ନେଇ...

ବିଶ୍ୱରେ ବଢୁଛି ମୋଦିଙ୍କ ଲୋକପ୍ରିୟତା, କାରଣ ଜାଣିଲେ…

ନ୍ୟୁୟର୍କ/ନୂଆଦିଲ୍ଲୀ,୨୨ା୬: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କ୍ରମାଗତ ଭାବେ ବୃଦ୍ଧି ପାଉଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର୍‌ରେ ୮୯.୫ ମିଲିୟନ ଫଲୋଅର୍ସଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି ହେଉଛନ୍ତି ବିଶ୍ୱର ଅନ୍ୟତମ ଲୋକପ୍ରିୟ ନେତା। କିନ୍ତୁ ଆପଣ ଲୋକପ୍ରିୟତାର ରହସ୍ୟ...

ସ୍ପେଶ ମିଶନ: ଏକାଠି ହେବେ ଭାରତ-ଆମେରିକା

ଓ୍ବାଶିଂଟନ,୨୨।୬: ଭାରତ-ଆମେରିକା ୨୦୨୪ପାଇଁ ମିଳିତ ମହାକାଶଚାରୀ ମିଶନ ଘୋଷଣା କରିଛନ୍ତି॥ ହ୍ବାଇଟ ହାଉସ ପକ୍ଷରୁ ଗୁରୁବାର କୁହାଯାଇଛିି ଯେ ଭାରତ ଆର୍ଟେମିସ ଚୁକ୍ତିରେ ଯୋଗଦେବାକୁ ନିଷ୍ପତ୍ତି ନେଇଛି ଏବଂ ଆମେରିକାର ସ୍ପେସ ଏଜେନ୍ସି ନାସା (ନାସା) ଏବଂ ଭାରତୀୟ ମହାକାଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri