‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!
ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି ଅନୁସାରେ, ଏହି କାର୍ଯ୍ୟକ୍ରମର ସମ୍ଭାବ୍ୟ ପ୍ରଭାବ ସମ୍ପର୍କରେ ସେ ପୂର୍ବରୁ ଭାରତ ସରକାରଙ୍କୁ…
ଶେଖ ହାସିନାଙ୍କ ପରେ ମୁହଁ ଖୋଲିଲେ ତାଙ୍କ ପୁଅ, ଭାରତକୁ ନେଇ ଦେଲେ ଚମକାଇବା ଭଳି ବୟାନ!
ଢାକା,୬ା୮: ସତ୍ତା ହରାଇବା ଏବଂ ଦେଶ ଛାଡ଼ିବାର ପ୍ରାୟ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ସାର୍ବଜନୀନ ଭାବେ ସାମ୍ନାକୁ ଆସିଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଦାବି କରିଛନ୍ତି ଯେ ଦେଶରେ ଦୋଷୀ ସାବ୍ୟସ୍ତ ଆତଙ୍କବାଦୀମାନଙ୍କୁ ଖଲାସ…
ଚନ୍ଦ୍ରରେ ପ୍ରଥମେ ପାଦ ଥାପିଥିବା ନୀଲ୍ ଆର୍ମଷ୍ଟ୍ରଙ୍ଗ୍ଙ୍କ ପିଲାଦିନର ଘର ବିକ୍ରି ହେବ
ୱାପାକୋନେଟା, ଓହିୟୋ, ୬ା୮ (ଏ.ପି.): ଚନ୍ଦ୍ରପୃଷ୍ଠରେ ପ୍ରଥମ ମାନବ ଭାବେ ପାଦ ଥାପି ଇତିହାସ ରଚିଥିବା ନୀଲ୍ ଆର୍ମଷ୍ଟ୍ରଙ୍ଗ୍ଙ୍କ ପିଲାଦିନର ସ୍ବପ୍ନ ଓ ଉଡ଼ାଣର ମୂଳଦୁଆ ପଡ଼ିଥିବା ଆମେରିକାର ଓହିୟୋସ୍ଥିତ ଦୁଇମହଲା ବାସଭବନଟି ଏବେ ବିକ୍ରି ହେବାକୁ ଯାଉଛି। ଗତ ପ୍ରାୟ…
ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….
ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି । ନିର୍ବାସନ ପରେ ପ୍ରଥମ ଥର ପାଇଁ ଭିସିରେ ହାସିନା ସମ୍ବୋଧନ କରିଥିଲେ…
କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…
ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ ସେମାନେ Intermediary definition ଅଧୀନରେ ଆସୁନାହାଁନ୍ତି। କେଉଁ କଣ୍ଟେଣ୍ଟ କାହା ପାଖକୁ ଯିବ,…
ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…
ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ମିଡିଆ ସହ ସିଧାସଳଖ (ଲାଇଭ) ଯୋଡ଼ି ହେବାକୁ…
ଆମେରିକାରେ ହଇଚଇ: ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର! ଗଲ୍ଫ କ୍ଲବ ନିକଟରୁ ବନ୍ଧୁକଧାରୀ ସନ୍ଦିଗ୍ଧ ଗିରଫ
ଓ୍ବାଶିଂଟନ୍,୫।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଲିଫର୍ଣ୍ଣିଆସ୍ଥିତ ଗଲ୍ଫ କ୍ଲବ ନିକଟରୁ ୩୮ ବର୍ଷୀୟ ଜଣେ ବ୍ୟକ୍ତିଙ୍କୁ ପୋଲିସ ହେପାଜତକୁ ନେଇଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ ଏକ ଲୋଡେଡ ପିସ୍ତଲ ଏବଂ ବହୁ ପରିମାଣର ଗୁଳି ଜବତ କରାଯାଇଛି। ଏହି…
ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !
ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି । କାରଣ ଖୁବ୍ କମ୍ ବର୍ଷ ମଧ୍ୟରେ ପୃଥିବୀରେ ଏକ ବିରାଟ ଆଷ୍ଟ୍ରୋଏଡ୍…
ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!
ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ ଏକ୍ସ ପକ୍ଷରୁ ଏହି ଫାଲକାନ-୯ ରକେଟ ଛଡାଯାଇଥିଲା । କିନ୍ତୁ ସେଥିରୁ ଏକ…
ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍ ହେଲା ଇସଲାମାବାଦ, ସେନାବେସ୍ରେ ବଡ଼ ହଲଚଲ
ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍ଲାମାବାଦକୁ ବିଭିନ୍ନ ସ୍ଥାନରେ କଣ୍ଟେନର ଲଗାଇ ସମ୍ପୂର୍ଣ୍ଣ ଭାବେ ସିଲ୍ କରାଯାଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ପ୍ରଧାନମନ୍ତ୍ରୀ…
ଟ୍ରମ୍ପଙ୍କ ଉପରେ ବଢିବ ଚାପ! ଭାରତ ସମେତ ୬୦ ଦେଶ ଉପରେ ଲାଗୁ ହୋଇଥିବା ଶୁଳ୍କ ଉପରେ ମାମଲା ରୁଜୁ କଲେ ୨୫ଟି ଆମେରିକା ରାଜ୍ୟ
ଓ୍ବାଶିଂଟନ,୪।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ଶୁଳ୍କ ନୀତି ପୁଣି ଥରେ ଆଇନଗତ ବିବାଦରେ ଫସିଛି। ଡେମୋକ୍ରାଟମାନଙ୍କ ଦ୍ୱାରା ଶାସିତ ୨୫ଟି ଆମେରିକା ରାଜ୍ୟ ଟ୍ରମ୍ପ ପ୍ରଶାସନ ବିରୁଦ୍ଧରେ କୋର୍ଟକୁ ଯାଇଛନ୍ତି। ଏହି ରାଜ୍ୟଗୁଡ଼ିକ ଭାରତ ସମେତ ୬୦ଟି ବାଣିଜ୍ୟିକ…
ଆମେରିକାରେ ହଇଚଇ! ଇରାନ ଉପରେ ଆକ୍ରମଣ ଯୋଜନା ଲିକ; ଏମାନଙ୍କୁ ଦାୟୀ କଲେ ଟ୍ରମ୍ପ…
ଓ୍ବାଶିଂଟନ,୪।୮: ଘଟଣାକ୍ରମ ପରେ, ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ ଯୋଜନା ବନ୍ଦ କରିଛି। ଟ୍ରମ୍ପ ଏହି ନିଷ୍ପତ୍ତି ପାଇଁ କାତାର ଏବଂ ୟୁଏଇର ମଧ୍ୟସ୍ଥତା ପ୍ରୟାସକୁ ଦାୟୀ କରିଛନ୍ତି। ଏହି ସମୟରେ, ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି,…
Archives


