ଅନ୍ତର୍ଜାତୀୟ

ବ୍ରିକ୍ସ ସମ୍ପ୍ରସାରଣକୁ ଭାରତର ପୂର୍ଣ୍ଣ ସମର୍ଥନ ରହିଛି: ମୋଦି

ଜୋହାନ୍ସବର୍ଗ,୨୪ା୮(ପି.ଟି.) : ବ୍ରିକ୍ସର ସମ୍ପ୍ରସାରଣକୁ ଭାରତ ପୂର୍ଣ୍ଣ ସମର୍ଥନ କରେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିବା ସହ ଏନେଇ ଅନ୍ୟ ସଦସ୍ୟ ରାଷ୍ଟ୍ରଗୁଡ଼ିକର ସହମତିକୁ ସ୍ବାଗତ କରିଛନ୍ତି। ସଦସ୍ୟ ରାଷ୍ଟ୍ରଗୁଡ଼ିକ ମଧ୍ୟରେ ସହଯୋଗ ବଢ଼ାଇବା ଲାଗି ପ୍ରଧାନମନ୍ତ୍ରୀ ମହାକାଶ ଆବିଷ୍କାର…

ରୁଷିଆରେ ବିମାନ ଦୁର୍ଘଟଣା: ୧୦ ମୃତ

ମସ୍କୋ,୨୪।୮: ରୁଷିଆ ରାଜଧାନୀ ମସ୍କୋରୁ ସେଣ୍ଟ୍‌ ପିଟର୍ସବର୍ଗ ଅଭିମୁଖେ ଯାଉଥିବା ଏକ ବିଜ୍‌ନେସ୍‌ ଜେଟ୍‌ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବିମାନରେ ଥିବା ସମସ୍ତ ୧୦ ଯାତ୍ରୀଙ୍କ ମୃତ୍ୟୁ ଘଟଛି। ଯାତ୍ରୀ ତାଲିକାରେ ରୁଷିଆର ଘରୋଇ ସେନା ଓ୍ବାଗନର ମୁଖ୍ୟ…

ଭାରତର ଐତିହାସିକ ମିଶନକୁ ସଫଳ କରିବାରେ ନାସା, ଇସାର ଥିଲା ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ,୨୩ା୮: ଭାରତର ଚନ୍ଦ୍ରୟାନ-୩ ବୁଧବାର ସନ୍ଧ୍ୟାରେ ସଫଳତାର ସହ ଚନ୍ଦ୍ରପୃଷ୍ଠରେ ଅବତରଣ କରିଛି। ଇସ୍ରୋ ଦ୍ୱାରା ଚନ୍ଦ୍ରରେ ସଫଳ ଅବତରଣ ସହିତ ଭାରତ ଇତିହାସ ରଚିଛି। ଚନ୍ଦ୍ରରେ ସଫଳତାର ସହ ଅବତରଣ କରିବାରେ ଭାରତ ବିଶ୍ୱର ଚତୁର୍ଥ ଦେଶ ହୋଇପାରିଛି। କିନ୍ତୁ…

ବ୍ରିକ୍ସ ବିସ୍ତାରକୁ ଭାରତ ସମ୍ପୂର୍ଣ୍ଣ ରୂପେ କରୁଛି ସମର୍ଥନ: ମୋଦି

ଜୋହାନ୍ସବର୍ଗ,୨୩।୮: ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଓ ଦକ୍ଷିଣ ଆଫ୍ରିକାକୁ ନେଇ ଗଠିତ ରାଷ୍ଠ୍ର ସମୂହ ବ୍ରିକ୍ସର ପଞ୍ଚଦଶ ସମ୍ମିଳନୀର ଦ୍ୱିତୀୟ ଦିନରେ ସର୍ବଦଳୀୟ ଅଧିବେଶନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି ଯେ, ପ୍ରାୟ ଦୁଇ ଦଶନ୍ଧି…

ଏହି କ୍ଷଣ ଅବିସ୍ମରଣୀୟ: ମୋଦି

ନୂଆଦିଲ୍ଲୀ/ଜୋହାନ୍ସବର୍ଗ,୨୩ା୮: ବୁଧବାର ସନ୍ଧ୍ୟାରେ ଇତିହାସ ରଚିଛି ଭାରତ। ଇସ୍ରୋର ଚନ୍ଦ୍ରୟାନ-୩ ସୁରକ୍ଷିତ ଭାବରେ ଚନ୍ଦ୍ରର ସାଉଥ୍‌ପୋଲ ବା ଦକ୍ଷିଣ ମେରୁରେ ଲ୍ୟାଣ୍ଡିଂ କରିଛି। ଏହି ସଫଳତା ହାସଲ ପରେ ଦକ୍ଷିଣ ଆଫ୍ରିକା ଗସ୍ତରେ ଥାଇ ପ୍ରଧାନମନ୍ତ୍ରୀ ସେଠାରୁ ଇସ୍ରୋ ବୈଜ୍ଞାନିକ ଏବଂ…

ଭାରତକୁ ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୨୩।୮: ଚନ୍ଦ୍ରୟାନ-୩ ଆଉ କିଛି ସମୟ ପରେ ଚନ୍ଦ୍ର ପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରିବ। ଏହି ସମୟ ମଧ୍ୟରେ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)କୁ ସାରା ବିଶ୍ୱରେ ପ୍ରଶଂସା କରାଯାଉଛି। କାରଣ ଚନ୍ଦ୍ରୟାନ-୩ର ବଜେଟ ଅନ୍ୟ ଦେଶର ମିଶନଠାରୁ କମ…

ଭାରତକୁ ଅଭିନନ୍ଦନ ଜଣାଇଲେ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି

ନୂଆଦିଲ୍ଲୀ,ଜୋହାନ୍ସବର୍ଗ,୨୩ା୮: ଚନ୍ଦ୍ରୟାନ-୩ ମିଶନକୁ ନେଇ ସମଗ୍ର ବିଶ୍ୱରେ ଆନନ୍ଦର ଲହରୀ ଖେଳିଯାଇଛି। ଅଗଷ୍ଟ ୨୩ ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଚନ୍ଦ୍ରୟାନ-୩ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ। ଏନେଇ ବ୍ରିକ୍ସ ଶିଖର ସମ୍ମିଳନୀରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମାଫୋସା ଚନ୍ଦ୍ରୟାନ-୩ ଅବତରଣ କରିବାକୁ…

କାଉଣ୍ଟଡାଉନ୍‌ ଆରମ୍ଭ, ଇତିହାସ ରଚିବ ଭାରତ

ନୂଆଦିଲ୍ଲୀ,୨୩ା୮: ଭାରତର ଚନ୍ଦ୍ରୟାନ-୩ ଆଉ କିଛି ସମୟ ମଧ୍ୟରେ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରିବ। ଏନେଇ ସମଗ୍ର ବିଶ୍ୱବାସୀଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି। ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର ଆଜି ଏନେଇ ଇତିହାସ ରଚିବାକୁ ଯାଉଛି। ଚନ୍ଦ୍ରୟାନ-୩ ଆଜି ଚନ୍ଦ୍ରର…

ମଞ୍ଚରେ ପଡ଼ିଥିଲା ତ୍ରିରଙ୍ଗା, ଏମିତି କିଛି କରି ଦେଶବାସୀଙ୍କ ହୃଦୟ ଜିତିଲେ ମୋଦି, ଭିଡିଓ ଦେଖିଲେ…

ନୂଆଦିଲ୍ଲୀ,ଜୋହାନ୍ସବର୍ଗ,୨୩ା୮: ଚାଇନା, ଦକ୍ଷିଣ ଆଫ୍ରିକା ଏବଂ ବ୍ରାଜିଲରୁ ଆସିଥିବା ପ୍ରତିପକ୍ଷଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଜୋହାନ୍ସବର୍ଗରେ ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେଇଛନ୍ତି। ବ୍ରିକ୍ସକୁ କିପରି ବିସ୍ତାର କରାଯିବ ସେନେଇ ଏହି ଦେଶମାନଙ୍କ ମଧ୍ୟରେ ଆଲୋଚନା କରିଛନ୍ତି। ଏଥି ସହ…

ନଦୀକୁ ଖସିଲା ବସ୍‌: ୮ ମୃତ, ୧୫ ଆହତ

କାଠମାଣ୍ଡୁ,୨୩ା୮: ନେପାଳର ବାଗମତି ପ୍ରଦେଶରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ବୁଧବାର ନେପାଳର ବାଗମତି ପ୍ରଦେଶରେ ଏକ ଯାତ୍ରୀବାହୀ…

ଆମେରିକା ରାଷ୍ଟ୍ରପତି ବାଇଡେନଙ୍କ ପାଇଁ ଭାରତ ହେଉଛି ସବୁଠୁ ଗରୁତ୍ୱପୂର୍ଣ୍ଣ ଦେଶ: ଆମେରିକାର ରାଷ୍ଟ୍ରଦୂତ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୩।୮: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ପାଇଁ ଭାରତ ହେଉଛି ସବୁଠୁ ଗରୁତ୍ୱପୂର୍ଣ୍ଣ ଦେଶ। ଭାରତରେ ଆମେରିକାର ରାଷ୍ଟ୍ରଦୂତ ଏରିକ ଗାର୍ସେଟୀ ଏହା କହିଛନ୍ତି। ତାଙ୍କୁ ଭାରତରେ ରାଷ୍ଟ୍ରଦୂତ ଭାବେ କାମ କରିବା ପୂର୍ବରୁ ରାଷ୍ଟ୍ରପତି ଜୋ ବାଇଡେନ ତାଙ୍କୁ କହିଥିଲେ…

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ/ଜୋହାନ୍ସବର୍ଗ,୨୩।୮: ଆଜି ହେଉଛି ୧୫ତମ ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ। ଏହି ପରିପେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମଫୋସାଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବାକୁ ଯାଉଛନ୍ତି। ଏହା ପରେ ପ୍ରଧାନମନ୍ତ୍ରୀ ମୋଦି ଜୋହାନ୍ସବର୍ଗରେ ଖୋଲା ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri