ଅନ୍ତର୍ଜାତୀୟ

କେବଳ ବ୍ରିଟେନ ନୁହେଁ, ଏହି ୧୫ ଦେଶର ମୁଖ୍ୟ ହୋଇଛନ୍ତି କିଙ୍ଗ୍‌ ଚାଲର୍‌ସ

ଲଣ୍ଡନ,୭ା୫: ରାଣୀ ଏଲିଜାବେଥଙ୍କ ଦୀର୍ଘ ଶାସନ ଏବଂ ତାଙ୍କ ଦେହାନ୍ତ ପରେ ମେ’ ୬ରେ ୭୪ ବର୍ଷୀୟ ପ୍ରିନ୍ସ ଚାଲର୍‌ସ ତୃତୀୟଙ୍କୁ ରାଜା ଭାବରେ ମୁକୁଟ ପିନ୍ଧାଯାଇଛି। ଏହା ସହିତ ବ୍ରିଟିଶ ରାଜା, ଯିଏକି ବ୍ରିଟିଶ ରାଜତନ୍ତ୍ରର ଶୀର୍ଷ ପଦବୀ...

‘ସାରା ବିଶ୍ୱରେ ଦେଶ ଅପମାନିତ ହେଉଛି’

ଇସଲାମାବାଦ,୭ା୫: ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାନ୍‌ ଦେଶର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଏବଂବୈଦେଶିକ ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋଙ୍କ ବିଦେଶ ଗସ୍ତ ପାଇଁ ସମାଲୋଚନା କରିଛନ୍ତି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଇଂଲଣ୍ଡର ରାଜା ଚାଲର୍‌ସ ତୃତୀୟଙ୍କ ଶପଥ ଗ୍ରହଣ...

ରୁଷିଆ ଉପରେ ୧୦ରୁ ଅଧିକ ଡ୍ରୋନ୍‌ ଆକ୍ରମଣ କଲା ୟୁକ୍ରେନ

କିଭ୍‌,୭ା୫: ୟୁକ୍ରେନ କ୍ରିମିଆ ଉପଦ୍ୱୀପ ଉପରେ ରାତିସାରା ୧୦ରୁ ଅଧିକ ଡ୍ରୋନ୍‌ ଆକ୍ରମଣ କରିଥିଲା। ସେବାଷ୍ଟୋପୋଲ ବନ୍ଦରରେ ଲଞ୍ଚ ହୋଇଥିବା ୩ଟି ଡ୍ରୋନ୍‌ ମଧ୍ୟ ଏଥିରେ ଅନ୍ତର୍ଭୁକ୍ତ। ରବିବାର ଏନେଇ ରୁଷିଆର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ସେବାଷ୍ଟୋପୋଲର...

କିଙ୍ଗ ଚାର୍ଲସ ତୃତୀୟଙ୍କ କରୋନେଶନ କନସର୍ଟରେ ସାମିଲ ହେବେ ନାହିଁ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୭।୫: ବ୍ରିଟେନର ରାଜା କିଙ୍ଗସ ଚାର୍ଲସ ତୃତୀୟଙ୍କ ରାଜ୍ୟାଭିଷେକ ଶେଷ ହୋଇଛି। ତାଙ୍କ ରାଜ୍ୟାଭିଷେକ ସମାରୋହରେ ପ୍ରାୟ ୨,୨୦୦ ଅତିଥି ସାମିଲ ହୋଇଥିଲେ। ହେଲେ ଏହି ଆୟୋଜନର ସବୁଠାରୁ ବଡ ଆକର୍ଷଣ ଥିଲେ ରାଜକୁମାର ହ୍ୟାରୀ। ସମସ୍ତଙ୍କ ନଜର ତାଙ୍କ...

କଙ୍ଗୋ ବନ୍ୟାରେ ୧୭୫ରୁ ଅଧିକ ମୃତ, ଅନେକେ ନିଖୋଜ, ସ୍କୁଲ-ହସ୍ପିଟାଲ ସବୁ ବନ୍ଦ

ବ୍ରଜାଭିଲେ,୭।୫: ଆଫ୍ରିକା ଦେଶ କଙ୍ଗୋରେ ପ୍ରକୃତି ଦାଉ ସାଧିଛି। ସୂଚନାଯୋଗ୍ୟ, ଗତ ପ୍ରାୟ ୨ ଦିନ ହେବ ଲଗାଣ ବର୍ଷା ଓ ଭୂସ୍ଖଳନ ଫଳରେ ଏଠାରେ ବନ୍ୟା ଆସିଛି। ଏହି ବନ୍ୟାରେ ଏବେ ପର୍ଯ୍ୟନ୍ତ ୧୭୫ ଜଣଙ୍କ ମୃତ୍ୟୁ ହୋଇଥିବା...

ଟେକ୍ସାସ ଶପିଂ ମଲରେ ଗୁଳିକାଣ୍ଡ, ଅତିକମରେ ୯ ମୃତ

ଓ୍ବାଶିଂଟନ,୭।୫: ଆମେରିକାରେ ଲଗାତାର ଭାବେ ଗୁଳିକାଣ୍ଡ ଘଟଣା ବଢିବାରେ ଲାଗିଛି। ସଦ୍ୟତମ ଘଟଣା ଘଟିଛି ଟେକ୍ସାସରେ। ମିଡିଆ ରିପୋର୍ଟ ଅନୁଯାୟୀ, ଟେକ୍ସାସର ଏକ ଶପିଂ ମଲରେ ଗୁଳିକାଣ୍ଡ ହୋଇଛି। ଏଥିରେ ୯ ଜଣଙ୍କ ମୃତ୍ୟୁ ହୋଇଥିବା ସହ କେତେଜଣ ଶିଶୁ...

ରୁଷିଆ କ୍ଷେପଣାସ୍ତ୍ରକୁ ଖସାଇଲା ୟୁକ୍ରେନ୍‌

କିଭ୍‌,୭।୫: ରୁଷିଆର ହାଇପରସୋନିକ୍‌ ମିଶାଇଲକୁ ୟୁକ୍ରେନ୍‌ ବାୟୁସେନା ଖସାଇଦେଇଥିବା ଶନିବାର ଦାବି କରିଛି। ଆମେରିକାର ପାଟ୍ରିଅଟ୍‌ ଡିଫେନ୍ସ ସିଷ୍ଟମ ସହାୟତାରେ ୟୁକ୍ରେନ୍‌ ପ୍ରଥମ ଥର ପାଇଁ ମସ୍କୋର ଅତ୍ୟାଧୁନିକ କ୍ଷେପଣାସ୍ତ୍ରକୁ ପ୍ରତିହତ କରିବାକୁ ସମର୍ଥ ହୋଇଛି। ୟୁକ୍ରେନ୍‌ ରାଜଧାନୀରେ ରୁଷିଆ...

ବାଇଡେନ୍‌ଙ୍କ ନୀତି ଉପଦେଷ୍ଟା ନୀରା ଟଣ୍ଡେନ

ଓ୍ବାଶିଂଟନ, ୭।୫: ଭାରତୀୟ ବଂଶୋଦ୍ଭବ ନୀରା ଟଣ୍ଡେନ୍‌ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ପ୍ରଶାସନର ଘରୋଇ ନୀତି ଉପଦେଷ୍ଟା ଭାବେ ନିଯୁକ୍ତ ହୋଇଛନ୍ତି। ଭାରତୀୟ-ଆମେରିକୀୟ ପବ୍ଲିକ୍‌ ପଲିସି ବିଶେଷଜ୍ଞ ୫୨ ବର୍ଷୀୟା ଟଣ୍ଡେନ୍‌ ସୁସାନ ରାଇସ୍‌ଙ୍କ ସ୍ଥାନ ନେଇଛନ୍ତି। ହ୍ବାଇଟ୍‌...

ଖବର ସଂଗ୍ରହ ବେଳେ ସାକ୍ଷୀ ଜୋଷୀଙ୍କୁ ପୋଲିସ ଆକ୍ରମଣ

ନୂଆଦିଲ୍ଲୀ/ନ୍ୟୁୟର୍କ, ୭।୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ମୁଖ୍ୟ ବ୍ରିଜ ଭୂଷଣ ଶରନ ସିଂଙ୍କ ବିରୋଧରେ ମହିଳା କୁସ୍ତିଯୋଦ୍ଧାମାନେ ଯୌନ ନିର୍ଯାତନା ଅଭିଯୋଗ ଆଣି କାର୍ଯ୍ୟାନୁଷ୍ଠାନ ଲାଗି ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଆନ୍ଦୋଳନ ଚଳାଇଛନ୍ତି। ଖବର ସଂଗ୍ରହ କରିବାକୁ ବୁଧବାର...

୩୬୦ ବର୍ଷ ପୁରୁଣା ରାଜମୁକୁଟ

ଲଣ୍ଡନ, ୭।୫: ରାଜ୍ୟାଭିଷେକ ଅବସରରେ ସେଣ୍ଟ ଏଡ୍‌ଓ୍ବାର୍ଡଙ୍କ ରାଜମୁକୁଟ ଚାଲର୍‌ସଙ୍କୁ ପିନ୍ଧାଯାଇଛି। ତାଙ୍କ ପୂର୍ବରୁ ମୁକୁଟକୁ ତାଙ୍କ ମା’ ତଥା ବ୍ରିଟେନ୍‌ର ଦିବଂଗତ ମହାରାଣୀ ଏଲିଜାବେଥ ୨ୟ ୧୯୫୩ ନିଜ ରାଜ୍ୟାଭିଷେକରେ ପରିଧାନ କରିଥିଲେ। ଏଲିଜାବେଥ୍‌ଙ୍କ ପୂର୍ବରୁ ୧୯୩୭ରେ କିଙ୍ଗ୍‌...

‘ଈଶ୍ୱର ରାଜାଙ୍କୁ ରକ୍ଷା କରନ୍ତୁ ’

ଲଣ୍ଡନ, ୭।୫: ଗତବର୍ଷ ସେପ୍ଟେମ୍ବର ୮ରେ ବ୍ରିଟେନର ମହାରାଣୀ ଏଲିଜାବେଥ୍‌ ୨ୟଙ୍କ ପରଲୋକ ଘଟିଥିଲା। ଏଲିଜାବେଥଙ୍କ ପରେ କିଙ୍ଗ୍‌ ଚାଲର୍‌ସ ୩ୟ ହିଁ ଥିଲେ ବ୍ରିଟେନ୍‌ ରାଜା ହେବା ପାଇଁ ଦାବିଦାର। ପ୍ରିନ୍ସ ଅଫ୍‌ ଓ୍ବେଲ୍ସର ଭାବେ ବହୁ ବର୍ଷ...

ସୁନକଙ୍କୁ ଝଟକା, ୧୦୦୦ରୁ ଅଧିକ କାଉନସିଲର ପରାଜିତ…

ଲଣ୍ଡନ,୬।୫ : ବ୍ରିଟେନର ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ସ୍ଥାନୀୟ ପୌରପରିଷଦ ନିର୍ବାଚନରେ ଏକ ବଡ଼ ଝଟ୍‌କା ଲାଗିଛି। ସାରା ଦେଶରେ ଅନୁଷ୍ଠିତ ପୌରପରିଷଦ ନିର୍ବାଚନରେ ସୁନକଙ୍କ କଞ୍ଜରଭେଟିବ ପାର୍ଟି ୪୮ ଟି ପରିଷଦରେ ପରାସ୍ତ ହୋଇଛି। ଏଥିସହ ଦଳର ୧୦୦୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri