ଅନ୍ତର୍ଜାତୀୟ

କେତେ ସମ୍ପତ୍ତି ଛାଡି ଦେଇ ଗଲେ ଖାଲେଦା ଜିଆ, ଜାଣନ୍ତୁ ତାଙ୍କର ନେଟ୍‌ ଓ୍ବର୍ଥ

ଢାକା,୩୦।୧୨: ବାଂଲାଦେଶୀ ରାଜନୀତିର ଜଣେ ପ୍ରବୀଣ ବ୍ୟକ୍ତିତ୍ୱ, ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ଖାଲେଦା ଜିଆଙ୍କ ମୃତ୍ୟୁ ପରେ, ଏକ ପ୍ରଶ୍ନ ନିରନ୍ତର ଆସୁଛି: ସେ କେତେ ସମ୍ପତ୍ତି ଛାଡି ଯାଇଥିଲେ? କ୍ଷମତାର ଶୀର୍ଷରେ ରହିବା…

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ ବାଂଲାଦେଶ ପ୍ରିମିୟର ଲିଗ ମ୍ୟାଚ ବାତିଲ କରିଛି। ସିଲହଟ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଆଜିର…

ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଖାଲେଦା ଜିଆ କରିଥିଲେ ନାମାଙ୍କନ, ଏବେ ଆଲୋଚନା ପୁଅଙ୍କୁ ମିଳିବକି ସହାନୁଭୁତି? ଜାଣନ୍ତୁ ବାଂଲାଦେଶ ରାଜନୀତିର…

ଢାକା,୩୦।୧୨: ଆସନ୍ତା ବର୍ଷ ଫେବୃଆରୀରେ ବାଂଲାଦେଶରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ମୃତ୍ୟୁକୁ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ପାଇଁ ଏକ ବଡ଼ ଧକ୍କା ବୋଲି ବିବେଚନା କରାଯାଉଛି। BNPର ଦୀର୍ଘକାଳୀନ ନେତା ଭାବରେ,…

ଏହି ଦେଶଗୁଡ଼ିକରେ ନାଗରିକତା ପାଇବା ବହୁତ କଷ୍ଟକର, ଅପେକ୍ଷା କରିବାକୁ ପଡେ ୨୦ରୁ ୨୫ ବର୍ଷ

ନୂଆଦିଲ୍ଲୀ,୩୦।୧୨: ପ୍ରତିବର୍ଷ, ଭାରତରୁ ଲକ୍ଷ ଲକ୍ଷ ଲୋକ ସେମାନଙ୍କର ନାଗରିକତା ପରିତ୍ୟାଗ କରି ବିଦେଶରେ ବସବାସ କରନ୍ତି। ସରକାର ନିକଟରେ ଏହି ବିଷୟରେ ତଥ୍ୟ ପ୍ରକାଶ କରିଛନ୍ତି। ବିଦେଶରେ ବସବାସ କରୁଥିବା ଲୋକଙ୍କ ମଧ୍ୟରୁ ଅଧିକାଂଶ ଧନୀ ହୋଇଥିଲେ ମଧ୍ୟ ଅନେକ…

ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ବେଗମ ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ତାଙ୍କ ଅବଦାନକୁ ମନେ ପକାଇ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ବାଂଲାଦେଶର ପ୍ରଥମ…

କିଏ ଥିଲେ ଖାଲେଦା ଜିଆଙ୍କ ସ୍ବାମୀ ଜିଆ ଉର ରେହମାନ? ପାକିସ୍ତାନୀ ସେନା ବିରୋଧରେ ବିଦ୍ରୋହ, ପରେ ବିଏନପି ଗଠନ, ଶେଷରେ…

ଡାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ଦେହାନ୍ତ ହୋଇଛି। ସେ ଅନେକ ରୋଗ ସହିତ ଲଢୁଥିଲେ। ଉଲ୍ଲେଖନୀୟ ଯେ ତାଙ୍କ ମୃତ୍ୟୁର କିଛି ଦିନ ପୂର୍ବରୁ ତାଙ୍କ ପୁଅ ତାରିକ ରହମାନ ୧୯ ବର୍ଷ ନିର୍ବାସନ ପରେ ବାଂଲାଦେଶ ଫେରି…

ଖୁବ ଷ୍ଟାଇଲିସ ଥିଲେ ଖାଲେଦା ଜିଆ, ହାଲ୍‌କା ଶାଢିକୁ ବଡ଼ ବଡ଼ ସନ୍‌ଗ୍ଲାସ, ପୂରା ସାଉଥ ଏସିଆର ଚର୍ଚ୍ଚିତ ଷ୍ଟାଇଲ ଥିଲା…

ଢାକା,୩୦।୧୨: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଏବଂ ବିଏନପି ମୁଖ୍ୟ ଖାଲେଦା ଜିଆଙ୍କୁ ପ୍ରାୟତଃ ରାଜନୀତି, ସଂଘର୍ଷ ଏବଂ ଶକ୍ତିର ପ୍ରତୀକ ଭାବରେ ଦେଖାଯାଏ। ତଥାପି, ତାଙ୍କର ଫ୍ୟାଶନ ଏବଂ ଷ୍ଟାଇଲ ମଧ୍ୟ କମ ଚର୍ଚ୍ଚାରେ ନଥିଲା। ଖାଲେଦା ଜିଆଙ୍କ ପୋଷାକ କେବେବି…

Khaleda Zia Death: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କର ଭାରତ ସହ ଥିଲା କ’ଣ କନ୍ସେନ? ଜାଣନ୍ତୁ…

ଢାକା,୩୦।୧୨: ବାଂଲାଦେଶ ରାଜନୀତିର ଜଣେ ପ୍ରବୀଣ ବ୍ୟକ୍ତିତ୍ୱ ଏବଂ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କର ମଙ୍ଗଳବାର (ଡିସେମ୍ବର ୩୦, ୨୦୨୫)ରେ ୮୦ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ ଦଳ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ଏକ ସରକାରୀ…

‘ନେତାନ୍ୟାହୁ ନ ଥିଲେ ଆଜି ମାନଚିତ୍ରରେ ହୁଏତ ଇସ୍ରାଏଲ ନ ଥାଆନ୍ତା’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ଏହାର କାରଣ

ଓ୍ବାଶିଂଟନ,୩୦ ।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସୋମବାର ଆମେରିକାର ଫ୍ଲୋରିଡାରେ ପହଞ୍ଚିଥିଲେ, ଯେଉଁଠାରେ ସେ ପୂର୍ବତନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଥିଲେ। ଏହି ବୈଠକର ପ୍ରାଥମିକ ଉଦ୍ଦେଶ୍ୟ ଗାଜା ଯୁଦ୍ଧବିରତି ଯୋଜନାର ଗୁରୁତ୍ୱପୂର୍ଣ୍ଣ ଦ୍ୱିତୀୟ ପର୍ଯ୍ୟାୟକୁ ଆଗକୁ ବଢାଇବା…

ସାମୁଦ୍ରିକ କ୍ଷମତା ବଢ଼ାଉଛି ଚାଇନା

ବେଜିଂ,୩୦ା୧୨:ତାଇଓ୍ବାନକୁ ଚାଇନା ନିଜ ଅଞ୍ଚଳ ବୋଲି ଦାବି କରିଆସୁଥିବାବେଳେ ଏହାକୁ ନେଇ ଜାପାନ ସହ ବେଜିଂର କୂଟନୈତିକ ଉତ୍ତେଜନା ଦେଖାଦେଇଛି। ଏଭଳି ସମୟରେ ଚାଇନା ସେନା ସୋମବାର ତାଇଓ୍ବାନ ପ୍ରଣାଳୀର ମଧ୍ୟବର୍ତ୍ତୀ ଅଞ୍ଚଳରେ ବଡ଼ ଧରଣର ସମରାଭ୍ୟାସ ଆରମ୍ଭ କରିଛି। ଚାଇନା…

୮୦ ବର୍ଷରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପରଲୋକ

ଢାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି। ସେ କିଛି ଦିନ ଧରି ଅସୁସ୍ଥ ଥିଲେ। ତାଙ୍କୁ ନଭେମ୍ବର ୨୩ରୁ ଢାକାର ଏଭରକେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ଅନେକ ରୋଗରେ ପୀଡିତ ଥିଲେ।…

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା ଓ ଭିତ୍ତିହୀନ ବୋଲି କହି ପ୍ରତ୍ୟାଖ୍ୟାନ କରିଛନ୍ତି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି। ରୁଷିଆର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri