ଅନ୍ତର୍ଜାତୀୟ

ପ୍ଲୁଟୋକୁ ପୁଣି ଥରେ ଏକ ପୂର୍ଣ୍ଣ ଗ୍ରହର ମାନ୍ୟତା ଦେବା ପାଇଁ ଲଢ଼େଇ ଚଳାଇଛି ନାସା, ଖୁବ୍‌ଶୀଘ୍ର ପ୍ରକାଶ ପାଇବ ତଥ୍ୟ

ଓ୍ବାଂଶିଟନ,୩ା୫: ସୌରମଣ୍ଡଳର ନବମ ଗ୍ରହ ଭାବେ ପରିଚିତ ‘ପ୍ଲୁଟୋ’କୁ ନେଇ ଦୁଇ ଦଶନ୍ଧି ହେଲା ବିବାଦ ଚାଲିଥିବାବେଳେ ଏବେ ଏହା ନୂଆ ମୋଡ଼ ନେଇଛି। ୨୦୦୬ରେ ଅନ୍ତର୍ଜାତୀୟ ଜ୍ୟୋତିର୍ବିଜ୍ଞାନ ସଂଘ (ଆଇଏୟୁ) ପ୍ଲୁଟୋକୁ ପୂର୍ଣ୍ଣ ଗ୍ରହ ଭାବେ ଗ୍ରହଣ ନ କରି…

ଅସ୍ତ୍ରବିରତି ସତ୍ତ୍ୱେ ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବିରୁଟ୍‌,୨ା୫: ଇସ୍ରାଏଲ୍‌ ଏବଂ ହେଜବୋଲ୍ଲା ମଧ୍ୟରେ ଅସ୍ତ୍ରବିରତି ସତ୍ତ୍ୱେ ଯୁଦ୍ଧ ଜାରି ରହିଛି। ଇସ୍ରାଏଲ୍‌ ଶନିବାର ଦକ୍ଷିଣ ଲେବାନନ୍‌ରେ ଏୟାରଷ୍ଟ୍ରାଇକ୍‌ କରିବାରୁ ଅନୂ୍ୟନ ୭ ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରମଣ ପୂର୍ୱରୁ ଇସ୍ରାଏଲୀ ସେନା ଉକ୍ତ ଅଞ୍ଚଳରେ ଥିବା ୯ଟି ଗ୍ରାମକୁ…

ଇରାନ ମାଟିରେ କେଉଁଠୁ ଆସିଲା ଏତେ ବୋମା? ଯାହାକୁ ଡିଫ୍ୟୁଜ କରୁକରୁ ଗଲା ୧୪ IRGC ବୈଜ୍ଞାନିକଙ୍କ ଜୀବନ

ତେହରାନ,୨।୫: ଇରାନର ଜାଞ୍ଜାନ ପ୍ରଦେଶରେ ଏକ ବଡ଼ ସାମରିକ ଅଭିଯାନ ସମୟରେ ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଇରାନର ସରକାରୀ ସମାଚାର ଏଜେନ୍ସି, IRNA ଅନୁଯାୟୀ, ଏକ କ୍ଲିୟରାନ୍ସ ଅପରେଶନ ସମୟରେ ରିଭୋଲ୍ୟୁସନାରୀ ଗାର୍ଡ (IRGC)ର ୧୪ଜଣ ବୈଜ୍ଞାନିକଙ୍କ ମୃତ୍ୟୁ ଘଟିଛି।…

ଇରାନର ‘ଡିଲ ମେକର୍‌’, ଆମେରିକା ସହିତ ଆଲୋଚନାରେ ପ୍ରମୁଖ ବ୍ୟକ୍ତି… କିଏ ସେହି ଆବାସ ଆରାକଚି? ଜାଣନ୍ତୁ…

ତେହରାନ,୨।୫: ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧବିରତି ଆଲୋଚନାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରି ବର୍ତ୍ତମାନ ଖବରର ଶିରୋନାମାରେ ଅଛନ୍ତି। ତାଙ୍କୁ ଜଣେ ମହାନ ‘ଡିଲ-ମେକର୍‌’ ଭାବରେ ବିବେଚନା କରାଯାଏ, ଯାହାଙ୍କ…

ମଧ୍ୟପ୍ରାଚ୍ୟ ସଙ୍କଟ ଜାହାଜ ଚଳାଚଳ ମାର୍ଗରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି; ନୂତନ କେନ୍ଦ୍ର ଭାବରେ ଉଭା ହୋଇଛି ଆଫ୍ରିକା

ତେହରାନ,୨।୫: ପଶ୍ଚିମ ଏସିଆରେ ବଢୁଥିବା ସଙ୍କଟ ମଧ୍ୟରେ, ଅନ୍ତର୍ଜାତୀୟ ଜାହାଜ ଚଳାଚଳ ମାର୍ଗରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଉଛି। ହର୍ମୁଜ ପ୍ରଣାଳୀ ବନ୍ଦ ହେବା ଏବଂ ଲାଲ ସାଗରରେ ଦୀର୍ଘକାଳୀନ ଉତ୍ତେଜନା ବାଣିଜି୍ୟକ ଜାହାଜଗୁଡ଼ିକୁ ସେମାନଙ୍କର ପଥ ପରିବର୍ତ୍ତନ କରିବାକୁ ବାଧ୍ୟ…

ଚାଇନା ବିରୋଧରେ ବଡ଼ ଆକ୍ସନ ନେଲା ଆମେରିକା: ବିଶ୍ୱରେ ହଲଚଲ

ଓ୍ବାଶିଂଟନ୍‌,୨।୫: ଆମେରିକା ଏକ ଚାଇନା-ଭିତ୍ତିକ ଅଶୋଧିତ ତୈଳ ଟର୍ମିନାଲ ଅପରେଟରକୁ ଇରାନ କମ୍ପାନୀଗୁଡ଼ିକରୁ ପେଟ୍ରୋଲିୟମ ଉତ୍ପାଦ ଆମଦାନୀ କରିବାରୁ ନିଷିଦ୍ଧ କରିଛି। ଅନ୍ୟ କମ୍ପାନୀଗୁଡ଼ିକୁ ଚେତାବନୀ ଦେଇଛି ଯେ, ଯଦି ସେମାନେ ହର୍ମୁଜ ପ୍ରଣାଳୀ ଦେଇ ପରିବହନ ପାଇଁ ତେହରାନକୁ ଟିକସ…

ଇରାନ ପରେ ଏବେ ଟ୍ରମ୍ପଙ୍କ ଟାର୍ଗେଟ୍‌ରେ ଏହି ଦେଶ, ଘୋଷଣା ପରେ ବିଶ୍ୱରେ ହଇଚଇ

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ବୟାନ ଦେଇଛନ୍ତି ଯାହା ଅନ୍ତର୍ଜାତୀୟ କ୍ଷେତ୍ରରେ ହଇଚଇ ସୃଷ୍ଟି କରିଛି। ଫ୍ଲୋରିଡାର ପାମ ବିଚ୍‌ରେ ଥିବା ଫୋରମ୍‌ କ୍ଲବ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଟ୍ରମ୍ପ ଘୋଷଣା କରି କହିଛନ୍ତି, ଆମେରିକା…

US-Iran War: ଶେଷ ହେଲା ଆମେରିକା-ଇରାନ ଯୁଦ୍ଧ? US ସାଂସଦଙ୍କୁ ଚିଠି ଲେଖିଲେ ଟ୍ରମ୍ପ, ଜାଣନ୍ତୁ ଡିଲକୁ ନେଇ କ’ଣ କହିଛନ୍ତି

ଓ୍ବାଶିଂଟନ,୨।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ US ସାଂସଦମାନଙ୍କୁ ସୂଚନା ଦେଇଛନ୍ତି ଯେ ଇରାନ ବିରୁଦ୍ଧରେ ଯୁଦ୍ଧ ଶେଷ ହୋଇଛି; ତେଣୁ, ସାମରିକ କାର୍ଯ୍ୟାନୁଷ୍ଠାନ ପାଇଁ କଂଗ୍ରେସ ଅନୁମୋଦନ ନେବାକୁ ତାଙ୍କୁ ଆବଶ୍ୟକ କରୁଥିବା ବୈଧାନିକ ସମୟସୀମା ତାଙ୍କ ପାଇଁ ପ୍ରଯୁଜ୍ୟ…

ଯୁଦ୍ଧ ମଧ୍ୟରେ ନୂଆ ଚକ୍ରବ୍ୟୁହ ରଚିଲା ଆମେରିକା: ଛାନିଆ ହେଲା ଇରାନ

ଓ୍ବାଶିଂଟନ୍‌,୨।୫: ଇରାନ ସହିତ ଚାଲିଥିବା ସଂଘର୍ଷ ଏକ ନୂତନ ମୋଡ଼ରେ ପହଞ୍ଚିବା ପରି ମନେ ହେଉଛି। ପ୍ରାୟ ଦୁଇ ମାସ ଧରି ଚାଲିଥିବା ଯୁଦ୍ଧର ଗତି କିଛିଟା ହ୍ରାସ ପାଇଥିଲେ ମଧ୍ୟ, ଉତ୍ତେଜନା ଅପରିବର୍ତ୍ତିତ ରହିଛି। ଏହାର ମୁଖ୍ୟ କାରଣ ହେଉଛି…

ପୁଣି ଟାରିଫ୍‌ ଝଟକା ଦେଲେ ଟ୍ରମ୍ପ: ୟୁରୋପୀୟ ସଂଘ ସହିତ ଭାଙ୍ଗିଲେ ବାଣିଜ୍ୟ ଚୁକ୍ତି, ଏହି ଜିନିଷ ଉପରେ ଲଗାଇଲେ ୨୫% ଟ୍ୟାକ୍ସ

ଓ୍ବାଶିଂଟନ୍‌,୨।୫: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ଟାରିଫ୍‌ ବୋମା ପକାଇଛନ୍ତି। ସେ ୟୁରୋପୀୟ ସଂଘ ସହିତ ବାଣିଜ୍ୟ ଚୁକ୍ତି ଭାଙ୍ଗିଛନ୍ତି ଏବଂ ୟୁରୋପୀୟ କାର ଉପରେ ୨୫ ପ୍ରତିଶତ ଟାରିଫ୍‌ ଘୋଷଣା କରିଛନ୍ତି। ଟ୍ରମ୍ପଙ୍କ ଏହି ନୂତନ…

ହର୍ମୁଜରେ ମହାଯୁଦ୍ଧର କାଉଣ୍ଟଡାଉନ୍‌! ଆମେରିକା ଆରମ୍ଭ କରିବାକୁ ଯାଉଛି ସବୁଠୁ ବଡ଼ ଅପରେଶନ…

ନୂଆଦିଲ୍ଲୀ/ତେହେରାନ,୧।୫: ମଧ୍ୟପ୍ରାଚ୍ୟରେ ଯେକୌଣସି ସମୟରେ ଏକ ବଡ଼ ଧରଣର ବିନାଶ ଦେଖିବାକୁ ମିଳିପାରେ । ଆମେରିକା ଇରାନ ଉପରେ ଏକ ବଡ଼ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଇରାନ ମଧ୍ୟ ପାଲଟା ଜବାବ ଦେବାକୁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରିଛି ।…

ଆମେରିକା ସହିତ ଉତ୍ତେଜନା ମଧ୍ୟରେ ଇରାନରେ ବଡ଼ ଧରଣର ଫାଟ! ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ହରାଇବେ ପଦ

ତେହରାନ,୧।୫: ଆମେରିକା ସହିତ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନ ଭିତରେ ସବୁକିଛି ଠିକ ଠାକ ଚାଲିଛି କି ନାହିଁ? ଏହାକୁ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି, ଯାହା ଇରାନ ସରକାରଙ୍କ ମଧ୍ୟରେ ଏକ ବଡ଼ ଫାଟର ସଙ୍କେତ ପ୍ରକାଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?