ଗଣତାନ୍ତ୍ରିକ ନିର୍ବାଚନ ନେଇ ଆମେରିକାର କଡ଼ା ଆଭିମୁଖ୍ୟ…
ଓ୍ବାଶିଂଟନ,୨୫।୫ : ଆସନ୍ତା ବର୍ଷ ଦକ୍ଷିଣ ଏସୀୟ ଦେଶରେ ହେବାକୁ ଥିବା ନିର୍ବାଚନକୁ ନେଇ ଆମେରିକା କଡା ଆଭିମୁଖ୍ୟ ଗ୍ରହଣ କରିଛି। ଏହି ପରିପ୍ରେକ୍ଷୀରେ, ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ବାଂଲାଦେଶ ପାଇଁ ଏକ ନୂତନ ଭିଜା ନୀତି ଘୋଷଣା କରିଛି ଯେଉଁମାନଙ୍କୁ…
ଆମେରିକାରେ ଦୀପାବଳି ଛୁଟି !…
ଓ୍ବାଶିଂଟନ,୨୫।୫ : ଆମେରିକାରେ ମୂଳ ଭାରତୀୟ ଲୋକଙ୍କ ପ୍ରଭାବ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଏବେ ସେଠାରେ ଦୀପାବଳିକୁ ସରକାରୀ ଛୁଟିଦିନ ଘୋଷଣା କରିବାକୁ ଯୋଜନା ଚାଲିଛି। ଏହି ପଦକ୍ଷେପ ନ୍ୟୁୟର୍କରେ ଘଟିଛି, ଯେଉଁଠାରେ ନ୍ୟୁୟର୍କ ବିଧାନସଭାରେ ଏକ…
ଜିମ୍ବାଓ୍ବେ ସବୁଠୁ ଦୁଃଖୀ
ଓ୍ବାଶିଂଟନ୍,୨୫ା୫: ବିଶ୍ୱର ସବୁଠୁ ଦୁଃଖୀ ରାଷ୍ଟ୍ରଗୁଡ଼ିକୁ ନେଇ ହାଙ୍କେସ୍ ଆନୁଆଲ ମିଜରି ଇଣ୍ଡେକ୍ସ (ଏଚ୍ଏଏମ୍ଆଇ)୨୦୨୨ ତାଲିକା ପ୍ରକାଶ ପାଇଛି। ଉକ୍ତ ସୂଚକାଙ୍କ ଅନୁସାରେ ଜିମ୍ବାଓ୍ବେ ହେଉଛି ସବୁଠୁ ଦୁର୍ଦ୍ଦଶାପୂର୍ଣ୍ଣ ରାଷ୍ଟ୍ର। ୧୫୭ଟି ଦେଶ ସମ୍ପର୍କରେ ବିଶ୍ଳେଷଣ କରାଯାଇ ଏହି ମିଜରି ଇଣ୍ଡେକ୍ସ…
ପାକିସ୍ତାନ ହିନ୍ଦୁ ପ୍ରବାସୀଙ୍କୁ ସାହାଯ୍ୟ କରି ଚର୍ଚ୍ଚାରେ ଟିନା ଡାବି
ଜୟପୁର,୨୪ା୫: ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଟିନା ଡାବି ପାକିସ୍ତାନ ହିନ୍ଦୁ ପ୍ରବାସୀଙ୍କୁ ସାହାଯ୍ୟ କରି ଚର୍ଚ୍ଚାରେ ରହିଛନ୍ତି। ରାଜସ୍ଥାନର ଜୈସଲମେରର ମୋଲ ସାଗର ଗ୍ରାମରେ ପାକିସ୍ତାନରୁ ହିନ୍ଦୁ ପ୍ରବାସୀମାନେ ବର୍ତ୍ତମାନ ୪୦ ବିଘା ଜମି ପାଇବେ। ଜିଲା ପ୍ରଶାସନ ଏହି…
୧୮ ଆଫଗାନିସ୍ତାନ ପ୍ରବାସୀଙ୍କ ମୃତଦେହ କାବୁଲ ଫେରିଲା
କାବୁଲ,୨୪ା୫: ବୁଲଗେରିଆରେ ମୃତ୍ୟୁବରଣ କରିଥିବା ୧୮ ଜଣ ଆଫଗାନିସ୍ତାନ ପ୍ରବାସୀଙ୍କ ମୃତଦେହ ବୁଧବାର ଆଫଗାନିସ୍ତାନର ରାଜଧାନୀ କାବୁଲକୁ ପଠାଯାଇଛି। ତାଲିବାନ ସରକାରଙ୍କ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଏହି ସୂଚନା ଦେଇଛନ୍ତି। ବୁଲଗେରିଆରେ ଏକ ପରିତ୍ୟକ୍ତ ଟ୍ରକ୍ରେ ବେଆଇନ ଭାବେ ମାନବ ଚାଲାଣ…
ଚାଇନା ମତ୍ସ୍ୟଜୀବୀ ବୋଟ୍ ବୁଡ଼ିବା ଘଟଣା: ୧୪ ମୃତଦେହ ଉଦ୍ଧାର
କଲମ୍ବୋ,୨୪ା୫: ଶ୍ରୀଲଙ୍କାର ନୌସେନା ସର୍ଚ୍ଚ ଆଣ୍ଡ୍ ରେସ୍କ୍ୟୁ(ଏସ୍ଏଆର୍) ସର୍ଚ୍ଚ ଅଭିଯାନ ଆରମ୍ଭ କରିବା ପରେ ବୁଡ଼ିଯାଇଥିବା ଚାଇନା ବୋଟ୍ରୁ ୧୪ଟି ମୃତଦେହ ଉଦ୍ଧାର କରାଯାଇଥିବା ଜଣେ ଅଧକାରୀ କହିଛନ୍ତି। ଶ୍ରୀଲଙ୍କା ନୌସେନା ପକ୍ଷରୁ କୁହାଯାଇଛି, ଏହାର ନିର୍ଦ୍ଦିଷ୍ଟ ଅଞ୍ଚଳରେ ଉଦ୍ଧାର କାର୍ଯ୍ୟକୁ…
ଅସୁବିଧାରେ ପଡ଼ିପାରନ୍ତି ଟ୍ରମ୍ପ
ଓ୍ବାଶିଂଟନ,୨୪ା୫: ୨୦୧୬ ରାଷ୍ଟ୍ରପତି ନିର୍ବାଚନ ପ୍ରଚାର ସମୟରେ ଜଣେ ପର୍ନଷ୍ଟାରଙ୍କୁ ନୀରବ ରହିବା ପାଇଁ ଅର୍ଥ ଦେବା ଅପରାଧିକ ମାମଲାରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଆସନ୍ତା ବର୍ଷ ମାର୍ଚ୍ଚ ୨୫ରେ ଟ୍ରାଏଲ କୋର୍ଟ ଆରମ୍ଭ ହେବ। ମ୍ୟାନହଟନ କୋର୍ଟର…
ପର୍ନ ଷ୍ଟାର ମାମଲାରେ ଟ୍ରମ୍ଫଙ୍କ ବିରୋଧରେ ଆସନ୍ତା ବର୍ଷ ୨୫ ମାର୍ଚ୍ଚରେ ହେବ ପରବର୍ତ୍ତି ଶୁଣାଣି
ଓ୍ବାଶିଂଟନ,୨୪।୫: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫଙ୍କ ବିରୋଧରେ ୨୦୧୬ରେ ରାଷ୍ଟ୍ରପତି ନିର୍ବାଚନ ପ୍ରଚାର ସମୟରେ ପର୍ନ ଷ୍ଟାରଙ୍କୁ ଚୁପ ରହିବା ବଦଳରେ ଅର୍ଥ ଦେବା ଆପରାଧିକ ମାମଲାରେ ଟ୍ରାଏଲ କୋର୍ଟ ଆସନ୍ତା ବର୍ଷ ୨୫ ମାର୍ଚ୍ଚରେ ଶୁଣାଣି କରିବେ। ମ୍ୟାନହଟନ…
ଅଷ୍ଟ୍ରେଲିଆରୁ ଭାରତ ଅଭିମୁଖେ ଯାତ୍ରା ଆରମ୍ଭ କଲେ ମୋଦି, ଟୁଇଟ କରି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ
ସିଡନୀ,୨୪।୫: ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଅରିନ୍ଦମ ବାଗଚି ବୁଧବାର ଟୁଇଟ କରି ସୂଚନା ଦେଇଛନ୍ତି କି ୩ ଦେଶର ସଫଳ ଯାତ୍ରା ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନ, ପପୁଆ ନ୍ୟୁ ଗିନି ଓ ଅଷ୍ଟ୍ରେଲିଆ ଯାତ୍ରା କରିବା ପରେ…
ଅଷ୍ଟ୍ରେଲିଆ, ପପୁଆ ନ୍ୟୁ ଗିନିର ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ବାଇଡେନ
ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଆଗାମୀ ବୈଠକ ପାଇଁ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଏନ୍ଥନି ଅଲବନିଜ ଓ ପପୁଆ ନ୍ୟୁ ଗିନିର ପ୍ରଧାନମନ୍ତ୍ରୀ ଜେମ୍ସ ମରାପେଙ୍କୁ ନିମନ୍ତ୍ରଣ କରିଛନ୍ତି। ଏହି ସୂଚନା ଇଣ୍ଡୋ-ପାସିଫିକର ରାଷ୍ଟ୍ରୀୟ ସୁରକ୍ଷା ପରିଷଦ ନିର୍ଦ୍ଦେଶକ ଦେଇଛନ୍ତି। ଡକ୍ଟର…
ବାଇଡେନଙ୍କୁ ହତ୍ୟା କରିବାକୁ ଚାହୁଁଥିଲେ ଏହି ଭାରତୀୟ ବଂଶୋଭବ
ଓ୍ବାଶିଂଟନ,୨୪ା୫: ଦୁନିଆର ସବୁଠାରୁ ଶକ୍ତିଶାଳୀ ଦେଶର ରାଷ୍ଟ୍ରପତିଙ୍କୁ ହତ୍ୟା କରିବା ପାଇଁ ଏକ ଷଡ଼ଯନ୍ତ୍ର କରାଯାଇଥିଲା। ଜଣେ ଭାରତୀୟ ବଂଶୋଭବ ହ୍ବାଇଟ୍ ହାଉସ୍ ଭିତରକୁ ଯାଇ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ହତ୍ୟା କରିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। କ୍ଷମତାକୁ ନେବା…
ଥରିଲା ନେପାଳ
କାଠମାଣ୍ଡୁ,୨୪।୫: ପଶ୍ଚିମ ନେପାଳରେ ବୁଧବାର ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ମପାଯାଇଛି। ଏହାର କେନ୍ଦ୍ର ସ୍ଥଳ ପୂର୍ବ ବଝାଂଗ ଜିଲାରେ ରହିଥିଲା। ଅଧିକାରୀଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନେପାଳର ରାଷ୍ଟ୍ରୀୟ ଭୂକମ୍ପ କେନ୍ଦ୍ରର…
Archives


