ଅନ୍ତର୍ଜାତୀୟ

ବିମାନ ଦୁର୍ଘଟଣାର ୨ ସପ୍ତାହ ପରେ ଜୀବନ୍ତ ଉଦ୍ଧାର ହେଲେ ୧୧ ମାସର ଶିଶୁ ସମେତ ୪ ଶିଶୁ

ବୋଗୋଟା,୧୮।୫: କଲମ୍ବିଆର ଆମେଜନରେ ମେ’୧ରେ ଏକ ବିମାନ ଦୁର୍ଘଟଣା ହୋଇଥିଲା। ଏଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିଲା। ସେବେଠାରୁ ଦୁର୍ଘଟଣାଗ୍ରସ୍ତ ବିମାନ ନିକଟରେ ପହଞ୍ଚିବାକୁ ସର୍ଚ୍ଚ ଅପରେଶନ ଜାରି ରହିିଥିଲା। ଏବେ ଦୁର୍ଘଟଣାର ପ୍ରାୟ ୨ ସପ୍ତାହ ପରେ ୪ ଜୀବନ୍ତ…

ବ୍ରିଟେନରେ ରିଲିଜ୍‌ ହେବ ‘ଦି କେରଲା ଷ୍ଟୋରି’

ଲଣ୍ଡନ,୧୮।୫: ବିବାଦୀୟ ଫିଲ୍ମ କେରଲା ଷ୍ଟୋରି ବକ୍ସ ଅଫିସରେ ଧମାକା କରୁଛି। ଅନେକ ବିବାଦ ସତ୍ତ୍ୱେ ଫିଲ୍ମର ରୋଜଗାର ଉପରେ କୌଣସି ପ୍ରଭାବ ପଡ଼ି ନାହିଁ। ତେବେ ଅନେକ ରାଜ୍ୟ ଫିଲ୍ମ ଉପରେ ପ୍ରତିବନ୍ଧକ ଲଗାଇଥିଲେ ହେଁ ଏହା ସାରା ଦେଶରେ…

ବନ୍ୟାରେ ଚାଲିଗଲା ୯ ଜଣଙ୍କ ଜୀବନ

ରୋମ,୧୮।୫: ୟୁରୋପୀୟ ଦେଶ ଇଟାଲୀର ଉତ୍ତର ଏମିଲିଆ ରୋମାଗନା ଅଞ୍ଚଳରେ ପ୍ରବଳ ବର୍ଷା ପରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବିପର୍ଯ୍ୟୟ ହେତୁ ଏ ପର୍ଯ୍ୟନ୍ତ ୯ ଜଣ ପ୍ରାଣ ହରାଇଥିବାବେଳେ ହଜାର ହଜାର ଲୋକଙ୍କୁ ନିଜ ଘର ଛାଡିବାକୁ ପଡିଛି।…

୩ ଜଣ ହାଇପରସୋନିକ କ୍ଷେପଣାସ୍ତ୍ର ବୈଜ୍ଞାନିକଙ୍କ ବିରୋଧରେ ଦେଶଦ୍ରୋହ ଅଭିଯୋଗ ଆଣିଲା ରୁଷିଆ…

ମସ୍କୋ,୧୮।୫ : ରୁଷିଆର ହାଇପରସୋନିକ କ୍ଷେପଣାସ୍ତ୍ରରେ କାର୍ଯ୍ୟ କରୁଥିବା ତିନିଜଣ ବୈଜ୍ଞାନିକଙ୍କ ବିରୋଧରେ ଦେଶଦ୍ରୋହ ଭଳି ଗୁରୁତର ଅଭିଯୋଗ ଅଣାଯାଇଛି। ରୁଷିଆ ସରକାର ଏହି ସୂଚନା ଦେଇଛନ୍ତି। ଦେଶଦ୍ରୋହ ଅଭିଯୋଗକୁ ନେଇ ଅନ୍ୟ ବୈଜ୍ଞାନିକ ଚିନ୍ତିତ ଅଛନ୍ତି। ସେମାନେ ଭୟର ବାତାବରଣରେ…

ମୋଣ୍ଟାନା ଚାଇନାର ଆପ ଟିକ ଟକ ଉପରେ ଲଗାଇଲା ପ୍ରତିବନ୍ଧକ…

ଓ୍ବାଶିଂଟନ,୧୮।୫ : ଆମେରିକାର ମୋଣ୍ଟାନା ରାଜ୍ୟ ଚାଇନାର ଆପ ଟିକ ଟକ ଉପରେ ପ୍ରତିବନ୍ଧକ ଲଗାଇଛି। ଟିକ ଟକକୁ ନିଷେଧ କରିଥିବା ମୋଣ୍ଟାନା ଆମେରିକାର ପ୍ରଥମ ରାଜ୍ୟ ହୋଇଛି। ସୁରକ୍ଷା ଚିନ୍ତାଧାରାକୁ ଦୃଷ୍ଟିରେ ରଖି ହେସ ମୋଣ୍ଟାନା ଏହି ପଦକ୍ଷେପ ନେଇଛନ୍ତି।…

ତାହୱୁର ରାଣାଙ୍କ ପ୍ରତ୍ୟର୍ପଣ ପାଇଁ ରାସ୍ତା ସଫା : ଆମେରିକା କୋର୍ଟ ଦେଲେ ନିର୍ଦ୍ଦେଶ, ୧୦ ବର୍ଷରେ ୬୦ ପଳାତକ ଭାରତରୁ ବିତାଡିତ…

ନ୍ୟୁୟର୍କ,୧୮।୫ : ବିଗତ ଏକ ଦଶନ୍ଧିରେ ଆମେରିକାର ଫେଡେରାଲ କୋର୍ଟ ପାକିସ୍ତାନୀ-କାନାଡିଆନ ବ୍ୟବସାୟୀ ତାହୱାୱର ରାଣାଙ୍କୁ ଭାରତକୁ ହସ୍ତାନ୍ତର କରିବାକୁ ରାଜି ହେବା ପରେ ୬୦ରୁ ଅଧିକ ପଳାତକଙ୍କୁ ଭାରତକୁ ପ୍ରତ୍ୟର୍ପିତ ଅବା ନିର୍ବାସିତ କରାଯାଇଛି। ୨୬/୧୧ ମୁମ୍ବାଇ ଆକ୍ରମଣର ଅପରାଧୀଙ୍କୁ…

ବିଜୟ ଆଶାରେ ଏର୍ଡୋଗାନ୍‌

ଆଙ୍କାରା,୧୮ା୫: ତୁର୍କୀ ରାଷ୍ଟ୍ରପତି ରେସେପ୍‌ ତୟିପ୍‌ ଏର୍ଡୋଗାନ୍‌ ମେ’ ୨୮ ନିର୍ବାଚନ ଫଳ ତାଙ୍କ ସପକ୍ଷରେ ଯିବା ନେଇ ଦାବି କରିଛନ୍ତି। ଗତ ୧୪ରେ ଅନୁଷ୍ଠିତ ତୁର୍କୀ ରାଷ୍ଟ୍ରପତି ନିର୍ବାଚନରେ ଆମେ ହାସଲ କରିଥିବା ସଫଳତା ପାଇଁ ଏବେ ଉତ୍ସବ ମନାଇବାର…

ୟୁକ୍ରେନ୍‌ ଯୁଦ୍ଧର ଅବସାନ ପାଇଁ ରାମାଫୋସାଙ୍କ ଉଦ୍ୟମ

କେପ୍‌ଟାଉନ,୧୮ା୫: ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମାଫୋସା ମଙ୍ଗଳବାର କହିଛନ୍ତି ଯେ ତାଙ୍କ ରୁଷୀୟ ଓ ୟୁକ୍ରେନୀୟ ପ୍ରତିପକ୍ଷ ଏକ ଆଫ୍ରିକୀୟ ପ୍ରତିନିଧି ଦଳ ସହ ଶାନ୍ତି ଆଲୋଚନା ପାଇଁ ରାଜି ହୋଇଛନ୍ତି। ୟୁକ୍ରେନ୍‌-ରୁଷିଆ ଯୁଦ୍ଧର ପରିସମାପ୍ତି ଦିଗରେ ପ୍ରତିନିଧି ଦଳ…

ଅନାହାରରେ ୮,୭୫,୦୦୦ ଆଫ୍‌ଗାନ୍‌ ଶିଶୁ

କାବୁଲ, ୧୮।୫: ତାଲିବାନୀ ଶାସକ କାବୁଲକୁ ବଳପୂର୍ବକ ଦଖଲ କରିବା ପରେ ଆଫଗାନିସ୍ତାନବାସୀ ନାନାଦି ସମସ୍ୟା ଭିତର ଦେଇ ଗତି କରୁଥିବାବେଳେ ଖାଦ୍ୟାଭାବ ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି। ଦେଶରେ ୮,୭୫,୦୦୦ ଶିଶୁ ଅନାହାରରେ ଥିବା ଏନ୍‌ଜିଓ ହ୍ୟୁମାନ ରାଇଟ୍‌ସ…

ହିନ୍ଦୁଜା ଗ୍ରୁପ୍‌ ଅଧ୍ୟକ୍ଷଙ୍କ ପରଲୋକ

ଲଣ୍ଡନ,୧୮।୫: ଲଣ୍ଡନରେ ବୁଧବାର ହିନ୍ଦୁଜା ଗ୍ରୁପ୍‌ ଅଧ୍ୟକ୍ଷ ଶ୍ରୀଚାନ୍ଦ ପରମାନନ୍ଦ ହିନ୍ଦୁଜାଙ୍କ ପରଲୋକ ଘଟିଛି। ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ୪ ଭାଇଙ୍କ ମଧ୍ୟରେ ଶ୍ରୀଚାନ୍ଦ ସବା ବଡ଼ ହୋଇଥିବାବେଳେ କିଛିଦିନ ଧରି ସେ ଅସୁସ୍ଥ ଥିଲେ। ଭାରତରେ ଜନ୍ମିତ…

୨୧ ସୁଦ୍ଧା ଡେଟ୍‌ ସିଲିଂ ଡିଲ୍‌

ଓ୍ବାଶିଂଟନ୍‌,୧୮ା୫: ଆମେରିକାରେ ଆର୍ଥିକ ସଙ୍କଟ ଘନେଇବାରେ ଲାଗିଛି। ସ୍ଥିତି ଏପରି ହୋଇଛି ଯେ ସରକାର ଓ ବିରୋଧୀଙ୍କ ମଧ୍ୟରେ ସିଲିଂ ଡିଲ୍‌ ଚୂଡ଼ାନ୍ତ ନ ହେଲେ ଦେଶ ଦେବାଳିଆ ଅବସ୍ଥାକୁ ଚାଲିଯିବ। ଫଳରେ ସରକାରୀ କର୍ମଚାରୀଙ୍କୁ ଦରମା ଦେବା ମଧ୍ୟ ଅସମ୍ଭବ…

୨୦୨୩-୨୭ ହେବ ସବୁଠୁ ଉତ୍ତପ୍ତ: ଜାତିସଂଘ

ଜେନେଭା, ୧୮।୫: ଆହୁରି ବଢ଼ିବ ବୈଶ୍ୱିକ ତାପମାତ୍ରା। ସବୁଜ ଗୃହ ଗ୍ୟାସ୍‌, ଏଲ୍‌ ନିନୋ ପ୍ରଭାବରେ ଆସନ୍ତା ୫ ବର୍ଷ ସବୁଠୁ ଉତ୍ତପ୍ତ ଅବଧି ହେବ ବୋଲି ଜାତିସଂଘର ବିଶ୍ୱ ପାଣିପାଗ ଅର୍ଗାନାଇଜେଶନ୍‌ (ଡବ୍ଲ୍ୟୁଏମ୍‌ଓ) ପକ୍ଷରୁ ସତର୍କ କରାଯାଇଛି। ୨୦୨୩ରୁ ୨୭…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri