ଅନ୍ତର୍ଜାତୀୟ

ଡିନର ପାର୍ଟିରେ ହଠାତ୍‌ ଟ୍ରମ୍ପଙ୍କୁ ଗୁଳିମାଡ଼! ଦେଖନ୍ତୁ ଭିଡିଓ

ଓ଼୍ବାଶିଂଟନ,୨୬।୪: ‘ହ଼୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସ’ ରାତ୍ରୀଭୋଜନ ସମୟରେ ୱାଶିଂଟନ ହିଲଟନ ହୋଟେଲରେ ଗୁଳିମାଡ଼। ତେବେ ଏହି ଘଟଣା ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଏବଂ ଉପରାଷ୍ଟ୍ରପତି ଜେଡି ଭାନ୍ସ ମଧ୍ୟ ହୋଟେଲରେ ଉପସ୍ଥିତ ଥିଲେ। ଉଭୟଙ୍କୁ ସୁରକ୍ଷିତ ଭାବରେ ସ୍ଥାନାନ୍ତର କରାଯାଇଛି।…

ଇରାନ-ଆମେରିକା ଶାନ୍ତି ଆଲୋଚନା ପୁଣି ବିଫଳ: ପ୍ରତିନିଧିଙ୍କ ଇସଲାମାବାଦ ଯାତ୍ରା ବାତିଲ କଲେ ଟ୍ରମ୍ପ, ଫେରିଗଲେ…

ୱାଶିଂଟନ/ଇସଲାମାବାଦ,୨୫।୪: ପାକିସ୍ତାନରେ ହେବାକୁ ଥିବା ବହୁ ପ୍ରତିକ୍ଷିତ ଶାନ୍ତି ଆଲୋଚନା ପୁଣି ଥରେ ବିଫଳ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ପ୍ରତିନିଧି ଷ୍ଟିଭ ୱିଟକଫ ଏବଂ କୁଶନରଙ୍କ ପାକିସ୍ତାନ ଗସ୍ତକୁ ବାତିଲ କରିଦେଇଛନ୍ତି। ଇରାନ ସହ ଆଲୋଚନା ପାଇଁ…

ଆମେରିକା ସହିତ ଆଲୋଚନା ପୂର୍ବରୁ ହର୍ମୁଜକୁ ନେଇ ଚେତାବନୀ ଦେଲା ଇରାନ, ଆମେ ପୁଣି ପ୍ରତିଶୋଧ ନେବୁ…

ତେହରାନ,୨୫ା୪: ଏକ ଇରାନୀ ପ୍ରତିନିଧି ଦଳ ବର୍ତ୍ତମାନ ପାକିସ୍ତାନରେ ଉପସ୍ଥିତ ଅଛନ୍ତି । ଦେଶର ବୈଦେଶିକ ମନ୍ତ୍ରୀ ନିଜେ ଏହି ଦଳର ନେତୃତ୍ୱ ନେଉଛନ୍ତି । ଆମେରିକା ଏବଂ ଇରାନ ମଧ୍ୟରେ ସିଧାସଳଖ ଆଲୋଚନା ହେବାର ସମ୍ଭାବନା ସମ୍ପର୍କରେ କଳ୍ପନାଜଳ୍ପନା ଚାଲିଥିବା…

‘ଇରାନ-ଆମେରିକା ଶାନ୍ତି ବାର୍ତ୍ତା ପାକିସ୍ତାନରେ କାହିଁକିି?’ଲୋମ ଟାଙ୍କୁରା କଥା କହିଲେ ଇମ୍ରାନଙ୍କ ପୁଅ!

ଇସଲାମାବାଦ,୨୫।୪: ପାକିସ୍ତାନର ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପୁଅ ସୁଲେମାନ ଖାନ ଦେଶର ନେତୃତ୍ୱ ଉପରେ ଏକ ଗଭୀର ଗଣତାନ୍ତ୍ରିକ ସଙ୍କଟକୁ ଲୁଚାଇବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ କର୍ତ୍ତୃପକ୍ଷ ଭିନ୍ନମତ ସ୍ବରକୁ ଦମନ…

ଆମେରିକାରେ ଆଉ ମିଳିବନାହିଁ ଚାକିରି, ଆଗତ ହେଲା ଏମିତି ବିଲ୍‌

ଓ୍ବାଶିଂଟନ,୨୫ା୪: ଆମେରିକାର ରିପବ୍ଲିକାନ ସାଂସଦଙ୍କ ଏକ ଗ୍ରୁପ୍‌ H-1B ଭିଜା କାର୍ଯ୍ୟକ୍ରମକୁ ତିନି ବର୍ଷ ପାଇଁ ସ୍ଥଗିତ ରଖିବା ପାଇଁ କଂଗ୍ରେସ(ସଂସଦ)ରେ ଏକ ବିଲ୍‌ ଆଗତ କରିଛନ୍ତି। ସେମାନେ ଯୁକ୍ତି ରଖିଛନ୍ତି ଯେ, ଆମେରିକୀୟ କର୍ମଚାରୀଙ୍କୁ ଶସ୍ତା ବିଦେଶୀ କର୍ମଚାରୀଙ୍କ ସହିତ…

ହର୍ମୁଜ ମିଶନରେ ମାଙ୍କଡ଼ ପାଇଁ ହଙ୍ଗାମା, ଆମେରିକୀୟ ନୌସେନା ନାବିକଙ୍କୁ….

ଓ୍ବାଶିଂଟନ,୨୫ା୪: ମଧ୍ୟପ୍ରାଚ୍ୟର ଏକ ଅତ୍ୟନ୍ତ ସମ୍ବେଦନଶୀଳ ଜଳପଥ ହର୍ମୁଜ୍ ପ୍ରଣାଳୀରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ରିପୋର୍ଟ ଅନୁଯାୟୀ, ଆମେରିକା ନୌସେନାର ମାଇନ୍ସୱିପିଂ ମିଶନ ସମୟରେ ଜଣେ ନାବିକଙ୍କ ଉପରେ ଏକ ମାଙ୍କଡ଼ ଆକ୍ରମଣ…

ଟ୍ରମ୍ପଙ୍କୁ ଭେଟିବେ ମୋଦି, ଯୁଦ୍ଧକୁ ନେଇ ହୋଇପାରେ ବଡ଼ ଆଲୋଚନା!

ନୂଆଦିଲ୍ଲୀ,୨୫।୪: ଜୁନ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଏକ ବୈଠକ ହେବାର ସମ୍ଭାବନା ଅଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ରାଷ୍ଟ୍ରପତି ଟ୍ରମ୍ପ G7 ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବା ପାଇଁ ଫ୍ରାନ୍ସ ଯିବେ।…

ଯୁଦ୍ଧ ମଧ୍ୟରେ ଚାଇନା ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ଆମେରିକା, ବିଶ୍ୱରେ ହଇଚଇ

ଓ୍ବାଶିଂଟନ୍‌,୨୫।୪: ଇରାନ ସହିତ ଯୁଦ୍ଧ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଚାଇନା ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆମେରିକା ଚାଇନାର ଏକ ରିଫାଇନାରୀ ଏବଂ ଇରାନର ତୈଳ ବାଣିଜ୍ୟରେ ଜଡିତ ଅନେକ ଜାହାଜ ଉପରେ କଟକଣା ଲଗାଇଛି। ଏହା ଇରାନର ତୈଳ…

‘ଇରାନ-ଆମେରିକା ମଧ୍ୟରେ କୌଣସି ସିଧାସଳଖ ଆଲୋଚନା ହେବ ନାହିଁ’, ପାକିସ୍ତାନରେ ଆଲୋଚନା ପୂର୍ବରୁ ତେହରାନର ସ୍ପଷ୍ଟ ବୟାନ

ଓ୍ବାଶିଂଟନ୍‌,୨୫।୪: ଆମେରିକା ଏବଂ ଇରାନ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ପୁନର୍ବାର ଆରମ୍ଭ ହେଉଛି। ଏହି ଆଲୋଚନା ପାଇଁ ଇରାନୀ ପ୍ରତିନିଧି ଦଳ ଇସଲାମାବାଦରେ ପହଞ୍ଚିଛନ୍ତି, ଯାହା ପାକିସ୍ତାନ ଦ୍ୱାରା ମଧ୍ୟସ୍ଥତା କରାଯିବ। ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ଇରାନୀ ପ୍ରତିନିଧି…

ଇରାନ-ଆମେରିକା ଆଲୋଚନା ଖୁବ୍‌ଶୀଘ୍ର: ପାକିସ୍ତାନ ଗସ୍ତରେ …

ଇସ୍‌ଲାମାବାଦ,୨୫ା୪ : ଆମେରିକା ସହ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନାରେ ଭାଗ ନେବା ପାଇଁ ଇରାନ ବହିର୍ବ୍ୟାପାର ମନ୍ତ୍ରୀ ଅବ୍ବାସ ଅରାଘଚିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ପାକିସ୍ତାନ ଆସୁଛନ୍ତି। ଏହି ଖବର ପ୍ରକାଶ ପାଇବା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ବାସ୍ତବ ନୁହେଁ, ଏଆଇ ଚାଟ୍‌ବଟ୍‌ ସାଥୀ ପ୍ରେମରେ ଯୁବପିଢ଼ି: ଚାଞ୍ଚଲ୍ୟକର ଖୁଲାସା

ଲଣ୍ଡନ, ୨୫ା୪:ସମୟ ବଦଳିବା ସହିତ ପ୍ରେମର ପରିଭାଷା ମଧ୍ୟ ବଦଳିବାରେ ଲାଗିଛି। ଏବକାର ଯୁବପିଢ଼ି, ବିଶେଷକରି ‘ଜେନ୍‌ ଆଲ୍‌ଫା’ (୨୦୧୩-୨୦୨୪) ବାସ୍ତବ ଦୁନିଆର ସମ୍ପର୍କ ଅପେକ୍ଷା କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଚାଟ୍‌ବଟ୍‌କୁ ନିଜ ପ୍ରେମିକା ବା ସାଥୀ ଭାବରେ ଅଧିକ…

ନେତାନ୍ୟାହୁଙ୍କୁ କ୍ୟାନ୍‌ସର ହୋଇଥିଲା

ଜେରୁଜେଲମ୍‌,୨୫ା୪: ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କୁ କ୍ୟାନ୍‌ସର ହୋଇଥିଲା ବୋଲି ସେ ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ ଯାଞ୍ଚ ବେଳେ ତାଙ୍କର ଏକ ଛୋଟ ଟ୍ୟୁମର ହୋଇଥିବା ଜଣାପଡ଼ିଥିଲା। ସେ ପ୍ରଥମ ପର୍ଯ୍ୟାୟ ପ୍ରୋଷ୍ଟେଟ୍‌ କ୍ୟାନ୍‌ସରରେ ପୀଡ଼ିତ ଥିବା ଜଣାପଡ଼ିବାରୁ ସଫଳତାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?