ଅନ୍ତର୍ଜାତୀୟ

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ ତୀବ୍ର ବାଦ-ବିବାଦ ଦେଖିବାକୁ ମିଳିଥିଲା। ସ୍ଥାନ ଚୟନକୁ ନେଇ ଚାଇନାର ଫଟୋଗ୍ରାଫର, ହ୍ବାଇଟ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ। ଆମେରିକା ରାଷ୍ଟ୍ରପତିଙ୍କ ଉପସ୍ଥିତିରେ ଉଦବୋଧନ ଦେଇ ସେ କହିଥିଲେ ଯେ ଚାଇନା ଏବଂ…

ଭାରତ-ମଧ୍ୟପ୍ରାଚ୍ୟ-ୟୁରୋପ କରିଡରକୁ ଟ୍ରମ୍ପ୍‌ଙ୍କ ସମର୍ଥନ

ଓ୍ବାଶିଂଟନ,୨୪ା୯: ଭାରତ-ମଧ୍ୟପ୍ରାଚ୍ୟ-ୟୁରୋପ ଅର୍ଥନୈତିକ କରିଡର (ଆଇଏମ୍‌ଇସି)କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦୃଢ଼ ସମର୍ଥନ କରିଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଲାଗିରହିଥିବାବେଳେ ପଶ୍ଚିମ ଏସିଆରେ କ୍ରମାଗତ ଆକ୍ରମଣ ଜାରି ରହିଛି। ଏଭଳି ସମୟରେ ଇରାନର ଚେକ୍‌ ପଏଣ୍ଟଗୁଡ଼ିକଠାରୁ ମଧ୍ୟପ୍ରାଚ୍ୟର ଶକ୍ତି ଭିତ୍ତିଭୂମିକୁ ସ୍ଥାନାନ୍ତର…

୧୦ ବର୍ଷ ପରେ ଆମେରିକାରେ ପହଞ୍ଚିଲେ ଜିନପିଙ୍ଗ: ପ୍ରୋଟୋକଲ ଭାଙ୍ଗି ଏମିତି କାମ କଲେ ଟ୍ରମ୍ପ: ଚାହିଁ ରହିଗଲା ବିଶ୍ୱ

ୱାଶିଂଟନ,୨୪।୯: ଦୀର୍ଘ ୧୦ ବର୍ଷ ପରେ ଆମେରିକାରେ ପହଞ୍ଚିଛନ୍ତି ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରୋଟୋକଲ ଭାଙ୍ଗି ନିଜେ ଜଏଣ୍ଟ ବେସ ଆଣ୍ଡ୍ର୍ୟୁଜ ବିମାନବନ୍ଦରରେ ପହଞ୍ଚି ଶି ଜିନପିଙ୍ଗଙ୍କୁ ସ୍ବାଗତ କରିଛନ୍ତି। ଚାଇନା ରାଷ୍ଟ୍ରପତିଙ୍କ ସ୍ବାଗତ…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ ରିପୋର୍ଟ ଅନୁସାରେ, କିଛି ପିଲାଙ୍କର ସାଧାରଣ ଅସୁସ୍ଥତା ପାଇଁ ଚିକିତ୍ସା କରାଯାଇଥିଲା ।…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ ଜିଲାର ଭାରତୀୟ ନାବିକ ସୂରଜ ଯାଦବଙ୍କ ମୃତ୍ୟୁ ହୋଇଛି । ସେ ଜାହାଜରେ…

ଡୋନାଲ୍ଡ ଟ୍ରମ୍ପଙ୍କ ପୁଅଙ୍କ ଖର୍ଚ୍ଚର ଯାଞ୍ଚ କରାଯିବ; ତଦନ୍ତ ପାଇଁ ଦାବି କରିଛନ୍ତି ରିପବ୍ଲିକାନ ସିନେଟର୍‌

ଓ୍ବାଶିଂଟନ,୨୩।୯: ୟୁଟାହ ରିପବ୍ଲିକାନ ସେନେଟର ଜନ କର୍ଟିସ ସିନେଟ ନ୍ୟାୟପାଳିକା କମିଟିକୁ ତଦନ୍ତ କରିବାକୁ ଆହ୍ବାନ କରିଛନ୍ତି ଯେ ଡୋନାଲ୍ଡ ଟ୍ରମ୍ପ ଜୁନିଅର ଆର୍ଥିକ ଲାଭ ପାଇଁ ରାଷ୍ଟ୍ରପତି ପଦ ସହିତ ତାଙ୍କର ନିକଟତରତାକୁ ବ୍ୟବହାର କରିଥିଲେ କି ନାହିଁ। ଏହି…

ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍‌ଜିଏରେ ଧମକ ଦେଲେ ଟ୍ରମ୍ପ୍‌

ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ଜାତିସଂଘ ସାଧାରଣ ସଭାର ୮୧ତମ ଅଧିବେଶନରେ ଉଦ୍‌ବୋଧନ ଦେବା ଅବସରରେ ଧମକ ଦେଇଛନ୍ତି। ଇରାନ…

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି, ଯେଉଁମାନେ ସେମାନଙ୍କ ପିଲା ଆମେରିକାରେ ଜନ୍ମ ହୁଅନ୍ତୁ ଓ ସେଠାକାର ନାଗରିକତ୍ୱ ହାସଲ…

ଇରାନକୁ ଆଉ ଏକ ଝଟକା ଦେଲା ଆମେରିକା! ସେପ୍ଟେମ୍ବର ୨୩ରୁ ସାରା ବିଶ୍ୱରେ ଇରାନୀ ବିମାନ ଚଳାଚଳ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ; ଏହା ବର୍ତ୍ତମାନ ଦୁଇ ରାଷ୍ଟ୍ର ବାହାରେ ବିସ୍ତାର କରି ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଆମେରିକା ଇରାନ ପାଇଁ ଏକ ନୂଆ ଧମକ ଜାରି କରିଛି, ଇରାନ…

ମନ୍ତ୍ରୀଙ୍କୁ ବନ୍ଧୁକ ଦେଖାଇ କରିନେଲେ ଅପହରଣ: ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ

ଇସଲାମାବାଦ/ପେଶାୱାର,୨୨।୯: ଆତଙ୍କବାଦକୁ ପ୍ରଶ୍ରୟ ଦେଉଥିବା ପାକିସ୍ତାନରେ ଏବେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଜ ଦେଶର ନିର୍ବାଚିତ ଜନପ୍ରତିନିଧି ଏବଂ ମନ୍ତ୍ରୀମାନେ ମଧ୍ୟ ଏବେ ସୁରକ୍ଷିତ ନାହଁାନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳ ’ପାକିସ୍ତାନ ତେହରିକ-ଏ-ଇନସାଫ’ (PTI) ଦ୍ୱାରା…

ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ବଡ଼ ଝଟକା; ଆମେରିକୀୟ ସର୍ଭେରୁ ସାମ୍ନାକୁ ଆସିଲା ଚକିତ କଲାଭଳି ତଥ୍ୟ

ଓ୍ବାଶିଂଟନ,୨୨।୯: ଆମେରିକା-ଇରାନ ସଂଘର୍ଷ ଏବଂ ମଧ୍ୟ-ପୂର୍ବରେ ଜାରି ରହିଥିବା ଅସ୍ଥିରତା ମଧ୍ୟରେ ଏପରି ଏକ ଖବର ସାମ୍ନାକୁ ଆସିଛି ଯାହା ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଦେଶ ଭିତରେ ଚିନ୍ତା ବଢ଼ାଇ ଦେଇଛି। ଆମେରିକାରେ ହେବାକୁ ଥିବା ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ (midterm elections)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?