ରାହୁଲଙ୍କ ସଦସ୍ୟତା ରଦ୍ଦ ମାମଲା: ପ୍ରତିକ୍ରିୟା ପ୍ରକାଶ କଲା ଜର୍ମାନୀ
ବର୍ଲିନ୍/ନୂଆଦିଲ୍ଲୀ,୩୦।୩: ରାହୁଲ ଗାନ୍ଧୀଙ୍କ ସଂସଦର ସଦସ୍ୟତା ବାତିଲ ଉପରେ ଜର୍ମାନୀ ପ୍ରତିକ୍ରିୟା ପ୍ରକାଶ କରିଛି। ଜର୍ମାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର କହିଛନ୍ତି ଯେ, ରାହୁଲଙ୍କ ବିରୋଧରେ ନିଆଯାଇଥିବା କୌଣସି କାର୍ଯ୍ୟ ନ୍ୟାୟିକ ସ୍ବାଧୀନତା ମଧ୍ୟରେ ଏବଂ ତାଙ୍କର ମୌଳିକ ଅଧିକାରକୁ ଦୃଷ୍ଟିରେ…
ତାଇଓ୍ବାନ ରାଷ୍ଟ୍ରପତିଙ୍କ ଆମେରିକା ଗସ୍ତ: ଅସନ୍ତୋଷ ବ୍ୟକ୍ତ କଲା ଚାଇନା…
ତାଇପେ/ବେଜିଂ/ଓ୍ବାଶିଂଟନ,୩୦।୩ : ତାଇୱାନର ରାଷ୍ଟ୍ରପତି ତାଇ ଇଙ୍ଗ-ୱେନ ବୁଧବାର ଠାରୁ ୧୦ ଦିନିଆ ଆମେରିକା ଗସ୍ତ ଆରମ୍ଭ କରିଛନ୍ତି। ଏଥିରେ ଚାଇନା ରାଷ୍ଟ୍ରପତି ଜିନପିଙ୍ଗ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଜିନପିଙ୍ଗ କହିଛନ୍ତି ତାଇଓ୍ବାନ ରାଷ୍ଟ୍ରପତି ଆମେରିକାର ବାଚସ୍ପତିଙ୍କୁ ନ ଭେଟିବା ଉଚିତ।…
ଫ୍ଲୋରିଡା ହିନ୍ଦୁ ବିଶ୍ୱବିଦ୍ୟାଳୟକୁ ୧୦ ଲକ୍ଷ ଡଲାରର ଦାନ…
ଓ୍ବାଶିଂଟନ,୩୦।୩ : ଭାରତୀୟ ଆମେରିକୀୟ ବ୍ୟବସାୟୀ ରମେଶ ଭୁଟାଡା ଆମେରିକାର ଫ୍ଲୋରିଡାସ୍ଥିତ ହିନ୍ଦୁ ବିଶ୍ୱବିଦ୍ୟାଳୟକୁ ୧୦ ଲକ୍ଷ ଡଲାର ଦାନ କରିଛନ୍ତି। ହିନ୍ଦୁ ବିଶ୍ୱବିଦ୍ୟାଳୟ ହେଉଛି ଆମେରିକାର ଏକମାତ୍ର ଅନୁଷ୍ଠାନ ଯାହାର ଉଦ୍ଦେଶ୍ୟ ହେଉଛି ହିନ୍ଦୁ ଦର୍ଶନ ଉପରେ ଆଧାର କରି…
ଚିଲିରେ ମଣିଷଠାରେ ବାର୍ଡ ଫ୍ଲୁର ପ୍ରଥମ ମାମଲା ଚିହ୍ନଟ: କୁକୁଡା ରପ୍ତାନୀ ବନ୍ଦ…
ସାଣ୍ଟିଆଗୋ,୩୦।୩ : ଚିଲିରେ ମନୁଷଠାରେ ବାର୍ଡ ଫ୍ଲୁର ପ୍ରଥମ ମାମଲା ଚିହ୍ନଟ ହୋଇଛି। ଯାହା ପରେ ଦେଶରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଦେଶର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ ଜଣେ ୫୩ ବର୍ଷ ବୟସ୍କ ବ୍ୟକ୍ତି ବାର୍ଡ ଫ୍ଲୁରେ ଆକ୍ରାନ୍ତ…
ପାକିସ୍ତାନର ପୋଲିସ ଶିବିର ଉପରେ ଆକ୍ରମଣ, ଡିଏସପି ସମେତ ୩ ପୋଲିସ କର୍ମୀ ମୃତ
ଇସଲାମାବାଦ,୩୦ ।୩: ପାକିସ୍ତାନରୁ ସକାଳୁ ସକାଳୁ ଏକ ଲହୁ ଲୁହାଣର ଖବର ସାମ୍ନାକୁ ଆସିଛି । ସେଠାରେ ଥିବା ଲକି ମାରୱାତରେ ଥିବା ପୋଲିସ ପୋଷ୍ଟ ଉପରେ ଏକ ବଡ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ପୋଲିସ ଫୋର୍ସକୁ ସାହାଯ୍ୟ…
ମୁସରତ ହିଲାଲି ହେବେ ପେଶାଓ୍ବର ହାଇକୋର୍ଟର ପ୍ରଥମ ମହିଳା ଚିଫ୍ ଜଷ୍ଟିସ୍
ଇସ୍ଲାମାବାଦ, ୩୦।୩: ପାକିସ୍ତାନର ଜଷ୍ଟିସ୍ ମୁସରତ ହିଲାଲି ପେଶାଓ୍ବର ହାଇକୋର୍ଟର ପ୍ରଥମ ମହିଳା ଚିଫ୍ ଜଷ୍ଟିସ୍ ହେବେ। ମୁସରତି ଏପ୍ରିଲ୍ ୧ରେ ଏହି ଦାୟିତ୍ୱ ଗ୍ରହଣ କରିବେ। ହାଇକୋର୍ଟ ଚିଫ୍ ଜଷ୍ଟିସ୍ ଦାୟିତ୍ୱ ଗ୍ରହଣ କରିବାରେ ମୁସରତ ଦ୍ୱିତୀୟ ମହିଳା। ତାଙ୍କ…
ମାନବ ଜାତି ପାଇଁ ଘାତକ ‘ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ’
ଓ୍ବାଶିଂଟନ୍, ୩୦।୩: ଶିକ୍ଷା ହେଉ ଅବା ଉଦ୍ୟୋଗ, ପ୍ରତିଟି କ୍ଷେତ୍ରରେ ଏବେ ପ୍ରତିଯୋଗିତା ଦେଖିବାକୁ ମିଳୁଛି। ଜଣେ ଅନ୍ୟ ଜଣଙ୍କଠାରୁ କିପରି ଆଗରେ ରହିବ ସେ ନେଇ ତର୍କ ଓ ତର୍ଜମା ଲାଗି ରହିଛି। ବିଜ୍ଞାନ ଗବେଷଣାରେ ମଧ୍ୟ ସମାନ ପରିସ୍ଥିତି…
ଟୁଇଟରର ବଡ ଆକ୍ସନ, ପାକିସ୍ତାନ ସରକାରଙ୍କ ଟୁଇଟର ଆକାଉଣ୍ଟକୁ ଭାରତରେ କଲା ବ୍ଲକ
ନୂଆଦିଲ୍ଲୀ/ଇସଲାମାବାଦ,୩୦ ।୩: ଟୁଇଟର ଏକ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଯାଇ ପାକିସ୍ତାନ ସରକାରଙ୍କ ଟୁଇଟର ଆକାଉଣ୍ଟକୁ ଭାରତରେ ବ୍ଲକ କରି ଦେଇଛି । ଟୁଇଟରରେ ଜାରି କରାଯାଇଥିବା ନୋଟିସ ଅନୁଯାୟୀ ଆଇନଗତ କାରଣ ଯୋଗୁ ପାକିସ୍ତାନ ସରକାରଙ୍କ ଆକାଉଣ୍ଟକୁ ବ୍ଲକ…
ସେନା ଶିବିର ଉପରେ ଇଏଲଏନ ଆକ୍ରମଣରେ ୯ ସେନାଙ୍କ ମୃତ୍ୟୁ, ନିନ୍ଦା କଲେ କଲମ୍ବିଆ ରାଷ୍ଟ୍ରପତି
ବୋଗୋଟା,୩୦ ।୩: ପୂର୍ବୋତ୍ତର କଲମ୍ବିଆରେ ଏକସେନା ଶିବର ଉପରେ ନ୍ୟାଶନାଲ ଲିବରେଶନ ଆର୍ମି(ଇଏଲଏନ) ଗୁରିଲ୍ଲା ଭାବେ ପରିଚିତ କଲମ୍ବିଆର ବିଦ୍ରୋହୀ ସଂଗଠନ ଦ୍ୱାରା କରାଯାଇଥିବା ଆକ୍ରମଣରେ ୯ ସେନାଙ୍କର ମୃତ୍ୟୁ ହୋଇଛି । ଅନ୍ୟପଟେ କ୍ୟାଟେଟୁମ୍ବା ଅଞ୍ଚଳରେ ଜଣେ ନଗରପାଳିକା, ଏଲ…
ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି ହେଲେ ପୋପ ଫ୍ରାନସିସି
ଭାଟିକାନ ସିଟି,୩୦ ।୩: ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ପୋପ ଫ୍ରାନସିସିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସିଏନଏନର ରିପୋର୍ଟ ଅନୁଯାୟୀ, ଭାଟିକାନର ପ୍ରବକ୍ତା ମାଟେଓ ବ୍ରୁନି ବୁଧବାର ଏକ ବୟାନରେ ଏହି ଘୋଷଣା କରିଛନ୍ତି । ସେ କହିଛନ୍ତି…
ହିଜାବ ନ ପିନ୍ଧିଲେ ୪୯ ଲକ୍ଷ ଟଙ୍କା ଜୋରିମନା
ତେହରାନ,୨୯।୩: ଇରାନରେ ମହିଳାଙ୍କ ପାଇଁ ନିୟମ ଆହୁରି କଠୋର ହୋଇଛି। ଇରାନ ସଂସଦ ମହିଳାମାନଙ୍କ ଡ୍ରେସ କୋଡକୁ ନେଇ ଏକ ନୂତନ ନିୟମ କରିଛି। ଏହି ନିୟମ ଅନୁଯାୟୀ, ଯଦି ମହିଳାମାନେ ହିଜାବ ପିନ୍ଧିବେ ନାହିଁ, ତେବେ ସେମାନଙ୍କୁ ୪୯ ଲକ୍ଷ…
ଇମ୍ରାନଙ୍କ ବିରୋଧରେ ଜାମିନ ବିହୀନ ଓ୍ବାରେଣ୍ଟ ଜାରି
ଇସଲାମାବାଦ,୨୯ା୩: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରଓ୍ବାନା ଜାରି କରାଯାଇଛି। ଜଣେ ମହିଳା ବିଚାରପତିଙ୍କୁ ଧମକ ଦେବା ଅଭିଯୋଗରେ ଦେଶର ଏକ କୋର୍ଟ ଏହି ଓ୍ବାରେଣ୍ଟ ଜାରି କରିଛନ୍ତି। ମାଜିଷ୍ଟ୍ରେଟ୍ ମଲିକ ଅମାନ ଶୁଣାଣି…
Archives


