କୋଠାରେ ଲାଗିଲା ନିଆଁ: ଚାଲିଗଲା ୧୨ ଜୀବନ
ମସ୍କୋ,୧୦।୨: ଦକ୍ଷିଣ-ମଧ୍ୟ ରୁଷିଆର ନୋଭୋସିବିରସ୍କ ସହରର ଏକ ଆବାସିକ କୋଠା ଉପରେ ଏକ ଗ୍ୟାସ ବିସ୍ଫୋରଣ ଘଟିଛି। ଏଥିରେ ଦୁଇ ବର୍ଷର ଶିଶୁ ସମେତ ୧୨ ଜଣଙ୍କର ମୃତ୍ୟୁ ଘଟିଛି। ପ୍ରାଦେଶିକ ଗୃହ ବିଭାଗ ଏହି ସୂଚନା ଦେଇଛି। ରାଜ୍ୟପାଳ ଆଣ୍ଡ୍ରେ…
ଭୂକମ୍ପ ମୃତ୍ୟୁସଂଖ୍ୟା ୨୧୦୦୦ ଟପିଲାଣି
ଆଙ୍କାରା,୧୦ା୨: ତୁର୍କୀ ଏବଂ ସିରିଆରେ ସୋମବାର ହୋଇଥିବା ଭୟଙ୍କର ଭୂକମ୍ପରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୂଚନାନୁସାରେ, ଏପର୍ଯ୍ୟନ୍ତ ୨୧,୦୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି। ତୁର୍କୀରେ ପ୍ରାୟ ୧୭ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଏଥିସହ ସିରିଆରେ ୩…
ନୀରବ ମୋଦିଙ୍କ କମ୍ପାନୀ ଆକାଉଣ୍ଟରୁ ଉଠାଯାଇପାରିବନି ଟଙ୍କା: କୋର୍ଟକୁ ସୂଚନା ଦେଲା ବ୍ୟାଙ୍କ
ଲଣ୍ଡନ/ନୂଆଦିଲ୍ଲୀ,୧୦।୧: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ କମ୍ପାନୀ ଫାୟାରଷ୍ଟାର ଇଣ୍ଟରନ୍ୟାଶନାଲ ଲିମିଟେଡର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଯାଇପାରିବ ନାହିଁ। ଦୁଇଟି ବ୍ୟାଙ୍କ ସ୍ବତନ୍ତ୍ର ପିଏମ୍ଏଲଏ (ପ୍ରିଭେନସନ ଅଫ ମନି ଲଣ୍ଡରିଂ ଆକ୍ଟ) କୋର୍ଟକୁ ଏହି ସୂଚନା ଦେଇଛନ୍ତି। ଲିକ୍ୱିଡେଟରଙ୍କ ଆଫିଡେଭିଟ…
ଖାଦ୍ୟ ସଙ୍କଟରେ ଭୂକମ୍ପ ବିପନ୍ନ
ଆଙ୍କାରା/ଡାମାସକସ୍,୧୦।୨:ତୁର୍କୀ ଓ ସିରିଆରେ ପ୍ରଳୟଙ୍କରୀ ଭୂକମ୍ପଜନିତ ମୃତ୍ୟୁସଂଖ୍ୟା ଗୁରୁବାର ୧୯,୩୦୦ ଟପିଛି। ଭୂକମ୍ପକୁ ୪ ଦିନ ବିତିଥିଲେ ହେଁ ପ୍ରବଳ ଥଣ୍ଡା ଯୋଗୁ ହଜାର ହଜାର ବିଲ୍ଡିଂର ଭଗ୍ନାବଶେଷ ତଳୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଭଗ୍ନାବଶେଷ ତଳୁ ଜୀବନ ବଞ୍ଚାଇବା…
ତୁର୍କୀ ଭୂକମ୍ପର ଭବିଷ୍ୟବାଣୀ କରିଥିବା ବିଶେଷଜ୍ଞ କହିଲେ ଏଥର ପାଳି ଭାରତ, ପାକିସ୍ତାନର
ଆମଷ୍ଟରଡାମ,୧୦ ।୨: ତୁର୍କୀ ଓ ସିରିଆରେ ଆସିଥିବା ବିନାଶକାରୀ ଭୂକମ୍ପରେ ଏବେ ପର୍ଯ୍ୟନ୍ତ ୨୦ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ଘୋଷଣା କରାଯାଇଛି । ତେବେ ଏହ ଭୂକମ୍ପର ଭବିଷ୍ୟବାଣୀ କରିଥିବା ଡଚର ବିଶେଷଜ୍ଞ ଫ୍ରେକ ହୋଗରବିଟ୍ସ ଏବେ ଘୋଷଣା କରିଛନ୍ତି…
୨୨୨ ଆମେରିକୀୟଙ୍କୁ ମୁକ୍ତ କଲା ନିକାରଗୁଆ, ବୈଦେଶିକ ମନ୍ତ୍ରଣାଳୟ କହିଲା ଦୁଇ ଦେଶ ମଧ୍ୟରେ କଥାବାର୍ତ୍ତାର ରାସ୍ତା ଖୋଲିଲା
ୱାଶିଂଟନ,୧୦ ।୨: ମଧ୍ୟ ଆମେରିକା ଦେଶ ନିକାରଗୁଆ ଆମେରିକାର ୨୨୨ ଲୋକଙ୍କୁ ବନ୍ଦୀ ମୁକ୍ତ କରିଛି । ଆମେରିକା ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ନେଡ ପ୍ରାଇସ ବନ୍ଦୀଙ୍କ ମୁକ୍ତିକୁ ନେଇ କହିଛନ୍ତି, ଆଜି ଆମେରିକା ସେହି ୨୨୨ ଲୋକଙ୍କ ସ୍ୱାଗତ କରୁଛି,…
ପୁଣିଥରେ ଆକ୍ଟିଭ ହେଲା ଡୋନାଲ୍ଡ ଟ୍ରମ୍ଫଙ୍କ ଫେସବୁକ, ଇନଷ୍ଟାଗ୍ରାମ ଆକାଉଣ୍ଟ
ୱାଶିଂଟନ,୧୦ ।୨: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫ ପୁଣିଥରେ ଫେସବୁକ ଓ ଇନଷ୍ଟାଗ୍ରାମରେ ତାଙ୍କର ପ୍ରତିକ୍ରିୟା ଦେବେ । ମେଟା ତାଙ୍କ ଆକାଉଣ୍ଟକୁ ପୁଣିଥରେ ଆକ୍ଟିଭ କରି ଦେଇଛି । ଫେସବୁକ ୨ ବର୍ଷ ପୂର୍ବରୁ ଟ୍ରମ୍ଫଙ୍କ ଆକାଉଣ୍ଟକୁ ବ୍ୟାନ…
ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଭେଟିଲେ ଜେଲେନସ୍କି, ଯୁଦ୍ଧବିମାନ ଯୋଗାଇବାକୁ କଲେ ଅନୁରୋଧ
ୟୁକ୍ରେନ,୯।୨: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ୟୁକ୍ରେନକୁ ବହୁ କ୍ଷତି ସହିବାକୁ ପଡିଛି। ଇତିମଧ୍ୟରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକା, ବ୍ରିଟେନ ଗସ୍ତ କରିଥିବା ବେଳେ ବୁଧବାର ପ୍ୟାରିସରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ଏବଂ ଜର୍ମନ ଚାନସେଲରଙ୍କୁ ଭେଟିଥିବା…
ଗୁପ୍ତଚର ବେଲୁନକୁ ନେଇ ଆମେରିକା ସହ କଥା ହେବାକୁ ଚାଇନା ଅରାଜି
ବେଜିଂ,୯ା୨: ଚାଇନାର ଗୁପ୍ତଚର ବେଲୁନ ଆମେରିକା ଆକାଶରେ ଦେଖାଯିବା ପରଠାରୁ ଚାଇନା ଏବଂ ଆମେରିକା ବିବାଦ ଘେରରେ ରହିଛନ୍ତି। ଆମେରିକା କ୍ଷେପଣାସ୍ତ୍ର ଦ୍ୱାରା ବେଲୁନକୁ ଖସାଇବା ପରେ ଚାଇନା ଏହାର ଆବର୍ଜନା ଫେରାଇବାକୁ ଦାବି କରିଛି। ଏହି ସମୟରେ ଚାଇନା ଆମେରିକାର…
ଥରିଲା ଇଣ୍ଡୋନେସିଆ, ୪ ମୃତ
ଜାକର୍ତ୍ତା,୯ା୨: ତୁର୍କୀରେ ସବୁଠାରୁ ଭୟଙ୍କର ଭୂକମ୍ପ ହୋଇ ହଜାର ହଜାର ଲୋକଙ୍କ ପ୍ରାଣହାନି ଘଟିଥିବା ବେଳେ ଗୁରୁବାର ଇଣ୍ଡୋନେସିଆରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ଥିଲା। ଇଣ୍ଡୋନେସିଆର ପାପୁଆର ପୂର୍ବ ଅଞ୍ଚଳରେ ଏହି ଭୂକମ୍ପ ଅନୁଭୂତ…
ପୁଟିନଙ୍କୁ ଭେଟିଲେ ଡୋଭାଲ
ମସ୍କୋ,୯।୨: ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଗୁରୁବାର ଭାରତୀୟ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ରୁଷିଆରେ ଭାରତୀୟ ଦୂତାବାସ ଏ ବିଷୟରେ ସୂଚନା ଦେଇଛି। ଆଫଗାନିସ୍ତାନ ଉପରେ ବହୁପକ୍ଷୀୟ ସୁରକ୍ଷା ଉପରେ ଏକ ବୈଠକରେ ଯୋଗଦେବା…
ବିଲ ଗେଟସଙ୍କ ନୂଆ ଗର୍ଲ ଫ୍ରେଣ୍ଡ୍…
ଓ୍ବାଶିଂଟନ,୯।୨ : ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ବିଲିୟନେୟାର ବିଲ ଗେଟ୍ସ ବର୍ତ୍ତମାନ ନୂଆ ଗର୍ଲ ଫ୍ରେଣ୍ଡ୍ ପାଲା ହେର୍ଡଙ୍କ ସହ ସମ୍ପର୍କ ରଖିଛନ୍ତି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଉଭୟ ଏକ ବର୍ଷ ଧରି ପରସ୍ପରକୁ ଡେଟ କରୁଥିଲେ। ବିଲ ଗେଟସଙ୍କ ବୟସ ୬୭…
Archives


