ଆଇପିଏଲ-୨୦୨୦: ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ
ଦୁବାଇ, ୧୦।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍ର ୧୩ତମ ସଂସ୍କରଣରେ ବାଜି ମାରିଛି ମୁମ୍ବାଇ ଇଣ୍ଡିଆନ୍ସ। ଉଭୟ ବୋଲିଂ ଓ ବ୍ୟାଟିଂରେ ଚମତ୍କାରିତା ଦେଖାଇ ଏହି ଦଳ ମଙ୍ଗଳବାର ଅନୁଷ୍ଠିତ ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ଉଇକେଟରେ ପରାସ୍ତ କରିଛି। ପ୍ରଥମେ...
ଗୋଟିଏ ଓଭରରେ ବୁମରାଙ୍କଠାରୁ ପର୍ପଲ କ୍ୟାପ୍ ଛଡାଇ ନେଲେ ଏହି ବୋଲର୍
ଆଇପିଏଲର ଟାଇଟଲ ଯୁଦ୍ଧ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଟୁର୍ନାମେଣ୍ଟର ଆଉ ଗୋଟିଏ ମ୍ୟାଚ୍ ବାକି ଅଛି। ନଭେମ୍ବର ୧୦ରେ ମୁମ୍ବାଇ ଇଣ୍ଡିଆନ୍ସ ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ। ରବିବାର ଦିଲ୍ଲୀ କ୍ୱାଲିଫାୟର ୨ରେ ସନରାଇଜର୍ସକୁ ପରାସ୍ତ କରିଛି ।...
ଆଇପିଏଲ୍-୨୦୨୦: ଦିଲ୍ଲୀ-ମୁମ୍ବାଇ ଫାଇନାଲ
ଆବୁଧାବି :ଇଣ୍ଡିଆନ ପ୍ରିମିୟର ଲିଗ୍ର ରବିବାର ଅନୁଷ୍ଠିତ କ୍ୱାଲିଫାୟର-୨ରେ ସନ୍ରାଇଜର୍ସ ହାଇଦ୍ରାବାଦକୁ ୧୭ ରନରେ ହରାଇ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମଥରପାଇଁ ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ୨୦ ଓଭରରେ ୩ ଉଇକେଟ ହରାଇ ୧୮୯ ରନ...
ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗ୍: କୋହଲି, ରୋହିତ ଶୀର୍ଷରେ ଅପରିବର୍ତ୍ତିତ
ଦୁବାଇ, ୫।୧୧(ପି.ଟି.)- ସଦ୍ୟ ପ୍ରକାଶିତ ଆଇସିସି ଦିନିକିଆ କ୍ରିକେଟ ର଼୍ୟାଙ୍କିଙ୍ଗ୍ର ବ୍ୟାଟ୍ସମ୍ୟାନ ବିଭାଗରେ ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଓ ତାଙ୍କ ଡେପୁଟି ରୋହିତ ଶର୍ମା ଶୀର୍ଷ ଦୁଇସ୍ଥାନ ଅଧିକାର କରିଛନ୍ତି। ବୋଲିଂ ବିଭାଗରେ ଯଶପ୍ରୀତ୍ ବୁମ୍ରା ମଧ୍ୟ...
ପ୍ରଥମ କ୍ୱାଲିଫାୟର: ଦିଲ୍ଲୀ ବିପକ୍ଷରେ ମୁମ୍ବାଇ ପଲା ଭାରି
ଦୁବାଇ, ୫।୧୧(ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ)ର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଛି। ଲିଗ୍ ପର୍ଯ୍ୟାୟ ଶେଷରେ ୪ ଦଳ ମୁମ୍ବାଇ ଇଣ୍ଡିଆନ୍ସ (୧୮ ପଏଣ୍ଟ), ଦିଲ୍ଲୀ କ୍ୟାପିଟାଲ୍ସ(୧୬), ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (୧୪) ଓ ସନ୍ରାଇଜର୍ସ ହାଇଦ୍ରାବାଦ (୧୪)...
ରୟାଲ୍ସ ବିଦା, ଆଶାରେ କୋଲକାତା
ଦୁବାଇ : ଇଅନ ମୋର୍ଗାନଙ୍କ ଅଧିନାୟକ ଇନିଂସ ପରେ ପ୍ୟାଟ୍ କୁମିନ୍ସଙ୍କ ଘାତକ ବୋଲିଂ ବଳରେ କୋଲକାତା ନାଇଟ ରାଇଡର୍ସ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ର ରବିବାର ଅନୁଷ୍ଠିତ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ୬୦ ରନରେ ପରାସ୍ତ କରିଛି। ପ୍ରଥମେ...
ଗେଲ୍ଙ୍କୁ ଜରିମାନା
ଆବୁଧାବି: ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ରିସ୍ ଗେଲ୍ଙ୍କୁ ତାଙ୍କ ମ୍ୟାଚ୍ ଫି’ର ୧୦ ପ୍ରତିଶତ ଜରିମାନା ହୋଇଛି। ଏଠାରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ ବିପକ୍ଷ କିଙ୍ଗ୍ସ ଇଲେଭେନ ପଞ୍ଜାବ ମ୍ୟାଚରେ ସେ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଆଚରଣବିଧି ଉଲ୍ଲଂଘନ କରିଥିଲେ।...
ବାଙ୍ଗାଲୋରକୁ ହରାଇଲା ହାଇଦ୍ରାବାଦ୍
ଶାରଜା: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ଶନିବାର ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ଡେଭିଡ୍ ଓ୍ବାର୍ନରଙ୍କ ନେତୃତ୍ୱଧୀନ ସନରାଇଜର୍ସ ହାଇଦ୍ରାବାଦ ୩୫ ବଲ ବାକି ଥାଇ ୫ ଉଇକେଟରେ ବିରାଟ କୋହଲିଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ପରାସ୍ତ କରିଛି। ସ୍ଥାନୀୟ...
ରନ୍ ଚେଜ୍ ଦିଲ୍ଲୀ ପାଇଁ ଚିନ୍ତାଜନକ
ଦୁବାଇ, ୨୯।୧୦(ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍ରେ ରନ୍ ଚେଜ୍ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଚିନ୍ତାଜନକ ହୋଇଛି ବୋଲି କୋଚ୍ ରିକି ପଣ୍ଟିଂ ସ୍ବିକାର କରିଛନ୍ତି। ପ୍ଲେ-ଅଫ୍ରେ ସ୍ଥାନ ପକ୍କା କରିବା ପାଇଁ ଏହା ଉପରେ ବିଶେଷ ଧ୍ୟାନ ଦେବାକୁ...
ରିଦ୍ଧିମାନଙ୍କ ଇଞ୍ଜୁରି ଗୁରୁତର ନୁହେଁ
ଦୁବାଇ,୨୯।୧୦(ପି.ଟି.): ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଦ୍ଧିମାନ ଶାହା ଗ୍ରୋନ୍ ଇଞ୍ଜୁରିର ଶିକାର ହୋଇଛନ୍ତି। ତେବେ ଏହା ସେତେଟା ଗୁରୁତର ନୁହେଁ। କିନ୍ତୁ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଫ୍ରାଞ୍ଚାଇଜ ସନରାଇଜର୍ସ ହାଇଦ୍ରାବାଦ ତାଙ୍କ ଇଞ୍ଜୁରି ସମସ୍ୟା ନେଇ କାଳକ୍ଷେପଣ ନୀତି...
ବିଜୟ ଲକ୍ଷ୍ୟରେ କୋଲକାତା
ଦୁବାଇ, ୨୯।୧୦(ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ)ରେ ଗୁରୁବାର ଚେନ୍ନାଇ ସୁପରକିଙ୍ଗ୍ସ ଓ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ। କୋଲକାତା ୧୨ ମ୍ୟାଚରୁ ୧୨ ପଏଣ୍ଟ ପାଇଥିବାରୁ ପ୍ଲେ-ଅଫ୍ ଆଶା ଉଜ୍ଜୀବିତ ରଖିବା ପାଇଁ ଅବଶିଷ୍ଟ...
ପ୍ଲେ-ଅଫ୍ ଦ୍ୱାରରେ ମୁମ୍ବାଇ
ଆବୁଧାବି, ୨୯।୧୦- ଯଶପ୍ରୀତ ବୁମ୍ରାଙ୍କ ଘାତକ ବୋଲିଂ ପରେ ସୂର୍ଯ୍ୟକୁମାର ଯାଦବଙ୍କ ମ୍ୟାଚ ବିଜୟୀ ଇନିଂସ ସହାୟତାରେ ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ)ର ପ୍ଲେ-ଅଫ୍ ଦ୍ୱାରରେ ପହଞ୍ଚତ୍ ଯାଇଛି। ବୁଧବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)କୁ ୫...
କୋଲକାତାର ବୃହତ୍ ବିଜୟ: ବରୁଣ ଚକ୍ରବର୍ତ୍ତୀଙ୍କୁ ୫ ଉଇକେଟ
ଆବୁଧାବି,୨୫।୧୦(ପି.ଟି.): ନୀତୀଶ ରାଣା ଓ ସୁନୀଲ ନାରିନଙ୍କ ଦମ୍ଦାର ବ୍ୟାଟିଂ ଓ ଲେଗ୍ ସ୍ପିନର ବରୁଣ ଚକ୍ରବର୍ତ୍ତୀଙ୍କ ଚମତ୍କାର ପ୍ରଦର୍ଶନ ବଳରେ କୋଲକାତା ନାଇଟ ରାଇଡର୍ସ ଇନ୍ଫର୍ମ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଏକ ବୃହତ୍ ବିଜୟ ହାସଲ କରିଛି। ଶନିବାର...
ହାଇଦ୍ରାବାଦ୍କୁ ହରାଇଲା ପଞ୍ଜାବ
ଦୁବାଇ,୨୫।୧୦(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୪୩ତମ ମ୍ୟାଚ୍ରେ ଶନିବାର କିଙ୍ଗ୍ସ ଏକାଦଶ ପଞ୍ଜାବ ୧୨ ରନରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ ପରି ପଞ୍ଜାବ ୨୦ ଓଭରରେ ୭ ଉଇକେଟ ହରାଇ ୧୨୬ ରନ ସଂଗ୍ରହ...
ହାଇଦ୍ରାବାଦ୍ ସାମ୍ନାରେ ୧୫୫ ରନ୍ ଟାର୍ଗେଟ୍ ରଖିଲା ରାଜସ୍ଥାନ
ଦୁବାଇ, ୨୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୪୦ତମ ମୁକାବିଲାରେ ଗୁରୁବାର ରାଜସ୍ଥାନ ରୟାଲ୍ସ ଓ ସନ୍ରାଇଜର୍ସ ହାଇଦ୍ରାବାଦ୍ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ଏହି ମ୍ୟାଚରେ ଟସ୍ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ରାଜସ୍ଥାନ ନିର୍ଦ୍ଧାରିତ ୨୦ ଓଭରରେ ୬...
ଟସ୍ ଜିତି ରାଜସ୍ଥାନକୁ ବ୍ୟାଟିଂ ପାଇଁ ନିମନ୍ତ୍ରଣ କଲେ ଓ୍ବାର୍ନର
ଦୁବାଇ, ୨୨।୧୦: ଚଳିତ ଆଇପିଏଲ୍ର ୪୦ତମ ମୁକାବିଲାରେ ରାଜସ୍ଥାନ ରୟାଲ୍ସ ଓ ସନ୍ରାଇଜର୍ସ ହାଇଦ୍ରାବାଦ୍ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ଏହି ମ୍ୟାଚ୍ରେ ଟସ୍ ଜିତି ହାଇଦ୍ରାବାଦ୍ ଅଧିନାୟକ ଡେଭିଡ୍ ଓ୍ବାର୍ନର ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ରାଜସ୍ଥାନ...
ଆଇପିଏଲ୍ରେ ୫୦୦ ଚୌକା ମାରିଲେ ଏହି ଭାରତୀୟ ବ୍ୟାଟ୍ସମ୍ୟାନ
ଆବୁଧାବି, ୨୨।୧୦: ଆଇପିଏଲ୍ ତ୍ରୟୋଦଶ ସଂସ୍କରଣରେ ବୁଧବାର ଖେଳାଯାଇଥିବା ଏକ ମ୍ୟାଚ୍ରେ ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୮ ଉଇକେଟ୍ରେ କୋଲକାତା ନାଇଟ୍ ରାଇଡର୍ସକୁ ପରାସ୍ତ କରିଛି। ମ୍ୟାଚ୍ରେ ବାଙ୍ଗାଲୋର ଅଧିନାୟକ କୋହଲି ୧୮ ରନ କରି ଅପରାଜିତ ରହିବା ସହ...
ରାଜସ୍ଥାନ ବିପକ୍ଷ ମ୍ୟାଚ୍ ପୂର୍ବରୁ ସନ୍ରାଇଜର୍ସକୁ ଝଟ୍କା; ଖେଳିବେନି ଏହି ଷ୍ଟାର ଖେଳାଳି
ଦୁବାଇ, ୨୨।୧୦: ଚଳିତ ଆଇପିଏଲ୍ର ୪୦ତମ ମୁକାବିଲାରେ ଗୁରୁବାର ରାଜସ୍ଥାନ ରୟାଲ୍ସର ମୁକାବିଲା ସନ୍ରାଇଜର୍ସ ହାଇଦ୍ରାବାଦ୍ ସହ ହେବ। ତେବେ ଏହି ମ୍ୟାଚ୍ ପୂର୍ବରୁ ଡେଭିଡ୍ ଓ୍ବାର୍ନରଙ୍କ ନେତୃତ୍ୱାଧୀନ ହାଇଦ୍ରାବାଦ୍ ଦଳକୁ ବଡ଼ ଝଟ୍କା ଲାଗିଛି। ଦଳର ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ...