ଆଇପିଏଲ୍‌-୨୦୨୧

ଆଇପିଏଲ୍‌-୨୦୨୧ ହେବ ଧୋନୀଙ୍କ ଶେଷ ଟୁର୍ନାମେଣ୍ଟ ? ସିଏସ୍‌କେର ସିଇଓ ଦେଲେ ଏଭଳି ଜବାବ

ନୂଆଦିଲ୍ଲୀ,୯।୪: ୨୦୨୦ ଅଗଷ୍ଟ ୧୫ରେ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ଘୋଷଣା କରିଥିଲେ ମହେନ୍ଦ୍ର ସିଂହ ଧୋନୀ। ପରେ ସେ ଆଇପିଏଲ୍‌ ଖେଳିବେ କି ନାହିଁ ନେଇ ଆଶଙ୍କା ସୃଷ୍ଟି ହୋଇଥିଲା। ମାତ୍ର ସେ ‘ଡେଫିନାଇଟଲି ନଟ୍‌’ କହି ଆଲୋଚନାକୁ ବନ୍ଦ...

ଆଇପିଏଲ୍‌ ୨୦୨୧ ଧୋନୀ ଭାଙ୍ଗିପାରନ୍ତି ଏହି ୭ ରେକର୍ଡ

ଭାରତୀୟ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ରିକେଟ ଜଗତର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ଭାବରେ ପରିଗଣିତ ହୋଇଛନ୍ତି। ଆଇପିଏଲ ୨୦୨୧ରେ ଧୋନୀଙ୍କ ଏହା ହେଉଛି ୧୩ତମ ସିଜନ ଅଧିନାୟକ। ସେ ଚେନ୍ନାଇ ସୁପର କିଙ୍ଗ୍ସକୁ ୧୨ ଥର ଅଧିନାୟକ...

ଆଜିଠୁ ଆଇପିଏଲ୍‌ ମହାକୁମ୍ଭ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜନ ଆରମ୍ଭ ହେବାକୁ ଗୋଟିଏ ଦିନ ବାକି ଅଛି। ଏଭଳି ପରିସ୍ଥିତିରେ ସମସ୍ତ ଦଳ ଟାଇଟଲ ହାସଲ କରିବାକୁ ଜୋରଦାର ଅଭ୍ୟାସ କରୁଛନ୍ତି। ଏଥର ବିସିସିଆଇ କାର୍ଯ୍ୟସୂଚୀ ଅନୁଯାୟୀ କୌଣସି ଆଇପିଏଲ ଦଳ ନିଜ...

ଆଇପିଏଲ୍‌-୧୪ : ଭାଗ୍ୟ ବଦଳାଇବା ଆଶାରେ ଆରସିବି

ଚେନ୍ନାଇ,୮।୪(ପି.ଟି.): ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୪ତମ ସଂସ୍କରଣ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି। କୋଭିଡ୍‌-୧୯ ମହାମାରୀ ପ୍ରକୋପ ଜାରି ରହିଥିଲେ ମଧ୍ୟ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ବିଶ୍ୱର ଏହି ଶ୍ରେଷ୍ଠ ଟି୨୦ ଲିଗ୍‌ ଆୟୋଜନ...

ଆଇପିଏଲ୍‌ ପୂର୍ବରୁ ଜୀବନର ଲକ୍ଷ୍ୟକୁ ନେଇ ଏଭଳି କହିଲେ ଏହି ଯୁବ ଭାରତୀୟ ବୋଲର୍‌; ସଫଳତାର ଶ୍ରେୟ ଦେଇ…

ନୂଆଦିଲ୍ଲୀ,୮।୪: ଭାରତର ଉଦୀୟମାନ କ୍ରିକେଟ ତାରକାଙ୍କ ମଧ୍ୟରୁ ଦ୍ରୁତ ବୋଲର ମହମ୍ମଦ ସିରାଜ ଅନ୍ୟତମ। ୨୭ ବର୍ଷୀୟ ଏହି କ୍ରିକେଟର ୨୦୧୭ ନଭେମ୍ବରରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଛୋଟ ଫର୍ମାଟରେ ଖେଳ ଆରମ୍ଭ କରିଥିଲେ। ଏଯାବତ ସେ ଭାରତ ପକ୍ଷରୁ ୫...

୨୦୨୧ ଆଇପିଏଲ୍‌ ସିଏସ୍‌କେର ଏହି ୪ ଧୁରନ୍ଧରଙ୍କ ପାଇଁ ହୋଇପାରେ ଶେଷ ସିଜିନ୍‌

ନୂଆଦିଲ୍ଲୀ,୮।୪: ଚଳିତ ବର୍ଷ ହେବାକୁ ଥିବା ଆଇପିଏଲ୍କୁ ଆଉ ମାତ୍ର କିଛି ଘଣ୍ଟା ବାକି ଅଛି। ଏହାକୁ ନେଇ ପ୍ରଶଂସକଙ୍କ ସହ ଖେଳାଳିଙ୍କ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଆଇପିଏଲ୍‌ରେ ଚେନ୍ନାଇ ସୁପରକିଙ୍ଗ୍ସ ଏକ ଶକ୍ତିଶାଳୀ ଦଳ ଭାବରେ ପରିଗଣିତ ହୋଇଛି।...

ଆଇପିଏଲ୍‌ର ପ୍ରଥମ ମ୍ୟାଚ୍‌ ପୂର୍ବରୁ ପ୍ରବଳ ନାଚିଲେ ଆରସିବି ଖେଳାଳି: ଜାଣନ୍ତୁ କାହିଁକି

ଚେନ୍ନାଇ,୮।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୪ ତମ ସିଜନରେ ପ୍ରଥମ ଟାଇଟଲ ହାସଲ କରିବାକୁ ପ୍ରସ୍ତୁତ ହେଉଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳ। ଆଇପିଏଲ୍‌ ୨୦୨୧ରେ ସେମାନଙ୍କର ଅଭିଯାନ ଆରମ୍ଭ କରିବା ପୂର୍ବରୁ, କିଛି ଆରସିବି ଖେଳାଳି ଫଟୋଶୁଟରେ ଅଂଶଗ୍ରହଣ...

କାଲିଠୁ ଆଇପିଏଲ୍‌ ମହାସମର: କେବଳ ପ୍ରସାରଣ ଟିମ୍‌ର ହେବ ୧୦ ହଜାର କରୋନା ଟେଷ୍ଟ

ନୂଆଦିଲ୍ଲୀ,୮।୪: କରୋନା ଭିତରେ ଆଇପିଏଲ୍‌ର ୧୪ତମ ସଂସ୍କରଣ ଖେଳା ହେବାକୁ ଯାଉଛି। ଆଇପିଏଲକୁ ସଫଳ କରିବା ପାଇଁ ବାୟୋ ବବୁଲକୁ ଅତ୍ୟନ୍ତ କଠିନ କରାଯାଇଛି। ଯଦି ସମଗ୍ର ଆଇପିଏଲରେ କ୍ରିକେଟରଙ୍କ ନିକଟତର କେହି ଅଛନ୍ତି, ତେବେ ଏହା ବ୍ରଡକାଷ୍ଟିଂ ଟିମ୍‌...

Advertisement


Archives

Model This Week

Why Dharitri