ଆଇପିଏଲ୍‌

ଆଇପିଏଲ୍‌ ପୂର୍ବରୁ ଚେନ୍ନାଇରେ ଅଭ୍ୟାସ କରିବେ ଧୋନୀ, ରାଇନା

ଚେନ୍ନାଇ, ୯।୮: ବିଶ୍ୱର ସବୁଠାରୁ ବ୍ୟୟ ବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବ।…

5 years ago

ଆଇପିଏଲ୍‌ରେ ପ୍ରତି ୫ ଦିନରେ ଖେଳାଳିଙ୍କ କରୋନା ଟେଷ୍ଟ

ନୂଆଦିଲ୍ଲୀ,୪।୮(ପି.ଟି.): କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଆୟୋଜନ ହେବାକୁ ଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

5 years ago

ଆଇପିଏଲ ୨୦୨୦ରୁ ଓହରିପାରେ ଭିଭୋ

ନୂଆଦିଲ୍ଲୀ, ୪ା୮ (ପି.ଟି.)-  ସମ୍ପ୍ରତି ଭାରତ-ଚାଇନା ମଧ୍ୟରେ କୂଟନୈତିକ ଉତ୍ତେଜନା ବୃଦ୍ଧି ପାଇଥିବାରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସହିତ ଆପୋସ ବୁଝାମଣା ଜରିଆରେ ଚାଇନିଜ୍‌…

5 years ago

ଆଇପିଏଲ୍‌ ଆୟୋଜନ କରିବାକୁ ଏହି ଦେଶ ଆଗ୍ରହୀ

ନୂଆଦିଲ୍ଲୀ,୬।୭(ପି.ଟି.): ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ) ଓ ଶ୍ରୀଲଙ୍କା ପରେ ନ୍ୟୁଜିଲାଣ୍ଡ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ କରିବାକୁ ପ୍ରସ୍ତାବ ଦେଇଛି। ଏନେଇ ଭାରତୀୟ କ୍ରିକେଟ…

5 years ago

ମହିଳା ଅବତାରରେ କେମିତି ଦେଖାଯାଉଛନ୍ତି ସିଏସ୍‌କେ ତାରକା ଧୋନୀ-ରାଇନା

ଚେନ୍ନାଇ, ୨୫।୬- ବର୍ତ୍ତମାନ ସୋସିଆଲ ମିଡିଆରେ ଜେଣ୍ଡର ସ୍ବାପ୍‌ ଜରିଆରେ କ୍ରିକେଟର୍‌ଙ୍କ ‘ଫିମେଲ ଭର୍ସନ’ ବା ମହିଳା ଅବତାର ରୂପ ଦେଖିବାକୁ ମିଳୁଛି। ବିଭିନ୍ନ ଷ୍ଟାର୍‌ କ୍ରିକେଟର୍‌ଙ୍କ…

5 years ago

ଟି୨୦ ବିଶ୍ୱକପ୍‌ ଘୁଞ୍ଚିଲେ ଆଇପିଏଲ୍‌ ଖେଳିବି: ଓ୍ବାର୍ନର

ନୂଆଦିଲ୍ଲୀ,୨୧।୬(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଘୁଞ୍ଚିଲେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଖେଳିବୁ ବୋଲି ଅଷ୍ଟ୍ରେଲିଆ ତାରକା ଓପନର…

5 years ago

ଆଇପିଏଲ୍‌ ଉପରେ ପଡ଼ିବ ଭାରତ-ଚାଇନା ବିବାଦର ପ୍ରଭାବ

ନୂଆଦିଲ୍ଲୀ, ୧୮।୬- ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଠିକ୍‌ ସମୟରେ ଆୟୋଜନ ହେବାରେ ପ୍ରଥମେ କରୋନା ଭାଇରସ ପ୍ରତିବନ୍ଧକ ସାଜିଥିଲା। ଏହି କାରଣରୁ ଆଇପିଏଲ୍‌…

5 years ago

ଆଇପିଏଲ ପୂର୍ବରୁ ଖେଳାଳିଙ୍କୁ ତଥ୍ୟ ପ୍ରଦାନ କରୁଛି ନ୍ୟୁଜିଲାଣ୍ଡ କ୍ରିକେଟ

ଅକ୍‌ଲାଣ୍ଡ,୫ା୩(ପି.ଟି.)- କରୋନା ଭାଇରସ କାରଣରୁ ବିଶ୍ୱରେ ପ୍ରାୟ ୮୦ ଦେଶ ପ୍ରଭାବିତ ହୋଇସାରିଛନ୍ତି। ଏଥିରୁ ବର୍ତ୍ତି ପାରିନାହିଁ ଭାରତ । ଦେଶରେ ୧୬ ଇଟାଲି ଯାତ୍ରୀଙ୍କ ସମେତ…

6 years ago

କରୋନା ପ୍ରଭାବ ଆଇପିଏଲ୍‌ ଉପରେ ପଡ଼ିବନି

ନୂଆଦିଲ୍ଲୀ,୪।୩: କରୋନା ସଂକ୍ରମଣ ଯୋଗୁ ଟୋକିଓ ଅଲମ୍ପିକ ବାତିଲ ହେବାର ଆଶଙ୍କା ଦେଖାଦେଇଛି। ତେବେ ଏଥିପାଇଁ ମାର୍ଚ୍ଚ ୨୯ଠାରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ ମ୍ୟାଚ୍‌ ନେଇ…

6 years ago

ଅଧା ହେଲା ଆଇପିଏଲ ଚାମ୍ପିୟନ ପୁରସ୍କାର ରାଶି

ନୂଆଦିଲ୍ଲୀ,୪ା୩(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଚଳିତବର୍ଷର ଆଇପିଏଲ ଚାମ୍ପିୟନ ଓ ଉପବିଜେତାଙ୍କ ପୁରସ୍କାର ରାଶି ଅଧା କାଟ କରିବାକୁ ନିଷ୍ପତ୍ତି ନେଇଛି। ଏ ନେଇ…

6 years ago