ଆଇପିଏଲ୍‌-୨୦୨୨

ଧୋନୀ-ରୋହିତ ପ୍ଲେ-ଅଫ୍‌ ଦୌଡ଼ରୁ ବାହାର ! ଟପ୍‌-୪ ଦୌଡ଼ରେ…

ମୁମ୍ବାଇ,୫।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)୨୦୨୨ରେ ଏଯାବତ ୪୯ ମ୍ୟାଚ୍‌ ଖେଳା ସରିଛି। ଦଳଗୁଡ଼ିକର ପ୍ରଦର୍ଶନ ଅନୁଯାୟୀ ପ୍ଲେ ଅଫ୍‌ ପାଇଁ ୮ ଦଳ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ବିଶେଷକରି ମହେନ୍ଦ୍ର ସିଂହ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର...

ଲାଇଭ୍‌ ମ୍ୟାଚ୍‌ରେ ପ୍ରେମିକଙ୍କୁ ପ୍ରପୋଜ୍‌ କଲେ ଯୁବତୀ

ପୁଣେ,୫।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର (ଆରସିବି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ମଧ୍ୟରେ ଖେଳାଯାଇଥିବା ଆଇପିଏଲ ମ୍ୟାଚ ସମୟରେ ଏକ ପ୍ରେମ ଯୋଡି ଟିଭିରେ ସମଗ୍ର ବିଶ୍ୱର ଦୃଷ୍ଟି ଆକର୍ଷଣ କରିଥିଲେ। ଲାଇଭ ମ୍ୟାଚ ସମୟରେ ଷ୍ଟାଡିୟମରେ ଉପସ୍ଥିତ...

କୋହଲିଙ୍କୁ ସହ ଘଟିଲା ଏମିତି, ବୋଲର୍‌ଙ୍କୁ ମାଗିବାକୁ ପଡିଲା କ୍ଷମା: ଦେଖନ୍ତୁ ଭିଡିଓ

ପୁଣେ,୫।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଚାରିଥର ଚାମ୍ପିଅନ୍‌ ଚେନ୍ନାଇ ସୁପର କିଙ୍ଗ୍ସକୁ ୧୩ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଆରସିବି ବ୍ୟାଟ୍ସମ୍ୟାନ ବିରାଟ କୋହଲି ପୁଣି ଥରେ ବ୍ୟାଟିଂରେ ବିଶେଷ କିଛି ପ୍ରଦର୍ଶନ...

ଚେନ୍ନାଇକୁ ପରାସ୍ତ କଲା ଆରସିବି

ପୁଣେ,୪।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ)କୁ ୧୩ ରନରେ ପରାସ୍ତ କରିଛି। ଆଜି ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଚାଲିଥିବା ଏହି ମ୍ୟାଚ୍‌ରେ ୧୭୪...

ଚେନ୍ନାଇ ସୁପର୍‌ କିଙ୍ଗ୍ସକୁ ୧୭୪ ରନ୍‌ର ଟାର୍ଗେଟ୍‌

ପୁଣେ,୪।୫: ପୁଣେର ଏମସିଏ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ୪୯ତମ ଆଇପିଏଲ୍‌ ମ୍ୟାଚ୍‌ ଖେଳାଯାଉଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ବେଙ୍ଗାଲୁରୁ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ୍‌ ହରାଇ ୧୭୩ ରନ୍‌...

କୋହଲିଙ୍କୁ ପଛରେ ପକାଇଲେ ଧୋନୀ

ପୁଣେ,୪।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚରେ ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଆଜି ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)କୁ ଭେଟୁଛି। ଏହି ମ୍ୟାଚ୍‌ ରେ ସିଏସ୍‌କେ ଅଧିନାୟକ ମହେନ୍ଦ୍ର ସିଂ...

ଟସ୍‌ ଜିତିଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ

ପୁଣେ,୪।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ପୁଣେର ଏମସିଏ ଷ୍ଟାଡିୟମରେ ଖେଳାଯାଉଛି । ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଟସ ଜିତି ପ୍ରଥମେ ବୋଲିଂ...

ଆଇପିଏଲ୍‌ରେ ସବୁଠୁ ଲମ୍ବା ଛକା କିଏ ମାରିଛନ୍ତି ଜାଣନ୍ତି

ମୁମ୍ବାଇ,୪।୫: ଚଳିତ ଆଇପିଏଲ ସିଜିନରେ ପଞ୍ଜାବ କିଙ୍ଗ୍ସର ଲିଆମ ଲିଭିଙ୍ଗଷ୍ଟୋନ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଦୀର୍ଘତମ ଛକା ମାରିଛନ୍ତି। ଲିଭିଙ୍ଗଷ୍ଟୋନ ୧୧୭ ମିଟର ଲମ୍ବା ଛକା ମାରିଥିଲେ। ଏହି ଛକା ମାରିବା ପରେ ଲିଭିଙ୍ଗଷ୍ଟୋନ ଆଇପିଏଲ ଇତିହାସର ଦୀର୍ଘତମ ଛକା...

ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଗୁଜରାଟ

ମୁମ୍ବାଇ,୩।୫: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ମଙ୍ଗଳବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୪୮ତମ ମ୍ୟାଚ ଗୁଜରାଟ ଟାଇଟାନ୍ସ ଓ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଖେଳାଯାଉଛି। ଗୁଜରାଟ ଟାଇଟାନ୍ସର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ...

ମ୍ୟାଚ୍‌ ପୂର୍ବରୁ ପାପୁଲିରେ ଏମିତି କଥା ଲେଖିଥିଲେ ବ୍ୟାଟ୍ସମ୍ୟାନ୍‌: ପରେ ହେଲା ସତ

ମୁମ୍ବାଇ,୩।୫: ଆଇପିଏଲ ୨୦୨୨ର ୪୭ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରିଛି। କ୍ରମାଗତ ୫ ମ୍ୟାଚ୍‌ ହାରିବା ପରେ କେକେଆର୍‌ ବିଜୟର ସ୍ବାଦ ଚାଖିଛି। କୋଲକାତାର ବିଜୟର ହିରୋ ଥିଲେ ରିଙ୍କୁ ସିଂ।...

୭ଉଇକେଟରେ ରାଜସ୍ଥାନକୁ ହରାଇଲା କୋଲ୍‌କାତା

ମୁମ୍ବାଇ,୨।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ମ୍ୟାଚରେ କୋଲ୍‌କାତା ନାଇଟ୍‌ ରାଇଡର୍ସ ୭ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ରାଜସ୍ଥାନ ରୟାଲ୍ସ ୨୦ ଓଭରରେ ୫ ଉଇକେଟ ହରାଇ ୧୫୨ ରନ୍‌...

କୋଲକାତା ଆଗରେ ୧୫୩ ରନ୍‌ର ଟାର୍ଗେଟ

ମୁମ୍ବାଇ,୨।୫ : ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ବିପକ୍ଷରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଅଧିନାୟକ ସଞ୍ଜୁ ସାମସନ(୫୪)ଙ୍କ ଅର୍ଦ୍ଧଶତକ ଯୋଗୁ ରାଜସ୍ଥାନ ରୟାଲ୍ସ ୨୦ ଓଭରରେ ୫ ଉଇକେଟ ହରାଇ ୧୫୨ ରନ୍‌ କରିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri