ଆଇପିଏଲ୍‌

‘ମୁଁ ଧୋନୀଙ୍କ ପାଇଁ ଜୀବନ ଦେଇପାରିବି’

ମୁମ୍ବାଇ,୨।୫: କ୍ରିକେଟ ଦୁନିଆରେ ମହେନ୍ଦ୍ର ସିଂ ଧୋନୀଙ୍କ କ୍ରେଜ ସବୁଠି ଦେଖାଯାଏ। ଦେଶ ହେଉ କି ବିଦେଶ ଖେଳରେ ଧୋନୀଙ୍କ ଫ୍ୟାନ ବେସ ସର୍ବାଧିକ। କ୍ୟାପଟେନ କୁଲଙ୍କ ପାଇଁ କ୍ରିକେଟ ପ୍ରଶଂସକମାନେ କେତେ ପାଗଳ, ଅନେକ ଥର ଏହାର ଉଦାହରଣ ଦେଖିବାକୁ…

ଆଇପିଏଲ୍‌ରେ ନିଜ ଭବିଷ୍ୟତକୁ ନେଇ ମୁହଁ ଖୋଲିଲେ ଧୋନୀ

ମୁମ୍ବାଇ,୨।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ ମହେନ୍ଦ୍ର ସିଂ ଧୋନୀ ପୁଣି ଥରେ  ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ଖେଳାଯାଇଥିବା ମ୍ୟାଚରେ ସେ ଦଳର ଅଧିନାୟକ ହୋଇଥିଲେ। ଧୋନୀ ଅଧିନାୟକତ୍ୱ ଗ୍ରହଣ କରିବା ମାତ୍ରେ ଚେନ୍ନାଇ…

ଦଳର ବିଜୟ ପରେ ବି ରାଗିଗଲେ ଗମ୍ଭୀର, ହରାଇଲେ ନିୟନ୍ତ୍ରଣ

ପୁଣେ,୨।୫: ଆଇପିଏଲ ୨୦୨୨ର ୪୫ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଏକ ରୋମାଞ୍ଚକର ମ୍ୟାଚ ଦେଖିବାକୁ ମିଳିଥିଲା। ଲକ୍ଷ୍ନୌ ଦଳ ଶେଷରେ ୬ ରନ୍‌ରେ ଏହି ମ୍ୟାଚ ଜିତିଥିଲା। ଏହି ମ୍ୟାଚ ଜିତିବା ପରେ ଲକ୍ଷ୍ନୌ…

କାହିଁକି ଅଧିନାୟକ ପଦ ଛାଡିଲେ ଜାଡେଜା, ଧୋନୀ କଲେ ଖୁଲାସା

ମୁମ୍ବାଇ,୨।୫:ଆଇପିଏଲ ୨୦୨୨ର ୪୬ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ୧୩ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ବିଜୟ ହାସଲ କରିଛି। ମହେନ୍ଦ୍ର ସିଂ ଧୋନୀଙ୍କ ଅଧିନାୟକତ୍ୱରେ ଏହି ସିଜିନରେ ଚେନ୍ନାଇର ପ୍ରଥମ ଏବଂ ତୃତୀୟ ସାମଗ୍ରିକ ବିଜୟ ଥିଲା। ମ୍ୟାଚ୍‌ ପରେ…

ଛକା, ଚୌକା ବର୍ଷା କଲେ ଋତୁରାଜ-କନଓ୍ବେ

ପୁଣେ,୧।୫: ସନରାଇଜର୍ସ ହାଇଦ୍ରାବାଦ୍‌ ବୋଲରଙ୍କ ସହ କେବଳ ଛକା ଓ ଚୌକାରେ କଥାବାର୍ତ୍ତା କରିଥିଲେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓପନର ଋତୁରାଜ ଗାଏକ୍ୱାଡ ଏବଂ ଡେଭନ କନଓ୍ବେ। ଆରମ୍ଭରୁ ଶେଷ ପର୍ଯ୍ୟନ୍ତ କୌଣସି ବୋଲରଙ୍କୁ କ୍ଷମା ଦେଲେ ନାହିଁ। ଏପରି…

ସେହ୍ବାଗଙ୍କ ଭବିଷ୍ୟବାଣୀ

ମୁମ୍ବାଇ,୧।୫: ଚଳିତ ଆଇପିଏଲର ଅଧାରୁ ଚେନ୍ନାଇ ସୁପର କିଙ୍ଗସର ଅଧିନାୟକ ପଦ ଛାଡିଛନ୍ତି ରବୀନ୍ଦ୍ର ଜାଡେଜା। ଏଥିସହ ଚଳିତ ସିଜିନର ବାକି ମ୍ୟାଚ ଗୁଡିକ ମହେନ୍ଦ୍ର ସିଂହ ଧୋନୀଙ୍କ ନେତୃତ୍ୱରେ ଖେଳିବ ଦଳ। ଆଇପିଏଲ ଆରମ୍ଭ ହେବାର ଦୁଇ ଦିନ ପୂର୍ବରୁ…

ଲକ୍ଷ୍ନୌକୁ ବଞ୍ଚାଇ ଦେଲେ ମୋହସିନ, ରାହୁଲ

ମୁମ୍ବାଇ,୧।୫ : ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଅପରାହ୍ନରେ ଖେଳାଯାଇଥିବା ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ୬ ରନ୍‌ରେ ଦିଲ୍ଲୀ କ୍ୟାପିଟଲ୍ସକୁ ହରାଇ ଦେଇଛି। ଏହି ବିଜୟ ଯୋଗୁ ଲକ୍ଷ୍ନୌ ୧୪ ପଏଣ୍ଟ ସହ ଅଙ୍କ ତାଲିକାରେ ଦ୍ୱିତୀୟ ସ୍ଥାନକୁ ଉଠିଛି।…

ଦିଲ୍ଲୀକୁ ୧୯୬ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୧।୫: ଆଇପିଏଲ ୨୦୨୨ର ୪୫ତମ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ମଧ୍ୟରେ ଖେଳାଯାଉଛି। ପ୍ରଥମେ ଟସ୍‌ ଜିତି ବ୍ୟାଟିଂ କରିଥିବା ଲକ୍ଷ୍ନୌ ୩ ଉଇକେଟ୍‌ ହରାଇ ୧୯୫ ରନ୍‌ କରିଛି। ଫଳରେ ଦିଲ୍ଲୀ କ୍ୟାପିଟାଲ୍ସକୁ…

ଟସ୍‌ ଜିତିଲା ଲକ୍ଷ୍ନୌ ସୁପର ଜିଆଣ୍ଟସ

ମୁମ୍ବାଇ,୧।୫: ଆଇପିଏଲ ୨୦୨୨ର ୪୫ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି) ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ସହିତ ମୁହାଁମୁହିଁ ହେଉଛିି। ଲକ୍ଷ୍ନୌ ପ୍ରଥମେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛିି। ଫଳରେ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ବୋଲିଂ କରିବ। ଲକ୍ଷୌ୍ନ ଦଳ…

ରୋହିତ ଶର୍ମାଙ୍କ ଜନ୍ମଦିନ କାନ୍ଦିଲେ ସ୍ତ୍ରୀ ରିତିକା

ମୁମ୍ବାଇ,୧।୫: ଶେଷରେ ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ ୨୦୨୨ରେ ପ୍ରଥମ ବିଜୟ ହାସଲ କରିଛି। ରାଜସ୍ଥାନ ବିପକ୍ଷ ମ୍ୟାଚରେ ମୁମ୍ବାଇ ୫ ଉଇକେଟରେ ଜିତି ଦଳର ଅଧିନାୟକ ରୋହିତ ଶର୍ମାଙ୍କୁ ଜନ୍ମଦିନରେ ଏକ ବିଶେଷ ଉପହାର ଦେଇଛି। ତେବେ ଅଧିନାୟକ ରୋହିତ ନିଜେ…

ଏମ୍‌ଆଇ ବିଜୟୀ…

ମୁମ୍ବାଇ, ୩୦।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୪୪ ତମ ମ୍ୟାଚ୍‌ରେ ଶନିବାର ରାଜସ୍ଥାନ ରୟାଲର୍‌ସ (ଆର୍‌ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌ (ଏମ୍‌ଆଇ) ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୫୯ ରନ୍ ଲକ୍ଷ୍ୟର ପିଛା କରି  ଏମ୍ ଆଇ…

ଏମ୍‌ଆଇ ପାଇଁ ୧୫୯ ରନ୍‌ର ବିଜୟ ଲକ୍ଷ୍ୟ…

ମୁମ୍ବାଇ, ୩୦।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୪୪ ତମ ମ୍ୟାଚ୍‌ରେ ଶନିବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ)ସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ମହାରାଷ୍ଟ୍ର ମୁମ୍ବାଇର ଡ. ଡିଓ୍ବାଇ ପାଟିଲ ସ୍ପୋଟର୍ସ ଷ୍ଟାଡିୟମ୍‌ରେ ଖେଳାଯାଉଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri