ଆଇପିଏଲ୍‌

ଦଳର ପ୍ରଦର୍ଶନ ଦେଖି ୩-୪ ଟିଭି ରିମୋଟ ଭାଙ୍ଗିଦେଲେ କୋଚ

ମୁମ୍ବାଇ,୨୭।୪: ଆଇପିଏଲ ୨୦୨୨ରେ ଦିଲ୍ଲୀର ପ୍ରଦର୍ଶନ କିଛି ବିଶେଷ ହୋଇନାହିଁ। ୭ଟି ମ୍ୟାଚ୍‌ରେ ଚାରିଟି ପରାଜୟ ଏବଂ ତିନୋଟି ବିଜୟ ସହିତ ଦଳ ପଏଣ୍ଟ ଟେବୁଲରେ ସପ୍ତମ ସ୍ଥାନରେ ରହିଛି। ଦଳକୁ ବିଜୟ ଟ୍ରାକ୍‌କୁ ଫେରିବା ପାଇଁ ତାଙ୍କ ଦଳକୁ କେବଳ…

‘କୋହଲି ଆଇପିଏଲ୍‌ରୁ ଓହରି ଯିବା ଉଚିତ୍‌’

ମୁମ୍ବାଇ,୨୭।୪: ଆଇପିଏଲ୍‌ ୨୦୨୨ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଖରାପ ଫର୍ମ ଜାରି ରହିଛି। କୋହଲି ୯ଟି ମ୍ୟାଚ୍‌ରେ ହାରାହାରି ୧୬ରେ ମାତ୍ର ୧୨୮ ରନ ସ୍କୋର କରିବାରେ ସକ୍ଷମ ହୋଇଛନ୍ତି। ଭାରତୀୟ ଦଳର ପୂର୍ବତନ କୋଚ…

ଆର୍‌ଆର୍‌ ବିଜୟୀ…

ମୁମ୍ବାଇ, ୨୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ବିପକ୍ଷରେ  ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୪୫ ରନ୍ ଲକ୍ଷ୍ୟର ପିଛା କରି  ଆର୍‌ସିବି ୧୯.୩  ଓଭରରେ   ୧୦ ୱିକେଟ ହରାଇ  …

ଆର୍‌ସିବି ପାଇଁ ବିଜୟ ଲକ୍ଷ୍ୟ ୧୪୫ …

ମୁମ୍ବାଇ, ୨୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ମହାରାଷ୍ଟ୍ର ପୁୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଆରସିବି…

ଟସ୍‌ ଜିତିଲା ଆର୍‌ସିବି, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୨୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ୩୯ ତମ ମ୍ୟାଚ୍‌ରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ପୁୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା…

୩ଟି ବଡ଼ ସଫଳତା ହାସଲ କଲେ ଶିଖର ଧାୱନ

ମୁମ୍ବାଇ,୨୬।୪: ଆଇପିଏଲ ୨୦୨୨ର ୩୮ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସର ଓପନର୍‌ ଶିଖର ଧାୱନ  ୩ଟି ବଡ଼ ସଫଳତା ହାସଲ କରିଛନ୍ତି। ଏହି ମ୍ୟାଚ୍‌ରେ ୩୬ ବର୍ଷୀୟ ଧାୱନ ଆଇପିଏଲରେ ନିଜର ୨୦୦ତମ ମ୍ୟାଚ ଖେଳିବାକୁ ଓହ୍ଲାଇଥିଲେ। ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ…

ସଂଘର୍ଷ କରି ହାରିଲା ଚେନ୍ନାଇ

ମୁମ୍ବାଇ,୨୫।୪: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୩୮ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସଂଘର୍ଷ କରି ୧୧ରନ୍‌ରେ ପରାସ୍ତ ହୋଇଛି। ଶେଷ ବଲ୍‌ରେ ୧୩ ରନ୍‌ ଆବଶ୍ୟକ ଥିବା ବେଳେ ଚେନ୍ନାଇ ସୁପରକିଙ୍ଗ୍ସର ଅଧିନାୟକ ରବୀନ୍ଦ୍ର ଜାଡେଜା…

ଚେନ୍ନାଇକୁ ୧୮୮ରନ୍‌ର ଟାର୍ଗେଟ ଦେଲା ପଞ୍ଜାବ

ମୁମ୍ବାଇ,୨୫।୪: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୩୮ତମ ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗ୍ସ ଅଧିନାୟକ ରବିନ୍ଦ୍ର ଜାଡେଜା ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ପଞ୍ଜାବ କିଙ୍ଗ୍ସ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ଓଭରରେ ୪ଟି…

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଚେନ୍ନାଇ

ମୁମ୍ବାଇ,୨୫।୪: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୩୮ତମ ମ୍ୟାଚ ପଞ୍ଜାବ କିଙ୍ଗ୍ସ ଓ ଚେନ୍ନାଇ ସୁପରକିଙ୍ଗ୍ସ ମଧ୍ୟରେ ଖେଳାଯାଉଛି। ଚେନ୍ନାଇ ସୁପରକିଙ୍ଗ୍ସ ଅଧିନାୟକ ରବିନ୍ଦ୍ର ଜାଡେଜା ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ପଞ୍ଜାବ…

ରାହୁଲଙ୍କୁ ଜୋରିମନା

ମୁମ୍ବାଇ,୨୫।୪: କେ.ଏଲ ରାହୁଲଙ୍କ ନେତୃତ୍ୱାଧୀନ ଲକ୍ଷ୍ନୌ ସୁପର ଜିଆଣ୍ଟସ ମୁମ୍ବାଇ ଇଣ୍ଡିଆନ୍ସ ଉପରେ ଆଇପିଏଲ ୨୦୨୨ର ପଞ୍ଚମ ବିଜୟ ହାସଲ କରିଛି। ତେବେ ଏହି ବିଜୟ ପରେ ଲକ୍ଷ୍ନୌର ଦଳକୁ ଦଣ୍ଡିତ କରାଯାଇଛି। ଅଧିନାୟକ କେ.ଏଲ ରାହୁଲ ଏବଂ ବାକି ଖେଳୁଥିବା…

ଚୁମ୍ବନ ଦେଇ ବ୍ୟାଟ୍ସମ୍ୟାନ୍‌ଙ୍କୁ ପାଭିଲିୟନକୁ ପଠାଇଲେ ବୋଲର୍‌: ଦେଖନ୍ତୁ ଭିଡିଓ

ମୁମ୍ବାଇ,୨୫।୪: ଆଇପିଏଲ ୨୦୨୨ର ୩୭ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ମୁମ୍ବାଇ ଇଣ୍ଡିଆନ୍ସକୁ ୩୬ ରନ୍‌ରେ ପରାସ୍ତ କରିଛି। ପୁଣି ଥରେ ମୁମ୍ବାଇର ବ୍ୟାଟ୍ସମ୍ୟାନ୍‌ମାନେ ଏହି ମ୍ୟାଚ୍‌ରେ ଭଲ ଖେଳି ନ ଥିଲେ। ଏଥିରେ କିରନ ପୋଲାର୍ଡ ମଧ୍ୟ ସାମିଲ ଅଛନ୍ତି।…

ଆଇପିଏଲ୍‌ର ସବୁଠୁ ମହଙ୍ଗା ଖେଳାଳିଙ୍କ ଫ୍ଲପ ଶୋ’

ମୁମ୍ବାଇ,୨୫।୪: ମୁମ୍ବାଇ ଇଣ୍ଡିଆନ୍ସର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଇଶାନ କିଶାନ ଆଇପିଏଲ ୨୦୨୨ରେ କ୍ରମାଗତ ଫ୍ଲପ ସାବ୍ୟସ୍ତ ହୋଇଛନ୍ତି। ମେଗା ନିଲାମରେ ଇଶାନ କିଶନ ସବୁଠାରୁ ମହଙ୍ଗା ଖେଳାଳି ଥିଲେ, କିନ୍ତୁ ଏହି ସିଜନରେ ସେ ଏପର୍ଯ୍ୟନ୍ତ ତାଙ୍କ ଦଳ ପାଇଁ କିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri