ଆଇପିଏଲ୍‌-୨୦୨୨

ଫାଇନାଲ୍‌ ଟିକେଟ୍‌ ପାଇଁ ‘ରୟାଲ୍‌’ ଆଜି ମୁକାବିଲା

ଅହମ୍ମଦାବାଦ୍‌,୨୭।୫: ଆଇପିଏଲ ୨୦୨୨ର କ୍ୱାଲିଫାୟାର୍‌-୨ରେ ସଞ୍ଜୁ ସାମସନଙ୍କ ନେତୃତ୍ୱଧୀନ ରାଜସ୍ଥାନ ରୟାଲ୍ସ ଟିମ୍‌ ଆଜି ଫାଫ ଡୁ ପ୍ଲେସିସଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ଭେଟିବ। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯିବ। ଆଜିର ବିଜୟୀ ଦଳ ମେ...

ଆର୍‌ସିବିି ବିଜୟ ପରେ ମାତ୍ର ୩ଟି ଶବ୍ଦ କହିଲେ ଏବି ଡି ଭିଲିୟର୍ସ

କୋଲକତା,୨୬।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୨ର ଏଲିମିନେଟର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲରୁ (ଆରସିବି) ୧୪ ରନ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ପରାସ୍ତ କରିଛି। ଏହି ବିଜୟ ପରେ ଆରସିବି ଶୁକ୍ରବାର କ୍ୱାଲିଫାୟର-୨ରେ ରାଜସ୍ଥାନ ରୟାଲ୍ସକୁ ଭେଟିବ। ଏହି...

ହୁଡାଙ୍କ ଛକାରେ ପୋଲିସକର୍ମୀ ଆହତ

କୋଲକତା,୨୬।୫: ଆଇପିଏଲ ୨୦୨୨ରେ ଖେଳାଯାଇଥିବା ଏଲିମିନେଟର ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି) ୧୪ ରନ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)ଠାରୁ ପରାସ୍ତ ହୋଇ ଚଳିତ ସିଜିନ୍‌ରୁ ବିଦାୟ ନେଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି) ବ୍ୟାଟ୍ସମ୍ୟାନ...

ଆଇପିଏଲ୍‌ରେ କୌଣସି ଦଳ କିଣି ନ ଥିଲେ, ଚମତ୍କାର ଭାବେ ଦଳରେ ପ୍ରବେଶ କରି ରଚିଲେ ଇତିହାସ

କୋଲକତା,୨୬।୫: ଆଇପିଏଲ ୨୦୨୨ର ଏଲିମିନେଟର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଦଳ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି)କୁ ୧୪ ରନ୍‌ରେ ପରାସ୍ତ କରି କ୍ୱାଲିଫାୟର୍‌ ୨ ରେ ପ୍ରବେଶ କରିଛି। କ୍ୱାଲିଫାୟର୍‌ ୨ରେ ଆରସିବି ମେ ୨୭ରେ ରାଜସ୍ଥାନ...

ରୋମାଞ୍ଚକ ମୁକାବିଲାରେ ଲକ୍ଷ୍ନୌକୁ ପରାସ୍ତ କଲା ବେଙ୍ଗାଲୁରୁ 

କୋଲକତା,୨୬।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୨ର ଏଲିମିନେଟର ମ୍ୟାଚ୍‌ ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି)କୁ ୧୪ ରନ୍ ରେ ପରାସ୍ତ କରିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) । ଆରସିବିର ବିଶାଳ ୨୦୮ ରନ୍ ର ଟାର୍ଗେଟକୁ...

ଲକ୍ଷ୍ନୌକୁ ବିଶାଳ ଟାର୍ଗେଟ ଦେଲା ବେଙ୍ଗାଲୁରୁ

କୋଲକତା,୨୫।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୨ର ଏଲିମିନେଟର ମ୍ୟାଚ୍‌ ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି) ଆଗରେ ବିଶାଳ ଟାର୍ଗେଟ ରଖିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) । କୋଲକାତାର ଇଡେନ ଗାର୍ଡେନ୍ସରେ ଖେଲାଯାଉଥିବା ଏହି ମ୍ୟାଚରେ ଟସ୍...

ଟସ୍‌ ଜିତିଲା ଲକ୍ଷ୍ନୌ ସୁପର ଜିଆଣ୍ଟସ

କୋଲକତା,୨୫।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୨ରେ ଏଲିମିନେଟର ମ୍ୟାଚ୍‌ ଆଜି କୋଲକାତାର ଇଡେନ ଗାର୍ଡେନ୍ସରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସଟସ୍‌ ଜିତି...

ଫାଇନାଲ୍‌ରେ ଦଳକୁ ପହଞ୍ଚାଇବା ପରେ ଏମିତି କଥା କହିଦେଲେ ପାଣ୍ଡ୍ୟା

କୋଲକତା,୨୫।୫: ଆଇପିଏଲ ୨୦୨୨ର କ୍ୱାଲିଫାୟାର୍‌-୧ ମ୍ୟାଚରେ ଗୁଜରାଟ ଟାଇଟାନ୍ସ (ଜିଟି) ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌)କୁ ୭ ଉଇକେଟରେ ପରାସ୍ତ କରି ଫାଇନାଲ ଟିକେଟ ପାଇଛି। ଗୁଜରାଟ ଟାଇଟାନ୍ସ (ଜିଟି)ର ଏହି ବିଜୟ ପରେ ଦଳର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ...

ଆଜି ଏଲିମିନେଟର୍‌ ମ୍ୟାଚ୍‌

କୋଲକତା,୨୫।୫: ଆଇପିଏଲ ୨୦୨୨ର ଏଲିମିନେଟର ମ୍ୟାଚ ଆଜି ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ କୋଲକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ୍‌ ଉଭୟ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ। କାରଣ ଫାପ ଡୁ ପ୍ଲେସିସ...

ଦଳକୁ ଫାଇନାଲ୍‌ ନେବା ପରେ କ୍ଷମା ମାଗିଲେ ମିଲର୍‌

କୋଲକତା,୨୫।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୨ର ଫାଇନାଲ୍‌ରେ ପହଞ୍ଚିଛି ଗୁଜରାଟ ଟାଇଟାନ୍ସ। କୋଲକାତାର ଇଡେନ ଗାର୍ଡେନ୍ସ ଗ୍ରାଉଣ୍ଡରେ ଖେଳାଯାଇଥିବା କ୍ୱାଲିଫାୟାର-୧ରେ ଦଳ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟ୍‌ରେ ପରାସ୍ତ କରି ଫାଇନାଲ୍‌ ଟିକେଟ୍‌ ହାସଲ କରିଛି। ଗୁଜରାଟର ବିଜୟର...

ଜିଟିର ଲଢୁଆ ବ୍ୟାଟିଂ, ୭ ୱିକେଟରେ ବିଜୟୀ…

କୋଲକାତା, ୨୪।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ  ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୮୯ ରନ୍ ଲକ୍ଷ୍ୟର ପିଛା କରି  ଜିଟି  ଲଢୁଆ ବ୍ୟାଟିଂ...

ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୮୯…

କୋଲକାତା, ୨୪।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା ପଶ୍ଚିମବଙ୍ଗର କୋଲକାତାସ୍ଥିତ ଇଡେନ୍‌ ଗାର୍ଡେନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri