ମୁମ୍ବାଇର ଲଗାତର ପଞ୍ଚମ ପରାଜୟ
ପୁଣେ,୧୨୵୪: ଆଇପିଏଲ ୨୦୨୨ର ୨୩ତମ ମ୍ୟାଚରେ ଆଜି ପୁଣି ମୁମ୍ବାଇ ଇଣ୍ଡିଆନ୍ସକୁ ପରାଜୟର ସାମ୍ନା କରିବାକୁ ପଡିଛି। ପୁଣେରେ ଖେଳାଯାଉଥିବା ଏହି ମ୍ୟାଚରେ ପଞ୍ଜାବ କିଙ୍ଗସ ୧୨ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ୧୯୯ ରନର ବିଜୟ ଲକ୍ଷ୍ୟକୁ ପିଛା…
ଧାଓ୍ବନଙ୍କ ଧୂଆଁଧାର ବ୍ୟାଟିଂ: ମୁମ୍ବାଇ ଆଗରେ ୧୯୯ ରନ୍ର ବିଜୟ ଲକ୍ଷ୍ୟ
ମୁମ୍ବାଇ,୧୩ା୪: ବୁଧବାର ମୁମ୍ବାଇ ଇଣ୍ଡିଆନ୍ସ(ଏମ୍ଆଇ) ବିପକ୍ଷରେ ଚାଲିଥିବା ଆଇପିଏଲ୍ ମ୍ୟାଚ୍ରେ ପଞ୍ଜାବ କିଙ୍ଗ୍ସର ଖେଳାଳିଙ୍କ ଧୂଆଁଧାର ବ୍ୟାଟିଂ ଦେଖିବାକୁ ମିଳିଛି। ପ୍ରଥମେ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା ଏମ୍ଆଇ। ପଞ୍ଜାବ ବ୍ୟାଟିଂ ନିମନ୍ତ୍ରଣ ପାଇ ୨୦ ଓଭରରେ ୫ ଉଇକେଟ…
ସିଏସ୍କେର ପ୍ରଥମ ବିଜୟ…
ମୁମ୍ବାଇ, ୧୨।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣରେ ମଙ୍ଗଳବାର ଚେନ୍ନାଇ ସୁପର କିଙ୍ଗସ୍ (ସିଏସ୍କେ) ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲୋର(ଆର୍ସିବି) ବିପକ୍ଷରେ ପ୍ରଥମ ବିଜୟ ହାସଲ କରିଛି । ଧାର୍ଯ୍ୟ ୨୧୭ ରନ୍ ଲକ୍ଷ୍ୟର ପିଛା କରି ଆରସିବି ୨୦ ଓଭରରେ …
ଆର୍ସିବି ପାଇଁ ବିଜୟ ଲକ୍ଷ୍ୟ ୨୧୭ …
ମୁମ୍ବାଇ, ୧୨।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣରେ ମଙ୍ଗଳବାର ଚେନ୍ନାଇ ସୁପର କିଙ୍ଗସ୍ (ସିଏସ୍କେ) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲୋର(ଆର୍ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍ ଷ୍ଟାଡିୟମ୍ରେ…
ଟସ୍ ଜିତିଲା ଆର୍ସିବି, ବୋଲିଂ ନିଷ୍ପତ୍ତି…
ମୁମ୍ବାଇ, ୧୨।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣରେ ମଙ୍ଗଳବାର ଚେନ୍ନାଇ ସୁପର କିଙ୍ଗସ୍ (ସିଏସ୍କେ) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲୋର(ଆର୍ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍ ଷ୍ଟାଡିୟମ୍ରେ…
ପାଣ୍ଡ୍ୟାଙ୍କ ମୁଣ୍ଡରେ ବାଜିଲା ବାଉନ୍ସର, ଡରିଗଲେ ସ୍ତ୍ରୀ
ମୁମ୍ବାଇ,୧୨।୪: ଆଇପିଏଲ୍ ୨୦୨୨ରେ ଏକ ମ୍ୟାଚ୍ରେ ଗୁଜରାଟ ଟାଇଟାନ୍ସ (ଜିଟି) ସନରାଇଜର୍ସ ହାଇଦ୍ରାବାଦ (ଏସ୍ଆର୍ଏଚ୍)କୁ ଭେଟିଥିଲା। ଏହି ମ୍ୟାଚ ସମୟରେ ଗୁଜରାଟ ଟାଇଟାନ୍ସ (ଜିଟି) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏକ ବାଉନ୍ସର ପକାଇଥିଲେ ସନରାଇଜର୍ସ ହାଇଦ୍ରାବାଦ (ଏସ୍ଆର୍ଏଚ୍) ଦ୍ରୁତ ବୋଲର ଉମରାନ…
ବଡ଼ ରେକର୍ଡ କଲେ ପାଣ୍ଡ୍ୟା
ମୁମ୍ବାଇ,୧୨।୪: ଆଇପିଏଲ୍ ୨୦୨୨ରେ ପ୍ରତିଦିନ ରୋମାଞ୍ଚକର ମ୍ୟାଚ ଦେଖିବାକୁ ମିଳୁଛି। ଚଳି ଆଇପିଏଲ୍ର ୨୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ୮ ଉଇକେଟ୍ରେ ଗୁଜରାଟ ଟାଇଟାନ୍ସକୁ ଦଳକୁ ପରାସ୍ତ କରିଛି। ଏହି ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟା ଏକ ବଡ଼ ରେକର୍ଡ କରିଛନ୍ତି। ହାର୍ଦ୍ଦିକ…
ପରାଜୟ ଦେଖିଲା ଗୁଜରାଟ
ମୁମ୍ବାଇ, ୧୧।୪: ସ୍ଥାନୀୟ ଡି.ଓ୍ବାଇ. ପାଟିଲ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍ ମ୍ୟାଚରେ ସନ୍ରାଇଜର୍ସ ହାଇଦ୍ରାବାଦ ୮ ଉଇକେଟରେ ଗୁଜରାଟ ଟାଇଟାନ୍ସକୁ ପରାସ୍ତ କରିଛି। ଗୁଜରାଟ ଟାଇଟାନ୍ସ ୨୦ ଓଭରରେ ୭ ଉଇକେଟ ହରାଇ ୧୬୨ ରନ କରିଥିଲା।…
ଟସ୍ ଜିତି ବୋଲିଂ କରିବ ହାଇଦ୍ରାବାଦ
ମୁମ୍ବାଇ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ସୋମବାର ୨୧ତମ ମ୍ୟାଚରେ ସନ୍ରାଇଜର୍ସ ହାଇଦ୍ରାବାଦ ଅଧିନାୟକ କେନ୍ ଓ୍ବିଲିୟମ୍ସନ୍ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଗୁଜରାଟ ଟାଇଟନ୍ସ ପ୍ରଥମେ ବ୍ୟାଟିଂ କରିବ। ସନରାଇଜର୍ସ ହାଇଦ୍ରାବାଦ: ଅଭିଷେକ ଶର୍ମା, କେନ୍ ୱିଲିୟମ୍ସନ…
ଆର୍ସିବିର ସହଜ ବିଜୟ…
ମୁମ୍ବାଇ, ୯।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣରେ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ୍(ଏମ୍ଆଇ) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍(ଆର୍ସିବି) ସହଜ ବିଜୟ ହାସଲ କରିଛି । ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଆରସିବି ୧୮.୩ ଓଭରରେ ୩ ୱିକେଟ ହରାଇ ୧୫୨…
ଆର୍ସିବି ପାଇଁ ବିଜୟ ଲକ୍ଷ୍ୟ ୧୫୨…
ମୁମ୍ବାଇ, ୯।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣରେ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ୍(ଏମ୍ଆଇ) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍(ଆର୍ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା ମହାରାଷ୍ଟ୍ରର ପୁଣେ ସ୍ଥିତ କ୍ରିକେଟ ଆସୋସିଏଶନ୍ ଷ୍ଟାଡିୟମ୍ରେ ଖେଳାଯାଉଥିବା ଏହି ମ୍ୟାଚ୍ରେ…
ଆର୍ସିବି ଜିତିଲା ଟସ୍, ବୋଲିଂ ନିଷ୍ପତ୍ତି…
ମୁମ୍ବାଇ, ୯।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣରେ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ୍(ଏମ୍ଆଇ) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍(ଆର୍ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ରର ପୁଣେ ସ୍ଥିତ କ୍ରିକେଟ ଆସୋସିଏଶନ୍ ଷ୍ଟାଡିୟମ୍ରେ ଖେଳାଯାଉଥିବା ଏହି ମ୍ୟାଚ୍ରେ…
Archives


