ଆଇପିଏଲ୍‌

କୁମିନ୍ସ ଛଡ଼ାଇ ନେଲେ ମ୍ୟାଚ୍‌

ପୁଣେ,୬।୪: ପାଟ କୁମିନ୍ସଙ୍କ ବିସ୍ଫୋରକ ଅର୍ଦ୍ଧଶତକ ରନ୍‌ର ପାଳି ବଳରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ୫ ଉଇକେଟରେ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇ ଦେଇଛି। ୧୬୨ ରନ୍‌ର ଟାର୍ଗେଟ୍‌ ଛିଡ଼ା କରିବା ପରେ ଆରମ୍ଭରୁ ଭଲ ବୋଲିଂ ଯୋଗୁ କେକେଆର ଅଧା…

ମୁମ୍ବାଇକୁ ଭଲ ଫିନିଶିଂ ଦେଲେ ପୋଲାର୍ଡ

ପୁଣେ,୬।୪: କୋଲକାତା ନାଇଟ୍‌ ରାଇଡର୍ସ(କେକେଆର) ଆଗରେ ୧୬୨ ରନ୍‌ର ଟାର୍ଗେଟ ଛିଡ଼ା କରିଛି ମୁମ୍ବାଇ ଇଣ୍ଡିଆନ୍ସ। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ପ୍ରାରମ୍ଭିକ ବ୍ୟାଟିଂ ବିଫଳତା ଯୋଗୁ ବଡ଼ ସ୍କୋର ହାସଲ କରିପାରି ନ ଥିଲା। ମାତ୍ର ସୂର୍ଯ୍ୟ…

ଆରମ୍ଭରୁ ରାଜସ୍ଥାନକୁ ଶକ୍ତ ଧକ୍କା

ନୂଆଦିଲ୍ଲୀ,୬।୪: ଚଳିତ ଆଇପିଏଲରେ ମଙ୍ଗଳବାର ପ୍ରଥମ ଥର ପାଇଁ ପରାଜୟ ସ୍ବାଦ ଚାଖିଥିବା ରାଜସ୍ଥାନ ରୟାଲ୍ସକୁ ବୁଧବାର ଆଉ ଏକ ଶକ୍ତ ଧକ୍କା ଲାଗିଛି। ଅଷ୍ଟ୍ରେଲିଆନ ବୋଲିଂ ଅଲରାଉଣ୍ଡର ନାଥନ କୁଲ୍ଟର ନାଇନ ପୂରା ଆଇପିଏଲରୁ ବାଦ୍‌ ପଡ଼ିଛନ୍ତି। ସନରାଇଜର୍ସ ବିପକ୍ଷ…

ବେବି ଏବିଙ୍କୁ ପଦାର୍ପଣ ସୁଯୋଗ, ଫେରିଲେ କୁମିନ୍ସ

ପୁଣେ,୬।୪: ସ୍ଥାନୀୟ ଡି ଓ୍ବାଇ ପାଟିଲ ଷ୍ଟାଡିୟମରେ ବୁଧବାର ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଅଧିନାୟକ ଶ୍ରେୟାସ ଆୟାର ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ୍‌ ଜରିଆରେ ଆଇପିଏଲ ପଦାର୍ପଣ କରିବାକୁ ଯାଉଛନ୍ତି ବେବି…

ଜଣେ ଝିଅ ରିଜେକ୍ଟ କରିବା ପରେ ଶିଖର ଧାଓ୍ବନ କହିଥିଲେ ଏମିତି କଥା

ମୁମ୍ବାଇ,୬।୪:ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୨ରେ ପଞ୍ଜାବ କିଙ୍ଗ୍ସ ପାଇଁ ଖେଳୁଥିବା ଶିଖର ଧାୱନ ଜଣେ ଅତି ଶାନ୍ତ ସ୍ବଭାବର ବ୍ୟକ୍ତି ଭାବେ ଜଣାଶୁଣା। ଧାୱନ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ସେ ପ୍ରଶଂସକଙ୍କ ସହ ଅନେକ ଭିଡିଓ ଏବଂ ଫଟୋ…

ପରବର୍ତ୍ତୀ ମ୍ୟାଚ୍‌ରେ ଖେଳିବେ ଓ୍ବାର୍ନର, ନର୍ଟଜେ

ମୁମ୍ବାଇ,୬।୪: ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ ବିପକ୍ଷରେ ଗୁରୁବାର ହେବାକୁ ଥିବା ମ୍ୟାଚ୍‌ରେ ଡେଭିଡ୍‌ ଓ୍ବାର୍ନର ଏବଂ ପେସର ଅନରିଚ ନର୍ଟଜେ ଖେଳିବେ। ଏ ନେଇ ଦିଲ୍ଲୀ କ୍ୟାପିଟାଲ ଦଳର ଆସିଷ୍ଟାଣ୍ଟ କୋଚ ଶେନ ଓ୍ବାଟଶନ ବୁଧବାର ସ୍ପଷ୍ଟ କରିଛନ୍ତି। “ଓ୍ବାର୍ନରଙ୍କ କ୍ୱାରେଣ୍ଟିନ…

‘କାର୍ତ୍ତିକଙ୍କୁ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବା ଦରକାର’

ମୁମ୍ବାଇ,୬।୪: ଦୀନେଶ କାର୍ତ୍ତିକଙ୍କ ମ୍ୟାଚ୍‌ ଓ୍ବିନିଂ ପାଳି ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ୪ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ହରାଇ ଦେଇଛି। ସଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ବେଳେ ସେ ୨୩ ବଲରେ ଖେଳିଥିଲେ ୪୪ ରନ୍‌ର ଅପରାଜିତ…

ଏହି କ୍ରିକେଟର୍‌ଙ୍କ ମସାଜ୍‌ କଲେ ବିରାଟ କୋହଲି: ଦେଖନ୍ତୁ ଭିଡିଓ

ମୁମ୍ବାଇ,୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଆଇପିଏଲ ୨୦୨୨ର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରି ଚାରି ଉଇକେଟ ବିଜୟ ହାସଲ କରିଥିଲା। ୩ଟି ମ୍ୟାଚ୍‌ରେ ଏହା ଆରସିବିର ଦ୍ୱିତୀୟ ବିଜୟ ଥିଲା। ଏହି ବିଜୟ ପରେ ବେଙ୍ଗାଲୁରୁ ପଏଣ୍ଟ ଟେବୁଲରେ…

ଆରସିବି ୪ ୱିକେଟରେ ବିଜୟୀ…

ମୁମ୍ବାଇ, ୫।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ଠାରୁ ୪ ୱିକେଟରେ ବିଜୟ ହାସଲ କରିଛି । ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଆରସିବି ୧୯.୧ ଓଭରରେ ୬ ୱିକେଟ ହରାଇ…

ଆର୍‌ସିବି ପାଇଁ ବିଜୟ ଲକ୍ଷ୍ୟ ୧୭୦…

ମୁମ୍ବାଇ, ୫।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଆରସିବି ଅଧିନାୟକ…

ଟସ୍‌ ଜିତିଲା ଆର୍‌ସିବି, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୫।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଆରସିବି ଅଧିନାୟକ…

‘ଦଳରେ କିଛି ଅସୁବିଧା ଅଛି’

ମୁମ୍ବାଇ,୫।୪: ଗତ ସିଜନରେ ପଏଣ୍ଟ ଟେବୁଲର ସବୁଠୁ ତଳେ ରହିଥିବା ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆରଏଚ୍‌) ଏଥର ମଧ୍ୟ ତା’ର ଖରାପ ପ୍ରଦର୍ଶନ ଜାରି ରହିଛି। ଦଳ ଖେଳିଥିବା ଉଭୟ ମ୍ୟାଚ୍‌ରେ ପରାସ୍ତ ହୋଇଛି। ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?