୨୩ ରନ୍ରେ ଏମ୍ଆଇ ପରାଜିତ…
ମୁମ୍ବାଇ, ୨।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣରେ ଶନିବାର ରାଜସ୍ଥାନ ରୟାଲର୍ସ(ଆର୍ଆର୍) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍(ଏମ୍ଆଇ) ରନ୍ରେ ପରାଜିତ ହୋଇଛି। ଏମ୍ଆଇ ୮ ଓ୍ବିକେଟ ହରାଇ ନିର୍ଦ୍ଧାରିତ ୨୦ ଓଭରରେ ୧୭୦ ରନ୍ କରିବାକୁ ସକ୍ଷମ ହୋଇଛି। ଏମ୍ଆଇ...
ଟସ୍ ଜିତିଲା ଡିସି, ପ୍ରଥମେ ବୋଲିଂ…
ମୁମ୍ବାଇ, ୨।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣରେ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ବିପକ୍ଷରେ ଗୁଜୁରାଟ ଟାଇଟନ୍ସ(ଜିଟି) ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ରର ପୁଣେ ସ୍ଥିତ କ୍ରିକେଟ ଆସୋସିଏଶନ୍ ଷ୍ଟାଡିୟମ୍ରେ ଖେଳାଯାଉଥିବା ଏହି ମ୍ୟାଚ୍ରେ...
ଥାମ୍ପିଙ୍କ ଗୋଟିଏ ଓଭରରେ ୨୬ ରନ୍
ମୁମ୍ବାଇ,୨।୪: ଡିୱାଇ ପାଟିଲ ଷ୍ଟାଡିୟମରେ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ- ରାଜସ୍ଥାନ ରୟାଲ୍ସ ମଧ୍ୟରେ ମ୍ୟାଚ୍ ଜାରି ରହିଛି। ଏଥିରେ ଧୂଆଁଧାର ବ୍ୟାଟିଂ କରି ଚର୍ଚ୍ଚାରେ ଅଛନ୍ତି ଜୋସ୍ ବଟ୍ଲର। ସେ ୬୬ ବଲ୍ରେ ନିଜର ଶତକ ପୂରଣ କରିଛନ୍ତି। ଏଥିରେ...
ଟୁର୍ନାମେଣ୍ଟର ପ୍ରଥମ ଶତକ
ମୁମ୍ବାଇ,୨।୪: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଶନିବାର ଖେଳାଯାଉଥିବା ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ ବ୍ୟାଟ୍ସମ୍ୟାନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ମ୍ୟାଚ୍ରେ ଜୋସ୍ ବଟଲର୍ଙ୍କ ଶତକ ଏବଂ ଶିମ୍ରନ ହେଟମେୟର ବିସ୍ଫୋରକ ୩୫ ରନ ବଳରେ ରାଜସ୍ଥାନ ପୁଣିଥରେ ବଡ଼ ସ୍କୋର...
ବଟଲରଙ୍କ ବିସ୍ଫୋରକ ବ୍ୟାଟିଂ, ଏମ୍ଆଇ ପାଇଁ ବିଜୟ ଲକ୍ଷ୍ୟ ୧୯୪…
ମୁମ୍ବାଇ, ୨।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣରେ ଶନିବାର ରାଜସ୍ଥାନ ରୟାଲର୍ସ(ଆର୍ ଆର୍) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍(ଏମ୍ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍ ଷ୍ଟାଡିୟମ୍ରେ ଖେଳାଯାଉଥିବା...
ଟସ୍ ଜିତିଲା ଏମ୍ଆଇ, ବୋଲିଂ ନିଷ୍ପତ୍ତି…
ମୁମ୍ବାଇ, ୨।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣରେ ଶନିବାର ରାଜସ୍ଥାନ ରୟାଲର୍ସ(ଆର୍ ଆର୍) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍(ଏମ୍ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍ ଷ୍ଟାଡିୟମ୍ରେ ଖେଳାଯାଉଥିବା...
ହୃଦୟ ଜିତିଲା ଗମ୍ଭୀରଙ୍କ କ୍ୟାପଶନ
ମୁମ୍ବାଇ,୧।୪: ଚେନ୍ନାଇ ସୁପର କିଙ୍ଗ୍ସକୁ ୬ ଉଇକେଟରେ ପରାସ୍ତ କରି ବିଜୟ ସ୍ବାଦ ଚାଖିଛି ନୂଆ ଫ୍ରାଞ୍ଚାଇଜ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ। ମ୍ୟାଚ୍ ପରେ ଏକତ୍ରିତ ହୋଇଥିଲେ ଦୁଇ ମହାନ ଖେଳାଳି ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ...
‘ସେ କିଛି ଶିଖୁ ନାହାନ୍ତି’
ମୁମ୍ବାଇ,୧।୪: ଚେନ୍ନାଇ ସୁପର କିଙ୍ଗ୍ସ ୨୧୧ ରନ୍ର ଟାର୍ଗେଟ ଛିଡ଼ା କରିବା ପରେ ମଧ୍ୟ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସଠାରୁ ୬ ଉଇକେଟରେ ପରାସ୍ତ ହୋଇଛି। ଡିଫେଣ୍ଡିଂ ଚାମ୍ପିୟନ ଦଳର ପରାଜୟ ପରେ ଅଲରାଉଣ୍ଡର ଶିବମ ଦୁବେଙ୍କୁ ସମାଲୋଚନା କରିଛନ୍ତି ପୂର୍ବତନ...
ପରାଜୟ ପାଇଁ ଫିଲ୍ଡିଂକୁ ଦାୟୀ କଲେ
ମୁମ୍ବାଇ,୧।୪: ୨୧୦ ରନ୍ର ବିଶାଳ ଟାର୍ଗେଟ ଛିଡ଼ା କରିବା ପରେ ମଧ୍ୟ ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)କୁ ଲକ୍ଷୌ ସୁପର ଜ୍ୟାଣ୍ଟସଠାରୁ ପରାସ୍ତ ହେବାକୁ ପଡ଼ିଛି। ଆଇପିଏଲ ଇତିହାସରେ ପ୍ରଥମ ଥର ପାଇଁ ପ୍ରାରମ୍ଭିକ ଦୁଇଟି ମ୍ୟାଚ୍ରେ...
ଶେଷ ଓଭରରେ ଚେନ୍ନାଇକୁ ହରାଇଲା ଲକ୍ଷ୍ନୌ
ମୁମ୍ବାଇ,୩୧।୩: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ଗୁରୁବାର ସପ୍ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସକୁ ୬ ଉଇକେଟରେ ପରାସ୍ତ କରିଛି ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ। ଫଳରେ ଚଳିତ ଆଇପିଏଲ୍ ସିଜନରେ ଲକ୍ଷ୍ନୌ ତାର ବିଜୟ ଅଭିଯାନ ଆରମ୍ଭ କରିଛି। ଟସ୍ ଜିତି...
ଲକ୍ଷ୍ନୌ ଆଗରେ ୨୧୧ ଟାର୍ଗେଟ
ମୁମ୍ବାଇ,୩୧।୩: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ଗୁରୁବାର ସପ୍ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଚେନ୍ନାଇ ସୁପର କିଙ୍ଗ୍ସ ବ୍ୟାଟିଂ କରିବାକୁ ଆସି ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୨୧୦...
ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ଲକ୍ଷ୍ନୌ
ମୁମ୍ବାଇ,୩୧।୩: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ଗୁରୁବାର ସପ୍ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ଅଧିନାୟକ ଲୋକେଶ ରାହୁଲ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଚେନ୍ନାଇ ସୁପର କିଙ୍ଗ୍ସ ପ୍ରଥମେ ବ୍ୟାଟିଂ କରିବ। ଚେନ୍ନାଇ ୩ଟି ପରିବର୍ତ୍ତନ...
Archives


