ଆଇପିଏଲ୍‌

ଦିଲ୍ଲୀ ପାଖରେ ନାହାନ୍ତି ବିଦେଶୀ ଖେଳାଳି

ମୁମ୍ବାଇ,୨୭।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୫ତମ ସଂସ୍କରଣ ଆରମ୍ଭ ହେବାର ଗୋଟିଏ ଦିନ ପରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ବ୍ରାବୋର୍ନେ ଷ୍ଟାଡିୟମରେ ରବିବାର ଅପରାହ୍ନରେ ମୁମ୍ବାଇ ବିପକ୍ଷ ମ୍ୟାଚ୍‌ରେ ମାତ୍ର ୨ ବିଦେଶୀ ଖେଳାଳି(ଟିମ୍‌ ସେଫର୍ଟ ଓ…

୬ ୱିକେଟ୍‌ରେ କେକେଆର୍ ବିଜୟୀ…

ମୁମ୍ବାଇ, ୨୬।୩ : ଆଇପିଏଲ୍ ସିଜିନ୍ ୧୫ର ପ୍ରଥମ ମ୍ୟାଚ୍ରେ କୋଲକାତା ନାଇଟ ରାଇଡର୍ସ(କେକେଆର୍) ମୁମ୍ବାଇର ଓ୍ବାଙ୍ଖେଡ୍ ଷ୍ଟାଡିୟମ୍ରେ ୧୮.୩ ଓଭରରେ ୪ ୱିକେଟ ହରାଇ ୧୩୩ ରନ୍ ହାସଲ କରି ବିଜୟୀ ହୋଇଛି। ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍କେ) ର ୧୩୨…

କେକେଆର୍‌ ପାଇଁ ବିଜୟ ଲକ୍ଷ୍ୟ ୧୩୨…

ମୁମ୍ବାଇ, ୨୬।୩ : ଆଇପିଏଲ୍‌ ସିଜିନ୍‌ ୧୫ର ପ୍ରଥମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର୍‌) ମୁମ୍ବାଇର ଓ୍ବାଙ୍ଖେଡ୍‌ ଷ୍ଟାଡିୟମ୍‌ରେ ମୁହାଁମୁହିଁ ହୋଇଛନ୍ତି। ଟସ୍‌ ଜିତି କେକେଆର୍‌ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବାବେଳେ ସିଏସ୍‌କେ ୫…

୬୧ ରନ୍‌ରେ ୫ ଓ୍ବିକେଟ ହରାଇଲା ସିଏସ୍‌କେ…

ମୁମ୍ବାଇ, ୨୬।୩ : ଆଇପିଏଲ୍‌ ସିଜିନ୍‌ ୧୫ର ପ୍ରଥମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର୍‌) ମୁହାଁମୁହିଁ ହୋଇଛନ୍ତି। ଟସ୍‌ ଜିତି କେକେଆର୍‌ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇ ସିଏସ୍‌କେର ବିପର୍ଯ୍ୟୟ ଘଟାଇଛି। ମୁମ୍ବାଇର ଓ୍ବାଙ୍ଖେଡ୍‌…

ସିଏସ୍‌କେର ୨ ଓପନର ପାଭିଲିୟନ ଫେରିଲେ…

ମୁମ୍ବାଇ, ୨୬।୩ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ କୋଲକାତା ନାଇଟ ରାଇଡର୍ସ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମୁମ୍ବାଇର ଓ୍ବାଙ୍ଖେଡ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ମ୍ୟାଚ୍‌ରେ କୋଲକାତା ନାଇଟ ରାଇଡର୍ସ…

ଟସ୍‌ ଜିତିଲା କେକେଆର୍‌, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୨୬।୩ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ କୋଲକାତା ନାଇଟ ରାଇଡର୍ସ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମୁମ୍ବାଇର ଓ୍ବାଙ୍ଖେଡ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଚେନ୍ନାଇର ରବିନ୍ଦ୍ର…

‘୨୦୨୨ ହିଁ ଶେଷ; ଆଇପିଏଲ୍‌ର ପରବର୍ତ୍ତୀ ସିଜନରେ ଖେଳିବେ ନାହିଁ ’

ନୂଆଦିଲ୍ଲୀ,୨୫।୩: ଦୀର୍ଘ ୧୪ ବର୍ଷ ଧରି ଚେନ୍ନାଇ ସୁପର କିଙ୍ଗ୍ସ ସହ ଯୋଡ଼ି ହୋଇ ରହିଛନ୍ତି ମହାନ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ମହେନ୍ଦ୍ର ସିଂହ ଧୋନୀ। ହେଲେ ହଠାତ ସିଏସ୍‌କେ ଅଧିନାୟକ ପଦରୁ ହଟିଯାଇ ସେ ସମସ୍ତଙ୍କୁ ଚମକାଇଦେଇଛନ୍ତି। ଫ୍ରାଞ୍ଚାଇଜ୍‌ ୧୬ କୋଟି…

ଚକିତ କରିପାରେ ପଞ୍ଜାବ କିଙ୍ଗ୍ସ

ନୂଆଦିଲ୍ଲୀ,୨୫।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୫ତମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଦୁଇ ନୂଆ ଫ୍ରାଞ୍ଚାଇଜ ସମେତ ୧୦ ଦଳ ଭଲ ସ୍କାଡ ଗଠନ କରିଛନ୍ତି। କିନ୍ତୁ ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କରଙ୍କ ମତରେ ପଞ୍ଜାବ କିଙ୍ଗ୍ସ…

ପ୍ରଥମ ପ୍ରତିକ୍ରିୟାରେ ଏମିତି କହିଲେ କ୍ୟାପଟେନ ଜାଡେଜା

ମୁମ୍ବାଇ,୨୫।୩: ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କୁ ଆଗାମୀ ଆଇପିଏଲ ଲାଗି ଅଧିନାୟକ ଘୋଷଣା କରିଛି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। ଆଇପିଏଲ ଆରମ୍ଭରୁ ସିଏସ୍‌କେର ଗୁରୁଦାୟିତ୍ୱ ସମ୍ଭାଳୁ ଥିବା ମହେନ୍ଦ୍ର ସିଂ ଧୋନୀ ଅଧିନାୟକ ପଦରୁ ହଟିବା ସହ ଜାଡେଜାଙ୍କୁ ତାଙ୍କ ଉତ୍ତରାଧିକାରୀ…

ଟ୍ରେନିଂ ପୂର୍ବରୁ ମିଟିଂରେ ଧୋନୀ ନିଷ୍ପତ୍ତି ଶୁଣାଇଥିଲେ

ନୂଆଦିଲ୍ଲୀ,୨୪।୩: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ଅଧିନାୟକ ପଦରୁ ଓହରି ଯାଇଛନ୍ତି ମହେନ୍ଦ୍ର ସିଂ ଧୋନୀ। ଧୋନୀ ଦଳର ନେତୃତ୍ୱ ହସ୍ତାନ୍ତର ପାଇଁ ଚିନ୍ତା କରୁଥିଲେ। ଗୁରୁବାର ଟ୍ରେନିଂ ପୂର୍ବରୁ ଟିମ୍‌ ମିଟିଂ ବସିଥିଲା। ମିଟିଂ ବେଳେ ସେ ତାଙ୍କର ନିଷ୍ପତ୍ତି…

ସିଏସ୍‌କେ ନେତୃତ୍ୱ ଛାଡ଼ିଲେ ଧୋନୀ

ନୂଆଦିଲ୍ଲୀ,୨୪।୩: ପୁଣି ଥରେ ସଭିଙ୍କୁ ଚମକାଇ ଦେଇଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୫ତମ ସଂସ୍କରଣ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ କ୍ୟାପଟେନ କୁଲ ନେଇଛନ୍ତି ବଡ଼ ନିଷ୍ପତ୍ତି। ଚେନ୍ନାଇ ସୁପର…

କାହା ସହିତ ଓପନିଂ କରିବେ ରୋହିତ ?

ମୁମ୍ବାଇ,୨୪।୩: ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ବର୍ଷ ବର୍ଷ ଧରି ଭିନ୍ନ ଭିନ୍ନ ଓପନିଂ କମ୍ବିନେଶନ ବ୍ୟବହାର କରିଆସୁଛି। ଗତ ସିଜନରେ ରୋହିତ ଶର୍ମାଙ୍କ ସହ ଓପନିଂ କରିଥିଲେ ଦକ୍ଷିଣ ଆଫ୍ରିକୀୟ ଉଇକେଟକିପର କୁଇଣ୍ଟନ ଡି’କକ୍‌। କିନ୍ତୁ ଚଳିତ ବର୍ଷ ଡି’କକ୍‌ ଦଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?