ଆଇପିଏଲ୍‌

ଏଥର ଆଇପିଏଲ୍‌ରେ ଚମକିବେ ଏହି ୪ ଅନକ୍ୟାପ୍‌ଡ ଅଲରାଉଣ୍ଡର

ଆଇପିଏଲ୍‌ ୨୦୨୨ ଆରମ୍ଭ ପାଇଁ ଆଉ ୨ ଦିନ ବାକି ଅଛି । ଏହି ସିଜିନ୍‌ରେ ଅନେକ ଯୁବ ଖେଳାଳିଙ୍କଠାରୁ ଭଲ ପ୍ରଦର୍ଶନ ଆଶା କରାଯାଏ। ଏଥିମଧ୍ୟରେ ଅଣ୍ଡର -୧୯ ବିଶ୍ୱକପ୍‌ରେ ଚମତ୍କାର କରିଥିବା ରାଜବର୍ଦ୍ଧନ ହଙ୍ଗରଗେକର ଏବଂ ଘରୋଇ କ୍ରିକେଟରେ…

ଶେଷ ହେଲା ଲକ୍ଷ୍ନୌର ଖେଳାଳି ଖୋଜିବା ପ୍ରକ୍ରିୟା

ନୂଆଦିଲ୍ଲୀ,୨୩।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୫ତମ ସଂସ୍କରଣ ପୂର୍ବରୁ ଆହତ ସମସ୍ୟା କାରଣରୁ ମାର୍କ ଉଡ୍‌ ଓହରିବା ପରେ ତାଙ୍କ ବଦଳ ଖେଳାଳି ଖୋଜୁଥିଲା ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ। ପ୍ରଥମ ଥର ପାଇଁ ଆଇପିଏଲ୍‌ରେ ଭାଗ ନେବାକୁ ଯାଉଥିବା ନୂଆ…

ଆଇପିଏଲ୍‌ ମ୍ୟାଚ୍‌ ଦେଖିବାକୁ ଦର୍ଶକଙ୍କୁ ଅନୁମତି

ନୂଆଦିଲ୍ଲୀ,୨୩।୩: ଆସନ୍ତା ୨୬ରୁ ଆରମ୍ଭ ହେବ ବହୁ ପ୍ରତିକ୍ଷୀତ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)। ଏହି ଟୁର୍ନାମେଣ୍ଟରେ ଦର୍ଶକଙ୍କ ଏଣ୍ଟ୍ରିକୁ ଏବେ ଗ୍ରୀନ୍‌ ସିଗ୍ନାଲ ଦେଇଛି ବିସିସିଆଇ। ଫଳରେ କ୍ରିକେଟ ପ୍ରେମୀ ଷ୍ଟାଡିୟମ ଭିତରକୁ ଯାଇ ନିଜ ପସନ୍ଦର କ୍ରିକେଟରଙ୍କୁ ଚିୟର୍ସ କରିପାରିବେ…

ଏପର୍ଯ୍ୟନ୍ତ ମୋଇନଙ୍କୁ ଭିଜା ମିଳିନାହିଁ

ନୂଆଦିଲ୍ଲୀ,୨୩।୩: ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୧୬ ତାରିଖରେ ଗତ ଥରର ରନର୍ସଅପ୍‌ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)କୁ ଭେଟିବାକୁ ଯାଉଛି। ଏହି ମ୍ୟାଚ୍‌ରେ ସିଏସ୍‌କେକୁ ଇଂଲଣ୍ଡ ଅଲରାଉଣ୍ଡର ମୋଇନ ଅଲିଙ୍କ ବିନା ଖେଳିବାକୁ ପଡ଼ିବ। ଭିଜା ସମସ୍ୟା…

ଦିଲ୍ଲୀ କ୍ୟାପିଟାଲ୍ସକୁ ମିଳିଲା ବଡ଼ ଆଶ୍ୱସ୍ତି

ମୁମ୍ବାଇ,୨୩।୩: ଦକ୍ଷିଣ ଆଫ୍ରିକୀୟ ପେସର ଅନରିଚ ନର୍ଟଜେ ଆସନ୍ତା ଅପ୍ରିଲରୁ ଖେଳିବା ପାଇଁ ଫିଟ୍‌ ହୋଇଯିବେ। ଏହା ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ସବୁଠୁ ବଡ଼ ଆଶ୍ୱସ୍ତି। ଦକ୍ଷିଣ ଆଫ୍ରିକୀୟ ପେସର କ୍ୟାପିଟାଲ୍ସର ତୃତୀୟ ମ୍ୟାଚ୍‌ରୁ ଉପଲବ୍ଧ ହେବେ ବୋଲି ଫ୍ରାଞ୍ଚାଇଜର ଜଣେ…

ବାକି ସମସ୍ତଙ୍କଠାରୁ ଭିନ୍ନ ଲକ୍ଷ୍ନୌର ଜର୍ସି-ଆନ୍ଥେମ୍‌

ନୂଆଦିଲ୍ଲୀ,୨୨।୩: ଆଇପିଏଲ୍‌ର ୧୫ତମ ସଂସ୍କରଣରେ ଡେବ୍ୟୁ କରିବାକୁ ଯାଉଛି ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ । ମଙ୍ଗଳବାର ଟିମ୍‌ ପକ୍ଷରୁ ଜର୍ସି ଏବଂ ଟିମ୍‌ ଆନ୍ଥେମ୍‌ ରିଲିଜ କରାଯାଇଛି। ଏଥିରେ ଲକ୍ଷ୍ନୌର ଜର୍ସିର ରଙ୍ଗ ବାକି ଟିମ୍‌ଙ୍କଠାରୁ ଭିନ୍ନ ରହିଛି। ଏଥିସହ ଆନ୍ଥେମ୍‌କୁ…

ଦୁଇ ଶତ୍ରୁ ଏବେ ମିତ୍ର

ନୂଆଦିଲ୍ଲୀ,୨୨।୩: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)- ୨୦୧୯ ସମୟରେ ରାଜସ୍ଥାନ ରୟାଲ୍ସ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଜୋସ ବଟଲର ଏବଂ କିଙ୍ଗ୍ସ ଇଲେଭେନ୍‌ ପଞ୍ଜାବର ରବିଚନ୍ଦ୍ରନ ଅଶ୍ୱିନଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା। ଏହାକୁ ୩ ବର୍ଷ ବିତିଥିବା ବେଳେ ସେତେବେଳର ଏହି ଦୁଇ ଶତ୍ରୁ…

ଅନ୍‌ସୋଲ୍ଡ ସତ୍ତ୍ୱେ ଫେରିଲେ ‘ମିଷ୍ଟର ଆଇପିଏଲ୍‌’

ନୂଆଦିଲ୍ଲୀ,୨୨।୩: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଷ୍ଟାର ବ୍ୟାଟ୍ସମ୍ୟାନଙ୍କ ମଧ୍ୟରୁ ଅନ୍ୟତମ ତଥା ‘ମିଷ୍ଟର ଆଇପିଏଲ୍‌’ ଭାବେ ଜଣାଶୁଣା ସୁରେଶ ରାଇନାଙ୍କୁ ୨୦୨୨ ସିଜନ୍‌ ଲାଗି କେହି କିଣି ନ ଥିଲେ। ସର୍ବଦା ସେ ନିଜର ଶ୍ରେଷ୍ଠ ପ୍ରଦର୍ଶନ ଦେଇ ଆସିଥିବାରୁ ତାଙ୍କ…

ଶେଷ ହେଉ ନାହିଁ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସର ସମସ୍ୟା

ମୁମ୍ବାଇ,୨୧।୩: ଆଗାମୀ ଆଇପିଏଲରେ ପ୍ରଥମ ଥର ପାଇଁ ଭାଗ ନେବାକୁ ଯାଉଥିବା ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ ଦଳର ସମସ୍ୟା ଶେଷ ହେଉ ନାହିଁ। ଇଂଲଣ୍ଡ ପେସର ମାର୍କ ଉଡ୍‌ ଆଇପିଏଲ-୧୫ରୁ ଓହରିବା ପରେ ଫ୍ରାଞ୍ଚାଇଜ ପକ୍ଷରୁ ବାଂଲାଦେଶ ପେସର ତାସ୍କିନ ଅହମ୍ମଦଙ୍କ…

ଆଇପିଏଲ୍‌ ପୂର୍ବରୁ ଚିନ୍ତାରେ ସିଏସ୍‌କେ

ନୂଆଦିଲ୍ଲୀ,୨୦।୩: ମାତ୍ର ୫ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୫ତମ ସଂସ୍କରଣ। କିନ୍ତୁ ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ସମସ୍ୟା ଶେଷ ହେଉ ନାହିଁ। ଦୁଇ ଷ୍ଟାର ଯୁବ ଖେଳାଳି ଦୀପକ…

ଟିମ୍‌ ଇଣ୍ଡିଆ ସଦସ୍ୟ ପାଲଟିଲେ ନେଟ୍‌ ବୋଲର

ଅହମ୍ମଦାବାଦ,୨୦।୩: ୨୦୧୪ ଆଇପିଏଲର ପର୍ପଲ କ୍ୟାପ୍‌ ଅଧିକାରୀ ମୋହିତ ଶର୍ମାଙ୍କୁ ନେଟ୍‌ ବୋଲର ଭାବେ ଦଳରେ ସାମିଲ କରିଛି ନୂଆ ଫ୍ରାଞ୍ଚାଇଜ ଗୁଜରାଟ ଟାଇଟନ୍ସ। ଏହା କ୍ରିକେଟ ପ୍ରଶଂସକଙ୍କୁ ଚକିତ କରି ଦେଇଛି। ମୋହିତଙ୍କ ସହିତ ବାମ ହାତୀ ପେସର ବରିନ୍ଦର…

ଟେଷ୍ଟ ବଦଳରେ ଆଇପିିଏଲ୍‌ ବାଛିଲେ

ଜୋହାନ୍ସବର୍ଗ,୧୯।୩: ଆଗାମୀ ଆଇପିଏଲରେ ଖେଳିବାକୁ ଥିବା ଦକ୍ଷିଣ ଆଫ୍ରିକୀୟ ଖେଳାଳିମାନେ ଟେଷ୍ଟ ସିରିଜ୍‌କୁ ମନା କରି ଦେଇଛନ୍ତି। ଏଥି ଯୋଗୁ ଫ୍ରାଞ୍ଚାଇଜ ବନାମ ଦେଶ ଯୁକ୍ତି ପୁଣି ଥରେ ଜୋର ଧରିଛି। ଆଇପିଏଲ୍‌ ପରିବର୍ତ୍ତେ ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜ୍‌ ବାଛିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri